Browsing Category

ଆଞ୍ଚଳିକ

ସୁଝିପାରିଲେନି ବ୍ୟାଙ୍କ୍ ଋଣ, ଘରକୁ ସିଲ୍ କଲା ବ୍ୟାଙ୍କ୍‌

ହିଞ୍ଜିଳିକାଟୁ : ସମ୍ପତ୍ତି ବନ୍ଧକ ରଖି ବ୍ୟାଙ୍କରୁ ଆଣିଥିଲେ ଋଣ । ଦୀର୍ଘ ଦିନ ଧରି ଋଣ ଟଙ୍କା ସୁଝିନପାରିବାରୁ ବାଧ୍ୟ ହୋଇ ଋଣଖିଲାପକାରୀଙ୍କ ଘରକୁ ସିଲ୍ କରିଛି ବ୍ୟାଙ୍କ । ଏଭଳି ଏକ ଘଟଣା ଶୁକ୍ରବାର ହିଞ୍ଜିଳି ଥାନା ଇଲାକାରେ ଦେଖିବାକୁ ମିଳିଛି । ପୁଲିସ ସୂଚନା ପ୍ରକାରେ, ହିଞ୍ଜିଳି

ଜିଲ୍ଲାସ୍ତରୀୟ ବଛାବଛି ଯୁବ ସାଂସଦ ପ୍ରତିଯୋଗିତା

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଡିଇଓ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ବଛାବଛି ଯୁବ ସାଂସଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଥିଲା।ଏହି ପ୍ରତିଯୋଗିତାରେ ପ୍ରତେକ ସ୍କୁଲର ଦୁଇ ଜଣ ବଛା ବଛା ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି ନିଜ ନିଜର ଭାଷଣ ଓ କିପରି ସାଂସଦରେ ଇଂରେଜୀ, ହିନ୍ଦୀ ଭାଷାରେ

ଫୁଲବାଣୀ ଓଡିଶା ଆଦର୍ଶ ବିଦ୍ୟାଳୟର ସପ୍ତମତମ ବାର୍ଷିକ ଉତ୍ସବ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତ ଧୋବାତୋଟା ଓଡିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ତମ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି।ଉକ୍ତ ଉତ୍ସବରେ ଫୁଲବାଣୀ ଉପ ଜିଲ୍ଲାପାଳ ଶ୍ରୀ ଚିତ୍ତରଞ୍ଜନ ମହନ୍ତ ମୁଖିଅତିଥୀ ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଫୁଲବାଣୀ ତହସିଲଦାର

ଜିଲ୍ଲା ଶିକ୍ଷା ବିଭାଗର ଜିଲ୍ଲା ପ୍ରକଳ୍ପ ପରିଚାଳନା ୟୁନିଟ୍ ର ବୈଠକ

ବ୍ରହ୍ମପୁର : ଜିଲ୍ଲା ଶିକ୍ଷା ବିଭାଗର ଜିଲ୍ଲା ପ୍ରକଳ୍ପ ପରିଚାଳନା ୟୁନିଟ୍ (DPMU) ର ବୈଠକ ଜିଲ୍ଲାପାଳଙ୍କ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ଅତିରିକ୍ତ ଜିଲ୍ଲାପାଳ ସୁଧାଂଶୁ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଓ ତାଲିମ୍ ଅନୁଷ୍ଠାନ ଖଲ୍ଲିକୋଟ ଗଞ୍ଜାମର

କୁଟିକିଆ ଅଞ୍ଚଳରୁ ୧୨୦ ଏକର ଗଞ୍ଜେଇ ଗଛ ନଷ୍ଟ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଟିକିଆ ଜଙ୍ଗଲ ଅଞ୍ଚଳରେ ବେଆଇନ ଭାବେ ଲଗା ଯାଇଥିବା ଗଞ୍ଜେଇ ଗଛକୁ ଅବକାରୀ ବିଭାଗ ସହ ମିଳିତ ସହଯୋଗରେ ବାଲିଗୁଡ଼ା ପୋଲିସ ଦ୍ବାରା ଗଞ୍ଜେଇ ଚାଷ ନଷ୍ଟ କରା ଯାଇଛି। ସମ୍ପୂର୍ଣ୍ଣ ବେଆଇନ ଗଞ୍ଜେଇ ଚାଷ ଉପରେ ରୋକ ଲଗାଇବାକୁ ପୋଲିସ

ଓଡିଶା ଆଦର୍ଶ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଦଣ୍ଡପଦର ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଦୁଇଦିନ ଧରି ବାର୍ଷିକ କ୍ରୀଡା ଉତ୍ସବ ଆୟୋଜିତ ହେବାପରେ ଉଦଯାପିତ ହୋଇଯାଇଛି l ପ୍ରଥମ ଦିନ ଉଦଘାଟନ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରୀ ଇତିଶ୍ରୀ ସାହୁ ଦୀପ ଧୂପ ପ୍ରଜ୍ଜଳନ କରି କ୍ରୀଡା

ଏନ୍ଏସି ହାଇସ୍କୁଲ ହିଞ୍ଜିଳିକାଟୁର ବାର୍ଷିକ ଉତ୍ସବ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରାଞ୍ଚଳ ଅନ୍ତର୍ଗତ ସରକାରୀ ଏନ୍ ଏ ସି ହାଇସ୍କୁଲର ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଶୁକ୍ରବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ରଜନୀ କାନ୍ତ ସାହୁ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମ ରେ ପୌରାଧ୍ୟକ୍ଷ

ଲଘୁଚାପ ବର୍ଷାରେ କ୍ଷେତ ଓ ଖଳାରେ ଭିଜୁଛି ପାଚିଲା ଧାନ : ଚିନ୍ତାରେ ଚାଷୀ କୂଳ

ବାଲିଗୁଡା : ଲଘୁଚାପ ପ୍ରଭାବରେ ଗୁରୁବାର ଠାରୁ ବାଲିଗୁଡା ସମେତ ଆଖପାଖ ଅଞ୍ଚଳରେ ଅଦିନିଆ ଝିପିଝିପି ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଶେଷ କରି ଏବେ ଶହଶହ ଚାଷୀଙ୍କର କ୍ଷେତ ଓ ଖଳାରେ ପାଚିଲାଧାନ ପଡି ରହି ଥିବାରୁ ଅଦିନିଆ ବର୍ଷାରେ ଭିଜୁଛି। ଚାଷୀମାନେ ଅମଳ

ବଣ୍ଡାଘାଟିରେ ସୁଭଦ୍ରା ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

ମାଲକାନଗିରି : ଆଜି ମାଲକାନଗିରି ଜିଲ୍ଲାର ଖଇରପୁଟ ର ମୁଦୁଲିପଡା ଠାରେ ବଣ୍ଡାଘାଟି ଅଞ୍ଚଳରେ ସୁଭଦ୍ରା ଯୋଜନା ର କାର୍ଯ୍ୟକାରିତା ଉପରେ ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା। ଏହି ସମୀକ୍ଷା ରେ ମାନ୍ୟବର ବିଧାୟକ, ଚିତ୍ରକୋଣ୍ଡା ଏବଂ ମାଲକାନାଗିରି, ଜିଲ୍ଲାପାଳ

ବାର୍ଷିକ କ୍ରୀଡା ଉଦ୍‌ଘାଟିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଟିକାବାଲି ସେବା ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଅନୁଷ୍ଠାନର ନିର୍ଦ୍ଦେଶିକା ତଥା ଅଧ୍ୟକ୍ଷା ଶ୍ରୀମତୀ ନୂତନ ନାୟକ ସଭାପତିତ୍ଵ କରି ଥିଲେ। ଟିକାବାଲି ମହାବିଦ୍ୟାଳୟର ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ବାର୍ଷିକ କ୍ରୀଡାକୁ ଉଦ୍ଘାଟନ କରି