Browsing Category

ଆଞ୍ଚଳିକ

ରାଜ୍ୟସ୍ତରୀୟ ଫୋଟ ପ୍ରଦର୍ଶନୀରେ ବାଲିଗୁଡ଼ାର ଷ୍ଟୁଡିଓ ବୁଲୁ ସମ୍ମାନିତ

ବାଲିଗୁଡା : ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବାବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ । ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ‘ବିଶ୍ୱ ପ୍ରେସ ଦିବସ’ ଅବସରରେ ଆୟୋଜିତ ହୋଇଯାଇଛି ଦୁଇଦିନିଆ ରାଜ୍ୟ ସ୍ତରୀୟ ଫଟୋ ପ୍ରଦର୍ଶନୀ - ୨୦୨୫।…

ଛତ୍ରପୁର ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ଶତପ୍ରତିଶତ ସଫଳତା

ଛତ୍ରପୁର : ସ୍ଥାନୀୟ ସରସ୍ବତୀ ଶିଶୁବିଦ୍ୟାମନ୍ଦିର ଛାତ୍ର ସୁରଜ କୁମାର ଗୌଡ ସଦ୍ୟତମ ପ୍ରକାଶିତ ଦଶମ ଶ୍ରେଣୀର ବାର୍ଷିକ ବୋର୍ଡ ପରୀକ୍ଷାରେ ୫୬୭ ନମ୍ବର (୯୪.୫%)ରଖି ଛତ୍ରପୁର ବିଦ୍ୟାଳୟର ଟପ୍ପର ହୋଇଛନ୍ତି। ସେହିପରି ବିଦ୍ୟାଳୟର ମୋଟ ୧୦୮ ଜଣଙ୍କ ମଧ୍ଯରୁ A1 ୫ଜଣ,A2 ୧୪ଜଣ,B1 ୩୩ ଜଣ,…

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀଙ୍କ ସଫଳତା : ସମଗ୍ର କନ୍ଧମାଳ ଜିଲ୍ଲାରେ ଶତକଡା ହାର ୯୭.…

କନ୍ଧମାଳ : ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତ ବର୍ଷ ଛାତ୍ରଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଛାତ୍ରୀ l ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ସୁଶ୍ରୀ ସମ୍ପନ୍ନା…

ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୦ ବର୍ଷ ଜେଲ

କନ୍ଧମାଳ : ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ଶୁଣାଣି କରି ଫୁଲବାଣୀ ସ୍ୱତନ୍ତ୍ର ପୋକସୋ ଅଦାଲତ ଅଭିଯୁକ୍ତକୁ ୨୦ ବର୍ଷ ଜେଲଦଣ୍ଡ ଆଦେଶ ଦେଇଛନ୍ତି । ଏଥିସହ ଅଭିଯୁକ୍ତକୁ ୨୫ ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦେୟ ଅଧିକ ୭ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ…

ମଶାଣି ସଫେଇ କଲେ ଗ୍ରାମବାସୀ: ଶତାଧିକ ଲୋକେ ସାମିଲ

ବାଲିଗୁଡା : ମଣିଷର ଶେଷ ଠିକଣା ହେଉଛି ମଶାଣି। ତାକୁ ସଫା ସୁତୁରା ସହ ପରିବେଶ ସଫା ରଖିବା ନିଷ୍ପତି ଗ୍ରହଣ କରି ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଶାଣିକୁ ସଫେଇ କରିଛନ୍ତି ଗ୍ରାମବାସୀ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତର ମଶାଣି…

ଗାନ୍ଧାରିଭୁଇଁ ଗ୍ରାମରେ ୨୬ ଟିକିଆ ହାତୀପଲ ଉପଦ୍ରବ : କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲେ ଅଧିକାରୀ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକର ଇନ୍ଦ୍ରାଗଡ଼ ପଞ୍ଚାୟତର ଗାନ୍ଧାରିଭୁଇଁ ଗ୍ରାମରେ ୨୬ ଟିକିଆ ହାତୀପଲ ପଶି ବ୍ୟାପକ ଉପଦ୍ରବ କରି ୪ଜଣଙ୍କ ଘର ଭାଙ୍ଗିବା ସହ ଧାନ, ଚାଉଳ ଖାଇ ନଡ଼ିଆ ଗଛ, କଦଳୀ ଗଛ ଆଦି ଭାଙ୍ଗି ନଷ୍ଟ କରି ଦେଇଥିଲେ। ଏ ନେଇ ରାଇକିଆ…

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସଦସ୍ୟଙ୍କ ୫୫ ତମ ବିବାହ ବାର୍ଷିକୀ ଉତ୍ସବ ପାଳିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବରିଷ୍ଠ ନାଗରିକ ସଂଘ ତରଫରୁ ମା' ପାଟଖଣ୍ଡା ମନ୍ଦିର ପରିସରରେ ବରିଷ୍ଠ ନାଗରିକ ସଂଘ ର ସଦସ୍ୟ ବି. ଲୋକନାଥ ପାତ୍ର ଓ ଶ୍ରୀମତୀ ରତ୍ନମଣି ପାତ୍ରଙ୍କ ୫୫ ତମ ବିବାହ ବାର୍ଷିକୀ ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ସଂଘର ଉପସଭାପତି ସୀମାଞ୍ଚଳ…

ନାବାଳିକାଙ୍କ ଅଶ୍ଳୀଳ ଫଟୋ ରଖି ବ୍ଲାକମେଲିଂ ଘଟଣା : ଅଭିଯୁକ୍ତକୁ ୩ବର୍ଷ ଜେଲ ଦଣ୍ଡାଦେଶ

କନ୍ଧମାଳ : ନାବାଳିକାଙ୍କ ଅଶ୍ଳୀଳ ଫଟୋ ରଖି ବ୍ଲାକମେଲିଂ କରିବା ଅଭିଯୋଗରେ ଫୁଲବାଣୀ ପୋକସୋ ଅଦାଲତ ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଦୋଷୀକୁ ୨୫ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୧୦ ମାସ ଜେଲ ଭୋଗିବାକୁ ପଡିବ ବୋଲି ରାୟରେ…

ଆଦିବାସୀ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସୀ ଅପ୍ରେଲ ୩୦ ତାରିଖରେ ଅବସର ଗ୍ରହଣ କରିଛନ୍ତି l ଏହି ଅବସରରେ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସମାରୋହ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା। ଉକ୍ତ ମହୋତ୍ସବରେ ଏହି…

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରଥକାଠ ପୂଜା

ବାଲିଗୁଡା : ପବିତ୍ର ଅକ୍ଷୟ ତୃତୀୟା ଅବସରରେ କନ୍ଧମାଳ ଜିଲ୍ଲାର ସର୍ବ ପୁରାତନ ବାଲିଗୁଡାର ଶ୍ରୀଜଗନ୍ନାଥ ମନ୍ଦିରରେ ରୀତିନୀତି ଅନୁଯାୟୀ ବାଲିଗୁଡା ଶ୍ରୀଜଗନ୍ନାଥ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସକାଳୁ ରଥ ନିର୍ମାଣ ପାଇଁ ନୂତନ କାଠ ସଂଗ୍ରହ କରାଯାଇ ମନ୍ଦିର ମଧ୍ୟରେ ପୂଜକ ମହେଶ୍ଵର…