Browsing Category

ଆଞ୍ଚଳିକ

ଗାଡି ଧକ୍କାରେ ସାଇକେଲ ଆରୋହୀ ମୃତ

ହିଞ୍ଜିଳିକାଟୁ : ୫୯ ନଂ ଜାତୀୟ ରାଜପଥ ହିଞ୍ଜିଳି ଥାନା ତଥା ହିଞ୍ଜିଳିକାଟୁ ପୈାରାଞ୍ଚଳ ମାଣିକନଗର ଛକରେ ରବିବାର ଭୋର ସକାଳେ ଏକ ଗାଡି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ହିଞ୍ଜିଳିକାଟୁ ପୈାରାଞ୍ଚଳ ରଜାତୋଟା ସାହିର ଅଭିମନ୍ୟୁ ପୃଷ୍ଟି (୭୦)। ଖବର ପାଇ

ଷୋହଳଖଣ୍ଡ ଗୋପାଳ ସମାଜ ତେରସ୍ଥାନ ତାଲୁକା ପରିଚାଳନା ପରିଷଦର ନିର୍ବାଚନ : ସଭାପତି ରାଧାଗୋବିନ୍ଦ ଓ ଉପସଭାପତି ହେଲେ…

ଛତ୍ରପୁର : ଛତ୍ରପୁର ବ୍ଲକ ଅନ୍ତର୍ଗତ ମା ବୀରସିଂହ ପୀଠ( ବିପୁଳିଙ୍ଗି )ନିକଟରେ ଥିବା ଷୋହଳଖଣ୍ଡ ଗୋପାଳ ସମାଜ ତେରସ୍ଥାନ ତାଲୁକା କୁଳ ଗୃହ ଠାରେ ପରିଚାଳନା ପରିଷଦ ର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି,ଜିଲ୍ଲା ଷ୍ଟିଏରିଙ୍ଗ କମିଟି ର ଆବାହକ ତଥା ତେରସ୍ଥାନ ତାଲୁକା ସଭାପତିରାଧା ଗୋବିନ୍ଦ

ଛତ୍ରପୁରରେ ନିଷ୍କ୍ରମଣ ଉତ୍ସବ

ଛତ୍ରପୁର, : ସ୍ଥାନୀୟ ଶ୍ରୀରାମ ନଗର ସ୍ଥିତ ସରସ୍ଵତୀ ଶିଶୁବିଦ୍ୟା ମନ୍ଦିର ପରିସରରେ ଅନୁଷ୍ଠାନର ସଭାପତି ତଥା ଓଡିଶା ହାଇକୋର୍ଟର ଓକିଲ ପଦ୍ମ ଚରଣ ସାହୁଙ୍କ ଅଧ୍ୟକ୍ଷତା ରେ ନିଷ୍କ୍ରମଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଖଣ୍ଡଦେଉଳୀ ଉଚ୍ଚମାଧ୍ୟମିକ

କ୍ଲଷ୍ଟରସ୍ତରୀୟ ନିପୂଣ ଓଡ଼ିଶା ମେଳା ଉଦଯାପିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସିପାଞ୍ଜିରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ନିପୂଣ ଓଡିଶା ମେଳା- ୨୦୨୫ ସିଆରସିସି ସରୋଜ କୁମାର ନାହାକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସରପଞ୍ଚ

ସିର୍ତ୍ତିଗୁଡାରେ ବିଶ୍ୱଶାନ୍ତି ପଞ୍ଚ ମହାଯଜ୍ଞ ଆରମ୍ଭ : ଦଶହଜାରରୁ ଉର୍ଦ୍ଧ ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ସମାଗମ

ବାଲିଗୁଡା,: କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସିର୍ତ୍ତିଗୁଡା ଠାରେ ରେ ୬୪ ତମ ବିଶ୍ୱ ଶାନ୍ତି ପଞ୍ଚ ମହାଯଜ୍ଞ ରବିବାର ଆରମ୍ଭ ହୋଇଛି l ସିର୍ତ୍ତୀଗୁଡା ଗ୍ରାମ୍ୟ କମିଟିର ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଅଷ୍ଟ ପ୍ରହର ନାମ ଯଜ୍ଞ, ଅନ୍ନ ଯଜ୍ଞ, ଜ୍ଞାନଯଜ୍ଞ

ଦିଲ୍ଲୀରେ ଭାଜପା ବିଜୟକୁ ନେଇ ଆତସବାଜି ସହ ଖୁସିରେ ମିଷ୍ଠାନ ବାଣ୍ଟିଲେ ଭାଜପା କର୍ମୀ

ମାଲକାନଗିରି : ଆଜି ମାଲକାନଗିରି ସଦର ମହକୁମା ରେ ଭାରତୀୟ ଜନତା ପାର୍ଟି ର ଦିଲ୍ଲୀ ଦଖଲ କୁ ନେଇ ଜିଲ୍ଲା ସଦର ମହକୁମା ରେ ଆତସ ବାଜି ସହ ମିଷ୍ଠାନ ବାଣ୍ଟିଲେ ଭାଜପା କର୍ମୀ । ଦୀର୍ଘ ୨୭ବର୍ଷ ପରେ ୭୦ବିଧାନସଭା ଆସନରୁ ୪୮ଆସନରେ ଜିତିବା ସହ ଶାସକ (ଆପ) ଆମ ଆଦମୀ ପାର୍ଟି କୁ ଗାଦିଚ୍ୟୁତ

୧୮ରୁ ଆରମ୍ଭ ହେବ ବେଲଘର ଡିମ୍ବୁଲି ମହୋତ୍ସବ

ତୁମୁଡିବନ୍ଧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ନିକଟ ତର୍ଗାବାଲି ଠାରେ ଡିମ୍ବୁଲି ମହୋତ୍ସବ ଚଳିତ ମାସ ୧୮ଓ ୧୯ ଦୁଇଦିନ ଧରି ମହୋତ୍ସବ ସଭାପତି ଗୌରଚନ୍ଦ୍ର ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ , ଏ ନେଇ ସମସ୍ତ କାର୍ଯ୍ୟକ୍ରମ ଚୁଡାନ୍ତ

ବିଜେଡିର ବନ୍ଧୁମିଳନ କାର୍ଯ୍ୟକ୍ରମ

ହିଞ୍ଜିଳିକାଟୁ ୮/୨ : ହିଞ୍ଜିଳିକାଟୁ ବ୍ଲକ୍ ଅନ୍ତର୍ଗତ ଘୋଡାଇଶୁଣି ପିଠରେ ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶନାରେ ବିଜେଡି ପକ୍ଷରୁ ବନ୍ଧୁ ମି ମିଳନ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକଙ୍କ ଡିଆରଡିଏ ପ୍ରତିନିଧି

ଆପ୍ ଦିଲ୍ଲୀରେ ହେଇଗଲା ସାଫ୍ : ସରୋଜ ସାବତ

ବ୍ରହ୍ମପୁର, ୮/୨ : ଦିଲ୍ଲୀର ଐତିହାସିକ ବିଜୟ ପରିପ୍ରେକ୍ଷୀରେ ଭାରତୀୟ ଜନତା ଯୁବମୋର୍ଚ୍ଚା ପକ୍ଷରୁ ବ୍ରହ୍ମପୁର ଗାନ୍ଧୀ ନଗର ଛକ ଠାରେ ବିଜୟ ଉତ୍ସବ ମନାଯାଇଛି । ଭାରତର ଯଶଶ୍ଵୀ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ଵରେ ଯେଉଁଭଳି ଭାବରେ ଦିଲ୍ଲୀକୁ ଭାରତୀୟ ଜନତା ପାର୍ଟି ଦଖଲ କରିଛି । ଆଗାମୀ

ପାହାଡ଼ ଉପରୁ ଦହିବରା ବିକାଳୀଙ୍କ ଶବ ଉଦ୍ଧାର : ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କନ୍ଧମାଳ : କନ୍ଧମାଳ ଜିଲ୍ଲା ଫୁଲବାଣୀ ଟାଉନ ସ୍ଥିତ ଦଧିବାମନ ସାହିର ଦହିବରା ବିକାଳୀ ଦାଶରଥି ସାହୁଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି । ସୂଚନା ଯୋଗ୍ୟ ଯେ, ଦାଶରଥୀ ଫେବୃଆରୀ ୧ ରେ ଦହିବରା ବିକ୍ରି କରିବାକୁ ପୁରୁଣା କଟକ ଯିବେ ବୋଲି ଜଣେ ସାଙ୍ଗକୁ କହି ଯାଇଥିଲେ