Browsing Category

ଆଞ୍ଚଳିକ

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବପୀଠ ଚଳ ଚଞ୍ଚଳ

ବାଲିଗୁଡା : ଶ୍ରାବଣ ମାସର ପ୍ରଥମ ସୋମବାରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ଥିବା ବିଭିନ୍ନ ଶୈବପୀଠ ରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆ ମାନେ ଗେରୁଆ ବସ୍ତ୍ର ପରିଧ୍ୟାନ ପୂର୍ବକ ଶିବ ଭକ୍ତମାନେ ନିଜ ମାନସିକ ପୂରଣ ପାଇଁ

୧ କୋଟି ୨୬ ଲକ୍ଷର ଛାତ୍ରାବାସ କାମ ଦୁଇବର୍ଷ ଧରି ଅଧାପନ୍ତରିଆ

ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ତୀବ୍ର ଅସନ୍ତୋଷ, ଠିକାଦାରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି ଉମରକୋଟ/ରାଇଘର : ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକର ତୁରୁଡିହି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଆଦିବାସୀ ତୁରୁଡିହି ଗ୍ରାମରେ ଥିବା,ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ

ଡାକ୍ତରୀ ପିଜି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାର କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲା ମାନବ ଅଧିକାର ସୁରକ୍ଷା ମଞ୍ଚ

ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ସହ ସିସି କ୍ୟାମେରା ସଂଯୋଗ କରଯାଉ: ମଞ୍ଚ ବ୍ରହ୍ମପୁର : ଅଲ୍ ଓଡ଼ିଶା ପିଜି ଡାକ୍ତରୀ ପରୀକ୍ଷାରେ କଥିତ ପ୍ରଶ୍ନ ପତ୍ର ଲିକ୍ ଘଟଣାର କ୍ରାଇମ୍ ବ୍ରାଞ୍ଚ ତଦନ୍ତ, ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଏବଂ ପରୀକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା

ସୁନ୍ଦରଗଡ଼ ଆରଟିଓ କାର୍ଯ୍ୟାଳୟର ଟ୍ରାଫିକ ଇନ୍ସପେକ୍ଟର ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ

ସୁନ୍ଦରଗଡ ୦୩/୦୮/୨୦୨୬ : ଆଜି ସୁନ୍ଦରଗଡ଼ ଆରଟିଓ କାର୍ଯ୍ୟାଳୟ (OMVD) ର ଟ୍ରାଫିକ ଇନ୍ସପେକ୍ଟର ମୁକେଶ କୁମାର ମିଶ୍ରଙ୍କୁ ଓଡ଼ିଶା ଭିଜିଲାନ୍ସ ଲାଞ୍ଚ ନେଉଥିବା ସମୟରେ ଧରିଛି। ଅଭିଯୋଗ ଅନୁଯାୟୀ, ଜଣେ ଟ୍ରକ ମାଲିକଙ୍କ ଦୁଇଟି ହାଇୱା ଟ୍ରକକୁ ତାଙ୍କ ଅଧୀନ ଅଞ୍ଚଳରେ କୌଣସି ବାଧା

ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପିତ

ନୟାଗଡ଼: ନୟାଗଡ଼ ସହରର କେ. ସି କ୍ଲବ୍ ଠାରେ ଜିଲ୍ଲାର ସାରସ୍ବତ ପ୍ରତିଭା ମାନଙ୍କୁ ନେଇ “ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପଣ ହୋଇଯାଇଅଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ନୟାଗଡ଼ର ମାନ୍ଯବର ବିଧାୟକ ତଥା ସାହିତ୍ୟିକ ଡ. ଅରୁଣ କୁମାର ସାହୁ ଉପସ୍ଥିତ ରହି ଉକ୍ତ

ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ଗଞ୍ଜାମ, ୩/୮ : ଅଦାନୀ ଫାଉଣ୍ଡେସନ ଓ ଗଞ୍ଜାମ ପୌରାଞ୍ଚଳ ବରିଷ୍ଠ ନାଗରିକ ପରିଷଦର ମିଳିତ ସହଯୋଗରେ ସୋମବାର ବରିଷ୍ଠ ନାଗରିକ ପରିଷଦ କାର୍ଯ୍ୟାଳୟ ପରିସରରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା। ଶିବିରରେ ବ୍ରହ୍ମପୁରସ୍ଥିତ ଇକସ୍ ଆଇ ହସ୍ପିଟାଲର ଡାକ୍ତରୀ ଦଳ

ମିସିଂ ଓ ଚୋରି ମୋବାଇଲ ଉଦ୍ଧାରରେ ମାଲକାନଗିରି ପୋଲିସର ସଫଳତା, ୩୪ଟି ମୋବାଇଲ ପ୍ରକୃତ ମାଲିକଙ୍କୁ ଫେରାଇଲା

ମାଲକାନଗିରି : ହଜି ଯାଇଥିବା ଓ ଚୋରି ହୋଇଥିବା ମୋବାଇଲ ଫୋନ୍ ଉଦ୍ଧାର କରି ପ୍ରକୃତ ମାଲିକଙ୍କୁ ଫେରାଇବା ପାଇଁ ମାଲକାନଗିରି ପୋଲିସ ପକ୍ଷରୁ ଦୃଢ଼ ପ୍ରୟାସ ଜାରି ରହିଛି। ଏହି କ୍ରମରେ ମାଲକାନଗିରି ସାଇବର ଥାନା ଏବଂ ସାଇବର ସେଲର ମିଳିତ ଉଦ୍ୟମରେ ଉଦ୍ଧାର କରାଯାଇଥିବା ୩୪ଟି ମୋବାଇଲ

ମାନ୍ୟବର ରାଷ୍ଟ୍ରପତିଙ୍କ ଗଞ୍ଜାମ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି, ବର୍ଷା ସତ୍ତ୍ୱେ ଜିଲ୍ଲା ପ୍ରଶାସନର ଯୁଦ୍ଧକାଳୀନ…

ବ୍ରହ୍ମପୁର : ଦେଶର ପ୍ରଥମ ନାଗରିକ ତଥା ଭାରତର ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗଞ୍ଜାମ ଜିଲ୍ଲା ଗସ୍ତକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଜାରି ରହିଛି। ଏହି ଗସ୍ତ ଅବସରରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଏବଂ ଓଡ଼ିଶାର ମାନ୍ୟବର

ମାନ୍ୟବର ରାଷ୍ଟ୍ରପତିଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା

ବ୍ରହ୍ମପୁର : ମାନ୍ୟବର ରାଷ୍ଟ୍ରପତିଙ୍କ ଗଞ୍ଜାମ ଜିଲ୍ଲା ଗସ୍ତକୁ ସୁରକ୍ଷିତ ଓ ସୁଚାରୁରୂପେ ସମ୍ପନ୍ନ କରିବା ଉଦ୍ଦେଶ୍ୟରେ ଆଜି ବ୍ରହ୍ମପୁରସ୍ଥିତ ଜିଲ୍ଲା ଆରକ୍ଷୀ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ସୁରକ୍ଷା ବ୍ୟବସ୍ଥାର ଏକ ବିସ୍ତୃତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର

ରାଷ୍ଟ୍ରପତିଙ୍କ ଗଞ୍ଜାମ ଗସ୍ତ : ଜାରି ହେଲା ସ୍ୱତନ୍ତ୍ର ଟ୍ରାଫିକ୍ ଆଡଭାଇଜରି

୪ ଓ ୫ ଅଗଷ୍ଟରେ ବିଭିନ୍ନ ରୁଟ୍‌ରେ କଟକଣା, ସହଯୋଗ କରିବାକୁ ଜନସାଧାରଣଙ୍କୁ ଜିଲ୍ଲାପାଳଙ୍କ ଅନୁରୋଧ ବ୍ରହ୍ମପୁର : ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୪ ଓ ୫ ଅଗଷ୍ଟ ଦୁଇ ଦିନିଆ ଗଞ୍ଜାମ ଗସ୍ତକୁ ନେଇ ବ୍ରହ୍ମପୁର ସହର ଓ ଆଖପାଖ ଅଞ୍ଚଳରେ ସ୍ୱତନ୍ତ୍ର ଟ୍ରାଫିକ୍ ଆଡଭାଇଜରି ଜାରି