Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ରାୟଗଡ଼ା ଜିଲ୍ଲା ଅଧିଷ୍ଠାତ୍ରୀ ଦେବୀ ମାଁ ମଝିଘରିଆଣୀ ମନ୍ଦିରରେ MGT ବୋଲି ନାମଲେଖାକୁ ସହର ବାସୀଙ୍କ ନିନ୍ଦା
ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଅଧିଷ୍ଠାତ୍ରୀ ଦେବୀ ମାଁ ମଝିଘରିଆଣି ମନ୍ଦିରକୁ ସୌନ୍ଦର୍ଯ୍ୟ କରଣ କରିବା ଆଳରେ ଗୋଟିଏ ସ୍ଥାନରେ ସେଲ୍ଫି ପଏଣ୍ଟ କରଯାଇଛି। କିନ୍ତୁ, ସେଠାରେ ମାଁ ମଝୀଘରିଆଣିଙ୍କ ନାମକୁ ଇଂରାଜୀ ଅକ୍ଷରରେ ଅତି ସଂକ୍ଷେପରେ "MGT" ବୋଲି ଲେଖା ଯାଇଛି। ଏହି ଲେଖାକୁ ରାୟଗଡ଼ା!-->…
ଜିଲ୍ଲା ସମବାୟ ଉନ୍ନୟନ ପରିଷଦ ବୈଠକ ଅନୁଷ୍ଠିତ
ସୁନ୍ଦରଗଡ଼ : ଆଜି ସ୍ଥାନୀୟ ସଦଭାବନା ଭବନ ଠାରେ ଚତୁର୍ଥ ଜ଼ିଲ୍ଲା ସମବାୟ ଉନ୍ନୟନ ପରିଷଦର ବୈଠକ ଜ଼ିଲ୍ଲାପାଳ ମନୋଜ ମହାଜନଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି | ଏହି ବୈଠକରେ ଅତିରିକ୍ତ ଜ଼ିଲ୍ଲାପାଳ ରବି ନାରାୟଣ ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ!-->…
ପାରମ୍ପରିକ ପୋଷାକ ପରିଧାନ ‘ଆମ ପୋଷାକ, ଆମ ପରିଚୟ’ ଦିବସ ପାଳିତ
ଛତ୍ରପୁର : ଓଡ଼ିଶାର ପାରମ୍ପରିକ ପୋଷାକ, ହସ୍ତତନ୍ତ ଏବଂ ବୟନ ଶିଳ୍ପର ଗୌରବକୁ ଉଜାଗର କରିବା ନିମନ୍ତେ ଏପ୍ରିଲ ୩ରେ ‘ପାରମ୍ପରିକ ପୋଷାକ ପରିଧାନ ଆମ ପୋଷାକ, ଆମ ପରିଚୟ’ ଦିବସ ପାଳିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଉପସ୍ଥିତିରେ ଆବାସିକ ଜ଼ିଲାପାଳଙ୍କ!-->…
ବୁଡ଼ାଗୁଡା ଉଚ୍ଚ ବିଦ୍ୟାଳୟରେ ଦକ୍ଷତା ବୃଦ୍ଧି କର୍ମଶାଳା
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ବୁଡ଼ାଗୁଡା ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ଦକ୍ଷତା ବୃଦ୍ଧି ନିମିତ୍ତ ଏକ ଦିବଶୀୟ ପ୍ରଶିକ୍ଷଣ ଶିବିର ଆୟୋଜନ ହୋଇଯାଇଥିଲା । ବିଦ୍ୟାଳୟର ପ୍ରଧାନ!-->…
ଓଡ଼ିଆ ପକ୍ଷର ତୃତୀୟ ଦିବସରେ ଜିଲ୍ଲାରେ ପାରମ୍ପରିକ ପୋଷାକ ପରିଧାନ : ଆମ ପୋଷାକ ଆମ ପରିଚୟ
ସୁନ୍ଦରଗଡ଼ : "ଓଡ଼ିଆ ପକ୍ଷ" ପାଳନ ର ତୃତୀୟ ଦିବସ ରେ ଆଜି ଜିଲ୍ଲାର ବିଭିନ୍ନ ସ୍ଥାନରେ ପାରମ୍ପରିକ ପୋଷାକ ପରିଧାନ କରାଯାଇଛି।ଏହି ଅବସର ରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ମନୋଜ ମହାଜନ, ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ, ମୁଖ୍ୟ!-->…
ଆଦିବାସୀ ମହାବିଦ୍ୟାଳୟକୁ ସରକାରୀ କରିବା ପାଇଁ ଛାତ୍ରଛାତ୍ରୀଙ୍କ ତରଫରୁ ଉପିଲ୍ଲାପାଳଙ୍କୁ ଦାଵୀ ପତ୍ର ପ୍ରଦାନ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ କୁ ଚଳିତ ଶିକ୍ଷା ବର୍ଷ ରୁ ସରକାରୀ କରଣ କରିବା ପାଇଁ ଆଦିବାସୀ ମହାବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ତରଫରୁ ସ୍ଥାନୀୟ ଉପଜିଲ୍ଲାପାଳ ଡ଼ଃ. ରୀନା ପ୍ରଧାନଙ୍କୁ ଭେଟି ଏକ ଦାଵୀ ପତ୍ର ପ୍ରଦାନ କରାଯାଇଛି। ଛାତ୍ର ଛାତ୍ରୀ!-->…
ଓଡ଼ିଆ ପକ୍ଷ ପାଳନ ନେଇ ପାରମ୍ପରିକ ପୋଷାକ ପରିଧାନ କାର୍ଯ୍ୟକ୍ରମ : ହସ୍ତତନ୍ତ ବସ୍ତ୍ର ପରିଧାନ ଦ୍ୱାରା ସମୃଦ୍ଧ ହେବ ଆମ…
ମାଲକାନଗିରି : ଆଜି ଓଡ଼ିଆ ପକ୍ଷ ପାଳନର ତୃତୀୟ ଦିନରେ ଆମ ପୋଷାକ ଆମ ପରିଚୟ ଅଭିଯାନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ ପାରମ୍ପରିକ ବସ୍ତ୍ର ପରିଧାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଏହି ଅବସରରେ ପାରମ୍ପରିକ!-->…
ଖୁବ୍ ଶୀଘ୍ର ତରକେରା ନିକଟକୁ ସ୍ଥାନାନ୍ତରିତ ହେବ ଡମ୍ପିଂ ୟାର୍ଡ଼ : ଆରଏମସି କମିଶନର
ରାଉରକେଲା : ରାଉରକେଲାବାସୀଙ୍କ ହିତକୁ ଦୃଷ୍ଟିରେ ରଖି ରାଉରକେଲା ମହାନଗର ନିଗମ ତରଫରୁ ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରାଯାଇଛି। ଫଳ ସ୍ଵରୂପ ଦୀର୍ଘ ବର୍ଷ ଧରି ଛେଣ୍ଡ ଠାରେ ଥିବା ଡମ୍ପିଂ ୟାର୍ଡ଼କୁ ଖୁବ୍ ଶୀଘ୍ର ତରକେରା ନିକଟକୁ ସ୍ଥାନାନ୍ତରିତ କରାଯିବ। ଏଥି ନିମନ୍ତେ ଜାଗା ଚିହ୍ନଟ!-->…
ଆମ ପୋଷାକ ଆମ ପରିଚୟ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ
"ସପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପୋଷାକ ପରିଧାନ ପlଇଁ ଜିଲ୍ଲାପାଳଙ୍କ ନିଷ୍ପତ୍ତି "
ରାୟଗଡ଼ା : ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ସ୍ଥାନୀୟ ପାରମ୍ପରିକ ପୋଷାକ ପରିଧାନ ଦିବସ ଭାବରେ ପାଳିତ ହୋଇଯାଇଛି l ଆଜି ସମସ୍ତ କର୍ମଚାରୀ ମlନେ ହସ୍ତତନ୍ତ ବୁଣା ପୋଷାକ ପରିଧାନ କରି କାର୍ଯ୍ୟରେ!-->!-->!-->…
ନୂତନ ୩୩ କେଭି ଲାଇନ ଲଗାଇ ଗଞ୍ଜାମ ଜିଲ୍ଲାରେ ବିଦ୍ୟୁତ ଭିତ୍ତିଭୂମି ସୁଦୃଢ଼ କଲା ଟିପିଏସ୍ଓଡିଏଲ୍
୩୪ ହଜାର ଉପଭୋକ୍ତାଙ୍କୁ ଗୁଣାତ୍ମକ ସେବାବ୍ରହ୍ମପୁର, ଏପ୍ରିଲ: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍ ଅନ୍ତର୍ଗତ ହାତୀଓଟ ପ୍ରାଇମେରୀ ସବଷ୍ଟେସନ ଓ ବେଲଗାଁ ପ୍ରାଇମେରୀ ସବଷ୍ଟେସନ ମଧ୍ୟରେ ଏକ ନୂତନ ୩୩ କେଭି!-->…