Browsing Category

ଆଞ୍ଚଳିକ

ଉତ୍କଳୀୟମ୍ ଫାଉଣ୍ଡେସନ ତରଫରୁ ଚାନ୍ଦପୁରରେ ମେଡିକାଲ କଲେଜର ପ୍ରତିଷ୍ଠା ଦାବୀରେ ନେଇ ରଣପୁର ବ୍ଲକ ପ୍ରଶାସନଙ୍କୁ…

ରଣପୁର/ରାଜସୁନାଖଳା : ଓଡିଶାର ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ଚାନ୍ଦପୁର ଠାରେ ଏସିଆ ମହାଦେଶର ଦ୍ୱିତୀୟ ଓ ଭାରତର ପ୍ରଥମ ଯକ୍ଷ୍ମା ଚିକିତ୍ସାଳୟ ଭାବେ କ୍ଷ୍ୟାତି ଲାଭ କରିଥିବା ଚିକତ୍ସାଳୟ ବସନ୍ତମଞ୍ଜରୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଟେ , ଯାହାକୁ କି ରଣପୁରର ରାଣୀ ତଥା ତତକାଳୀନ…

ନାଡ଼ାପାଟାଙ୍ଗ ଓ ମାଣିକୁଟିକୁ ପଞ୍ଚାୟତ ମାନ୍ୟତା ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ୍ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ ଗଠନ କରିବା ନିମନ୍ତେ ଉପଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଦାବିପତ୍ର ପ୍ରଦାନ ପୂର୍ବରୁ…

ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ: ବନ୍ଧୁକ ସମେତ ଅନେକ ମାଓ ସାମଗ୍ରୀ ଜବତ

ବାଲିଗୁଡ଼ା : କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲ୍ଲା ବେଲଘର-କୋଟଗଡ଼ ଥାନା ସିମାନ୍ତରେ ମାଓ ଗତିବିଧି ଦେଖାଦେଇଛି । ଏସ୍ଓଜି ଏବଂ ସିଆରପିଏଫ୍ ଜବାନଙ୍କ ମିଳିତ କୁମ୍ବିଂ ଅପରେସନ ବେଳେ ବିଲାମାଳ ପଞ୍ଚାୟତର ମୁଣ୍ଡିମାସ୍କା ଜଙ୍ଗଲରେ ସୁରକ୍ଷାକର୍ମୀ ମାଓବାଦୀ ମୁହାଁମୁହିଁ ହେବା ପରେ…

ବାବାସାହେବ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳନ

ବ୍ରହ୍ମପୁର : ସମାଜବାଦୀ ଅନୁଷ୍ଠାନ ମାନବ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ଆଜି ଭାରତରତ୍ନ ଡ଼.ଭୀମ ରାଓ ଆମ୍ବେଦକରଙ୍କ ୬୯ତମ ମହାପ୍ରୟାଣ ଦିବସ ଯଥା ମର୍ଯ୍ୟାଦାର ସହ ସ୍ଥାନୀୟ ଇଂଜିନିୟରିଙ୍ଗ ସ୍କୁଲ ଛକ ଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତି ଠାରେ ପାଳନ ହୋଇଯାଇଛି l ମାନବ ଅଧିକାର ସୁରକ୍ଷା…

ରାୟଗଡ଼ା ଜିଲ୍ଲା ସ୍ତରୀୟ ଯୌତୁକ ନିଷେଧ ଆଇନ–୧୯୬୧ ବିଷୟରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ରାୟଗଡା : ରାୟଗଡାରେ ଯୌତୁକ ଓ ସମ୍ବନ୍ଧିତ ହିଂସାକୁ ରୋକିବା ପାଇଁ ଜିଲ୍ଲା ସ୍ତରରେ ଯୌତୁକ ନିଷେଧ ଆଇନ, ୧୯୬୧ ବିଷୟରେ ଏକ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମ ସମାଜ ମଙ୍ଗଳ ଅଧିକାରୀ, ରାୟଗଡା ଶ୍ରୀମତୀ ମିନତି ଦେଓଙ୍କ ଅଧ୍ୟକ୍ଷତାରେ ପରିଚାଳିତ ହୋଇ, ଯୌତୁକ…

ମୌଳିକ ସୁବିଧା ରୁ ବଞ୍ଚିତ କୁମ୍ଭାର ସାହି ବାସିନ୍ଦା : ରାସ୍ତା ଓ ପାନୀୟ ଜଳ ମୁଖ୍ୟ ସମସ୍ୟା: ପ୍ରତିକାର ପାଇଁ ଦାବୀ

ବାଲିଗୁଡା, ତା, ୦୫/୧୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ କୁମ୍ଭାରସାହି ବାସିନ୍ଦା ମାନେ ସକାଳ ପାଇଲେ ପିଇବା ଓ ବ୍ୟବହାର କରିବାକୁ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ଦିନେ କି ୨ ଦିନ ନୁହଁ ବର୍ଷ ବର୍ଷ ଧରି ପିଇବା ପାଣି ପାଇଁ…

ବିନାୟକ ଆଚାର୍ଯ୍ୟ ସରକାରୀ ମହାବିଦ୍ୟାଳୟ : ୩୮ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ

ବ୍ରହ୍ମପୁର : ବିନାୟକ ଆଚାର୍ଯ୍ୟ ସରକାରୀ ମହାବିଦ୍ୟାଳୟ +୨ କ୍ରୀଡ଼ା ସଂସଦ, ସ୍ନାତକ ଓ ସ୍ନାତକୋତ୍ତର କ୍ରୀଡ଼ା ସଂସଦର ମିଳିତ ଆନୁକୂଲ୍ୟରେ ଦୁଇ ଦିନ ଧରି ଆୟୋଜିତ ୩୮ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ସମାହିତ ହୋଇଯାଇଛି l ପୁରସ୍କାର ବିତରଣ ଉତ୍ସବରେ ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚଶିକ୍ଷା…

ଅଙ୍ଗନବାଡ଼ି କେନ୍ଦ୍ରରେ ଆଦାନୀ ଫାଉଣ୍ଡେସନ ପକ୍ଷରୁ ସ୍କୁଲ ବ୍ୟାଗ ବଣ୍ଟନ

ଛତ୍ରପୁର : ଆଦାନୀ ଫାଉଣ୍ଡେସନ ପକ୍ଷରୁ ଆର୍ଯପଲ୍ଲୀ ଓ କଣମଣା ପଞ୍ଚାୟତ ଅଧୀନରେ ଥିବା ୨୦ରୁ ଅଧ‌ିକ ଅଙ୍ଗନବାଡି କେନ୍ଦ୍ରର ଛୋଟ ଛୋଟ ଶିଶୁମାନଙ୍କୁ ୫୦୦ରୁ ଅଧିକ ସ୍କୁଲ ବ୍ୟାଗ, ପାଣିବୋତଲ ଓ ଡ୍ରୟଙ୍ଗ କିଟ୍ ସହିତ ଅନ୍ୟାନ୍ୟ ଆବଶ୍ୟକ ଶିକ୍ଷା ସାମଗ୍ରୀ ଯଥା ପେନ୍ସିଲ୍, ରବର, ରୁଲର୍ ଆଦି…

ବ୍ରହ୍ମପୁରରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିଲା ଟିପିଏସ୍ଓଡିଏଲ୍

ହେଲେନ୍ କେଲର୍ ରେଡକ୍ରସ୍ ସ୍କୁଲରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ବ୍ରହ୍ମପୁର : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) ପକ୍ଷରୁ ବ୍ରହ୍ମପୁରସ୍ଥିତ-ହେଲେନ୍ କେଲର୍ ରେଡକ୍ରସ୍ ସ୍କୁଲ୍ ଫର୍ ଦି ଡେଫ୍, ପରିସରରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଛି…

ନୟାଗଡ଼ ମେଡିକାଲ କଲେଜ ଦାବି ଜୋର ଧରିଲା :ପ୍ଲାକାର୍ଡଧରି ମେଡିକାଲ କଲେଜ ଦାବି…

ନୟାଗଡ଼: ପ୍ଲାକାର୍ଡ ମାଧ୍ୟମରେ ନୟାଗଡ଼ ଜିଲ୍ଲାରେ ମେଡିକାଲ କଲେଜ୍ ଦାବିକୁ ତ୍ୱରାନ୍ୱିତ କରାଯାଇଛି। ନୟାଗଡ଼ ଗୋଲେଇ ଟ୍ରାଫିକ ଛକରେ ଜୟ ନୟାଗଡ଼ ଫାଉଣ୍ଡେସନ ପକ୍ଷରୁ ସଚେତନତା ମାଧ୍ୟମରେ କୁହାଯାଇଛି - ରାଜ୍ୟର ଜିଲ୍ଲା ସଦର ମହକୁମାରେ ମେଡିକାଲ କଲେଜ ଗଢି ଉଠିଛି।ନୟାଗଡ଼ କଣ ଅନ୍ୟ ଜିଲ୍ଲା…