Browsing Category

ଆଞ୍ଚଳିକ

ଓର୍କେଲ ପୋଲିସକୁ ମିଳିଛି ସଫଳତା : ୨୪କିଲୋ ଗଞ୍ଜେଇ ସହ ବାଇକ ଜବତ ୨ଗିରଫ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଓର୍କେଲ ପୋଲିସକୁ ମିଳିଛି ବଡ ସଫଳତା । ବେଆଇନ ଭାବେ ବାହାର ରାଜ୍ୟକୁ କିଛି ମାଫିଆଙ୍କ ଦ୍ୱାରା ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ପୋଲିସ ହାବୁଡ଼ରେ ଧରା ପଡିଛନ୍ତି। ସେମାନଙ୍କ ନିକଟରୁ ୨୪କିଲୋ ଗଞ୍ଜେଇ ଓ ଗୋଟିଏ ବାଇକ ଜବତ କରିବା ସହ ଘଟଣାରେ

ସମଗ୍ର ଶିକ୍ଷା ଅଭିଯାନ ସପୋର୍ଟ ଷ୍ଟାଫମାନଙ୍କର କାର୍ଯ୍ୟବନ୍ଦ ଆନ୍ଦୋଳନ

ନୟାଗଡ଼: ବିଭିନ୍ନ ଦାବି ନେଇ ଆକାଉଟାଣ୍ଟ କମ୍ ସପୋର୍ଟ ଷ୍ଟାଫ ଏମଆଇଏସ କମ୍ ପ୍ଲାନିଂ କୋ- ଅର୍ଡିନେଟର ରାଜ୍ୟ ସଂଘର ଆହ୍ବାନ କ୍ରମେ ବୁଧବାର ଠାରୁ ଭୁବନେଶ୍ଵର ଲୋୟର ପିଏମଜିରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣ ଧାରଣା ଦିଆଯିବାକୁ ସ୍ଥିରୀକୃତ ହେଇଥିଲା ବେଳେ ଗତ୨୬ ତାରିଖ ରେ ରାଜ୍ୟ ସଂଘ

ଭୁବନେଶ୍ବରରେ ମୋହନ ଭାଗବତ

ଭୁବନେଶ୍ବର: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆରଏସଏସ) ପ୍ରମୁଖ ମୋହନ ଭାଗବତ ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସଂଘର ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।ରାଜ୍ୟରେ ବିଜେପି ସଭାପତିଙ୍କ ନାମ ଘୋଷଣା ହେବା ପୂର୍ବରୁ ତାଙ୍କର

ପ୍ରଦର୍ଶନୀରେ ଟୁଲକିଟ ଓ ଯନ୍ତ୍ରାଂଶ ବିତରଣ କଲା କେଭିଆଇସି

କଟକ: ଭାରତ ସରକାରଙ୍କ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରାଳୟ ପକ୍ଷରୁ ଖଦି ଓ ଗ୍ରାମୋଦ୍ୟୋଗ କମିସନ (କେଭିଆଇସି)ଙ୍କ ପକ୍ଷରୁ ଗ୍ରାମୋଦ୍ୟୋଗ ବିକାଶ ଯୋଜନା (ଜିଭିବାଇ) ଯୋଜନା ଅନ୍ତର୍ଗତ କଟକସ୍ଥିତ ଜବାହରଲାଲ ଇନଡୋର ଷ୍ଟାଡିୟମରେ ହିତାଧିକାରୀମାନଙ୍କୁ ଯନ୍ତ୍ରାଂଶ ଓ ଟୁଲକିଟ ବଂଟନ

ଦ୍ୱନ୍ଦ୍ୱ ଦୂର ହେଲା : ୨ ତାରିଖରେ ପାଳନ କରାଯିବ ସରସ୍ବତୀ ପୂଜା

ପୁରୀ: ସରସ୍ୱତୀ ପୂଜାକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ ଏବେ ଦୂର ହୋଇଛି। ସରସ୍ୱତୀ ପୂଜା ଫେବ୍ରୁଆରି ୨ ତାରିଖ ନା ଫେବ୍ରୁଆରି ୩ ତାରିଖରେ ହେବ ସେନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ରହିଥିଲା। ତେବେ ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସରସ୍ୱତୀ ପୂଜା ତାରିଖ ଧାର୍ଯ୍ୟ କରାଯାଇଛି

ମୁକ୍ତି ପ୍ରଶିକ୍ଷଣ ବେଦାନ୍ତ ଆଶ୍ରମ ତରଫରୁ ଶୀତବସ୍ତ୍ର ବଣ୍ଟନ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ମୁକ୍ତି ପ୍ରଶିକ୍ଷଣ ବେଦାନ୍ତ ଆଶ୍ରମ ଓ ପଞ୍ଜାବର ଗୁରଗାଁଓ ଗୋ ରକ୍ଷକ ସଂସ୍ଥାର ମିଳିତ ଆନୁକୂଲ୍ୟରେ ଗଞ୍ଜାମ ଜିଲ୍ଲା ବିଞ୍ଚଣା ଗ୍ରାମ ସ୍ଥିତ ସଦଗୁରୁ ବାବା ଶ୍ରୀ ହରିଶଙ୍କର ସ୍ୱାମୀଜୀ ଙ୍କ ତତ୍ଵାବଧାନରେ ସ୍ଥାନୀୟ ସୁନାପାଙ୍ଗା ସ୍ଥିତ ସନ୍ତୋଷୀ ମା'

ବିର୍ସାମୁଣ୍ଡା ଜୟନ୍ତୀ ଉତ୍ସବ ପାଳିତ : ଆଦିବାସୀ ନୃତ୍ୟ ସଂଗୀତରେ ମଞ୍ଚ ଦୁଲୁକିଲା

ବାଲିଗୁଡା : କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ଭଗବାନ ବିର୍ସାମୁଣ୍ଡା ଙ୍କ ୧୫୦ ତମ ଜନ୍ମ ଜୟନ୍ତୀ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି l ସାଂସ୍କୃତିକ ସନ୍ଧ୍ୟାରେ କନ୍ଧମାଳ ଜ଼ିଲ୍ଲା ର ଅଗ୍ରଣୀ

ବାଲିଗୁଡା ଉପଖଣ୍ଡ ପ୍ରଶାସନ ପକ୍ଷରୁ ବରିଷ୍ଠ ମଞ୍ଚ କଳାକାର ତଥା ନାଟ୍ୟକାର ପ୍ରମୋଦ ଦଣ୍ଡସେନା ସମ୍ବର୍ଦ୍ଧିତ

ବାଲିଗୁଡା : କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସଂସ୍କୃତିକ ଅନୁଷ୍ଠାନ ର ସମ୍ପାଦକ ପ୍ରମୋଦ ଦଣ୍ଡସେନା ଙ୍କୁ ବାଲିଗୁଡା ଉପଖଣ୍ଡ ପ୍ରଶାସନ ପକ୍ଷରୁ ସାଧାରଣତନ୍ତ୍ର ଦିବସରେ ସମ୍ବର୍ଦ୍ଧିତ କରାଯାଇଛି l କନ୍ଧମାଳ ଜିଲ୍ଲାର ଅନନ୍ୟ ପ୍ରତିଭା ବରିଷ୍ଠ ମଞ୍ଚ ଅଭିନେତା ତଥା ନାଟ୍ୟକାର ପ୍ରମୋଦ କୁମାର

ଢୋଲକନା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନ

ବିରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଢୋଲକନା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି | ଅଦ୍ୟ ତା ୨୯/୦୧/୨୫ ରିଖ ବୁଧବାର ଦିନ ୧୧ ଘଟିକା ସମୟରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମାଧୁରୀ ଟୋପ୍ନଙ୍କ ତତ୍ୱାବଧାନରେ ଛାତ୍ରଛାତ୍ରୀ ଶିକ୍ଷକ

ଆସିକା ବିଜ୍ଞାନ ମହାବିଦ୍ୟାଳୟର ୫୭ତମ ବାର୍ଷିକ ଉତ୍ସବ

ନିଜ ମାଟିର ଗୌରବ ହିଁ ଅସ୍ମିତାର ପରିଚ଼ୟ - ମୁଖ୍ୟବକ୍ତା ଭଲମଣିଷ ହୋଇ ମାନବିକତାର ଆଚ଼ରଣ କରିବା - ସମ୍ମାନିତ ଅତିଥି।* ଆସିକା : ଛାତ୍ରଛାତ୍ରୀଙ୍କ ମଧ୍ୟରେ ୨୦୨୫ ନୂତନ ବର୍ଷର ନୂଆଁ ଆଶା, ନୂଆଁ ସମ୍ଭାର ଏବଂ ନୂଆଁ ଆକାଂକ୍ଷ୍ୟା ଉଦ୍ଦୀପନାକୁ ଉଦ୍ଜୀବିତ କରି ଆସିକା ବିଜ୍ଞାନ