Browsing Category

ଆଞ୍ଚଳିକ

ଚିପ୍ସ ପ୍ୟାକେଟ୍‌ରୁ ପ୍ଲାଷ୍ଟିକ ଖେଳନା ଗିଳି ୪ ବର୍ଷ ଶିଶୁର ମୃତ୍ୟୁ : ସମଗ୍ର ଅଞ୍ଚଳ ରେ ଶୋକ ର ଛାୟା

ବାଲିଗୁଡା, ତା, ୧୯/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଶିକରମାହା ଗ୍ରାମ ନିକଟ ମୁସୁମାହା ପଡାର ୪ ବର୍ଷ ର ଶିଶୁ ଏକ ମସଲା ଜାତୀୟ ଚିପ୍ସ ପ୍ୟାକେଟ ଭିତରେ ଥିବା ପ୍ଲାଷ୍ଟିକ ଖେଳନା ଗିଳି ଅକାଳରେ ଜୀବନ

ପାଟ୍ରୋଲିଂ ବେଳେ ପାଞ୍ଚଲକ୍ଷ ଟଙ୍କାରୁ ଉର୍ଦ୍ଧ ବିଦେଶୀ ମଦ ଜବତ : ଜଣେ ଗିରଫ

ବାଲିଗୁଡା : କନ୍ଧମାଳ ଜିଲ୍ଲାବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ପୋଲିସ ପକ୍ଷରୁ ସେକେଣ୍ଡ ଅଫିସର ଅଶୋକ କୁମାର ତ୍ରିପାଠୀ,ଏସଆଇ ଦମୟନ୍ତୀ ବେହେରା,ଏଏସଆଇ ସୁରେନ୍ଦ୍ର କୁମାର ରାଜହଂସ ଓ ବାସୁଦେବ ପଣ୍ଡାଙ୍କ ସମେତ ପୋଲିସ ଦାରିଙ୍ଗିବାଡ଼ି ଛକ ଠାରେ ପେଟ୍ରୋଲିଂ କରୁଥିବା ବେଳେ

ବ୍ଲକସ୍ତରୀୟ ମତ୍ସ୍ୟ ପ୍ରାଣୀସମ୍ପଦ ମେଳା – ୨୦୨୫

ଚିକିଟୀ : ଏହି ବ୍ଲକ ଅନ୍ତର୍ଗତ ଚିକିଟୀ ଗଡ଼ ସ୍ଥିତ ରାଜା ଗୌରଚନ୍ଦ୍ର ମିନି ଷ୍ଟାଡିୟମ ଠାରେ ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ସୌଜନ୍ୟରେ ଚିକିଟୀ ବ୍ଳକ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି। ଉକ୍ତ

୬୯ ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡାର ଉଦଘାଟନୀ ଉତ୍ସଵ

ବଣାଇ : ବଣାଇ ରାଜା ଧରଣୀଧର ଖେଳ ପଡିଆ ଠାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ସୁନ୍ଦର ଗଡ଼ ଜ଼ିଲ୍ଲା ବିଦ୍ୟାଳୟ ସମୂହ କ୍ରୀଡା ସଂଗଠନ ଆନୁକୂଲ୍ୟରେ 69 ତମ ଓଡିଶା ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ କବାଡି ପ୍ରତିଯୋଗିତାର ଉଦଘାଟନୀ ଦିବସରେ ଜ଼ିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ମୁରଲୀଧର

ଆକ୍ସନ ମୋଡ଼ ରେ ଓଡ଼ଗାଁ ପୋଲିସ : ଟ୍ରାଫିକ ନିୟମ କଡାକଡି,୩୯ ହଜାର ତଣ୍ଡ ଗଣିଲେ ଚାଳକ…

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅଂଚଳରେ ଅମାନିଆ ଗାଡ଼ି ଚାଳକଙ୍କ ଉପରେ ଓଡ଼ଗାଁ ପୋଲିସ ନଜର ରଖି ୨ ଦିନ ମଧ୍ୟରେ ୩୯ ହଜାର ଟଙ୍କାର ଜୋରିମାନା କଟା ଯାଇଥିବା ବେଳେ ବିଶେଷ କରି ଏକାଧିକ ସଂଖ୍ୟାରେ ଯୁବକ ମାନେ ଏଥିରେ ଫସିଥିବାର ଜଣାପଡିଛି । ବିଶେଷ କରି ଗାଡ଼ି ଚଳାଇବା ବେଳେ ହେଲମେଟ

କେ.ନୂଆଗାଁ ଥାନା ଇଲାକାରେ ଦିନକୁ ଦିନ ବଢ଼ୁଛି ଚୋରୀ

ଚିକିଟୀ : ଗଞ୍ଜାମ ଜିଲ୍ଲା ଚିକିଟୀ ବ୍ଲକ ଅନ୍ତର୍ଗତ କେ.ନୂଆଗାଁ ଥାନା ଅଧିନସ୍ଥ ଧାନଘର ମନ୍ଦିରରେ ଚୋରୀ । ସୂଚନା ପ୍ରକାରେ ଗତ ବିଳମ୍ବିତ ରାତିରେ ଧାନଘର ଠାରୁ ମା ବାଳକୁମାରୀ ଯିବା ମୂଖ୍ୟ ରାସ୍ତା ପାର୍ଶ୍ବରେ ଥିବା ଶ୍ରୀ ଗୋପେଶ୍ୱର ମହାଦେବ ଓ ଶ୍ରୀ ରାଧା ଗୋପୀନାଥ ମନ୍ଦିରରେ ଚୋର ମାନେ

ବାଲିଗୁଡାରେ ବ୍ଳକ ସ୍ତରୀୟ ସର୍ଗିଫୁଲ ମହୋତ୍ସବ ଉଦଯାପିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଳକ ସ୍ତରୀୟ ସର୍ଗିଫୁଲ ମହୋତ୍ସବ- ୨୦୨୫ ବଡ଼ଗାଁ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ଅତିଥି ଭାବେ କାଉନସିଲର ଅଜୟ ଦିଗାଲ ,ବ୍ଳକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦୀପକ କନୱାର

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ରୁକୁଡା ଡ୍ୟାମ

ବଣାଇଁ : ବଣାଇ ଉପଖଣ୍ଡ ଗୁରୁଣ୍ଡିଆ ବ୍ଲକ ନରେନ୍ଦ୍ର ପଞ୍ଚାୟତ ନିକଟବର୍ତ୍ତୀ ରୁକୁଡା ଡ୍ୟାମ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ସରକାର ଇକୋ ଟୁରିଜିମ ଉପରେ ଗୁରୁତ୍ୱ ଦେଇ ପଦକ୍ଷେପ ହାତକୁ ନେଇଛନ୍ତି। ବିଗତ ବର୍ଷ ଗୁଡ଼ିକରେ ଖଣ୍ଡାଧାର ଜଳପ୍ରପାତ ସହ ଟେନସା ନେଚର କ୍ୟାମ୍ପରେ

ଜନଜାତି ଗୌରବ ଦିବସ ପାଳିତ

ବଣାଇ : ବଣାଇ ବ୍ଲକ ଅନ୍ତର୍ଗତ ବକୁଳି ଡ଼ିହି ଠାରେ ବନବାସୀ ଶବରୀ କନ୍ୟା ଆଶ୍ରମ ଦେଓଗାଁ ବଣାଇ ଗଡ଼ ଆନୁକୂଲ୍ୟରେ ଭଗବାନ ବିର୍ସା ମୁଣ୍ଡାଙ୍କର 150 ତମ ଜନ୍ମ ଜୟନ୍ତୀ ଅବସରରେ ଜନଜାତି ଗୌରବ ଦିବସ ପାଳିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ଶିକ୍ଷକ

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଜନ ଶୁଣାଣୀ ଶିବିର

ବଣାଇ : ବଣାଇ ବ୍ଲକ ଅନ୍ତର୍ଗତ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ସଭାଗୃହ ଠାରେ ଆଜି ସୁନ୍ଦରଗଡ ଅତିରିକ୍ତ ଜିଲ୍ଲାପାଳ ସୁରଜ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଯୁଗ୍ମ ଜନ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି