Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ପଂଚାୟତସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ
ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ବଡ଼ପଦର ଗ୍ରାମ ପଂଚାୟତ ରେ ପଂଚାୟତ ସ୍ତରୀୟ ୭୬ତମ ସାଧାରଣ ଦିବସ ଉତ୍ସବ ଧୂମଧାମ ପାଳନ କରାଯାଇଛି l କାର୍ଯ୍ୟକ୍ରମ ସଭାପତି ଭାବରେ ସରପଞ୍ଚ ଶ୍ରୀମତୀ ସ୍ୱପ୍ନା ଖିଲ,ମୁଖ୍ୟ ଅତିଥି ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ରାଜେଶ୍ୱରୀ!-->!-->!-->…
ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମଠାରେ ଉପ ଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ
ଭଞ୍ଜନଗର : ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମଠାରେ ଉପଖଣ୍ଡସ୍ତରୀୟ 76ତମ ସାଧାରଣ ତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି l ଏହି ଜାତୀୟ ଦିବସରେ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଅନିଲ କୁମାର ସେଠୀ ମୁଖ୍ୟ ଅତିଥିରୂପେ ଯୋଗଦାନ କରି ଶାନ୍ତି, ମୈତ୍ରୀ,!-->…
୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କ୍ରାନ୍ତି ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ‘ମେରୀ ଜାନ୍…
ବ୍ରହ୍ମପୁର : ସ୍ଥାନୀୟ ବ୍ରହ୍ମା ନଗର ୧ମ ସାରଣୀ ସ୍ଥିତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ 'ମେରୀ ଜାନ୍ ହିନ୍ଦୁସ୍ତାନ -୨୦୨୫"' ସ୍ଥାନୀୟ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ପ୍ରେକ୍ଷାଳୟ ଠାରେ ମହାସମାରୋହରେ ପାଳିତ ହୋଇ ଯାଇଛି।!-->…
ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି
ବ୍ରହ୍ମପୁର : ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଶ୍ରୀଯୁକ୍ତ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡାକ୍ତର ସର୍ବନା ବିବେକ ଏମ, ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା ଦସ୍ତଗୀର!-->…
ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ…
ବ୍ରହ୍ମପୁର : ୭୬ତମ ସାଧାରଣତନ୍ତ୍ର ଦିବସରେ ବ୍ରହ୍ମପୁର ସ୍ଥିତ ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟର ପଡିଆ ଠାରେ ଗଞ୍ଜାମ ଜିଲ୍ଳାର ଅତିରିକ୍ତ ଜିଲ୍ଲାପାଳ , ଡକ୍ଟର ପ୍ରମୋଦ କୁମାର ପୃଷ୍ଟି, ଯୋଗଦେଇ ସ୍ବାଭିମାନର ପ୍ରତୀକ ଜାତୀୟ ପତାକା ଉତ୍ତୋଳନ ପୂର୍ବକ ଅଭିବାଦନ ଗ୍ରହଣ କରି ଜାତି ଉଦ୍ଦେଶ୍ୟରେ!-->…
ଆସିକା ସରସ୍ବତୀଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ…
ଆସିକା : ଆସିକା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ଉନତ୍ରିଂ ଶତମ ବାର୍ଷିକୋଉତ୍ସ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷର ଯୁକ୍ତ ଦୁଇ ର ଛାତ୍ରୀ ଶିବାନ୍ସୀ ଦେବୀ ୮୪ ପ୍ରତିଶତ ମାର୍କ ରଖି ସର୍ବ ପ୍ରଥମ ସ୍ଥାନ ପାଇଥିବା ଯୋଗୁଁ ପ୍ରତି ବର୍ଷ ଦିଯାଉଥିବା ସତ୍ୟନାରାୟଣ ସେନାପତି ଙ୍କ ନାମର!-->…
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ
ବାଲିଗୁଡା , କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ପାଳନ ହୋଇଯାଇଛି | ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l!-->…
ଆସିକା ବିଜ୍ଞାନ ମହାବିଦ୍ୟାଳୟର ୭୬ତମ ସାଧାରଣତନ୍ତ୍ର ଦିବସ…
(ଦେଶ ଗଠନମୂଳକ କାର୍ଯ୍ୟରେ ଉତ୍ସର୍ଗୀକୃତ ହେବା ପାଇଁ ଯୁବ ପୀଢ଼ୀଙ୍କୁ ଆହ୍ବାନ - ଅଧ୍ୟକ୍ଷ)
ଆସିକା ତା ୨୬/୧ : ଆସିକା ବିଜ୍ଞାନ ମହାବିଦ୍ୟାଳୟର ୭୬ତମ ସାଧାରଣତନ୍ତ୍ର ଦିବସ ଅଧ୍ୟକ୍ଷ ଡ. ଜୀବାନନ୍ଦ ତ୍ରିପାଠୀଙ୍କ ପୌରହିତ୍ୟରେ ଏବଂ ରାଷ୍ଟ୍ରୀୟ ସମର ଶିକ୍ଷାର୍ଥୀ ବାହିନୀ, ସ୍କାଉଟ୍!-->!-->!-->…
ଛତ୍ରପୁର ପ୍ରେସ କ୍ଳବ ପକ୍ଷରୁ ମାଗଣା ମେଗା ସ୍ୱାସ୍ଥ୍ୟ ଶିବିର : ଯୋଗଦେଲେ ସ୍ଥାନୀୟ ବିଧାୟକ ଓ ଗଞ୍ଜାମ ଜିଲ୍ଲାପାଳ
ଛତ୍ରପୁର : ଛତ୍ରପୁର ପ୍ରେସ କ୍ଳବ ର ବାର୍ଷିକ ଉତ୍ସବ ପାଳନ ଅବସରରେ ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଙ୍ଗ ରୁମ ପରିସରରେ ପ୍ରେସ କ୍ଳବ ଓ ଶୀତଳାପଲ୍ଲୀ ସ୍ଥିତ ସମ ହସ୍ପିଟାଲ ର ମିଳିତ ଆନୁକୂଲ୍ୟରେ ଏକ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ଛତ୍ରପୁର ବିଧାୟକ!-->…
ମା ଭଗବତୀ ଆନ୍ତର୍ଜାତିକ ଫୁଟବଲ : ନେପାଳକୁ ହରାଇ ନାଇଜେରିଆ ଫାଇନାଲରେ
ଖୋର୍ଧା : ଖୋର୍ଧା ଜିଲ୍ଲା ଟାଙ୍ଗୀ ବ୍ଳକ ଛଣଗିରି ଠାରେ ଛଣଗିରି ଗ୍ରାମ ପଂଚାୟତ ଆଥଲେଟିକ ଆସୋସିଏସନ ଆନୁକୂଲ୍ୟରେ ମା ଭଗବତୀ ଆନ୍ତର୍ଜାତିକ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଦ୍ବିତୀୟ ଦିବସ।ଆଜିର ମ୍ୟାଚ ଜେବିଏସ୍ଏଲ୍ ୟୁନାଇଟେଡ କ୍ଳବ ନେପାଳ ଓ ନାଇଜେରିଆ ଏକାଦଶ ନାଇଜେରିଆ ମଧ୍ଯରେ ଛଣଗିରି!-->…