Browsing Category

ଆଞ୍ଚଳିକ

ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟଙ୍କ ସମୀକ୍ଷା ବୈଠକ

ମାଲକାନଗିରି : ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟ ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। କମିଟି ସଦସ୍ୟ ଦୟାନିଧି ଦାସ ଓ ଅକ୍ଷୟ କୁମାର ବେହେରା ବିଭିନ୍ନ ବିଭାଗର ସମୀକ୍ଷା କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ଓ ଜିଲ୍ଲା

ଉପଖଣ୍ଡ ସ୍ତରୀୟ ଓଡ଼ିଶା ଦିବସ ଉପଲକ୍ଷେ ବକ୍ତୃତା ଓ ଦେଶାତ୍ମବୋଧକ ସଙ୍ଗୀତ ପ୍ରତିଯୋଗିତା

ବ୍ରହ୍ମପୁର ,୨୮/୩ - ଚଳିତ ବର୍ଷ ଓଡ଼ିଶା ଦିବସ ପାଳନ ନିମନ୍ତେ ବ୍ରହ୍ମପୁର ଉପଖଣ୍ଡ ସ୍ତରରେ ଓଡ଼ିଆ ବକ୍ତୃତା ଓ ଦେଶାତ୍ମବୋଧକ ସଙ୍ଗୀତ ପ୍ରତିଯୋଗିତା ସ୍ଥାନୀୟ ଶହୀଦ ଲକ୍ଷ୍ମଣ ନାୟକ ସ୍ମୃତି ସରକାରୀ ପୌର ଉଚ୍ଚ ବିଦ୍ୟାଳୟ ଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଅନୁଷ୍ଠିତ ହୋଇଯାଇଛି

ରାଇକିଆ ସରକାରୀ ବାଳିକା ବିଦ୍ୟାଳୟରେ “ଆମେ ଜାଣିବା, ଆମେ ଜିଣିବା” କାର୍ଯ୍ୟକ୍ରମ ପାଳନ

ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ସଦର ଠାରେ ଆଦିବାସୀ ଓ ହରିଜନ କଲ୍ୟାଣ ଦ୍ଵାରା ପରିଚାଳିତ ସରକାରୀ ବାଳିକା ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମାଶଙ୍କର ସାମନ୍ତରାୟଙ୍କ ତତ୍ଵାବଧାନରେ ଶୁକ୍ରବାର ‘ଆମେ ଜାଣିବା, ଆମେ ଜିଣିବା’ ସହ ପିଏମ ଶ୍ରୀ ବାର୍ଷିକ ଉତ୍ସବ ପାଳିତ

ବାଇକ୍ ଧକ୍କାରେ ହରିଣ ଗୁରୁତର

ହିଞ୍ଜିଳିକାଟୁ : କିଛି ଦିନ ତଳେ ହିଞ୍ଜିଳିକାଟୁ ବନ ବିଭାଗ ନନ୍ଦିକ ବିଟ୍ ଅଧୀନ ସାହାପୁର ଗ୍ରାମ ରାସ୍ତାରେ ସନ୍ଧ୍ୟା ସମୟରେ ହରିଣ ଟିଏ ରାସ୍ତା ପାର ହେଉଥିବା ବେଳେ ଏକ ବାଇକ୍ ଧକ୍କାରେ ଗୁରୁତର ଆହତ ହୋଇଥିଲା । ଘଟଣା ପରେ ଗ୍ରାମବାସୀଙ୍କ ସମେତ ହିଞ୍ଜିଳିକାଟୁର କିଛି ଗଣମାଧ୍ୟମ

ଦକ୍ଷିଣପୁର କ୍ଳଷ୍ଟରସ୍ତରୀୟ ଟି ଏଲ ଏମ୍ କର୍ମଶାଳା

କୁକୁଡ଼ାଖଣ୍ଡି : ଆଜି କୁକୁଡ଼ାଖଣ୍ଡି ବ୍ଲକ, ଦକ୍ଷିଣପୁର କ୍ଲଷ୍ଟର ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦକ୍ଷିଣ ପୁର ଠାରେ କ୍ଲଷ୍ଟର ସ୍ତରୀୟ ଦୁଇଦିନିଆ TLM କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ୨୭/୦୩/୨୫ ଓ ୨୮/୦୩/୨୫ କର୍ମଶାଳାର ଅନ୍ତିମ ଦିବସରେ ଲାଞ୍ଜିଆ ସମିତି ସଭ୍ୟ ତଥା ଆମ୍ବଗଡ ସେବା ସମବାୟ

ନୟାଗଡ଼ ରେଳଷ୍ଟେସନରେ କାର୍ଯ୍ୟକ୍ଷମ ହେଲା ଦୁଇ ଏଟିଭିଏମ ମେସିନ

ନୟାଗଡ଼ : ଗତ ୨୦୧୭ ମସିହାରୁ ନୟାଗଡ଼ରେ ରେଳ ସେବା ଆରମ୍ଭ ହୋଇଥିବା ବେଳେ ଯାତ୍ରୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଯାତ୍ରୀ ସଂଖ୍ୟା ବୃଦ୍ଧି ପାଇଥିଲେ ସୁଦ୍ଧା କେବଳ ଗୋଟିଏ ମାତ୍ର ଅଣ ସଂରକ୍ଷିତ ଟିକେଟ କାଉଣ୍ଟର ଥିବାରୁ ଯାତ୍ରୀମାନେ ଦୀର୍ଘ ସମୟ ଧରି ଲାଇନରେ ଛିଡ଼ା

ଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରେସ ରୁମ ଖୋଲିବା ଦାବିରେ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ଧାରଣା

ନୟାଗଡ଼ : ଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରେସ ରୁମ ଖୋଲିବା ଦାବି ନେଇ ଆଜି ପୂର୍ବାହ୍ନ ସାଢେ ୧୦ଟା ସମୟ ରେ ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ରେ ଜିଲ୍ଲା ସାମ୍ବାଦିକ ସଙ୍ଘ ସଭାପତି ପ୍ରମୋଦ ପଟ୍ଟନାୟକ ଙ୍କ ନେତୃତ୍ୱ ରେ ପ୍ରତୀକ ଧାରଣା ଦିଆ

ଡିଜିଟାଲ ରୂପାନ୍ତରଣକୁ ଆଗେଇ ନେଉଛି ଟିପିଏସ୍ଓଡିଏଲ୍…

ଡ୍ରୋନ୍ ଟେକ୍ନୋଲୋଜି ଓ ଏଡିଏମ୍ଏସ୍ ସେବା ଆରମ୍ଭ ବ୍ରହ୍ମପୁର : ବିଦ୍ୟୁତ ବଣ୍ଟନ ସେବାକୁ ଉନ୍ନତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ, ଟିପି ଦକ୍ଷିଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସଓଡିଏଲ୍) ଦୁଇଟି ପ୍ରମୁଖ ଡିଜିଟାଲ ପଦକ୍ଷେପ ଆରମ୍ଭ କରିଛି। ଜିଆଇଏସ୍

ନକ୍ସଲ ପ୍ରଭାବିତ ଅଞ୍ଚଳରେ ସିଆରପିଏଫ ତରଫରୁ ଜନସଂପର୍କ ଅଭିଯାନ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଓ ତୁମୁଡ଼ିବନ୍ଧ ବ୍ଲକର ନକ୍ସଲ ପ୍ରଭାବିତ ଗ୍ରାମ ସିନ୍ଧିପୋଙ୍କଲ, ଡାଙ୍ଗେସିଗୁଡ଼ା, ଝିରିପାଣି ଜୁବାଗୁଡ଼ା ଏବଂ ସୁବର୍ଣ୍ଣଗିରି ଅଞ୍ଚଳର ଦୂରଦୂରାନ୍ତ ସ୍ଥାନରେ ୧୨୭ ବାଟାଲିୟନ ସିଆରପିଏଫ ଦ୍ୱାରା ଏକ ଜନ ସଂପର୍କ

ବିଦ୍ୟାଳୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଓ ପୁରସ୍କାର ବିତରଣ ଉତ୍ସବ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୈାରାଞ୍ଚଳ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ଗତ ୨ ଦିନ ଧରି ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ସହ ପୁରସ୍କୃତ କରାଯାଇଥିଲା।‌ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତିଲତା