Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ଅପରେସନ୍ ସିନ୍ଦୁର” ସଫଳତାକୁ ନେଇ ଜିଲ୍ଲାରେ ବିଜୟ ଶୋଭାଯାତ୍ରା
ଛତ୍ରପୁର : “ଅପରେସନ୍ ସିନ୍ଦୁର” ସଫଳତା ପରିପ୍ରେକ୍ଷୀରେ ଭାରତୀୟ ସଶସ୍ତ୍ର ବାହିନୀର ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଇବା ସକାଶେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ‘ପରାକ୍ରମ ଶୋଭାଯାତ୍ରା’ ଜିଲ୍ଲା ସଦର ମହକୁମା ଛତ୍ରପୁର ଠାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଆତଙ୍କବାଦ ବିରୋଧି!-->…
ସଂଘବଦ୍ଧ ଖଣ୍ଡାରେ ଆକ୍ରମଣରେ ଜଣେ ଗୁରୁତର
ଅନୈତିକ ସମ୍ପର୍କ ସନ୍ଦେହହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ଶିକିରି - ହିଞ୍ଜିଳି ରାଜ୍ୟ ରାଜପଥ ରେ ଗୁରୁବାର ସନ୍ଧ୍ୟା ରେ ତିନି ଜଣଙ୍କ ସଂଘବଦ୍ଧ ଭାବେ ଫିଲ୍ମ ଷ୍ଟାଇଲରେ ଖଣ୍ଡାରେ ଓ ବିଭିନ୍ନ ମାରଣାସ୍ତ୍ର ରେ ଆକ୍ରମଣ କରିବାରୁ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣଙ୍କ ହେଲେ!-->…
ବ୍ରହ୍ମାକୁମାରୀସ ଶାନ୍ତିକୁଣ୍ଡରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ
ବ୍ରହ୍ମପୁର : ପ୍ରଜାପତି ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ, ଶାନ୍ତିକୁଣ୍ଡ, ଗିରିରୋଡ ପ୍ରାଙ୍ଗଣରେ ଆଜି ପୂର୍ବ।ହ୍ନ 10 ଘଟିକା ସମୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଈଶ୍ବରୀୟ ବିଶ୍ବବିଦ୍ୟାଳୟର ପୂର୍ବତନ ସବଜୋନ୍ ମୂଖ୍ୟ ସଂଚାଳିକା ରାଜଯୋଗିନୀ!-->…
ଭାରତର ସଫଳତା ପାଇଁ ପରାକ୍ରମ ଶୋଭାଯାତ୍ରା, ତ୍ରିରଙ୍ଗା ଧରି ସହର ପରିକ୍ରମା
ହିଞ୍ଜିଳିକାଟୁ ୧୫/୫ : ଆତଙ୍କବାଦ ବିରୋଧ ଲଢେଇରେ ଭାରତର ସଫଳତା ପାଇଁ ହିଞ୍ଜିଳିକାଟୁ ପ୍ରକାଶନ ତରଫରୁ ପରାକ୍ରମ ଶୋଭାଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅପରେସନ ସିନ୍ଦୂରର ସଫଳତା ପରେ ତ୍ରିରଙ୍ଗା ପତାକା ଧରି ହିଞ୍ଜିଳିକାଟୁ ସହର ପରିକ୍ରମା କଲେ ଛୁଆ ରୁ ବୁଢ଼ା ।ହିଞ୍ଜିଳିକାଟୁ!-->…
ଭାରତୀୟ ସେନାର ଶକ୍ତି ବଢାଇଲା ଓଡ଼ିଶା, ଟେଷ୍ଟ କଲା ଡ୍ରୋନ୍ କିଲର ‘ଭାର୍ଗବାସ୍ତ୍ର’
ବ୍ରହ୍ମପୁର : ଡ୍ରୋନ୍ ଜରିଆରେ ହେଉଥିବା ଆକ୍ରମଣକୁ ରୋକିବା ପାଇଁ ‘ଭାର୍ଗବାସ୍ତ୍ର’ ନାମରେ ଏକ କାଉଣ୍ଟର୍ ଆଟାକ ସିଷ୍ଟମ ତିଆରି କରାଯାଇଛି। ଗଞ୍ଜାମ ଜିଲାର ଗୋଳାବନ୍ଧ ଆର୍ମି ଏୟାର ଡିଫେନ୍ସ କଲେଜ ପରିସରରେ ଥିବା ଫାୟାରିଂ ରେଞ୍ଜରେ ଏହାର ସଫଳ ପରୀକ୍ଷଣ କରାଯାଇଛି।ସୋଲାର୍ ଡିଫେନ୍ସ!-->…
ଜାତିଭିତ୍ତିକ ସଂରକ୍ଷଣ ୫୦% ଟପିବନି: ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ସାମାଜିକ ଓ ଆର୍ଥିକ ଅନଗ୍ରସରଙ୍କ(ଏସଇବିସି) ପାଇଁ ସଂରକ୍ଷଣ ପ୍ରସଙ୍ଗକୁ ନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଦ୍ୱନ୍ଦ୍ୱ ଦୂର କରିଛନ୍ତି ।ସେ କହିଛନ୍ତି ଯେ, ଜାତିଭିତ୍ତିକ ସଂରକ୍ଷଣ ୫୦% ଟପିବନି ବୋଲି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏଥିପାଇଁ ଏସଇବିସି!-->…
ମାଲକାନଗିରି ଜିଲ୍ଳାରେ ଆୟୋଜିତ ହେଲା ତ୍ରିରଙ୍ଗା ଯାତ୍ରା : ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ
ମାଲକାନଗିରି : ଅପ୍ରେଲ ୨୨ ତାରିଖ ଦିନ ଜମ୍ମୁର ପହଲଗାମ୍ଠାରେ ଆତଙ୍କବାଦୀଙ୍କ ବିଭତ୍ସ କାଣ୍ଡର ଜବାବ୍ରେ ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ଦ୍ଦେଶରେ ଭାରତ ଆତଙ୍କବାଦୀଙ୍କ ବିରୁଦ୍ଧରେ ମଇ ୭ ତାରିଖ ଦିନ ‘ଅପରେସନ୍ ସିନ୍ଦୂର’ ଆରମ୍ଭ କରିଥିଲା । ଭାରତୀୟ!-->…
କୋର୍ଟରେ ସାକ୍ଷ୍ୟ ପ୍ରଦାନକୁ କେନ୍ଦ୍ର କରି ୨ ପରିବାର ହାତାହାତି, ୩ ଆହତ
ହିଞ୍ଜିଳିକାଟୁ : ଏକ ଗଣ୍ଡଗୋଳ ମାମଲାରେ ସାକ୍ଷ୍ୟ ପ୍ରଦାନକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଆକ୍ରମଣ ଓ ପ୍ରତି ଆକ୍ରମଣ ହୋଇଛି । ଉଭୟ ପରିବାରଙ୍କ ଆକ୍ରମଣ ଓ ପ୍ରତି ଆକ୍ରମଣରେ ଉଭୟ ପରିବାରର ୩ ଜଣ ଆହତ ହୋଇଛନ୍ତି। ଏଭଳି ଏକ ଘଟଣା ମଙ୍ଗଳବାର ଅପରାହ୍ନରେ ହିଞ୍ଜିଳି ଥାନା ପିତଳ ଗ୍ରାମରେ!-->…
ପୋଲିସ ଏବଂ ଜିଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ମିଳିତ ଗାଡ଼ିମୋଟର ଯାଞ୍ଚ ସହ ଜୋରିମାନା ଆଦାୟ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ହିଲ୍ଭିୟୁ ଛକ ନିକଟରେ ପୋଲିସ ଏବଂ ଜିଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ମିଳିତ ଭାବେ ଗାଡ଼ିମୋଟର ଯାଞ୍ଚ କରାଯାଇଛି। ଏଥିରେ ବିନା ହେଲମେଟ୍ରେ ଯାତ୍ରା ସହ ସିଟ ବେଲ୍ଟ, ବାଇକ୍ରେ ୨ରୁ ଅଧିକ ଯାତ୍ରୀ, ଗାଡ଼ି!-->…
ଦାରିଙ୍ଗବାଡି ଅଞ୍ଚଳରେ ୭ଟି ନୂତନ ସମବାୟ ସମିତି ଖୋଲିବ : ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଗୁରୁତ୍ୱାରୋପ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବୃହଦାକାର ବହୁମୁଖୀ ସମବାୟ ସମିତି ଲିଃ ଅଞ୍ଚଳରେ କୃଷିଋଣକୁ ବ୍ୟାପକ କରାଯିବା ସହ ସାଧାରଣ ବଣ୍ଟନ ସାମଗ୍ରୀକୁ ଲୋକଙ୍କ ନିକଟରେ ସୁବିଧାରେ ପହଞ୍ଚାଇବା, କୃଷି ଉପକରଣ, ବିହନ ବଣ୍ଟନ ଭଳି କାର୍ଯ୍ୟକୁ ତ୍ୱରାନ୍ବିତ!-->…