Browsing Category

ଆଞ୍ଚଳିକ

ମାତିଲେ ୨୬ ଟିକିଆ ହାତୀପଲ ଭାଙ୍ଗିଲେ ଘର

ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଅନ୍ତର୍ଗତ କରଡ଼ା ରେଞ୍ଜର ଇନ୍ଦ୍ରଗଡ ସେକ୍ସନରେ ହାତୀପଲଙ୍କ ଆକ୍ରମଣରେ ଚାରିଜଣଙ୍କ ଘରନଷ୍ଟ ହୋଇଛି । ଗତ କିଛି ଦିନ ହେଲା ୨୬ ଟିକିଆ ହାତୀପଲ ଗଞ୍ଜାମ ଜିଲ୍ଲା ମୂଜାଗଡ ରେଞ୍ଜରୁ କରଡ଼ା ରେଞ୍ଜ ଅଞ୍ଚଳରେ ଚଳପ୍ରଚଳ କରୁଛନ୍ତି । ମଙ୍ଗଳବାର ବିଳମ୍ବିତ

ଏବେ ଲଢ଼େଇ ଡିପ୍ଲୋମାଟିକ୍ ନୁହେଁ କାଇନେଟିକ୍ ହେବ: ଶଶି ଥରୁରଙ୍କ ଚେତାବନୀ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶରେ କ୍ରୋଧର ବାତାବରଣ ରହିଛି। ସେହି ସମୟରେ, ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଅନେକ କଠୋର ନିଷ୍ପତ୍ତି ନେଇଛନ୍ତି। ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବହୁତ ବୃଦ୍ଧି ପାଇଛି। ଏହି ସମୟରେ କଂଗ୍ରେସ ନେତା ଶଶି ଥରୁର

ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ବ୍ଳକ ଗୋଷ୍ଠୀ ଶିକ୍ଷାଧିକାରୀ ଭାବେ କାର୍ଯ୍ୟରତ ଏସ. ଗିରିଧର ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଳା ଶିକ୍ଷାଧିକାରୀ ପଦୋନ୍ନତି ପାଇଛନ୍ତି। ଏହି ଅବସରରେ ହିଞ୍ଜିଳିକାଟୁ ବ୍ଳକ୍ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।

ତାଣ୍ଡବଲୀଳା ରଚିଲା କାଳବୈଶାଖୀ, ପଡିଆ ବ୍ଲକରେ ୭୦ ରୁ ଉର୍ଦ୍ଧ ଘର ଭାଙ୍ଗିବା ସହ ବ୍ୟାପକ କ୍ଷୟକ୍ଷତି

ମାଲକାନଗିରି ୨୯/୦୪ : ମାଲକାନଗିରି ଜିଲ୍ଲା ସୀମାବର୍ତ୍ତୀ ପଡିଆ ବ୍ଲକର ବିଭିନ୍ନ ସ୍ଥାନରେ ହୋଇଥିବା ମାତ୍ର କେଇ ମିନିଟର କାଳ ବୈଶାଖୀ ଝଡ଼ ତୋଫାନରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ମୂଖ୍ୟତଃ ପଡିଆ ବଜାରରେ ରହିଥିବା ଖ୍ରୀଷ୍ଟିଆନ ସାହିର ନାଗୁଲୁ ଚିନା ରାଜୁ, ଚୀନାମ

ଆସିକା ଟ୍ରାଫିକ ପାଇଁ ଜବର ଦଖଲ ଏବେ ମୁଖ୍ୟ ସମସ୍ୟା

ଜବର ଦଖଲକାରୀ ଆଇନର ଭୟ ଦେଖାଉଛନ୍ତି।…….!ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ଆସିକା ସହର ମଧ୍ୟରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଜବର ଦଖଲ ଯୋଗୁଁ ଅଶୋକା ସିନେମା ହଲ ଠାରୁ ରାସ୍ତା ଅଣଅସାରିଆ ହୋଇ ବିନାୟକ ବଜାର, ଲକ୍ଷ୍ମୀ ବଜାର ର ଖମେଶ୍ବରୀ ପ୍ରବେଶପଥ ପର୍ଯ୍ୟନ୍ତ ବିଭିନ୍ନ

ଶେଷ ପର୍ଯ୍ୟାୟରେ ମେଗା ପାନୀୟଜଳ ପ୍ରକଳ୍ପ : ଦୂର ହେବ ପାନୀୟଜଳ ସମସ୍ୟା

ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ ର ବିଭିନ୍ନ ଅଞ୍ଚଳରେ ଚଳିତ ଗ୍ରୀଷ୍ମ ଋତୁରେ ଜଳ ସମସ୍ୟା ଗମ୍ଭୀର ରହିଛି । ଦୁଇ ବର୍ଷ ଧରି ଚାଲିଥିବା ମେଗା ଜଳ ପ୍ରକଳ୍ପର କାର୍ଯ୍ୟ କେତେକାଂଶରେ ସରିଥିବାରୁ ରାଇକିଆ ସହର ଓ ବେରେଡ଼ାକିଆ ପଞ୍ଚାୟତର କେତେକ ୱାର୍ଡ଼କୁ ପାନୀୟ ଜଳ ପହଞ୍ଚିଛି ।

ଭିନ୍ନ ଭିନ୍ନ ୬ ଟି ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ ଏବଂ କୋର୍ଟ ଚାଲାଣକଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର : ଆଜି ରାଜ୍ୟ କ୍ରାଇମବ୍ରାଞ୍ଚ ଭିନ୍ନ ଭିନ୍ନ ୬ ଟି ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ ଏବଂ କୋର୍ଟ ଚାଲାଣ କରିଛି । ପୁରୀର ନୀଳାଦ୍ରୀ ଭକ୍ତ ନିବାସ ନାମରେ ନକଲି ୱେବସାଇଟ୍ ପ୍ରସ୍ତୁତ କରି ଭକ୍ତମାନଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୁକ୍ତଙ୍କୁ ଗିରଫ

ଜାତୀୟସ୍ତରେ ନୃତ୍ୟକରି ପ୍ରଶଂସିତ ହେଲେ ଓଡ଼ିଶୀ ନୃତ୍ୟ ଗୁରୁ ପୁଷ୍ପିତା ମିଶ୍ର

ଭୁବନେଶ୍ଵର:- ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶୀ

ପାପଡ଼ାହାଣ୍ଡିବ୍ଲକ ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର : ଆଜି ପାପଡ଼ାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ

ଓଡିଶା ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷା ନିରୀକ୍ଷକ ସଂଘର ବୈଠକ

ବାଲିଗୁଡ଼ା,: ଓଡିଶା ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷାନିରୀକ୍ଷକ ସଂଘ କନ୍ଧମାଳ ଜିଲ୍ଲା ଶାଖାର କାର୍ଯ୍ୟ ନିର୍ବାହୀ ସମିତି ବୈଠକ ବାଲିଗୁଡା ଠାରେ ଅନୁଷ୍ଠିତ ହୋଇଯାଇଛି l ସଂଘ ର ସଭାପତି ସୁରଥ ଚନ୍ଦ୍ର ମୁନି ଶ୍ରୀ ଗଣେଶଙ୍କ ଫୋଟୋ ଚିତ୍ର ନିକଟରେ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ