Browsing Category

ଆଞ୍ଚଳିକ

ଶାଳାପର୍ଣ୍ଣୀ ସାହିତ୍ୟ ସଂସଦ ଫିରିଙ୍ଗିଆ, କନ୍ଧମାଳର ଆଭାସୀ ମାସିକ ସାହିତ୍ୟ ଆସର

ଫୁଲବାଣୀ : ଶାଳାପର୍ଣ୍ଣୀ ସାହିତ୍ୟ ସଂସଦର ଆଭାସୀ ସାହିତ୍ୟ ଭାଗ ୧୫ ଆସର ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠାନର ପ୍ରତିଷ୍ଠାତା ଡ.ବିରଞ୍ଚି ନାରାୟଣ ସାହୁଙ୍କ ସଭାପତିତ୍ବରେ ଭାଗ -୧୫ଆସର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଉକ୍ତ ଆସରରେ ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ପବିତ୍ର ମୋହନ ଦାଶ ଇଂରାଜୀ

ପୂର୍ବତନ ସଙ୍ଘ ଚାଳକ ରମେଶ ଚନ୍ଦ୍ର ସାହୁଙ୍କ ପରଲୋକ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ରାଷ୍ଟ୍ରୀୟ ସ୍ବୟଂ ସେବକ ସଙ୍ଘର ବରିଷ୍ଠ କର୍ମକର୍ତ୍ତା ତଥା ପୂର୍ବତନ ସଙ୍ଘ ଚାଳକ ରମେଶ ଚନ୍ଦ୍ର ସାହୁଙ୍କ ରବିବାର ଭୋରରେ ପରଲୋକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ପ୍ରାୟ ୮୦ ବର୍ଷ ହୋଇଥିଲା ।କନ୍ଧମାଳ ଜିଲ୍ଲାରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଙ୍ଘକୁ ସକ୍ରିୟ

ବନଜୋସ୍ନା ସାହିତ୍ୟ ସଂସଦର ସାଧାରଣ ପରିଷଦ ବୈଠକ

ଫୁଲବାଣୀ: ଫୁଲବାଣୀ ତଥା କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ବନଜୋ୍ୟସ୍ନା ସାହିତ୍ୟ ସଂସଦର ସାଧାରଣ ପରିଷଦ ବୈଠକ ଏବଂ ଏହାର ୧୭ ତମ ଦ୍ୱିବାର୍ଷିକ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୁଣି ସଭାପତି ଭାବରେ ପ୍ରଶାନ୍ତ କୁମାର ବେହେରା, ଏବଂ ମୁଖ୍ୟ ସମ୍ପାଦକ ଭାବରେ

ଅଙ୍ଗନବାଡି କର୍ମୀ ସମାବେଶ : ଡିସେମ୍ବର ୧୯ ରେ ଆନ୍ଦୋଳନ ଚେତାବନୀ

ସମ୍ବଲପୁର/ କୁଚିଣ୍ଡା : ସରକାର ଦିନକୁ ଦିନ ଅଙ୍ଗନବାଡି କର୍ମୀ ଙ୍କ ଉପରେ କାର୍ଯ୍ୟଭାର ବଢାଇ ଚାଲିଛନ୍ତି l ହେଲେ ସେମାନଙ୍କ ଭତ୍ତା ବୃଦ୍ଧି ହେଉ ନାହିଁ l ସାମାଜିକ ନିରାପତ୍ତା ଯୋଜନା ରେ ସାମିଲ କିମ୍ବା ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦିଆ ଯାଉ ନାହିଁ l ତେଣୁ ଏ ଦିଗରେ ପଦକ୍ଷେପ

ଜିଲ୍ଲାସ୍ତରୀୟ ୟୁଥ ରେଡ଼କ୍ରସ ଶିବିର ଉଦଘାଟିତ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକର ଶଙ୍କରାଖୋଲ ଠାରେ ଅବସ୍ଥିତ ମାଧ୍ୟମିକ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ୟୁଥ ରେଡ଼ କ୍ରସ ଶିବିର ଉଦଘାଟିତ ହୋଇଯାଇଛି । ଏହି ଭଦଘାଟନୀ ଉତ୍ସବରେ ଜିଲ୍ଲାରେ ରେଡ କ୍ରସ ଚେୟାରମେନ ତଥା ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟ ର ଅଧକ୍ଷ୍ୟ ଡଃ ସୁବାଶ

ସାଇ ପ୍ରଭୁଜି ଗ୍ଲୋବାଲ ସ୍କୁଲର ତୃତୀୟ ବାର୍ଷିକ ଉତ୍ସବ ପାଳିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ସାଇ ପ୍ରଭୁଜି ଗ୍ଲୋବାଲ ସ୍କୁଲର ତୃତୀୟ ବାର୍ଷିକ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇ ଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଶ୍ରୀ ଜଗନ୍ନାଥଙ୍କ

ଶ୍ରୀଲଙ୍କାରେ ଆୟୋଜିତ ଆଇସିକ୍ୟୁସିସି ୨୦୨୪ ରେ ୫ଟି ସ୍ବର୍ଣ୍ଣ ପୁରସ୍କାର ଜିତିଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର : ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏସ୍ଓଡିଏଲ୍) ଇଣ୍ଟରନ୍ୟାସନାଲ କନଭେନସନ ଅନ୍ କ୍ୱାଲିଟି କଣ୍ଟ୍ରୋଲ ସର୍କଲ, ୨୦୨୪ ରେ ପାଞ୍ଚଟି ସ୍ଵର୍ଣ୍ଣ ପୁରସ୍କାର ହାସଲ କରିଛି। ଶ୍ରୀଲଙ୍କା ଆସୋସିଏସନ୍ ଫର୍

ରାୟଗଡ଼ା ଶିଶୁ ମନ୍ଦିରରେ ଉପାନ୍ତରେ ସାହିତ୍ୟର ଅସ୍ମିତାକୁ ନେଇ ଏକ ଆଲୋଚନା ଚକ୍ର

ରାୟଗଡ଼ା : ରାୟଗଡ଼ା ସ୍ଥିତ ରାମକୃଷ୍ଣ ନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆଧ୍ୟାତ୍ମିକ କକ୍ଷରେ ଉପାନ୍ତରେ ସାହିତ୍ୟର ଅସ୍ମିତାକୁ ନେଇ ଏକ ଆଲୋଚନା ଚକ୍ର , ଦେଶାତ୍ମବୋଧକ ଏବଂ ଆଧ୍ୟାତ୍ମିକ କବିତା ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଅତିଥି ଭାବେ ଶ୍ରୀଯୁକ୍ତ କବିରାଜ

ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ପାଳନ

ବ୍ରହ୍ମପୁର : ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ଓ ଓଁ ଲାଫିଙ୍ଗ କ୍ଲବର ମିଳିତ ଆନୁକୂଲ୍ୟରେ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସମାଜବାଦୀ ନେତା ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ପାଳନ ହୋଇଯାଇଛି l ଲଫିଙ୍ଗ କ୍ଲବ ସଭାପତି ଦେବରାଜ ଦାଶଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ