Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ଘରକୁ ରଙ୍ଗ ଦେବାବେଳେ ଶ୍ରମିକର ମୃତ୍ୟୁ
ବ୍ରହ୍ମପୁର : ଏଭଳି ଘଟଣା ଘଟିଛି ଗୋସାଇନୁଆଁଗାଁ ଥାନା ଅନ୍ତର୍ଗତ ମିନାକ୍ଷୀ ନଗରରେ । 11kv ଲାଇନ ତାର ଠାରୁ 5ଫୁଟ ଦୂରରେ ବିଦ୍ୟୁତ୍ ଧକ୍କା ଘଟି , ଶ୍ରମିକ ମୃତ ହୋଇଥିବା ଜଣାପଡିଛି। ମୃତକ ଜଣକ ହେଲେ ଲାଠି ର ଶ୍ରମିକ କେଦାର ବେହେରା ବୋଲି ଜଣାପଡିଛି। ତେବେ ଦୀର୍ଘ ସମୟ ଧରି ମୃତ୍ୟୁ ଦେହ!-->…
ଜନହିତରେ ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ
ଭଞ୍ଜନଗର : ଭଞ୍ଜନଗରରେ ଜିଲ୍ଲା ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ପୃଷ୍ଟି,,ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରଞ୍ଜନ କୁମାର ଦେ ,ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଉମାଶଙ୍କର!-->…
ପବିତ୍ର ଚୈତ୍ର ପର୍ବ ଅବସରରେ ମା’ତାରାତାରିଣୀ ପୀଠଠାରେ ପ୍ରଶାସନ ପକ୍ଷରୁ ଭଜନ ଓ ଲୋକ ନୃତ୍ୟ ପରିବେଷଣ
ଛତ୍ରପୁର : ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା' ତାରାତାରିଣୀ ପୀଠ ଠାରେ ଅନୁଷ୍ଟିତ ହେବାକୁ ଥିବା ଚୈତ୍ର ପର୍ବ ପାଳନ ଅବସରରେ ଭକ୍ତ ମାନଙ୍କ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଭଜନ ଓ ଲୋକ ନୃତ୍ୟ ଭାରତ ଲୀଳା ପ୍ରଦର୍ଶନ ସୋମବାର ହୋଇଯାଇଛି। ପ୍ରଥମ ପାଳି ଅବସରରେ ବହୁ ସ୍ଥାନରୁ!-->…
ତେଲେଙ୍ଗାନା ପୋଲିସକୁ ସଫଳତା : ଆତ୍ମସମର୍ପଣ କଲେ ୬୪ ମାଓବାଦୀ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ରାଜ୍ୟର ଭଦ୍ରାଦି କତାଗୁଡ଼େମ ଜିଲ୍ଲାରେ ୬୪ ଜଣ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସୂଚନା ଅନୁଯାୟୀ ଭଦ୍ରାଦି କତାଗୁଡ଼େମ ଜିଲ୍ଲାର ଆଇଜି ଚନ୍ଦ୍ର ଶେଖର ରେଡ୍ଡୀଙ୍କ ନେତୃତ୍ଵରେ ପୋଲିସ ଓ ସିଆରପିଏଫର ବରିଷ୍ଟ!-->…
ବିଦେଶୀ ମଦ ବିକ୍ରୀ ଅଭିଯୋଗରେ ଲେଙ୍କୁଡିପଡା ଛକରେ ଥିବା ଗୁଗୁଲ ହୋଟେଲ ମାଲିକଙ୍କ ସହ ୩ଗିରଫ
ନୟାଗଡ଼: ବିଦେଶୀ ମଦ ବିକ୍ରୀ ଅଭିଯୋଗରେ ଲେଙ୍କୁଡିପଡା ଛକରେ ଥିବା ଗୁଗୁଲ ହୋଟେଲ ମାଲିକଙ୍କ ସହ ୩ଗିରଫ । ବର୍ଷ ବର୍ଷ ଧରି ହୋଟେଲରେ ଚାଲିଥିଲା ମଦ ବ୍ୟବସାୟ। ଭୋଜନ ଅପେକ୍ଷା ଅଧିକ ବିକ୍ରି ହେଉଥିଲା ମଦ। ନୟାଗଡ଼ ସହର ନିକଟସ୍ଥ ଲେଙ୍କୁଡ଼ିପଡ଼ା ଛକରେ ଗୁଗୁଲ ହୋଟେଲରେ ବିଦେଶୀ ମଦ ବିକ୍ରି!-->…
ଧରାକୋଟ ଅଞ୍ଚଳ ରେ ଗୋଦି ମିଡ଼ିଆ ର ଆତଙ୍କ ରାଜ, ଠିକାଦାର ବ୍ୟବସାୟୀ ଅତିଷ୍ଠ…..!
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ବର୍ତ୍ତମାନ ଗୋଦି ମିଡ଼ିଆ ମାଳ ମାଳ ଜିଲ୍ଲା ପ୍ରଶାସନ ର ଅପାରଗତା ହିଁ ମୁଖ୍ୟ କାରଣ ବୋଲି ସାଧାରଣ ରେ ଅଭିଯୋଗ ହେଉଛି l ସୂଚନା ଥାଉକି ଧରାକୋଟ ବ୍ଲକ ଅଞ୍ଚଳ ରେ ମାର୍ଚ୍ଚ ମାସ ର ଆଳ ଦେଖାଇ ଇଲୋକ୍ଟ୍ରୋନିକ୍ସ ମିଡ଼ିଆ ତିନି ଜଣ ବ୍ୟକ୍ତି ଗୁଆ ଦେବା ଆରମ୍ଭ!-->…
ବେଆଇନ ବାଲି ଚାଲାଣ କରୁଥିବା ମାଫିଆଙ୍କ ଉପରେ ପୋଲିସର ଚଢାଉ
ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର ରାଏବଗା ଅନ୍ତର୍ଗତ ଦଲକି, ସଳଙ୍ଗାବାହାଲ ଓ ଝୁନମୁର ଅଞ୍ଚଳରେ ଥିବା ଶଙ୍ଖ ଓ ଲୁଡ଼କି ନଦୀରୁ ପ୍ରତିଦିନ ଲକ୍ଷାଧିକ ଟଙ୍କାର ଚୋରା ବାଲି ଚାଲାଣ ହେଉଥିଲା ! ବାରମ୍ବାର ତହସିଲ, ବନଖଣ୍ଡ,ମାଇନିଙ୍ଗ ଓ ପୋଲିସଙ୍କୁ ଗ୍ରାମବାସୀ ମାନେ ଅଭିଯୋଗ କରିଥିଲେ ମଧ୍ୟ!-->…
ନିଜ ଅଞ୍ଚଳବାସୀଙ୍କ ସହିତ ହୋଲି ଉତ୍ସବ ମନାଇଲେ ଗଣଶିକ୍ଷା ମନ୍ତ୍ରୀ
ଉମରକୋଟ / ରାଇଘର : ଆଜି ରଙ୍ଗ ଆଉ ପ୍ରେମରେ ପର୍ବ ହୋଲି। ଫାଲ୍ଗୁନ ପୂର୍ଣ୍ଣିମା, ବସନ୍ତର ପୂର୍ଣ୍ଣତା ତଥା ସୌନ୍ଦର୍ଯ୍ୟବୋଧ ପୂର୍ଣ୍ଣତାରେ ପାଳନ ହୁଏ ରଙ୍ଗର ପର୍ବ ହୋଲି। ରଙ୍ଗ ହିଁ ତୋ ସୌନ୍ଦର୍ଯ୍ୟର ପ୍ରତିକ। ସେ ରଙ୍ଗ ଋତୁଫୁଲରେ, ପ୍ରାକୃତିକ ରଙ୍ଗ, ପ୍ରୀତି ପୂର୍ବକ ରଙ୍ଗେଈ ହେବାର ପର୍ବ।!-->…
ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ଦାରିଙ୍ଗିବାଡିକୁ ପରାସ୍ତ କରି ବାରଖମା ବିଜୟୀ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ଷ୍ଟାର କ୍ଳବ ଆନୁକୂଲ୍ୟରେ ସ୍ଥାନୀୟ ମହୋନକଲୋନି ଓ ଉପଖଣ୍ଡ ଚିକିତ୍ସାଳୟ ନିକଟ ପଡିଆଠାରେ ଚାଲିଥିବା ଜିଲ୍ଲା ସ୍ତରୀୟ ଦିବାରାତ୍ର ଜୟବଜରଙ୍ଗବାଲି ଭଲିବଲ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଉଦଯାପିତ ହୋଇଯାଇଛି। ଏଥିରେ ମୋଟ ୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ!-->…
ଦୁର୍ଗମ ଜଙ୍ଗଲ ଘାଟି ପାହାଡ଼ ଚଢିଲେ ରାଇକିଆ ବିଡ଼ିଓ : ପ୍ରାଥମିକ ସୁବିଧା ସୁଯୋଗ ନିଶ୍ଚୟ ପ୍ରଦାନ କରାଯିବ
ବାଲିଗୁଡା : କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢି ଯିବାକୁ ପଡେ ଡାଙ୍ଗିସି ଗ୍ରାମକୁ। ଜଙ୍ଗଲ ଓ ପାହାଡ ଘେରା ମଧ୍ୟରେ ଥିବା କନ୍ଧମାଳ-ଗଞ୍ଜାମ ସୀମାନ୍ତର ଏହି ଗ୍ରାମରେ ସରକାରଙ୍କ ଯୋଜନା ସଠିକ ଭାବେ ପହଞ୍ଚି ପାରୁନାହିଁ । ଏଭଳି!-->…