Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ରାମ ମନ୍ଦିର ପ୍ରତିଷ୍ଠାର ପ୍ରଥମ ବାର୍ଷିକ ଉତ୍ସବ ମହା ଆଡମ୍ବରରେ ପାଳିତ
ବୀରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର ବିରମିତ୍ରପୁର ସହରାଞ୍ଚଳ ରେ ଆଜି ରାମ ମନ୍ଦିର ପ୍ରତିଷ୍ଠାର ପ୍ରଥମ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି । ଏହି ଅବସରରେ ଏକ ବିଶାଳ ଶୋଭାଯାତ୍ରା ବାହାର କରାଯାଇଥିଲା । ସହରର ମାନ୍ୟଗଣ୍ୟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି!-->…
ବାଲିଗୁଡ଼ା ବ୍ଲକ୍ସ୍ତରୀୟ ଜନପ୍ରତିନିଧି ପରିଷଦର ତୃତୀୟ ବାର୍ଷିକୀ ବୈଠକ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗାୟତ୍ରୀ ମଣ୍ଡପ ଠାରେ ବାଲିଗୁଡ଼ା ବ୍ଲକ ସ୍ତରୀୟ ପଞ୍ଚାୟତ ଜନପ୍ରତିନିଧି ପରିଷଦର ତୃତୀୟ ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବାଲିଗୁଡ଼ା ବ୍ଲକର ପ୍ରତି ପଞ୍ଚାୟତ ରୁ ଆସିଥିବା ଜନପ୍ରତିନିଧି ନିଜ ନିଜ ପଞ୍ଚାୟତର ସୁବିଧା ଅସୁବିଧା ବୈଠକରେ!-->…
ବାପାର ଛୁରା ମାଡ଼ରେ ପୁଅ ମୃତ : ବାପା ପୋଲିସ୍ ନିକଟରେ ଆତ୍ମସମର୍ପଣ କଲା
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ପଞ୍ଚାୟତର ସିଙ୍ଗମିଲା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା । ପାରିବାରିକ କଳହ ନେଲା ଉଗ୍ର ଋପ । ବାପାର ଛୁରା ମାଡ଼ରେ ପୁଅର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସେପଟେ ହତ୍ୟାକାରୀ ବାପା ବାଲିଗୁଡ଼ା ପୋଲିସ୍ ନିକଟରେ!-->…
ଏକାଧିକ ସ୍ଥାନରେ ଅବକାରୀ ବିଭାଗ ଓ ପୋଲିସର ମିଳିତ ଚଢ଼ାଉରେ ଲକ୍ଷ ଲକ୍ଷ ଟଙ୍କାର ପୋଚ, ରନ୍ଧା ମଦ ନଷ୍ଟ
ଚିକିଟୀ : ଗଞ୍ଜାମ ଜିଲ୍ଲା ଉପାନ୍ତ ଅଞ୍ଚଳରେ ଦିନକୁ ଦିନ ବେଆଇନ ଚୋରା ମଦଭାଟି ବଢ଼ିବାରେ ଲାଗିଥିବା ବେଳେ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ାଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ଅବକାରୀ ଅଧିକ୍ଷକ ଶ୍ରୀ ପ୍ରବୀଣ କୁମାର ପ୍ରଧାନ ଓ ଚିକିଟୀ ଉପ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଶ୍ଵାମିତ୍ର!-->…
ପିଶାଚ ସ୍ୱାମୀର ବର୍ବର କାଣ୍ଡ, ସ୍ତ୍ରୀ ଗଳା କାଟି ଥାନାରେ ଆତ୍ମସମର୍ପଣ
ମାଲକାନଗିରି : ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମଭି ୬୬ ଗ୍ରାମରେ ଘଟିଯାଇଛି ଏକ ଜଘନ୍ୟ ହତ୍ୟାକାଣ୍ଡ । ସ୍ତ୍ରୀଙ୍କୁ ଅତି ବିଭତ୍ସ ଭାବରେ ଏକ ଧାରୁଆ ଅସ୍ତ୍ରରେ ବେକକୁ କାଟି ହତ୍ୟା କରିଛି ସ୍ବାମୀ। ସ୍ତ୍ରୀ ଶ୍ରୀତି ବିଶ୍ୱାସଙ୍କ ବେକ ଓ ମୁହଁରେ ରହିଛି ଗଭୀର କ୍ଷତ। ଗତକାଲି!-->…
ଭୁବନେଶ୍ୱରରେ ଚମକିଲେ ବଣ୍ଡା ଯୁବତି, ସୁନ୍ଦରି ପ୍ରତିଯୋଗିତାରେ ଭାଗ ନେଇ ହେଲେ ଇଉପିଏ ବିଜେତା
ମାଲକାନଗିରି: ମାଲକାନଗିରି ଭଳି ଆଦିବାସୀ ବହୁଳ ବଣ ଜଙ୍ଗଲ ଘେରା ଜିଲ୍ଲାର ଜଣେ ବଣ ମଲ୍ଲୀର ମହକ ଆଜି ସାରା ଓଡିଶାକୁ ବିମହିତ କରିଛିl ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଥିବା ଟ୍ରାଇବାଲ ଗ୍ଲୋବାଲ ଫେଷ୍ଟରେ ଚମକିଛନ୍ତି ମାଲକାନଗିରି ଜିଲ୍ଲାର ବଣ୍ଡାଘାଟିର ଆଦିମ ଜଣଜାତିର ଝିଅ ଆଦିବାରୀ!-->…
ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ୍ ଲୋକାର୍ପିତ, ୧୮୦୦ ମସିହାରୁ ଦସ୍ତାବିଜ ସଂରକ୍ଷିତ
କଟକ ୧୧।୧: ଉଦଘାଟିତ ହେଲା ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ । କଟକ ସ୍ଥିତ ଜୁଡ଼ିସିଆଲ ଏକାଡେମୀ ନିକଟରେ ଏହି ଆରକାଇଭ ନିର୍ମିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ!-->…
ବ୍ରହ୍ମପୁରରେ TPSODL କର୍ପୋରେଟ୍ କାର୍ଯ୍ୟାଳୟ ସମ୍ମୁଖରେ ଟାଟା ପାୱାର ମ୍ୟାନେଜମେଣ୍ଟ ବିରୋଧରେ ବୈଦ୍ୟୁତିକ…
ବ୍ରହ୍ମପୁର : ଗତ ଗୁରୁବାର ସନ୍ଧ୍ୟାରେ ଓଡ଼ିଶା ରାଜ୍ୟ ବିଦ୍ୟୁତ୍ ନିଗମ ଇଞ୍ଜିନିୟର ସଂଘ ଦ୍ୱାରା ଏକ ମହମବତୀ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଏହି ଶୋଭାଯାତ୍ରା ବ୍ରହ୍ମପୁରରେ TPSODL କର୍ପୋରେଟ୍ କାର୍ଯ୍ୟାଳୟ ସମ୍ମୁଖରେ ଆରମ୍ଭ ହୋଇଥିଲା ଏବଂ ଭଞ୍ଜନଗର, ରାୟଗଡ଼ା ଏବଂ ଜୟପୁର ସର୍କଲ୍!-->…
ଗାଧବା ସମାଜର ପୁଷପୁନି
ଉମରକୋଟ / ରାଇଘର : ବାର ମାସରେ ତେର ପର୍ବ, ଏହି ପରି ବିଭିନ୍ନ ପର୍ବ ପର୍ବାଣୀ ଭାରତ ର ବିଭିନ୍ନ ରାଜ୍ୟରେ ବିଭିନ୍ନ ନାମରେ ପାଳିତ ହୁଏ, ତତ ମଧ୍ୟରୁ ପୁଷ ପୁନି ଗୋଟିଏ ପର୍ବ। ନବରଙ୍ଗପୁର ଜ଼ିଲ୍ଲା, ରାଇଘର ବ୍ଲକ ମହଣ୍ଡ ପଞ୍ଚାୟତ ଅନ୍ତର୍ଗତ ପୁପୁଲଡିହି ଗ୍ରାମର ଗାଧବା ସମାଜ ଓ ଗ୍ରାମର!-->…
ଟିପିଏସ୍ଓଡିଏଲ୍ ସହଯୋଗରେ ଜାତୀୟ ଊର୍ଜା ମେଳାରେ ବ୍ରହ୍ମପୁର ଛାତ୍ରୀଙ୍କ ସଫଳତା
ବିଚାରକ ଏବଂ ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା ଅନୁଷ୍କାଙ୍କ ଅଭିନବ ପ୍ରକଳ୍ପ
ବ୍ରହ୍ମପୁର : ଟିପିଏସ୍ଓଡିଏଲର ସହଯୋଗରେ ବ୍ରହ୍ମପୁର ଡିଏଭି ସ୍କୁଲର ସପ୍ତମ ଶ୍ରେଣୀ ଛାତ୍ରୀ ଅନୁଷ୍କା ସାହୁ ଜାତୀୟ ଊର୍ଜା ମେଳା ୨୦୨୪ରେ ଆୟୋଜିତ ବିଜ୍ଞାନ ପ୍ରଦର୍ଶନୀରେ ପ୍ରଥମ ପୁରସ୍କାର ହାସଲ!-->!-->!-->…