Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ଗୋପାଳପୁର ବେଳାଭୂମିରେ ଗଂଜାମ ସ୍ୱତନ୍ତ୍ର ସଘନ ସଂଶୋଧନ ସଚେତନତା ସହିତ ସ୍ୱଚ୍ଛତା କାର୍ଯ୍ୟକ୍ରମ
ଗୋପାଳପୁର ତା ୦୯/୦୬ ଆଜି ଗୋପାଳପୁର ସମୁଦ୍ର ବେଳାଭୂମିରେ ସ୍ୱତନ୍ତ୍ର ସଘନ ସଂଶୋଧନ 2026 ସଚେତନତା ସହ ଆମ ଗଞ୍ଜାମ ସ୍ୱଚ୍ଛ ଗଞ୍ଜାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାର, ଅତିରିକ୍ତ ଉପଜିଲ୍ଲାପାଳ ରୀନା କୁମାରୀ ନାୟକ, ତହସିଲଦାର ରାକେଶ କୁମାର!-->…
ହୃଦଘାତରେ ଆଖିବୁଜିଲେ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଭୋଇ ସେବକ
ପୁରୀ ୯।୬: ରଥ ଖଳାରେ ଶୋକାକୁଳ ପରିବେଶ । ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଜଣେ ଭୋଇ ସେବକ ହୃଦଘାତରେ ମୃତ୍ୟୁ ହୋଇଛି । ମୃତ ଭୋଇ ସେବକ ହେଉଛନ୍ତି ଧୋବା ଭୋଇ। ସେ ତାଳଧ୍ବଜ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ ।ମଙ୍ଗଳବାର ସକାଳୁ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ!-->…
ବାଲିଗୁଡ଼ାରେ ୩ ଅନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣ କାରୀ ଗିରଫ : ଗଞ୍ଜେଇ ସହ ଟୟୋଟା କାର ଜବତ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପୋଲିସ ୫୯ ନଂ.ଜାତୀୟ ରାଜପଥ ସୀତାପଡ଼ି ଗ୍ରାମ ନିକଟରେ ମଙ୍ଗଳବାର ପାଟ୍ରୋଲିଂ କରୁଥିବା ସମୟରେ ଏକ ଟୟୋଟା କାରକୁ ଅଟକାଇ ତଲାସି କରିବା ସମୟରେ ସେଥିରୁ ୨୩ କିଲୋଗ୍ରାମ ଗଞ୍ଜେଇ ଜବତ କରାଯାଇଛି।ଏହି କାର ରେ ବିହାର ଅଭିମୁଖେ ଗଞ୍ଜେଇ ଚାଲାଣ!-->…
ରାଜସୁନାଖଳାରେ ଶ୍ରୀ ଜଗନ୍ନାଥଙ୍କ ସ୍ନାନ ପୂର୍ଣ୍ଣିମା ଓ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ
ନୟାଗଡ଼ ,୮/୦୬(ନିସର୍ତ୍ତ) : ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳାସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ଜିୟୁ ବହୁବିଧ ଉନ୍ନୟନ ପରିଷଦ ଟ୍ରଷ୍ଟ ଦ୍ବାରା ପରିଚାଳିତ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସମ୍ପାଦକ ଜଗନ କୁମାର ନାୟକଙ୍କ ଆବାହକତ୍ୱରେ ସୋମବାର ଦିନ ଶ୍ରୀଜଗନ୍ନାଥ!-->…
ଆଇଟିଡିଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରାଙ୍କ ପଞ୍ଚମ ଲକର୍ କୁ ଓଡିଶା ଭିଜିଲାନ୍ସ ଟିମ ସୋମବାର ଖୋଲିଛି। ସେଥିରୁ ୭୦୩ ଗ୍ରାମ୍ ସୁନା ଠାବ ହୋଇଛି। ଏଯାଏ ମୋଟ୍ ୧୨୫୫ ଗ୍ରାମ୍ ସୁନା ମିଳିଛି। କୁବେର!-->…
ଚିତ୍ରକୋଣ୍ଡା ବଡ଼ପଦରରେ ‘ଜେ କେ କ୍ରିକେଟ ଟୁର୍ଣ୍ଣାମେଣ୍ଟ’ ଉଦଯାପିତ: ଆରଏସସି-୧୨ ଦଳ ଚମ୍ପିୟାନ
ଚିତ୍ରକୋଣ୍ଡା (ମାଲକାନଗିରି): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ବଡ଼ପଦର ପଞ୍ଚାୟତରେ ଯୁବ କ୍ରିକେଟ କମିଟି ଆନୁକୂଲ୍ୟରେ ଆୟୋଜିତ ହୋଇଥିବା 'ଜେ କେ କ୍ରିକେଟ ଟୁର୍ଣ୍ଣାମେଣ୍ଟ-୨୦୨୬' ଗତକାଲି ସଫଳତାର ସହ ଉଦଯାପିତ ହୋଇଯାଇଛି। ଦୀର୍ଘ ଏକ ସପ୍ତାହ ଧରି ଶାନ୍ତିଶୃଙ୍ଖଳାର ସହ!-->…
ସେମିଳିଗୁଡାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ
କୋରାପୁଟ : ଆଜି କୋରାପୁଟର ସେମିଳିଗୁଡା ଠାରେ ଜ଼ିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଜ଼ିଲ୍ଲାପାଳ ମନୋଜ ସତ୍ଯୱାନ ମହାଜନ ଉପସ୍ଥିତି ରହି ଜନଶୁଣାଣୀ କରିଥିଲେ। ଶିବିରରେ ମୋଟ 36 ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା, ଯେଉଁଥିରେ 25ଟି ଗୋଷ୍ଠୀଗତ ଓ 11ଟି ବ୍ୟକ୍ତିଗତ!-->!-->!-->…
ଆନ୍ତଃରାଜ୍ୟ ଜୁଆ ରାକେଟର ପର୍ଦ୍ଦାଫାସ କଲା ରାଉରକେଲା ପୋଲିସ: ୨୮ ଲକ୍ଷରୁ ଅଧିକ ନଗଦ ଟଙ୍କା ସହ ବିପୁଳ ସୁନା-ରୂପା ଜବତ
ରାଉରକେଲା: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳରେ ଚାଲିଥିବା ଏକ ବଡ଼ ଧରଣର ଆନ୍ତଃରାଜ୍ୟ ଜୁଆ ରାକେଟର ପର୍ଦ୍ଦାଫାସ କରିଛି ରାଉରକେଲା ପୋଲିସ। ସେକ୍ଟର-୧୫ ଥାନା ଅନ୍ତର୍ଗତ ଲୁଆକେରା ଗାଁରେ ପୋଲିସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି।
ଏହି ସ୍ୱତନ୍ତ୍ର ଅପରେସନ ସମୟରେ ପୋଲିସକୁ!-->!-->!-->!-->!-->…
କୋରୁକୋଣ୍ଡା ଗ୍ରାମ ପଞ୍ଚାୟତରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ : ଜିଲ୍ଲାପାଳଙ୍କ ସମେତ ବରିଷ୍ଠ…
ମାଲକାନଗିରି : ଜନସାଧାରଣଙ୍କ ଦୀର୍ଘଦିନର ସମସ୍ୟା ଗୁଡ଼ିକର ସମାଧାନ ଏବଂ ପ୍ରଶାସନିକ ସେବାକୁ ଲୋକଙ୍କ ନିକଟତର କରିବା ଉଦ୍ଦେଶ୍ୟରେ କୋରୁକୋଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ସ୍ୱତନ୍ତ୍ର ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।!-->!-->!-->…
କୋରାପୁଟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଭର୍ଚୁଆଲ୍ ମାଧ୍ୟମରେ ୧୨ଟି ଜିଏମଏପିଭି ବିଦ୍ୟାଳୟର ନୂତନ ଭବନ ଶିଳାନ୍ୟାସ
କୋରାପୁଟ : କୋରାପୁଟ ଜିଲ୍ଲାର ୧୨ଟି ଚୟନିତ ଜିଏମଏପିଭି ବିଦ୍ୟାଳୟର ନୂତନ ଭବନ ନିର୍ମାଣ ପାଇଁ ରବିବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭର୍ଚୁଆଲ୍ ମାଧ୍ୟମରେ ଶିଳାନ୍ୟାସ କରିଛନ୍ତି। ତତ ସହିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନରତ ଦଶମ ଶ୍ରେଣୀ ଛାତ୍ରୀ ସହିତ କଥା ହୋଇଥିଲେ l ବଡ!-->!-->!-->…