Browsing Category

ଆଞ୍ଚଳିକ

ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ ସ୍ନାତକୋତ୍ତର ଇଂରାଜୀ ବିଭାଗରେ ବିଶ୍ୱ କବିତା ଦିବସ ପାଳନ

ବ୍ରହ୍ମପୁର : ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଇଂରାଜୀ ବିଭାଗରେ ' ବିଶ୍ୱ କବିତା ଦିବସ ' ପାଳିତ ହୋଇଯାଇଛି l କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ ପ୍ରେରଣା ଏବଂ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷା ତଥା ଇଂରାଜୀ ବିଭାଗ ମୁଖ୍ୟ ପ୍ରଫେସର ପଦ୍ମିନୀ ସାହୁଙ୍କ ଅଧ୍ୟକ୍ଷତାରେ ଏକ

ସଚେତନତା ସିଭିକ ଆକ୍ସନ ପ୍ରୋଗ୍ରାମର ପ୍ରେସମିଟ୍‌

ଉମରକୋଟ /ରାଇଘର : ପ୍ରତିବର୍ଷ ଓଡିଶା ରାଜ୍ୟର ନବରଙ୍ଗପୁର ଜ଼ିଲ୍ଲା, ରାଇଘର ବ୍ଲକର ହଳଦୀ ପଞ୍ଚାୟତ ଅନ୍ତର୍ଗତ ଛତିଶଗଡ ସୀମାନ୍ତବର୍ତ୍ତୀ ସୁଦୂର ଫୁଟାନାଡ଼ା ଏବଂ ନକ୍ସଲ ପ୍ରଭାବିତ ଅଞ୍ଚଳର ଲୋକଙ୍କ ମଧ୍ୟରେ ଦୈନନ୍ଦିନ ସଚେତନତା ସୃଷ୍ଟି କରିବା ତଥା ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆନ୍ତରିକତା

ଯୌତୁକ ଦାବିରେ ସ୍ତ୍ରୀ’ଙ୍କୁ ନିର୍ଯ୍ୟାତନା ସହ ଶାଶୁ, ଶ୍ବଶୁର ଓ ଶାଳକଙ୍କୁ ଆକ୍ରମଣ ଘଟଣା, ସ୍ବାମୀ ଗିରଫ

ହିଞ୍ଜିଳିକାଟୁ : ବାହାଘରର ମାତ୍ର ୧ ମାସ ପରେ ଅଧିକ ୪ ଲକ୍ଷ ଟଙ୍କା ସମେତ ସୁନା ଅଳଙ୍କାର ଦାବି କରି ସ୍ତ୍ରୀ'ଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଓ ମହିଳାଙ୍କ ପରିବାର ଲୋକେ ଏହାର ପ୍ରତିବାଦ କରିବାରୁ ସ୍ତ୍ରୀ ସମେତ ଶାଶୁ, ଶଶୁର ଓ ଶାଳକଙ୍କୁ ଆକ୍ରମଣ କରିଥିବା ନେଇ ବୁଧବାର ମହିଳା

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ : ଶୂନ୍ୟ କଟନି ଛଟନି ଉପରେ ମନ୍ତ୍ରୀଙ୍କ…

ମାଲକାନଗିରି : ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦିନିକିଆ ମାଲକାନଗିରି ଗସ୍ତରେ ଆସି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ

ଶବନେଇ ଆସୁଥିବା ଆମ୍ବୁଲାନ୍ସ ଦୁର୍ଘଟଣାରେ ଡ୍ରାଇଭର ସମେତ ୩ ଆହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଟାଉନଥାନା ଅଧିନସ୍ଥ ଜୟପୁର ମାଲକାନଗିରି ୩୨୬ ନମ୍ବର ଜାତୀୟ ରାଜପଥ ସିନ୍ଦ୍ରିମାଲ ଗ୍ରାମ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଜୟପୁର ଠାରୁ ମାଲକାନଗିରି ଅଭିମୁଖେ ଶବ ନେଇ ଆସିଥିବା ଏକ ଆମ୍ବୁଲାନ୍ସ ସହିତ ଜୟପୁର ଅଭିମୁଖେ ଯାଉଥିବା ଏକ ଟ୍ରକ

ଆମ ଜନଜୀବନ ଏବଂ ସଂସ୍କୃତିର ଅବିଚ୍ଛେଦ୍ୟ ଅଙ୍ଗ ହେଉଛି ‘ପଖାଳ’

ବ୍ରହ୍ମପୁର ୨୦/୩ : ଆମ ଓଡ଼ିଆଙ୍କ ଜନଜୀବନରେ ପାରମ୍ପରିକ ଖାଦ୍ୟ ଭାବେ 'ପଖାଳ'ର ସ୍ଥାନ ସ୍ଵତନ୍ତ୍ର । ଏହା କେବଳ ଓଡ଼ିଆଙ୍କ ପାଇଁ ଏକ ଖାଦ୍ୟ ନୁହେଁ ବରଂ ଆମ ଜନଜୀବନ ଏବଂ ସଂସ୍କୃତିର ଅବିଚ୍ଛେଦ୍ୟ ଅଙ୍ଗ । ଆମ ଅସ୍ମିତାର ପ୍ରତୀକ । ଗାଁରୁ ସହର, ରାଜ୍ୟରୁ ବିଶ୍ଵ ସ୍ତରରେ 'ପଖାଳ' ଏକ ପ୍ରିୟ

ଧର୍ମପରାୟଣ ମହିଳାଙ୍କ ପରଲୋକ

ହିଞ୍ଜିଳିକାଟୁ ୨୦/୩ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବଈଁଚବଣିଆ ଲାଲ ବାହାଦୁର ମାର୍ଗ ନିବାସୀ ଧର୍ମପରାୟଣ ମହିଳା ଵାଉରି ପାଢି ଙ୍କ ଗୁରୁବାର ୭୯ ବର୍ଷ ରେ ପରଲୋକ ହୋଇଯାଇଛି l ସେ କିଛି ଦିନ ହେଲା ଅସୁସ୍ଥ ଥିଲେ ସେ ଜଣେ ମିଷ୍ଠ ଭାଷୀ ପରୋପକାରୀ ମହିଳା ଭାବରେ ସ୍ଥାନୀୟ ଅଂଚଳରେ ବେଶ

ବିଶ୍ୱ ଘର ଚଟିଆ ଦିବସ ପାଳିତ

ବ୍ରହ୍ମପୁର : ପ୍ରତିବର୍ଷ ମାର୍ଚ୍ଚ ମାସ କୋଡିଏ ତାରିଖକୁ ସାରା ବିଶ୍ୱବ୍ୟାପୀ ଘର ଚଟିଆ ସୁରକ୍ଷା ପାଇଁ ଉତ୍ସର୍ଗ ହୋଇଛି l ଘର ଚଟିଆ ବଂଶ ସୁରକ୍ଷା ପାଇଁ ବିଭିନ୍ନ ଅନୁଷ୍ଠାନ ବର୍ଷ ବ୍ୟାପି ଅହରହ ଉଦ୍ୟମ ଚଳାଇଛନ୍ତି l ଗଞ୍ଜାମ ଜିଲ୍ଲା ଗୁଣ୍ଠବନ୍ଧ ଗ୍ରାମର ଆଞ୍ଚଳିକ ବିକାଶ ପରିଷଦ

ବିଧାନସଭା ଅଧିବେଶନ କାର୍ଯ୍ୟ ପ୍ରଣାଳୀକୁ ପରିଦର୍ଶନ କଲେ ୟୁରୋ ସ୍କୁଲ ଛାତ୍ରଛାତ୍ରୀ : ବାଚସ୍ପତି ଓ ବିଧାୟକ,…

ଛତ୍ରପୁର : ଚଳିତ ବିଧାନସଭା ଅଧିବେଶନ କାର୍ଯ୍ୟ ପ୍ରଣାଳୀକୁ ପରିଦର୍ଶନ କରିଛନ୍ତି ଗଞ୍ଜାମ ଜିଲ୍ଲା ଛତ୍ରପୁର ‘ଦି ନ୍ୟୁ ଏଜ୍ ୟୁରୋ ସ୍କୁଲ’ର ଛାତ୍ରଛାତ୍ରୀ । ଆଜି ଅପରାହ୍ନ ବିଧାନସଭାର ପ୍ରଶ୍ନକାଳ ଓ ଶୂନ୍ୟକାଳ ଅଧିବେଶନ ବେଳେ ୟୁରୋ ସ୍କୁଲର ଶତାଧିକ ଛାତ୍ରଛାତ୍ରୀ ବିଧାନସଭା ଗ୍ୟାଲେରିରେ

ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ : କଲମ ଟୁ ଆରଆର କରେକ୍ସନ ଉପରେ ଗୁରୁତ୍ୱ

ଛତ୍ରପୁର : ଗଞ୍ଜାମ ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବସୁନ୍ଧରା ଯୋଜନା ଆନୁକୂଲ୍ୟ ରେ ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୬୪୩ ଜଣ ଯୋଗ୍ୟ ଭୂମିହୀନଙ୍କୁ ତୁରନ୍ତ ଜମି ପଟ୍ଟା ପ୍ରଦାନ କରିବା ନିମନ୍ତେ କୁହାଯାଇଛି