Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ବେଆଇନ ବାଲି ଚାଲାଣ କରୁଥିବା ମାଫିଆଙ୍କ ଉପରେ ପୋଲିସର ଚଢାଉ
ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର ରାଏବଗା ଅନ୍ତର୍ଗତ ଦଲକି, ସଳଙ୍ଗାବାହାଲ ଓ ଝୁନମୁର ଅଞ୍ଚଳରେ ଥିବା ଶଙ୍ଖ ଓ ଲୁଡ଼କି ନଦୀରୁ ପ୍ରତିଦିନ ଲକ୍ଷାଧିକ ଟଙ୍କାର ଚୋରା ବାଲି ଚାଲାଣ ହେଉଥିଲା ! ବାରମ୍ବାର ତହସିଲ, ବନଖଣ୍ଡ,ମାଇନିଙ୍ଗ ଓ ପୋଲିସଙ୍କୁ ଗ୍ରାମବାସୀ ମାନେ ଅଭିଯୋଗ କରିଥିଲେ ମଧ୍ୟ!-->…
ନିଜ ଅଞ୍ଚଳବାସୀଙ୍କ ସହିତ ହୋଲି ଉତ୍ସବ ମନାଇଲେ ଗଣଶିକ୍ଷା ମନ୍ତ୍ରୀ
ଉମରକୋଟ / ରାଇଘର : ଆଜି ରଙ୍ଗ ଆଉ ପ୍ରେମରେ ପର୍ବ ହୋଲି। ଫାଲ୍ଗୁନ ପୂର୍ଣ୍ଣିମା, ବସନ୍ତର ପୂର୍ଣ୍ଣତା ତଥା ସୌନ୍ଦର୍ଯ୍ୟବୋଧ ପୂର୍ଣ୍ଣତାରେ ପାଳନ ହୁଏ ରଙ୍ଗର ପର୍ବ ହୋଲି। ରଙ୍ଗ ହିଁ ତୋ ସୌନ୍ଦର୍ଯ୍ୟର ପ୍ରତିକ। ସେ ରଙ୍ଗ ଋତୁଫୁଲରେ, ପ୍ରାକୃତିକ ରଙ୍ଗ, ପ୍ରୀତି ପୂର୍ବକ ରଙ୍ଗେଈ ହେବାର ପର୍ବ।!-->…
ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ଦାରିଙ୍ଗିବାଡିକୁ ପରାସ୍ତ କରି ବାରଖମା ବିଜୟୀ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ଷ୍ଟାର କ୍ଳବ ଆନୁକୂଲ୍ୟରେ ସ୍ଥାନୀୟ ମହୋନକଲୋନି ଓ ଉପଖଣ୍ଡ ଚିକିତ୍ସାଳୟ ନିକଟ ପଡିଆଠାରେ ଚାଲିଥିବା ଜିଲ୍ଲା ସ୍ତରୀୟ ଦିବାରାତ୍ର ଜୟବଜରଙ୍ଗବାଲି ଭଲିବଲ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଉଦଯାପିତ ହୋଇଯାଇଛି। ଏଥିରେ ମୋଟ ୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ!-->…
ଦୁର୍ଗମ ଜଙ୍ଗଲ ଘାଟି ପାହାଡ଼ ଚଢିଲେ ରାଇକିଆ ବିଡ଼ିଓ : ପ୍ରାଥମିକ ସୁବିଧା ସୁଯୋଗ ନିଶ୍ଚୟ ପ୍ରଦାନ କରାଯିବ
ବାଲିଗୁଡା : କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢି ଯିବାକୁ ପଡେ ଡାଙ୍ଗିସି ଗ୍ରାମକୁ। ଜଙ୍ଗଲ ଓ ପାହାଡ ଘେରା ମଧ୍ୟରେ ଥିବା କନ୍ଧମାଳ-ଗଞ୍ଜାମ ସୀମାନ୍ତର ଏହି ଗ୍ରାମରେ ସରକାରଙ୍କ ଯୋଜନା ସଠିକ ଭାବେ ପହଞ୍ଚି ପାରୁନାହିଁ । ଏଭଳି!-->…
ହୋଲିରେ ଗଡ଼ିଲା ମୁଣ୍ଡ, ଛୁରୀରେ ଭୁସି ଯୁବକଙ୍କୁ ହତ୍ୟା, ଆକ୍ରମଣକାରୀ ଅଟକ
ବ୍ରହ୍ମପୁର : ହୋଲିରେ ସାରା ବ୍ରହ୍ମପୁର ଉତ୍ସବ ମୁଖର ରହିଥିବା ବେଳେ ଘଟିଛି ଅଭାବନୀୟ ଘଟଣା,ହୋଲିରେ ଗଡ଼ିଲା ମୁଣ୍ଡ. ଛୁରା ମାଡ଼ରେ ଲାଞ୍ଜିପଲ୍ଲୀ ଚାଣକ୍ୟ ନଗର ଅଞ୍ଚଳର କଣ୍ଟ୍ରାକ୍ଟର ଟି.ରାମଚନ୍ଦ୍ର ପାତ୍ରଙ୍କ ମୃତ । ଜଣେ ଯୁବକ ତାଙ୍କୁ ଛୁରୀ ଭୂଷିଥିବା ବେଳେ ଗୁରୁତର ଅବସ୍ଥାରେ ସ୍ଥାନୀୟ!-->…
ରାୟଗଡ଼ା ଉତ୍କଳ ତେଲୁଗୁ ସମାଖ୍ୟା ପକ୍ଷରୁ ତେଲୁଗୁ ନୂତନ ବର୍ଷ ଉଗାଦି ପାଇଁ ଶୁଭ ଖୁଣ୍ଟି ସ୍ଥାପନ ହେଲା
ରାୟଗଡ଼ା : ରାୟଗଡ଼ା ଉତ୍କଳ ତେଲୁଗୁ ସମାଖ୍ୟା ପକ୍ଷରୁ ତେଲୁଗୁ ନୂତନ ବର୍ଷ ଉଗାଦି ପାଇଁ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି। ରାୟଗଡାରେ ସହରରେ ମହାଆଡମ୍ବରରେ ପାଳନ ହେଉଛି ଉଗାଦି ପର୍ବ । ରାୟଗଡା ଟ୍ରକ ମାଲିକ ସଙ୍ଘର ସଭାପତି ତଥା ବରିଷ୍ଠ ବିଜେପି ନେତା ୟାଲା କୋଣ୍ଡା ବାବୁଙ୍କ ଦ୍ଵାରା!-->…
ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ
ଉମରକୋଟ /ରାଇଘର : ନବରଙ୍ଗପୁର ଜ଼ିଲ୍ଲା ରାଇଘର ବ୍ଲକ ଗୋନା ପଞ୍ଚାୟତ ଅନ୍ତର୍ଗତ ଭାରଷଣ୍ଡି ଡିଏନକେ (DNK) ଗ୍ରାମରେ ମହାଆଡମ୍ବର ର ସହିତ ଅନୁଷ୍ଠିତ ହୋଇ ଯାଇଛି ଅଷ୍ଟ ପ୍ରହର ମହାନାମ ଯଜ୍ଞ, ଜ୍ଞାନ ଯଜ୍ଞ, ଘୃତ ଯଜ୍ଞ, ଗୀତା ଯଜ୍ଞ, ଅନ୍ନ ଯଜ୍ଞ ଏବଂ ଭକ୍ତ ମାନଙ୍କ ପାଇଁ ପ୍ରସାଦ ସେବନ!-->…
ଦୋଳପୂର୍ଣ୍ଣିମା ପାଳିତ : ଗାଁଠୁ ସହର ସବୁଠି ଉତ୍ସବମୁଖର ପରିବେଶ
ବାଲିଗୁଡା : ଆଜି ଦୋଳ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଉତ୍ସବମୁଖର ପରିବେଶ। ଫାଲଗୁନ ମାସ ଶୁକ୍ଳ ପକ୍ଷ ଫଗୁ ଦଶମୀ ତିଥିରୁ ଓଡିଶାରେ ଆରମ୍ଭ ହୋଇଥାଏ ଦୋଳ ପର୍ବ। ଏହି ଅବସରରେ ବାଲିଗୁଡା ଶ୍ରୀଜଗନ୍ନାଥ ମନ୍ଦିର ପରିସରରୁ ଦୋଳ ଗୋବିନ୍ଦଙ୍କର ଯାତ୍ରା ଏବଂ ଗ୍ରାମ ପରିକ୍ରମା ଆରମ୍ଭ ହୋଇଥିଲା।!-->…
କନ୍ଧମାଳ ଜାତୀୟ ସ୍ୱାସ୍ଥ୍ୟ ମିଶନ କର୍ମଚାରୀଙ୍କ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଧାରଣା
କନ୍ଧମାଳ : ଓଡିଶା ସ୍ୱାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସଂଘର ଡାକରା ଅନୁସାରେ ଦୁଇ ଦଫା ଦାବି ଯଥା ସ୍ୱାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ସମସ୍ତ ପରିଚାଳନା କର୍ମଚାରୀଙ୍କ ଚାକିରି ସ୍ଥାୟୀ କରିବା ଓ ଜନସ୍ୱାସ୍ଥ୍ୟ ପରିଚାଳନା ପଦବୀ ସୃଷ୍ଟି କରିବା ନେଇ ସମଗ୍ର ରାଜ୍ୟରେ ଗତ ମାର୍ଚ୍ଚ ୧୦!-->…
ଉପଖଣ୍ଡ ସ୍ତରୀୟ ଗ୍ରୀଷ୍ମ ପ୍ରବାହ ନିମିତ୍ତ ମୁକାବିଲା ପ୍ରସ୍ତୁତି ବୈଠକ
ଭଞ୍ଜନଗର : ଗୁରୁବାର ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଗାମୀ ଗ୍ରୀଷ୍ମ ପ୍ରବାହ ନିମିତ୍ତ ଏକ ମୁକାବିଲା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପାଜିଲାପାଳ ଶ୍ରୀ ଉମାଶଙ୍କର ବେହେରାଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ଉପଖଣ୍ଡ ସ୍ତରରେ ଯେଉଁ ଜନବସତିରେ ପିଇବା ପାଣିରେ!-->…