Browsing Category

ଆଞ୍ଚଳିକ

ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ୧୫ରୁ ଆରମ୍ଭ : ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା' ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଚଳିତ ମାସ ୧୫ ତାରିଖ

ଦ୍ୱିତୀୟ ଥର ପାଇଁ ସ୍ଥିତି ଜାହିର କଲା ଲାଲ ବାହିନୀ : କହମଗୁଡା ଛକ ଘାଟି ଅଞ୍ଚଳ ରେ ଲାଗିଲା ମାଓ ବ୍ୟାନର ଓ ପୋଷ୍ଟର

ବାଲିଗୁଡା,ତା, ୧୪/୦୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଅଂଚଳରେ ପୁନଃ ଦ୍ଵିତୀୟ ଥର ପାଇଁ ଲାଲ ବାହିନୀ ବ୍ୟାନର ଓ ମାଓ ପୋଷ୍ଟର ଲଗାଇ ସ୍ଥିତି ଜାହିର କରିଛି l କୋଟଗଡ଼ ଥାନା ସୁବର୍ଣ୍ଣଗିରି ରାସ୍ତାର କହମଗୁଡା ଛକ ନିକଟରେ ଶୁକ୍ରବାର ସକାଳୁ ସକାଳୁ ବାଘୁନା

ଡକାୟତି ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ୭ ବର୍ଷ ଜେଲ ଦଣ୍ଡାଦେଶ

ବାଲିଗୁଡା ,: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଅଞ୍ଚଳରେ ୨୦୧୩ ମସିହାରେ ଏକ ଡକାୟତି ଗ୍ୟାଙ୍ଗ ଘର ଭିତରେ ପଶି ସୁନା ,ରୂପା ଅଳଙ୍କାର ସହ ଟଙ୍କା ଲୁଟି ନେଇଥିଲେ । ଦୀର୍ଘ ୧୧ ବର୍ଷ ପରେ ଆଜି ମାନ୍ୟବର ସହକାରୀ ଦୌରା ଜଜ ଙ୍କ ଅଦାଲତ ରାୟ ପ୍ରକାଶ କରି

ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ : ବସୁନ୍ଧରା ଯୋଜନାର ଚିହ୍ନଟ ହିତାଧିକାରୀ ତୁରନ୍ତ ପଟ୍ଟା ପ୍ରଦାନ ନିମନ୍ତେ ନିର୍ଦ୍ଦେଶ

ଛତ୍ରପୁର, : ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବସୁନ୍ଧରା ଯୋଜନା ଆନୁକୂଲ୍ୟ ରେ ଗଞ୍ଜାମ ଜିଲ୍ଲା ରେ ଚିନ୍ହଟ ହୋଇଥିବା ୧୬୪୩ ଜଣ ଭୂମିହୀନ ମଧ୍ୟ ରୁ

ଭୁବନ ନଗରପାଳଙ୍କ ଦ୍ୱାରା ସ୍ୱଚ୍ଛ ସର୍ବେକ୍ଷଣ ରଥ ଉଦଘାଟିତ

ବ୍ରହ୍ମପୁର : ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରରେ ସ୍ୱଚ୍ଛତା କରିବା ଉଦେଶ୍ୟରେ ସ୍ୱଚ୍ଛ ସର୍ବେକ୍ଷଣ ରଥ କୁ ନଗରପାଳ ଶୁଭେନ୍ଦୁ କୁମାର ସାହୁ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଭୁବନ ନିର୍ବାହୀ ଅଧିକାରୀ ଲୋକ ନାଥ ବେଜ ଓ ସମସ୍ତ ୱାର୍ଡ ସଭ୍ୟ ଅଂଶ ଗ୍ରହଣ କରିଥିଲେ। ଭୁବନ

ବ୍ଲକସ୍ତରୀୟ ଦକ୍ଷତା ବିକାଶ କର୍ମଶାଳା

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକର ସଭାଗୃହରେ ବ୍ଲକସ୍ତରୀୟ ଦକ୍ଷତା ବିକାଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଗ୍ରାମ୍ୟ ପାନୀୟଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ ସୁବାସ ଚନ୍ଦ୍ର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡ଼ଗାଁ ଅତିରିକ୍ତ ବିଡ଼ିଓ କବିତା

ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ଯୁବକ ଗିରଫ

ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ଅଞ୍ଚଳର ଜୈନିକ ନାବାଳିକାଙ୍କୁ ନିକଟସ୍ଥ ଗ୍ରାମର ଜଣେ ଯୁବକ ଅସଦାଚରଣ କରିଥିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନଂ- ୧୧୦/୨୫ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ କରିବା ସହ ଜଣେ ଯୁବକଙ୍କୁ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଭଙ୍ଗା କାଚ ବୋତଲରେ ଆକ୍ରମଣ : ଆକ୍ରମଣରେ ଯୁବକ ଗୁରୁତର, ଆକ୍ରମଣକାରୀ ଗିରଫ

ହିଞ୍ଜିଳିକାଟୁ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଭଙ୍ଗା କାଚ ବୋତଲରେ ଆକ୍ରମଣ କରିଛନ୍ତି। ଆକ୍ରମଣରେ ଯୁବକ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମର ନିଳାଞ୍ଚଳ ଗୈାଡ (୨୨)।ପୁଲିସ ସୂଚନା

ନବରଙ୍ଗପୁର ଓକିଲ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଆଇନଜୀବୀ ସଂଘର ଏକ ପ୍ରତିନିଧି ଦଳ ଜିଲ୍ଲାପାଳଙ୍କୁ ଭେଟି ସେମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଦାବିପତ୍ର ପ୍ରଦାନ କରିଛନ୍ତି। ଗୁରୁବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ ଡ଼ ଶୁଭଙ୍କର ମହାପାତ୍ରଙ୍କୁ ଭେଟି, ଜିଲ୍ଲା ଦୌରା ଜଜ ଅଦାଲତ

ନବରଙ୍ଗପୁର ଓୟୁଜେର ଦାବୀ ପତ୍ର ପ୍ରଦାନ

ନବରଙ୍ଗପୁର : ରାଜ୍ୟର ସାମ୍ବାଦିକ ମାନଙ୍କର ସାମୁହିକ ସ୍ୱାର୍ଥ ରକ୍ଷା ପାଇଁ ଓଡ଼ିଶା ସାମ୍ବାଦିକ ୟୁନିୟନ ଆଉ ନୀରବଦ୍ରଷ୍ଟା ହୋଇ ବସି ନରହି ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବ ବୋଲି ଚରମ ନିଷ୍ପରି ଗ୍ରହଣ କରିଛି । ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବାର ୮ମାସ ବିତିଯାଇଥିଲେ ମଧ୍ୟ