Browsing Category

ଆଞ୍ଚଳିକ

ଦୁର୍ବୃତ୍ତଙ୍କ ଆତଙ୍କରାଜ, ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବ୍ରହ୍ମପୁର : ବିଜୁପୁର କାଳୀ ମନ୍ଦିର ନିକଟରେ ଅଘଟଣ । ଦୁଇ ଯୁବକଙ୍କୁ ଖଣ୍ଡାରେ ହାଣିବା ସହ ଫାଙ୍କାରେ ଗୁଳିଚାଳନା କଲେ ଦୁର୍ବୃତ୍ତ । ଖଣ୍ଡା ଚୋଟରେ ଗୁରୁତର ଯୁବକଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।ଖବର ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ବିଜୁପୁର କାଳୀ ମନ୍ଦିର

ଛତ୍ରପୁର ପୋଲିସ୍ ପ୍ୟାରେଡ଼ ପଡ଼ିଆଠାରେ ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ଛତ୍ରପୁର : ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ସ୍ଥିତ ପୋଲିସ୍ ପ୍ୟାରେଡ଼ ପଡ଼ିଆ ଠାରେ ଜିଲ୍ଲା ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଜାତୀୟ ଦିବସରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ମୁଖ୍ୟ ଅତିଥି ରୁପେ ଯୋଗ ଦେଇ ମିଳିତ ପ୍ୟାରେଡ଼ରେ

ପଂଚାୟତସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ବଡ଼ପଦର ଗ୍ରାମ ପଂଚାୟତ ରେ ପଂଚାୟତ ସ୍ତରୀୟ ୭୬ତମ ସାଧାରଣ ଦିବସ ଉତ୍ସବ ଧୂମଧାମ ପାଳନ କରାଯାଇଛି l କାର୍ଯ୍ୟକ୍ରମ ସଭାପତି ଭାବରେ ସରପଞ୍ଚ ଶ୍ରୀମତୀ ସ୍ୱପ୍ନା ଖିଲ,ମୁଖ୍ୟ ଅତିଥି ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ରାଜେଶ୍ୱରୀ

ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମଠାରେ ଉପ ଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ

ଭଞ୍ଜନଗର : ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମଠାରେ ଉପଖଣ୍ଡସ୍ତରୀୟ 76ତମ ସାଧାରଣ ତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି l ଏହି ଜାତୀୟ ଦିବସରେ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଅନିଲ କୁମାର ସେଠୀ ମୁଖ୍ୟ ଅତିଥିରୂପେ ଯୋଗଦାନ କରି ଶାନ୍ତି, ମୈତ୍ରୀ,

୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କ୍ରାନ୍ତି ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ‘ମେରୀ ଜାନ୍…

ବ୍ରହ୍ମପୁର : ସ୍ଥାନୀୟ ବ୍ରହ୍ମା ନଗର ୧ମ ସାରଣୀ ସ୍ଥିତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ 'ମେରୀ ଜାନ୍ ହିନ୍ଦୁସ୍ତାନ -୨୦୨୫"' ସ୍ଥାନୀୟ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ପ୍ରେକ୍ଷାଳୟ ଠାରେ ମହାସମାରୋହରେ ପାଳିତ ହୋଇ ଯାଇଛି।

ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି

ବ୍ରହ୍ମପୁର : ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଶ୍ରୀଯୁକ୍ତ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡାକ୍ତର ସର୍ବନା ବିବେକ ଏମ, ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା ଦସ୍ତଗୀର

ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ…

ବ୍ରହ୍ମପୁର : ୭୬ତମ ସାଧାରଣତନ୍ତ୍ର ଦିବସରେ ବ୍ରହ୍ମପୁର ସ୍ଥିତ ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟର ପଡିଆ ଠାରେ ଗଞ୍ଜାମ ଜିଲ୍ଳାର ଅତିରିକ୍ତ ଜିଲ୍ଲାପାଳ , ଡକ୍ଟର ପ୍ରମୋଦ କୁମାର ପୃଷ୍ଟି, ଯୋଗଦେଇ ସ୍ବାଭିମାନର ପ୍ରତୀକ ଜାତୀୟ ପତାକା ଉତ୍ତୋଳନ ପୂର୍ବକ ଅଭିବାଦନ ଗ୍ରହଣ କରି ଜାତି ଉଦ୍ଦେଶ୍ୟରେ

ଆସିକା ସରସ୍ବତୀଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ…

ଆସିକା : ଆସିକା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ଉନତ୍ରିଂ ଶତମ ବାର୍ଷିକୋଉତ୍ସ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷର ଯୁକ୍ତ ଦୁଇ ର ଛାତ୍ରୀ ଶିବାନ୍ସୀ ଦେବୀ ୮୪ ପ୍ରତିଶତ ମାର୍କ ରଖି ସର୍ବ ପ୍ରଥମ ସ୍ଥାନ ପାଇଥିବା ଯୋଗୁଁ ପ୍ରତି ବର୍ଷ ଦିଯାଉଥିବା ସତ୍ୟନାରାୟଣ ସେନାପତି ଙ୍କ ନାମର

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ

ବାଲିଗୁଡା , କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ପାଳନ ହୋଇଯାଇଛି | ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l

ଆସିକା ବିଜ୍ଞାନ ମହାବିଦ୍ୟାଳୟର ୭୬ତମ ସାଧାରଣତନ୍ତ୍ର ଦିବସ…

(ଦେଶ ଗଠନମୂଳକ କାର୍ଯ୍ୟରେ ଉତ୍ସର୍ଗୀକୃତ ହେବା ପାଇଁ ଯୁବ ପୀଢ଼ୀଙ୍କୁ ଆହ୍ବାନ - ଅଧ୍ୟକ୍ଷ) ଆସିକା ତା ୨୬/୧ : ଆସିକା ବିଜ୍ଞାନ ମହାବିଦ୍ୟାଳୟର ୭୬ତମ ସାଧାରଣତନ୍ତ୍ର ଦିବସ ଅଧ୍ୟକ୍ଷ ଡ. ଜୀବାନନ୍ଦ ତ୍ରିପାଠୀଙ୍କ ପୌରହିତ୍ୟରେ ଏବଂ ରାଷ୍ଟ୍ରୀୟ ସମର ଶିକ୍ଷାର୍ଥୀ ବାହିନୀ, ସ୍କାଉଟ୍