Browsing Category

ଆଞ୍ଚଳିକ

ଜାତିଭିତ୍ତିକ ସଂରକ୍ଷଣ ୫୦% ଟପିବନି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ସାମାଜିକ ଓ ଆର୍ଥିକ ଅନଗ୍ରସରଙ୍କ(ଏସଇବିସି) ପାଇଁ ସଂରକ୍ଷଣ ପ୍ରସଙ୍ଗକୁ ନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଦ୍ୱନ୍ଦ୍ୱ ଦୂର କରିଛନ୍ତି ।ସେ କହିଛନ୍ତି ଯେ, ଜାତିଭିତ୍ତିକ ସଂରକ୍ଷଣ ୫୦% ଟପିବନି ବୋଲି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏଥିପାଇଁ ଏସଇବିସି

ମାଲକାନଗିରି ଜିଲ୍ଳାରେ ଆୟୋଜିତ ହେଲା ତ୍ରିରଙ୍ଗା ଯାତ୍ରା : ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ

ମାଲକାନଗିରି : ଅପ୍ରେଲ ୨୨ ତାରିଖ ଦିନ ଜମ୍ମୁର ପହଲଗାମ୍‌ଠାରେ ଆତଙ୍କବାଦୀଙ୍କ ବିଭତ୍ସ କାଣ୍ଡର ଜବାବ୍‌ରେ ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ଦ୍ଦେଶରେ ଭାରତ ଆତଙ୍କବାଦୀଙ୍କ ବିରୁଦ୍ଧରେ ମଇ ୭ ତାରିଖ ଦିନ ‘ଅପରେସନ୍‌ ସିନ୍ଦୂର’ ଆରମ୍ଭ କରିଥିଲା । ଭାରତୀୟ

କୋର୍ଟରେ ସାକ୍ଷ୍ୟ ପ୍ରଦାନକୁ କେନ୍ଦ୍ର କରି ୨ ପରିବାର ହାତାହାତି, ୩ ଆହତ

ହିଞ୍ଜିଳିକାଟୁ : ଏକ ଗଣ୍ଡଗୋଳ ମାମଲାରେ ସାକ୍ଷ୍ୟ ପ୍ରଦାନକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଆକ୍ରମଣ ଓ ପ୍ରତି ଆକ୍ରମଣ ହୋଇଛି । ଉଭୟ ପରିବାରଙ୍କ ଆକ୍ରମଣ ଓ ପ୍ରତି ଆକ୍ରମଣରେ ଉଭୟ ପରିବାରର ୩ ଜଣ ଆହତ ହୋଇଛନ୍ତି। ଏଭଳି ଏକ ଘଟଣା ମଙ୍ଗଳବାର ଅପରାହ୍ନରେ ହିଞ୍ଜିଳି ଥାନା ପିତଳ ଗ୍ରାମରେ

ପୋଲିସ ଏବଂ ଜିଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ମିଳିତ ଗାଡ଼ିମୋଟର ଯାଞ୍ଚ ସହ ଜୋରିମାନା ଆଦାୟ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ହିଲ୍‌ଭିୟୁ ଛକ ନିକଟରେ ପୋଲିସ ଏବଂ ଜିଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ମିଳିତ ଭାବେ ଗାଡ଼ିମୋଟର ଯାଞ୍ଚ କରାଯାଇଛି। ଏଥିରେ ବିନା ହେଲମେଟ୍‌ରେ ଯାତ୍ରା ସହ ସିଟ ବେଲ୍ଟ, ବାଇକ୍‌ରେ ୨ରୁ ଅଧିକ ଯାତ୍ରୀ, ଗାଡ଼ି

ଦାରିଙ୍ଗବାଡି ଅଞ୍ଚଳରେ ୭ଟି ନୂତନ ସମବାୟ ସମିତି ଖୋଲିବ : ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଗୁରୁତ୍ୱାରୋପ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବୃହଦାକାର ବହୁମୁଖୀ ସମବାୟ ସମିତି ଲିଃ ଅଞ୍ଚଳରେ କୃଷିଋଣକୁ ବ୍ୟାପକ କରାଯିବା ସହ ସାଧାରଣ ବଣ୍ଟନ ସାମଗ୍ରୀକୁ ଲୋକଙ୍କ ନିକଟରେ ସୁବିଧାରେ ପହଞ୍ଚାଇବା, କୃଷି ଉପକରଣ, ବିହନ ବଣ୍ଟନ ଭଳି କାର୍ଯ୍ୟକୁ ତ୍ୱରାନ୍ବିତ

ଯୁବ ମେକାନିକଙ୍କ ଅକାଳ ବିୟୋଗ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ଅଞ୍ଚଳର ଜଣାଶୁଣା ଯୁବ ଗାଡି ମେକାନିକ ପ୍ରତାପ ଚନ୍ଦ୍ର ପ୍ରଧାନ (ପିଣ୍ଟୁ)ଙ୍କ ୪୨ ବର୍ଷ ବୟସରେ ମଙ୍ଗଳବାର ରାତ୍ର ଅକାଳ ବିୟୋଗ ହୋଇଛି। ସେ ଦୀର୍ଘଦିନ ହେଲା ଚିକିତ୍ସାଧୀନ ଥିଲେ । ମଙ୍ଗଳବାର ପିଣ୍ଟୁ ଅସୁସ୍ଥ ଅନୁଭବ କରିବାରୁ ଭାଇ ପ୍ରଶାନ୍ତ

ଏନ୍‌ଏଚ୍‌ କଡ଼ରେ ଲାଗୁଛି ଘରୋଇ ପ୍ରଚାରପତ୍ର

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୈାରପରିଷଦ ଅନ୍ତର୍ଗତ ଜନ ଗହଳି ଅଞ୍ଚଳ ବିଜୁପଟ୍ଟନାୟକ ଛକ ଜାତୀୟ ରାଜପଥ ୫୯ କଡ଼ରେ ବେଆଇନ ଭାବେ ପ୍ରଚାରପତ୍ର ଲାଗୁଛି। ଫଳରେ ରାଜପଥର ପାର୍ଶ୍ୱସ୍ଥ ସ୍ଥାନଗୁଡିକ ଘରୋଇ ପ୍ରଚାରପତ୍ରରେ ଜବରଦଖଲ ହୋଇଛି। ରାଜପଥ କଡ଼ରେ ଥିବା ବିଦ୍ୟୁତ୍‌ ଖୁଣ୍ଟ୍‌ ଓ ଖାଲି

ସିବିଏସଇ ପରୀକ୍ଷା ଫଳ ଦ୍ଵାଦଶରେ ପି. ସମୀକ୍ଷା ଏବଂ ଦଶମରେ ଉଷାରାଣୀ ରାଇକିଆ ବ୍ଲକ ଟପର

ରାଇକିଆ : ଆଜି ସିବିଏସଇ ଦଶମ ଏବଂ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକରେ ଦୁଇଟି ବିଦ୍ୟାଳୟର ଛାତ୍ରଛାତ୍ରୀ ସିବିଏସଇ ଦ୍ଵାରା ପରିଚାଳିତ ଦଶମ ଏବଂ ଦ୍ଵାଦଶ ପରୀକ୍ଷା ଦେଇଥିଲେ । ଓଡିଶା ଆଦର୍ଶ ବିଦ୍ୟାଳୟ ରାଇକିଆରୁ ଦ୍ଵାଦଶ ପରୀକ୍ଷାରେ ମୋଟ ୬୭

ହଷ୍ଟେଲ ଦାୟିତ୍ୱରୁ ନିବୃତ ରହିବାକୁ ବିଭାଗୀୟ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ ମନୋନୀତ କ୍ରିୟାଅନୁଷ୍ଠାନ କମିଟି

ମାଲକାନଗିରି : ମାଲକାନଗିରି ଜିଲ୍ଲା କଲ୍ୟାଣ ବିଭାଗ ଶିକ୍ଷକ/ ଶିକ୍ଷୟତ୍ରିଙ୍କ ଦ୍ବାରା ମନୋନୀତ କ୍ରିୟାଅନୁଷ୍ଠାନ କମିଟି ପ୍ରତିନିଧି ଶିକ୍ଷକ ବୃନ୍ଦ ଗତ ତା୧୨/୦୫ ରିଖ ବିଭାଗୀୟ ମାନ୍ୟବର ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ତାଙ୍କର ନିକଟସ୍ତ ବାସଭବନ ଉମର କୋଟ ନିକଟସ୍ଥ ଚିତ୍ରୋକୋଟ

ଗଞ୍ଜାମ ଓକିଲ ସଙ୍ଘର ବରିଷ୍ଠ ଆଇନଜୀବୀ କୃଷ୍ଣ ପ୍ରସାଦ ସାହୁଙ୍କ ପରଲୋକ

ବ୍ରହ୍ମପୁର : ଆଜି ଗଞ୍ଜାମ ଓକିଲ ସଙ୍ଘ ର ବରିଷ୍ଠ ଆଇନଜୀବୀ ବ୍ରହ୍ମପୁର ଅନ୍ନପୂର୍ଣ୍ଣା ବଜାର ନିବାସୀ କୃଷ୍ଣ ପ୍ରସାଦ ସାହୁ ସକାଳ ୮. ୩୦ ସମୟରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଡାକ୍ତରଖାନା ରେ ୭୫ ବର୍ଷ ବୟସ ରେ ଦେହାନ୍ତ ହୋଇଯାଇଅଛି l ସେ କର୍କଟ ରୋଗ ରେ କିଛିଦିନ ହେଲା ପୀଡିତ ଥିଲେ l