Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ପୋଲିସକୁ ଖୋଲା ଚ୍ୟାଲେଞ୍ଜ : ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବଢ଼ିଚାଲିଛି ଅପରାଧିକ କାର୍ଯ୍ୟକଳାପ
ବାଲିଗୁଡା, ତା, ୦୮/୦୯ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦିନକୁ ଦିନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଗତ ୩ ଦିନ ମଧ୍ୟରେ ଉକ୍ତ ଥାନା ଅଞ୍ଚଳରେ ଏକାଧିକ ଆପରାଧିକ ଘଟଣା ଘଟିବାରେ ଲାଗିଛି। ପ୍ରକାଶ ଯେ, ରବିବାର ବିଳମ୍ବିତ ରାତିରେ!-->…
ଝରିଗାଁଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ
ନବରଙ୍ଗପୁର : ଆଜି ଝରି ଗାଁ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ!-->!-->!-->…
ନବରଙ୍ଗପୁରଠାରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ
ନବରଙ୍ଗପୁର : ଆଜି ସ୍ଥାନୀୟ ଶିକ୍ଷା ଓ ଶିକ୍ଷକ ପ୍ରତିଷ୍ଠାନର ସଭାଗୃହ ଠାରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ ହୋଇଯାଇଛି। ଜିଲ୍ଲା ଶିକ୍ଷାଧିକାରି ଛତ୍ରପତି ସାହୁ ଙ୍କ ଅଧକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଶ୍ରୀ ଗୈlରୀଶଙ୍କର!-->…
କୋଟପାଡ଼ ବ୍ଲକ ପରିସରରେ ଜିଲ୍ଲାସ୍ତରୀୟ ଜନଶୁଣାଣୀ
କୋଟପାଡ଼ : କୋଟପାଡ଼ ବ୍ଲକରେ ଜ଼ିଲ୍ଲା ସ୍ତରୀୟ ଜନ ଶୁଣାଣି ଓ ଅଭିଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇସାରିଛି l କୋଟପାଡ଼ ବ୍ଲକର ସତରଟି ପଞ୍ଚାୟତ ଏବଂ କୋଟପାଡ଼ ଏନ. ଏ. ସି ରୁ 44 ଗୋଟି ବ୍ୟକ୍ତିଗତ ଏବଂ 23 ଟି ଗୋଷ୍ଠୀଗତ ଏହିପରି 63 ଅଭିଯୋଗ ପତ୍ର ଅଭିଯୋଗକାରୀଙ୍କ ଦ୍ୱାରା ଶିବିରରେ!-->!-->!-->…
ସ୍ୱାମୀ ଶିବାନନ୍ଦ ସରସ୍ୱତୀ ମହାରାଜାଙ୍କର ୧୩୮ ତମ ସ୍ଵନକ୍ଷତ୍ର ଦିବସ
ମାଲକାନଗିରି : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ଥିତ ଦିବ୍ୟ ଜୀବନ ସଙ୍ଘ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇ ଯାଇଛି ପରମ ପାବନ ସଦଗୁରୁ ସ୍ୱାମୀ ଶିବାନନ୍ଦ ସରସ୍ୱତୀ ମହାରାଜାଙ୍କ ର ୧୩୮ ତମ ଜନ୍ମ ସ୍ଵନକ୍ଷତ୍ର ଦିବସ ମହା ଆଡମ୍ବର ସହିତ ପାଳିତ ହୋଇ ଯାଇଛି । ପୂର୍ଵ ନିର୍ଧାରିତ ସୂଚୀ ଅନୁଯାୟୀ!-->…
ଅପରେସନ ପ୍ରହାରର ସଫଳତା : ୫ଟି ଦେଶୀବନ୍ଧୁକ ଓ ସାମଗ୍ରୀ ସହ ୧୨୭ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ
ବାଲିଗୁଡା ,ତା, ୦୮/୦୯ : କନ୍ଧମାଳ ପୁଲିସ ପକ୍ଷରୁ ଆରମ୍ଭ ହୋଇଥିବା “ଅପରେସନ ପ୍ରହାର “ ଅଭିଯାନ ରେ ବାଲିଗୁଡା ପୁଲିସ କୁ ମିଳିଛି ଏକ ସଫଳତା । ଏ ନେଇ ସୋମବାର ବାଲିଗୁଡା ଏସଡିପିଓ ରମେନ୍ଦ୍ର ପ୍ରସାଦ ଓ ଥାନା ଅଧିକାରୀ ସମ୍ବିତ ସ୍ଵାଇଁ ଏକ ସାମ୍ବାଦିକ ସମ୍ବିଳନୀ କରି ସଫଳତା ର ତଥ୍ୟ!-->…
ମାଲକାନଗିରି ଜିଲ୍ଲାରେ ଜୀବିକା, କୋରାପୁଟ ଜିଲ୍ଲାରେ ବସବାସ
ମାଲକାନଗିରି : ମାଥିଲି ଅଞ୍ଚଳରେ ଛିଡୁନି ସିମବିବାଦ କୋରାପୁଟ ଜିଲ୍ଲା ରେ ବସବାସ, ଏବଂ ଜିଲ୍ଲା ମାନ୍ୟତା ବି ପାଉଛନ୍ତି କୋରାପୁଟ ,କିନ୍ତୁ ହାତେଇଛନ୍ତି ମାଲକାନଗିରି ଜିଲ୍ଲା ର ସୁବିଧା ସୁଯୋଗ । ଏ ସମସ୍ୟାର ସମାଧାନ ପାଇଁ ବାରମ୍ବାର ଅଞ୍ଚଳବାସୀ ଚେଷ୍ଟା କରୁଥିଲେ ମଧ୍ୟ ଅଦ୍ୟାବଧି ତାହା!-->…
ନାବାଳିକାକୁ କାର୍ ଭିତରେ ବଳାତ୍କାର କରିଥିବା ଅଭିଯୋଗ : ଘଟଣା ପରେ ଅଭିଯୁକ୍ତ ଫେରାର
ବାଲିଗୁଡ଼ା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ପରିବାର ଲୋକ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇ ଦାରିଙ୍ଗବାଡ଼ି ପୋଲିସ ଘଟଣାକୁ ଗୁରୁତର ନେଇ ପୋକ୍ସୋ ଆଇନରେ ଏକ ମାମଲା ରୁଜୁ କରି ତଦନ୍ତ!-->…
ମହାନଗରରେ ବୁଲା କୁକୁରଙ୍କ ବନ୍ଧ୍ୟାକରଣ ପାଇଁ ଟେଣ୍ଡର ଆହ୍ବାନ
ବ୍ରହ୍ମପୁର : ବ୍ରହ୍ମପୁର ମହାନଗର ନିଗମର ଉଦ୍ୟମରେ ବୁଲା କୁକୁରଙ୍କ ବନ୍ଧ୍ୟାକରଣ କାର୍ଯ୍ୟକ୍ରମକୁ ଗତିଶୀଳ କରିବା ପାଇଁ ଡେପୁଟି କମିଶନର ତଥା ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ଆଶୀର୍ବାଦ ପରିଡ଼ାଙ୍କ ସଭାପତିତ୍ୱରେ ମହାନଗର ନିଗମ ସମ୍ବିଳିନୀ କକ୍ଷରେ ଏକ ବୈଠକ ଶନିବାର ଦିନ!-->…
୫୪୦୦୧ ଟଙ୍କାରେ ନିଲାମ ହେଲା ତେଲୁଗୁ ସାହି ଗଣେଶ ପୂଜା ଭୋଗ ଲଡୁ…
ମାଲକାନଗିରି,୫।୯ ମାଲକାନଗିରି ଜିଲ୍ଲା ସଦରରେ ଥିବା ତେଲୁଗୁ ସାହିରେ ସ୍ଥାନୀୟ ୟୁଥ କ୍ଲବ୍ ତରଫରୁ ଗଣେଶ ପୂଜା ବେସ ଧୁମ୍ ଧାମ୍ ରେ ପାଲନ ହେବା ପରେ ଆଜି ଭଷାଣିରେ ବିଶେଷ ଆକର୍ଷଣ ଥିଲା ଶ୍ରୀ ଗଣେଷଙ୍କ ନିକଟରେ ଭୋଗ ଲାଗିଥିବା ୧୧କିଲୋଗ୍ରାମର ଲଡ଼ୁ। ପ୍ରତି ବର୍ଷ ପରି ଏହି ବର୍ଷ ମଧ୍ୟ ଲଡ଼ୁର!-->…