Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ହୋଲିରେ ଗଡ଼ିଲା ମୁଣ୍ଡ, ଛୁରୀରେ ଭୁସି ଯୁବକଙ୍କୁ ହତ୍ୟା, ଆକ୍ରମଣକାରୀ ଅଟକ
ବ୍ରହ୍ମପୁର : ହୋଲିରେ ସାରା ବ୍ରହ୍ମପୁର ଉତ୍ସବ ମୁଖର ରହିଥିବା ବେଳେ ଘଟିଛି ଅଭାବନୀୟ ଘଟଣା,ହୋଲିରେ ଗଡ଼ିଲା ମୁଣ୍ଡ. ଛୁରା ମାଡ଼ରେ ଲାଞ୍ଜିପଲ୍ଲୀ ଚାଣକ୍ୟ ନଗର ଅଞ୍ଚଳର କଣ୍ଟ୍ରାକ୍ଟର ଟି.ରାମଚନ୍ଦ୍ର ପାତ୍ରଙ୍କ ମୃତ । ଜଣେ ଯୁବକ ତାଙ୍କୁ ଛୁରୀ ଭୂଷିଥିବା ବେଳେ ଗୁରୁତର ଅବସ୍ଥାରେ ସ୍ଥାନୀୟ!-->…
ରାୟଗଡ଼ା ଉତ୍କଳ ତେଲୁଗୁ ସମାଖ୍ୟା ପକ୍ଷରୁ ତେଲୁଗୁ ନୂତନ ବର୍ଷ ଉଗାଦି ପାଇଁ ଶୁଭ ଖୁଣ୍ଟି ସ୍ଥାପନ ହେଲା
ରାୟଗଡ଼ା : ରାୟଗଡ଼ା ଉତ୍କଳ ତେଲୁଗୁ ସମାଖ୍ୟା ପକ୍ଷରୁ ତେଲୁଗୁ ନୂତନ ବର୍ଷ ଉଗାଦି ପାଇଁ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି। ରାୟଗଡାରେ ସହରରେ ମହାଆଡମ୍ବରରେ ପାଳନ ହେଉଛି ଉଗାଦି ପର୍ବ । ରାୟଗଡା ଟ୍ରକ ମାଲିକ ସଙ୍ଘର ସଭାପତି ତଥା ବରିଷ୍ଠ ବିଜେପି ନେତା ୟାଲା କୋଣ୍ଡା ବାବୁଙ୍କ ଦ୍ଵାରା!-->…
ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ
ଉମରକୋଟ /ରାଇଘର : ନବରଙ୍ଗପୁର ଜ଼ିଲ୍ଲା ରାଇଘର ବ୍ଲକ ଗୋନା ପଞ୍ଚାୟତ ଅନ୍ତର୍ଗତ ଭାରଷଣ୍ଡି ଡିଏନକେ (DNK) ଗ୍ରାମରେ ମହାଆଡମ୍ବର ର ସହିତ ଅନୁଷ୍ଠିତ ହୋଇ ଯାଇଛି ଅଷ୍ଟ ପ୍ରହର ମହାନାମ ଯଜ୍ଞ, ଜ୍ଞାନ ଯଜ୍ଞ, ଘୃତ ଯଜ୍ଞ, ଗୀତା ଯଜ୍ଞ, ଅନ୍ନ ଯଜ୍ଞ ଏବଂ ଭକ୍ତ ମାନଙ୍କ ପାଇଁ ପ୍ରସାଦ ସେବନ!-->…
ଦୋଳପୂର୍ଣ୍ଣିମା ପାଳିତ : ଗାଁଠୁ ସହର ସବୁଠି ଉତ୍ସବମୁଖର ପରିବେଶ
ବାଲିଗୁଡା : ଆଜି ଦୋଳ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଉତ୍ସବମୁଖର ପରିବେଶ। ଫାଲଗୁନ ମାସ ଶୁକ୍ଳ ପକ୍ଷ ଫଗୁ ଦଶମୀ ତିଥିରୁ ଓଡିଶାରେ ଆରମ୍ଭ ହୋଇଥାଏ ଦୋଳ ପର୍ବ। ଏହି ଅବସରରେ ବାଲିଗୁଡା ଶ୍ରୀଜଗନ୍ନାଥ ମନ୍ଦିର ପରିସରରୁ ଦୋଳ ଗୋବିନ୍ଦଙ୍କର ଯାତ୍ରା ଏବଂ ଗ୍ରାମ ପରିକ୍ରମା ଆରମ୍ଭ ହୋଇଥିଲା।!-->…
କନ୍ଧମାଳ ଜାତୀୟ ସ୍ୱାସ୍ଥ୍ୟ ମିଶନ କର୍ମଚାରୀଙ୍କ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଧାରଣା
କନ୍ଧମାଳ : ଓଡିଶା ସ୍ୱାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସଂଘର ଡାକରା ଅନୁସାରେ ଦୁଇ ଦଫା ଦାବି ଯଥା ସ୍ୱାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ସମସ୍ତ ପରିଚାଳନା କର୍ମଚାରୀଙ୍କ ଚାକିରି ସ୍ଥାୟୀ କରିବା ଓ ଜନସ୍ୱାସ୍ଥ୍ୟ ପରିଚାଳନା ପଦବୀ ସୃଷ୍ଟି କରିବା ନେଇ ସମଗ୍ର ରାଜ୍ୟରେ ଗତ ମାର୍ଚ୍ଚ ୧୦!-->…
ଉପଖଣ୍ଡ ସ୍ତରୀୟ ଗ୍ରୀଷ୍ମ ପ୍ରବାହ ନିମିତ୍ତ ମୁକାବିଲା ପ୍ରସ୍ତୁତି ବୈଠକ
ଭଞ୍ଜନଗର : ଗୁରୁବାର ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଗାମୀ ଗ୍ରୀଷ୍ମ ପ୍ରବାହ ନିମିତ୍ତ ଏକ ମୁକାବିଲା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପାଜିଲାପାଳ ଶ୍ରୀ ଉମାଶଙ୍କର ବେହେରାଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ଉପଖଣ୍ଡ ସ୍ତରରେ ଯେଉଁ ଜନବସତିରେ ପିଇବା ପାଣିରେ!-->…
ଉପଖଣ୍ଡ ଭତ୍ତା ହିତାଧିକାରୀ ସୁରକ୍ଷା ସମିତି ପକ୍ଷରୁ କାର୍ଯ୍ୟ କାରିଣୀ ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚନ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗାୟତ୍ରୀ ମନ୍ଦିର କଲ୍ୟାଣ ମଣ୍ଡପ ସଭାଗୃହ ଠାରେ ବାଲିଗୁଡା ଉପଖଣ୍ଡ ଭତ୍ତା ହିତାଧିକାରୀ ସୁରକ୍ଷା ସମିତି ପକ୍ଷରୁ ଏକ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଭତ୍ତା ହିତାଧିକାରୀ ମାନଙ୍କ ସୁରକ୍ଷା ଓ ନ୍ୟାର୍ଯ୍ୟ ଦାବୀ!-->…
କ୍ଲଷ୍ଟରସ୍ତରୀୟ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
ବାଲିଗୁଡା, : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଲଣ୍ଡାଗାଁ ସ୍ଥିତ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଆମ ସଂସ୍କୃତି ଓ ଆମ ଖେଳନା" କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l କ୍ଲଷ୍ଟର ସିଆରସିସି ରମେଶ ଚନ୍ଦ୍ର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଆୟୋଜିତ!-->…
ହିଞ୍ଜିଳିକାଟୁ ପ୍ରିମିୟର ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ରେଗିଡି ଦଳ ୧୯ ରନରେ ବିଜୟୀହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ମଣିଙ୍ଗ କ୍ରିକେଟ କ୍ଳବ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମ ପରିସରରେ ବୁଧବାର ଦିବାରାତ୍ର ହିଞ୍ଜିଳିକାଟୁ ପ୍ରିମିୟର ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । କ୍ଳବ ସଭାପତି ନିଶିକାନ୍ତ ପଣ୍ଡାଙ୍କ ସଂଯୋଜନାରେ!-->…
ହୋଲି ପାଇଁ ଚଳଚଞ୍ଚଳ ହିଞ୍ଜିଳିକାଟୁ
ହିଞ୍ଜିିଳିକାଟୁ : ଆସନ୍ତା ଶୁକ୍ରବାର ଦିନ ଦୋଳପୁର୍ଣ୍ଣିମା ଓ ତା ପର ଦିନ ଅର୍ଥାତ ଶନିବାର ଦିନ ରଙ୍ଗର ପର୍ବ ହୋଲି । ରଙ୍ଗର ପର୍ବ ହୋଲିକୁ ଆନନ୍ଦ ଉଲ୍ଲାସର ପାଳନ କରିବାକୁ ବର୍ତ୍ତମାନ ଠାରୁ ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ନିକଟବର୍ତ୍ତୀ ଗ୍ରାମାଞ୍ଚଳ ଗୁଡିକ ଚଳଚଞ୍ଚଳ ହୋଇପଡିଛି ।!-->…