Browsing Category

ଆଞ୍ଚଳିକ

କୃଷ୍ଣସିଂହ ପାଠାଗାରର ନୂତନ ପରିଚାଳନା କମିଟି ଗଠିତ

ଆସିକା : ଆସିକା ସହରର ଶତାୟୁ ବର୍ଷର ସର୍ବ ପୁରାତନ କୃଷ୍ଣସିଂହ ପାଠାଗାରର ନୂତନ ପରିଚାଳନା କମିଟି ଗଠିତ ହୋଇଯାଇଛି l ଆସିକା ବିଜ୍ଞାପିତ ଅଂଚଳ ପରିଷଦର ୱାର୍ଡ ନମ୍ବର ୧୪ ନିରଞ୍ଜନ ନଗର ରେ ଥିବା ଏହି ପାଠାଗାରକୁ ସୁଚାରୁରୂପେ ପରିଚାଳନା କରିବା, ପୁରାତନ ପାଠାଗାର ପ୍ରତି ଅଞ୍ଚଳ ର…

ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ଭିତ୍ତିଭୂମି ପରଖିବା ପାଇଁ କାୟାକଳ୍ପ ଟିମର ପରିଦର୍ଶନ

ବାଲିଗୁଡା : କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ୱାସ୍ଥ୍ୟ କେନ୍ଦ୍ର ର ଭିତ୍ତି ଭୂମି ପରଖିବା ପାଇଁ ଜାତୀୟ ସ୍ୱାସ୍ଥ୍ୟ ମିଶନ ଏବଂ ଓଡିଶା ସରକାର ଏନକେ ପକ୍ଷରୁ ଗଠିତ ତିନିଜଣିଆ ଏକ କାୟାକଳ୍ପ ଟିମ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚି ସ୍ବଚ୍ଛତା ,ପରିମଳ ,ଆଇସିଡିସି କେନ୍ଦ୍ର ,ଟୀକା କାରଣ…

ଆଦିବାସୀ ମହାବିଦ୍ୟାଳୟର ୩୭ତମ ବାର୍ଷିକ କ୍ରୀଡାଉତ୍ସବ ଉଦଯାପିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନିଷ୍ଟାଡ଼ିୟମ ପରିସର ମଧ୍ୟରେ ଆଦିବାସୀ ମହାବିଦ୍ୟାଳୟର ୩୭ ତମ ବାର୍ଷିକ କ୍ରୀଡା ଉତ୍ସବ ଦୁଇଦିନ ଧରି ଅନୁଷ୍ଠିତ ହେବା ପରେ ଉଦଯାପିତ ହୋଇଯାଇଛି l ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ମୁଖ୍ୟ ଅତିଥି…

ବାଲ୍ୟ ବିବାହ ରୋକିବାକୁ ଜ଼ିଲ୍ଲା ପ୍ରଶାସନର ଅଭିନଵ ପ୍ରୟାସ : ନିଆରା ଢଙ୍ଗରେ କଳାକାରଙ୍କ ସାମାଜିକ ବାର୍ତ୍ତା ପ୍ରଦାନ

ବାଲିଗୁଡା : ବାଲ୍ୟ ବିବାହ ରୋକିବା କୁ ଜ଼ିଲ୍ଲା ପ୍ରଶାସନ ର ଅଭିନଵ ପ୍ରୟାସ, ନୃତ୍ୟ ଗୀତ ପଥ ପ୍ରାନ୍ତ ନାଟକ ମାଧ୍ୟମ ଗାଁ ଗାଁ ରେ ଜନ ସଚେତନ l ନିଆରା ଢଙ୍ଗରେ କଳାକାର ଙ୍କ ସାମାଜିକ ବାର୍ତ୍ତା l କନ୍ଧମାଳ ଜ଼ିଲ୍ଲା ରେ ଦିନକୁ ଦିନ ବାଲ୍ୟ ବିବାହ ଭଳି ଘୃଣ୍ୟ ପ୍ରଥା ବୃଦ୍ଧି ପାଉଥିବାରୁ…

ପିକଅପ ଭ୍ୟାନ ସହ ବାଇକ ଧକ୍କା : ୨ ଗୁରୁତର

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ଥାନା ଅନ୍ତର୍ଗତ ତୁମୁଡିବନ୍ଧ -କୋଟଗଡ଼ ରାସ୍ତାରେ ପିକଅପ ଭ୍ୟାନ ଦୁର୍ଘଟଣାରେ ୨ ଜଣ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି । ଆହତ ଦୁଇଜଣ ଯୁବକ ହେଲେ ଦେବଜୀତ ପରାସେଠ, ସମଦେଶ ମଣ୍ତଳ । ଉଭୟ ଆହତ ଙ୍କୁ ଉଦ୍ଧାର କରି ପ୍ରଥମେ…

ରାଜସ୍ୱ ବିଭାଗ ପକ୍ଷରୁ ଜବରଦଖଲ ଉଚ୍ଛେଦ ଆରମ୍ଭ : ଦୁଇ ଘର ଭାଙ୍ଗିଲା ,୧୫ କୁ ନୋଟିସ…

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସହର ରେ ସରକାରୀ ଜମିରେ ବେଇଆଇନ ଭାବେ କୋଠା ନିର୍ମାଣ ଦିନକୁ ଦିନ ବେଲଗାମ ହୋଇ ପଡିଛି । ଏ ନେଇ ରାଜସ୍ୱ ବିଭାଗ ର ନିଦ ଭାଙ୍ଗିଛି ସରକାରୀ ଜାଗାରେ ନିର୍ମାଣ ହୋଇଥିବା ଦୁଇ ଘରକୁ ଜେସିପି ଲଗାଇ ଭାଙ୍ଗି ମାଟିରେ ମିସାଇ ଦେଇଛି । ବାଲିଗୁଡା ତହସିଲଦାର…

ରାମଗିରିଠାରେ ବ୍ଲକ ଗଠନ ଦାବି ଜୋର ଧରିଲା :ଯାହାକୁ ନେଇ ୨ୟ ସାଧାରଣ ବୈଠକ

ପାରଳାଖେମୁଣ୍ଡି :ଗତ କିଛିଦିନ ପୂର୍ବରୁ ଆଇନ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ନୂତନ ବ୍ଲକ ଗଠନଠ ସୁଯୋଗ କଥା ଶୁଣିବା ଦିନଠୁ, ପ୍ରତି ବ୍ଲକ ଗୁଡିକ ଖୁବ ଚଳଚଞ୍ଚଳ ସହ ସ୍ଥାନେସ୍ଥାନେ ବୈଠକ ଓ ଆଲୋଚନା ଜାରିରହିଛ। ସେଇ ପରିପେକ୍ଷୀରେ ରା ଉଦୟଗିରି ବ୍ଲକରୁ ପୃଥକ ହୋଇ, ରାମଗିରି ବ୍ଲକ ଗଠନ…

ହୁ ହୁ ହୋଇ ଜଳିଗଲା କ୍ରିଷ୍ଣା ମିନି ବସ…

ବାଲିଗୁଡା,: କନ୍ଧମାଳ ଜିଲ୍ଲା ବାଲିଗୁଡା ପଣସପୋଡି ସାହିକୁ ଯିବା ରାସ୍ତା କଡରେ ଦୀର୍ଘ ଦିନ ହେବ ଅଚଳ ହୋଇ ରହିଥିବା କ୍ରିଷ୍ଣା ନାମକ ଘରୋଇ ମିନି ବସଟି ଶନିବାର ରାତ୍ରରେ ହଠାତ ହୁତୁହୁତୁ ହୋଇ ଜଳିଗଲା ।ଯାହା କୁ ନେଇ ଲୋକେ ରୁଣ୍ଡ ହେବା ସହ ଅଗ୍ନିଶମ ବାହିନୀ କୁ ଖବର ଦେବା ପରେ ଘଟଣା…

ଅବକାରୀ ବିଭାଗ ଅଧିକାରୀଙ୍କ ଦିଗଦର୍ଶନ ଓ ସଚେତନତା କାର୍ଯ୍ୟକ୍ରମ

ବେଆଇନ ମାଦକ ଦ୍ରବ୍ୟ କାରବାର ବିରୋଧ ହେବ କଠୋର କାର୍ଯ୍ୟାନୁଷ୍ଠାନ : ପୃଥ୍ୱୀରାଜ ହରିଚନ୍ଦନ ଛତ୍ରପୁର : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ସୋନାପୁର ଇକୋ ରିଟ୍ରିଟ ଠାରେ ଅବକାରୀ ବିଭାଗ ପକ୍ଷରୁ ବରିଷ୍ଠ ଅବକାରୀ ଅଧିକାରୀ ମାନଙ୍କ ଦିଗଦର୍ଶନ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I…

ସତୀଗୁଡା ଜଳଭଣ୍ଡାରରେ ୩୪ ପ୍ରଜାତିର ସ୍ୱଦେଶୀ ଓ ବିଦେଶୀ ପକ୍ଷୀ ଚିହ୍ନଟ

ମାଲକାନଗିରି, ୧୮।୧ ମାଲକାନଗିରି ଜିଲ୍ଲା ସଦର ମହକୁମା ସତିଗୁଡା ଜଳଭଣ୍ଡାରରେ ବନ ବିଭାଗ ତରଫରୁ ଆଜି ୩୦ରୁ ଉର୍ଧ ବନାଧିକାରୀ ଏବଂ କର୍ମଚାରୀଙ୍କ ସହ ଭୁବ ନେଶ୍ୱରରୁ ଆସିଥିବା ଏକ୍ସପର୍ଟ ମାନଙ୍କ ଦ୍ୱାରା ପୂର୍ୱାହ୍ନ ୬ ଘଟିକା ସମୟରେ ପକ୍ଷୀ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲ।। ଚାରଟି…