Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ମଣ୍ଡି ସୁପରିଚାଳନା ନିମନ୍ତେ ନୋଡାଲ ଅଫିସର ଓ ସୁପରଭାଇଜିଂ ଅଫିସରଙ୍କ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର
ଖରିଫ ବିକ୍ରୟ ବର୍ଷ ୨୦୨୩-୨୪ ନିମନ୍ତେ ଧାନର ମାନକ ପ୍ରଶିକ୍ଷଣ ଶିବିର
ମାଲକାନଗିରି : ମାଲକାନଗିରି ଜିଲ୍ଲାସ୍ତରୀୟ ୨୦୨୩-୨୪ ଖରିଫ ବିକ୍ରୟ ବର୍ଷ ପାଇଁ ମଣ୍ଡି ସୁପରିଚାଳନା ଓ ଧାନର ମାନକ ପ୍ରଶିକ୍ଷଣ ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ!-->!-->!-->…
ସଂଗ୍ରାମୀ ଶହିଦ୍ ଲକ୍ଷ୍ମଣ ନାୟକ ବନ୍ଦୀ ଥିବା ମଣ୍ଡଳ କାରାଗାରରେ ଜୟନ୍ତୀ ପାଳିତ
ବନ୍ଦୀ ସ୍ମୃତି ମନ୍ଦିରରେ ନୂତନ ବସ୍ତ୍ର ଅର୍ପଣ କରିଥିଲେ ମନ୍ତ୍ରୀ ଶ୍ରୀ ଜେନାବ୍ରହ୍ମପୁର : ବ୍ରହ୍ମପୁର ମଣ୍ଡଳ କାରାଗାରରେ ସଂଗ୍ରାମୀ ଶହୀଦ୍ ଲକ୍ଷ୍ମଣ ନାୟକଙ୍କ ୧୨୫ତମ ଜନ୍ମ ଜୟନ୍ତୀ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପାଳିତ ହୋଇଯାଇଛି। ପରାଧୀନ ଭାରତର ଅବିଭକ୍ତ କୋରାପୁଟ!-->…
କନ୍ଧମାଳ ପାଲଟିଛି ଗମ୍ବୁଶିଆ ମାଛର ଗନ୍ତାଘର
ଫୁଲବାଣୀ: ରାଜ୍ୟବ୍ୟାପୀ ଅନେକ ଜିଲ୍ଲା ପାଇଁ ଗମ୍ବୁଶିଆ ମାଛ ଦ୍ଵାରା ମଶା ବାହିତ ରୋଗ ନିର୍ମୂଳ ପାଇଁ ପ୍ରେରଣା ସାଜିଛି କନ୍ଧମାଳ । ୧୨ ଟି ବ୍ଲକ ତଥା ଜିଲ୍ଲା ମୁଖ୍ୟାଳୟ ରେ ଏହି ମାଛ ଉତ୍ପାଦନ କରି ଜିଲ୍ଲାର କୋଣ ଅନୁକୋଣରେ ଏହାର ବ୍ୟବହାର କରି ମଶା ବଂଶ ନିପାତ୍ତ କରିବା ସହ ଅନ୍ୟ ଜିଲ୍ଲା!-->…
ରାଜ୍ୟସ୍ତରୀୟ ବିଜ୍ଞାନ କୁଇଜ ପ୍ରତିଯୋଗିତାରେ ଟାଙ୍ଗଣାପଲ୍ଲୀ ହାଇସ୍କୁଲର ଛାତ୍ର ପ୍ରଥମ
ଛତ୍ରପୁର : ଭୁବନେଶ୍ୱର ଠାରେ ରାଜ୍ଯ ସ୍ତରୀୟ ବିଜ୍ଞାନ ମେଳା ଓ ପ୍ରଦର୍ଶନୀ କାର୍ଯ୍ୟକ୍ରମରେ ଆୟୋଜିତ ବିଜ୍ଞାନ କୁଇଜ ପ୍ରତିଯୋଗିତାରେ ଛତ୍ରପୁର ବ୍ଳକ ଅନ୍ତର୍ଗତ ଟାଙ୍ଗଣା ପଲ୍ଲୀ ଶ୍ରୀନୀଳକଣ୍ଠେଶ୍ବର ନୋଡାଲ ବିଦ୍ୟାପୀଠର ଦଶମ ଶ୍ରେଣୀର ଛାତ୍ର ଅବିନାଶ ବୈଦ୍ୟ ପ୍ରଥମ ସ୍ଥାନ ଅଧିକାର କରି!-->…
ଦିବ୍ୟାଙ୍ଗ ଶିକ୍ଷାର୍ଥୀଙ୍କୁ ସହାୟକ ଉପକରଣ ବଂଟନ
ଛତ୍ରପୁର : ସ୍ୱତନ୍ତ୍ର ସହାୟକ ଉପକରଣ ଆବଶ୍ୟକ ଥିବା ଦିବ୍ୟାଙ୍ଗ ଶିକ୍ଷାର୍ଥୀଙ୍କ ପାଇଁ ସମଗ୍ର ଶିକ୍ଷା ଗଞ୍ଜାମ ତରଫରୁ ସହାୟକ ଉପକରଣ ବଂଟନ କାର୍ଯ୍ୟକ୍ରମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ମାସ ୧୮ ତାରିଖରେ ବ୍ରହ୍ମପୁର ସ୍ଥିତ କ୍ୱିନ୍ ମିସନ୍ ହାଇସ୍କୁଲ, ୧୯!-->!-->!-->…
ଜିଲ୍ଲାସ୍ତରୀୟ ବିଶ୍ବ ମତ୍ସ୍ୟ ଦିବସ ପାଳିତ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ବିଶ୍ବ ମତ୍ସ୍ୟ ଦିବସ-୨୦୨୪ ପାଳିତ ହୋଇଯାଇଛି। ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରଫୁଲ୍ଲ କହଁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମାନ୍ୟବର ବିଧାୟକ, ଫୁଲବାଣୀ ଶ୍ରୀଯୁକ୍ତ ଉମା ଚରଣ ମଲ୍ଲିକ ମୁଖ୍ୟ!-->…
କଳାକାର ଭତ୍ତା ବୃଦ୍ଧି ହେଉ : ବରିଷ୍ଠ କଳାକାର ମହାସଂଘ
ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ" ତରଫରୁ ଏକ ବନ୍ଧୁ ମିଳନ ବୈଠକ ସୋରଡ଼ା ଜଗନ୍ନାଥ ମନ୍ଦିର ପରିସରସ୍ଥ 'ଗୀତଗୋବିନ୍ଦ' ଠାରେ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଳାକାର ଉମାଶଙ୍କର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମହାସଂଘ!-->…
ବେକରେ ରଶି ଲଗାଇ ଝୁଲି ପଡିଲେ ଦମ୍ପତି : ମୋବାଇଲ ପାଇଁ ଚାଲିଗଲା ୨ ଜୀବନ
ବାଲିଗୁଡା : ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ବାମୀ ଓ ସ୍ତ୍ରୀ ଙ୍କ ମୂଲ୍ୟବାନ ଜୀବନ । ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀ ଙ୍କ ନିଜ ଘରେ ଆତ୍ମହତ୍ୟା | ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ବାମୀ ସ୍ତ୍ରୀ ଙ୍କୁ ବଞ୍ଚେଇବାକୁ ଉଦ୍ୟମ କରି ବିଫଳ ହେବା ପରେ!-->…
ମାନସିକ ସ୍ୱାସ୍ଥ୍ୟ ପରିଚାଳନା ସମ୍ପର୍କିତ ଜିଲ୍ଲାସ୍ତରୀୟ କର୍ମଶାଳା
ଫୁଲବାଣୀ: ସ୍ୱେଛାସେବି ଅନୁଷ୍ଠାନ ସ୍ୱାତୀ ଓ ବେସିକ ନିଡ୍ ଇଣ୍ଡିଆ ସହଯୋଗରେ ଚାଲିଥିବା ମାନସିକ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ଏକ ଦିନିକିଆ କର୍ମଶାଳା ଜିଲ୍ଲା ଜି.ଏନ୍.ଏମ୍ ତାଲିମ୍ କେନ୍ଦ୍ର ଠାରେ ଆୟୋଜିତ ହୋଇଯାଇଛି । ମାନସିକ ଅସୁସ୍ଥ ବ୍ୟକ୍ତି ବିଶେଶଙ୍କୁ କୁପରି ଚିକିତ୍ସା!-->…
ଦୀର୍ଘ ଦିନପରେ ମାଲକାନଗିରିରେ ମାଓ ଉପଦ୍ରବ : ବଡ଼ ଧରଣର ଗୁଳିବିନିମୟ ଜଣେ ମାଓବାଦୀ ମୃତ ଜଣେ ଜବାନ ଆହତ
ମାଲକାନଗିରି ୨୧/୧୧ : ଦୀର୍ଘଦିନ ପରେ ମାଲକାନଗିରି ବଡ଼ ଧରଣର ଗୁଳିବିନିମୟ ଘଟିଛି। ମାଲକାନଗିରି ଜିଲ୍ଲା ମଧ୍ୟକୁ ବାହାର ରାଜ୍ୟରୁ ମାଓବାଦୀ ପଶିବାକୁ ଉଦ୍ୟମ କରୁଥିବା ବେଳେ ଡିଭିଏଫ ଯବାନ ଓ ମାଓବାଦୀ ଙ୍କ ମଧ୍ୟରେ ଏହି ଗୁଳିବିନିମୟ ଘଟିଥିବା ସୂଚନା ମିଳିଛି। ତଥ୍ୟ ଅନୁଯାୟୀ ଜିଲ୍ଲାର!-->!-->!-->…