Browsing Category

ଆଞ୍ଚଳିକ

ଚାନ୍ଦପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଜ୍ଞାନ ମେଳା ଉଦ୍‌ଘାଟିତ: ଶିଶୁ ବୈଜ୍ଞାନିକଙ୍କ ଦ୍ବାରା ପ୍ରକଳ୍ପ…

ନୟାଗଡ଼ (ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍ ଅନ୍ତର୍ଗତ ଚାନ୍ଦପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବାର୍ଷିକ ବିଜ୍ଞାନ ମେଳା ଆଜି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମର ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇ ମା' ସରସ୍ୱତୀଙ୍କ ପୂଜାର୍ଚ୍ଚନା

ସ୍ମୃତି, ସମ୍ମାନ ଓ ସ୍ୱାଗତର ମିଳନ: ରାଜସୁନାଖଳା ଡାଏଟରେ ଆୟୋଜିତ ସମ୍ବର୍ଦ୍ଧନା ସଭା

ନୟାଗଡ଼, (ନିସର୍ତ୍ତ): ନୟାଗଡ଼ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡାଏଟ), ରାଜସୁନାଖଳା ପରିସରରେ ବୁଧବାର ସକାଳ ୧୦ ଘଟିକାରେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଓ ନବାଗତ ପ୍ରଶିକ୍ଷିକାଙ୍କ ସ୍ୱାଗତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ ପ୍ରଶିକ୍ଷିକା ଅନିନ୍ଦିତା

ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

ନୟାଗଡ଼ (ନିସର୍ତ୍ତ) : ୮୦ତମ ସ୍ୱାଧୀନତା ଦିବସ ପାଇଁ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ପକ୍ଷରୁ ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ, ରଣପୁର ପରିସରରେ ବ୍ଲକ ସ୍ତରୀୟ ବକ୍ତୃତା, ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ରଣପୁର ବ୍ଲକର ବିଭିନ୍ନ ବିଦ୍ୟାଳୟରୁ

ୟୁନିଅନ ବ୍ୟାଙ୍କ ପକ୍ଷରୁ ବ୍ୟାଙ୍କିଙ୍ଗ ସଚେତନତା କାର୍ଯ୍ୟକ୍ରମ

ନୟାଗଡ଼, ୦୬/୦୮(ନିସର୍ତ୍ତ) : ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ୟୁନିଅନ ବ୍ୟାଙ୍କ ଅଫ୍ ଇଣ୍ଡିଆ ରାଜସୁନାଖଳା ଶାଖା ପକ୍ଷରୁ ବ୍ୟାଙ୍କିଙ୍ଗ ସଚେତନତା କାର୍ଯ୍ୟକ୍ରମ ଗୁରୁବାର ଦିନ ଅପରାହ୍ନ ସମୟରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ୟୁନିଅନ ବ୍ୟାଙ୍କର ଶାଖା ପରିଚାଳକ ଅଜିତ

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ବାଲିଗୁଡା ଓ ସିପାଞ୍ଜିରୀ ଦଳ ବିଜୟୀ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି l ଏହି ଚମ୍ପିୟାନସିପ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ଫାଇନାଲ ଖେଳ ଅନୁଷ୍ଠିତ ହେବ l ଏଥିରେ

ନୟାଗଡ଼ – ଓଡ଼ଗାଁ ୩୩ କେଭି ନୂଆ ଲାଇନ ହେବ କାର୍ଯ୍ୟକ୍ଷମ: ବିଦ୍ୟୁତ୍ ବିଭ୍ରାଟରୁ ମୁକ୍ତ ହେବେ ଉପଭୋକ୍ତା

ନୟାଗଡ଼: ନୟାଗଡ଼ ଗ୍ରିଡରୁ ଓଡ଼ଗାଁ ଯାଇଥିବା ୩୩ କେଭି ବିଦ୍ୟୁତ୍ ସଂଯୋଗ ବାରମ୍ବାର ବାଧାପ୍ରାପ୍ତ ହେଉଥିବା ବେଳେ ବର୍ଷର ଅନେକ ସମୟରେ ଓଡ଼ଗାଁ ଓ ଶରଣକୁଳ ଅଞ୍ଚଳରେ ବିଦ୍ୟୁତ୍ କାଟ ସମସ୍ୟା ଲାଗିରହିଛି।ସାମାନ୍ୟ ବର୍ଷା ପବନ ହେଲେ ଏବଂ ମରାମତି ଆଳରେ ବାରମ୍ବାର ବିଦ୍ୟୁତ୍ କାଟ ଯୋଗୁଁ

ଦେଶୀମଦ ଜବତ, ଦୁଇ ଗିରଫ

ବାଲୁଗାଁ : ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧୀକ୍ଷିକା ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ଟାଙ୍ଗୀ ରେଞ୍ଜ ଅବକାରୀ ଅଧିକାରୀ ଅଜିତ କୁମାର ପାତ୍ରଙ୍କ ନେତୃତ୍ୱରେ ବୁଧବାର ଦିନ ବାଣପୁର ଥାନା ଅନ୍ତର୍ଗତ କୁରୁଞ୍ଜିପୁର ରୋଡ ଓ ରୋଡ ଓ ନୀଳାଦ୍ରିପ୍ରସାଦ ରୋଡ ଅଞ୍ଚଳରେ ଚଢାଉ କରି ୧୫ ଲିଟର

ଓଡ଼ଗାଁ ରଘୁନାଥଜୀଉଙ୍କ ହୁଣ୍ଡିଖୋଲିଲା: ୮ଲକ୍ଷ ୯ହଜାର ୪୯୭ ଟଙ୍କା ଆଦାୟ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଠାରେ ବିରାଜିତ ରଘୁନାଥ ଜୀଉଙ୍କ ହୁଣ୍ଡି ଖୋଲାଯାଇଛି । ଦେବୋତ୍ତର ବିଭାଗ,ରାଜସ୍ୱ ବିଭାଗ ଓ ପୁଲିସ ଉପସ୍ଥିତିରେ ଶ୍ରୀ ରଘୁନାଥ ଜୀଉଙ୍କ ହୁଣ୍ଡି ଖୋଲାଯାଇଛି। ହୁଣ୍ଡି ମଧ୍ୟରୁ ନଗଦ ୮ ଲକ୍ଷ ୯ ହଜାର ୪୯୭ ଟଙ୍କା ସମେତ ସୁନା ୧.୨୦୦ ମିଲିଗ୍ରାମ, ରୁପା

କିବେକଙ୍ଗାରୁ ଛତିଶଗଡ଼ ସୀମା ପର୍ଯ୍ୟନ୍ତ ନୂତନ ଆର୍‌ଡି ରାସ୍ତା ନିର୍ମାଣର ଶୁଭାରମ୍ଭ

ଦୁର୍ଗମ ଅଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥାକୁ ମିଳିବ ନୂଆ ଗତି, ଲୋକଙ୍କ ମଧ୍ୟରେ ଖୁସିର ଲହର ଉମରକୋଟ / ରାଇଘର : ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକର ଦୁର୍ଗମ ଆଦିବାସୀ ଅଞ୍ଚଳ କିବେକଙ୍ଗା ଗ୍ରାମବାସୀଙ୍କ ପାଇଁ ଏକ ନୂଆ ଆଶାର ସଞ୍ଚାର ହୋଇଛି। ଦୀର୍ଘଦିନର ଦାବି ପରେ କିବେକଙ୍ଗା ଠାରୁ

ବ୍ରହ୍ମପୁର ରେଳଷ୍ଟେସନରେ ମାନ୍ୟବର ରାଷ୍ଟ୍ରପତିଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ବ୍ରହ୍ମପୁର : ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଅଂଶବିଶେଷ ଭାବେ ଗଞ୍ଜାମ ଜିଲ୍ଲାର ଦୁଇଦିନିଆ ଐତିହାସିକ ଗସ୍ତ ସଫଳତାର ସହ ସମାପ୍ତ ହୋଇଛି। ଗଞ୍ଜାମ ଜିଲ୍ଲାରେ ମାନ୍ୟବର ରାଷ୍ଟ୍ରପତିଙ୍କ ଉପସ୍ଥିତିକୁ ନେଇ ସମଗ୍ର ଜିଲ୍ଲାରେ ଉତ୍ସାହ ଓ ଆନନ୍ଦର ପରିବେଶ