Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ “ହର ଘର ତ୍ରିରଙ୍ଗା” ପ୍ରେସ ମିଟ
ନୟାଗଡ଼ : ଭାରତର ସ୍ୱାଧୀନତାର ଅମୃତ ମହୋତ୍ସବ ଅବସରରେ ସମଗ୍ର ଦେଶରେ ପାଳିତ ହେଉଥିବା ଜାତୀୟ କାର୍ଯ୍ୟକ୍ରମ "ହର ଘର ତ୍ରିରଙ୍ଗା" ଅଭିଯାନକୁ ସଫଳ କରିବା ପାଇଁ ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ଏହି କ୍ରମରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠ!-->…
ଦଶପଲ୍ଲାରେ ବାଇକ୍ ଚୋରି ଗ୍ୟାଙ୍ଗ୍ର ପର୍ଦ୍ଦାଫାଶ
ନୟାଗଡ : ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅଞ୍ଚଳରେ ଚୋରା ମୋଟରସାଇକେଲ୍ ଗ୍ୟାଙ୍ଗ୍ ଉପରେ ପୋଲିସ ବଡ଼ ଧରଣର ପ୍ରହାର କରିଛି। ନୟାଗଡ଼ ସଦର ଡିଏସପି ସୁଦୀପ୍ତ କୁମାର ସାହୁ ଏବଂ ଦଶପଲ୍ଲା ଥାନା ଆଇଆଇସି ବିନୟ ରଞ୍ଜନ ପରିଡ଼ାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ନେତୃତ୍ୱରେ ପୋଲିସ ଏକ ସକ୍ରିୟ ବାଇକ୍!-->…
ଜିଲ୍ଲାସ୍ତରୀୟ କୃମିନାଶକ ଦିବସ ପାଳିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ସ୍ଥିତ ସରକାରୀ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ କନ୍ଧମାଳ ଜିଲ୍ଲାପାଳ ବେଦ ଭୂଷଣ ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ବିଦ୍ୟାଳୟର!-->…
କନ୍ଧମାଳ ଜିଲ୍ଲାକୁ ଅଶାନ୍ତ କରିବାକୁ ଦିଆଯିବ ନାହିଁ : ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ମେଡିକାଲ କଲେଜ ନାମକରଣ…
ବାଲିଗୁଡ଼ା : କିଛି ଦିନ ହେବ ଶାନ୍ତ କନ୍ଧମାଳ କୁ ଅଶାନ୍ତ କରିବା ପାଇଁ କିଛି କୁଚକ୍ରୀ ଯୋଜନାବଦ୍ଧ ଭାବରେ ଷଡ଼ଯନ୍ତ୍ର ରଚନା କରୁଛନ୍ତି। ବିଧର୍ମୀ ମାନେ ଆଦିବାସୀ ଙ୍କୁ ହିନ୍ଦୁ ନୁହନ୍ତି ବୋଲି କହି ଆମ ଆମ ମଧ୍ୟ ରେ ବିଭେଦ ସୃଷ୍ଟି କରି ସୋସିଆଲ ମିଡ଼ିଆରେ ବିଭିନ୍ନ ଆରୋପ ପ୍ରତ୍ୟାରୋପ!-->…
ଶକ୍ତିଶ୍ରୀ ସଶକ୍ତି କରଣ ସଚେତନତା କାର୍ଯ୍ୟକ୍ରମ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଶକ୍ତିଶ୍ରୀ ସଶକ୍ତି କରଣ ସଚେତନତା କାର୍ଯ୍ୟକ୍ରମ ସଂଯୋଜିକା ଶ୍ରୀମତୀ ସୁଲୋଚନା କହଁରଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର ବିଭୂତି ଭୂଷଣ ଆଚାର୍ଯ୍ୟ ଙ୍କ!-->…
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା
ବାଲିଗୁଡା : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବାବା ଗ୍ରୁପ ବୋଲ ବମ ସଂଘ ତରଫରୁ ଆଗାମୀ ତୃତୀୟ ପାଳି ସୋମବାର ପାଇଁ ମଙ୍ଗଳବାର ଦିନ ସ୍ଥାନୀୟ ଖଡ଼ଗ ନଦୀ ନିକଟରେ ଯଥାରିତି ନିତି ଅନୁଯାୟୀ ପୂଜାର୍ଚ୍ଚନା କରି କାନ୍ଧ ରେ ପାଣି ଭାର ଧରି ବାଲିଗୁଡା!-->!-->!-->…
ଜାତୀୟ ରାଜପଥ ମରାମତି ଦାବିରେ ବିରମିତ୍ରପୁର ୧୨ ଘଣ୍ଟିଆ ବନ୍ଦ
ବିରମିତ୍ରପୁର (ନିସର୍ତ୍ତ ନ୍ୟୁଜ୍ ): ଜାତୀୟ ରାଜପଥର ଶୋଚନୀୟ ଅବସ୍ଥା ଓ ମରାମତିରେ ବିଳମ୍ବକୁ ନେଇ ସୁନ୍ଦରଗଡ଼ ଜିଲ୍ଲା ବିରମିତ୍ରପୁରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଆହୂତ ଏହି ବନ୍ଦ ପ୍ରଭାବରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅଫିସ୍,!-->!-->!-->…
ଆନ୍ତଃରାଜ୍ୟ ସାଇବର ଠକେଇ ନେଟୱାର୍କ ଧରାପଡ଼ିଲା: ରାଉରକେଲା ପୋଲିସକୁ ବଡ଼ ସଫଳତା
ବିରମିତ୍ରପୁର (ନିସର୍ତ୍ତ ନ୍ୟୁଜ୍ ): ଓଡ଼ିଶା ଓ ଝାଡ଼ଖଣ୍ଡରେ ସକ୍ରିୟ ଥିବା ଏକ ଆନ୍ତଃରାଜ୍ୟ ସାଇବର ଠକେଇ ନେଟୱାର୍କ ବିରୋଧରେ ରାଉରକେଲା ପୋଲିସକୁ ମିଳିଛି ବଡ଼ ସଫଳତା। ଉଦିତନଗର ଥାନା ମାମଲା ନମ୍ବର ୩୨୬ (ତାରିଖ: ୦୬.୦୮.୨୦୨୬)ର ତଦନ୍ତ କରି ପୋଲିସ ଟିମ୍ ଝାଡ଼ଖଣ୍ଡର ଦେଓଘରରୁ ୪ ଜଣ!-->!-->!-->…
ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
ନୟାଗଡ଼ (ନିସର୍ତ୍ତ) : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରଣାଳୟ ବିଭାଗ ନିର୍ଦ୍ଦେଶ କ୍ରମେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସୋମବାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧ୍ୟକ୍ଷ ଜଗଦୀଶ ଜେନାଙ୍କ!-->…
ସରକାରୀ ଉଚ୍ଚ ବିଦ୍ୟାଳୟର ୬୮ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ : ଗୁରୁବିନା ସମାଜ ଓ ଛାତ୍ରଛାତ୍ରୀମାନଙ୍କର ବିକାଶ ଅସମ୍ଭବ
ନୟାଗଡ଼ (ନିସର୍ତ୍ତ) : ବିଦ୍ୟାଳୟ କେବଳ ଏକ ଶିକ୍ଷାନୁଷ୍ଠାନ ନୁହେଁ। ଏହା ହେଉଛି ସ୍ୱପ୍ନ,ସଂସ୍କାର ଓ ସଫଳତାର ଭିତ୍ତି । ନୟାଗଡ ଜିଲ୍ଲା ରଣପୁର ଶିକ୍ଷା ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ୬୮ତମ ପ୍ରତିଷ୍ଠା ଦିବସ ସୋମବାର ଦିନ ବିଦ୍ୟାଳୟ ପରିସରରେ ପାଳିତ!-->…