Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ଜିଲ୍ଲାସ୍ତରୀୟ “ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ” କାର୍ଯ୍ୟକ୍ରମ
ମାଲକାନଗିରି : ଆଜି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କାଲିମେଳା ଆନୁକୂଲ୍ୟରେ ,"ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ" ର ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ରେ ସାଂସଦ ଙ୍କ ଜିଲ୍ଲା ପ୍ରତିନିଧି ସଞ୍ଜୟ ସରକାର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ତତ୍ ସହିତ ବିଧାୟକ!-->…
ଏକ ଟଙ୍କିଆ ଛୋଟ କଏନ ବେଆଇନ ବୋଲି ଘୋଷଣା ହୋଇନଥିଲେ ବି ବଜାର ରେ ଚାଲୁନି….!
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାରେ ଏବେ ପାର୍ବଣ ଋତୁ ଆରମ୍ଭ ହୋଇଥିବା ବେଳେ ଖୁଚୁରାର ଅଭାବ ଦେଖା ଦେଇଛି। କିଛି ବର୍ଷ ପୂର୍ବେ ଗଞ୍ଜାମ ଜିଲ୍ଲାରେ ଲୋକଙ୍କ ମଧ୍ୟରେ ଗୁଜବ ହୋଇ ଦଶ ଟଙ୍କିଆ କାଇନ୍ କୁ ବେଆଇନ ଭାବେ ଚଳିବ ନାହିଁ ବୋଲି ଦେଣ ନେଣ ବନ୍ଦ ହୋଇଯାଇଥିଲା। ରିଜେର୍ଭ ବ୍ୟାଙ୍କ ପକ୍ଷରୁ ଦଶ!-->…
ମା’ ଦୁର୍ଗାଦେବୀଙ୍କ ପୀଠରେ ଶୁଭ ଖୁଣ୍ଟି ସ୍ଥାପନ : ସପ୍ତମୀ ଠାରୁ ପୂଜା ଆରମ୍ଭ ପାଇଁ ବ୍ୟାପକ ପ୍ରସ୍ତୁତି
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ମା' ଦୁର୍ଗା ଦେବୀ ଙ୍କ ପୀଠ ରେ ଶାରଦୀୟ ଦୁର୍ଗାପୂଜା ଖୁବ ଯାକ ଯାକମକ ରେ ପାଳନ କରିବା ନେଇ ନିଷ୍ପତ୍ତି ହେବା ପରେ ଏହି ଉପଲକ୍ଷେ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି l ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗ୍ରାମ୍ୟ କମିଟି ତରଫରୁ!-->…
ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ ପକ୍ଷରୁ ‘ଏକ୍ ପେଡ୍ ମା କେ ନାମ’ କାର୍ଯ୍ୟକ୍ରମ ଆୟୋଜିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ୍ ଶାଖା ଦ୍ୱାରା ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ ତମ ଜନ୍ମ ଦିବସ ଉପଲକ୍ଷେ 'ଏକ୍ ପେଡ୍ ମା କେ ନାମ' ୨.୦ କାର୍ଯ୍ୟକ୍ରମ ରେ ବୃକ୍ଷ ରୋପଣ କରାଯାଇଛି l!-->…
ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟରେ ‘ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟ ଓଡ଼ଗାଁର ୟୁଥ ରେଡ଼ କ୍ରସ,ଜାତୀୟ ସେବା ଯୋଜନା,ସ୍କାଉଟ ଓ ଗାଇଡ୍ସ ଓ ଓଡ଼ଗାଁ ବନ ବିଭାଗ ମିଳିତ ଆନୁକୂଲ୍ୟରେ ମହାବିଦ୍ୟାଳୟ ଅଧ୍ୟକ୍ଷ ରାଜକିଶୋର ସାହୁଙ୍କ ପୌରୋହିତ୍ୟରେ "ମାଆ ପାଇଁ ଗଛଟିଏ" କାର୍ଯ୍ୟକ୍ରମ ଅନୁଷ୍ଠିତ!-->…
ଜୋତା ପିନ୍ଧି ନ ଥିବାରୁ ଛାତ୍ରଙ୍କୁ ମାଡ ମାରି ଗେଟ୍ ବାହାରକୁ ତଡ଼ିଦିଆଯାଇଥିବା ଅଭିଯୋଗ
ନୟାଗଡ: ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସରକାରୀ ଉଚ୍ଚ ବିଦ୍ୟାଳୟରେ ଜୋତା ପିନ୍ଧି ଆସି ନ ଥିବାରୁ ପିଲାଙ୍କୁ ମାଡ ମାରିବା ସହିତ ଗେଟ ବାହାରକୁ ତଡ଼ିଦିଆଯାଇଥିବା ଅଭିଯୋଗ ହୋଇଛି।
ସୂଚନା ଅନୁସାରେ, ବୁଧବାର ସକାଳ ପ୍ରାୟ ୭ଟାରେ ବିଦ୍ୟାଳୟ ପରିସରରେ ପ୍ରାର୍ଥନା!-->!-->!-->…
ମହଙ୍ଗା ପଡ଼ିଲା ଦବଙ୍ଗଗିରି : ଏକା ସାଥିରେ ୬ ଜଣଙ୍କୁ କୋର୍ଟ ଚାଲାଣ କଲା ପୋଲିସ…
ଉମରକୋଟ/ରାଇଘର ( ୧୭/୦୯/୨୦୨୫) ସାମାନ୍ୟ ପାରିବାରୀକ ବିବାଦ କେତେ ଦୂର ପର୍ଯ୍ୟନ୍ତ ହିଂସ୍ରାତ୍ମକ ରୂପ ନେଇପାରେ, ତାହାର ଏକ ଜ୍ୱଲନ୍ତ ଉଦାହରଣ ଦେଖାଗଲା ନବରଙ୍ଗପୁର ଜିଲ୍ଲାର ରାଇଘର ବ୍ଲକ ଅନ୍ତର୍ଗତ କୁନ୍ଦେଇ ଥାନା କ୍ଷେତ୍ରରେ ଥିବା କେବିକଙ୍ଗା ଡିଏନକେ ଗ୍ରାମରେ। ସାଧାରଣ ପାରିବାରିକ!-->!-->!-->…
ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳା ସହ ୩ବର୍ଷର ଶିଶୁ କନ୍ୟା ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
ରାୟଗଡା : ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳାଙ୍କ ସହ ୩ବର୍ଷର ଶିଶୁ କନ୍ୟା ଗୁରୁତର । ଚାଷ ଜମିରେ କାମ କରୁଥିବା ଲୋକଙ୍କ ଦ୍ୱାରା ଉଦ୍ଧାର ହେଲେ ମା ଓ ଶିଶୁ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।!-->…
ଆସ ସ୍କୁଲ ଯିବା ପଦଯାତ୍ରା
ଚିକିଟୀ : 'ଆସ ସ୍କୁଲ ଯିବା' ଶିକ୍ଷା ପାଇଁ ଓଡିଶା ସରକାରଙ୍କ ଗୋଟିଏ ସୁନ୍ଦର ଆହ୍ୱାନ।ସମସ୍ତ ପିଲା ଛଅ ବର୍ଷରେ ବିଦ୍ୟାଳୟରେ ନାମ ଲେଖାଇବା ସହିତ ଦ୍ଵାଦଶ ଶ୍ରେଣୀ ମଧ୍ୟର ସମସ୍ତ ଶିକ୍ଷା ନିଶ୍ଚୟ ସାରି ବିଦ୍ୟାଳୟ ଛାଡିବେ। ଏହାକୁ ସୁନିଶ୍ଚିତ କରାଇବା ଦାୟିତ୍ୱ ସମସ୍ତ ପିତାମାତା, ଶିକ୍ଷକ!-->…
ଉମରକୋଟରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର: ସିଧାସଳଖ ଜନସମସ୍ୟାର ସମାଧାନ ପାଇଁ ପ୍ରଶାସନର ପଦକ୍ଷେପ
ଉମରକୋଟ : ଗତକାଲି ଉମରକୋଟ ପୌରପାଳିକା ସମ୍ମିଳନୀ ଗୃହରେ ମାନ୍ୟବର ଜିଲ୍ଲାପାଳ ଡ଼. ମହେଶ୍ୱର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ "ଜନଶୁଣାଣି ଶିବିର" ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ସାଧାରଣ ଲୋକଙ୍କ ସମସ୍ୟାକୁ ସିଧାସଳଖ ଶୁଣି ତାର ତୁରନ୍ତ ସମାଧାନ କରିବା ଲକ୍ଷ୍ୟରେ!-->!-->!-->…