Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ନବ ନିଯୁକ୍ତ କନିଷ୍ଠ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା…
ଉମରକୋଟ (୨୩/୧୧/୨୦୨୪) ନବରଙ୍ଗପୁର ଜ଼ିଲ୍ଲା,ଉମରକୋଟ ବ୍ଲକ ଅନ୍ତର୍ଗତ ବେହେଡା କ୍ଲଷ୍ଟରର ନବ ନିଯୁକ୍ତ କନିଷ୍ଠ ଶିକ୍ଷକ / ଶିକ୍ଷିକା ଙ୍କୁ ଆଞ୍ଚଳିକ ସାଧନ କେନ୍ଦ୍ର ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି l ଏହି ସ୍ୱାଗତ ସମ୍ବର୍ଦ୍ଧନା ସମାରୋହରେ ସି ଆର ସି ସି ବିଷ୍ଣୁ!-->!-->!-->…
ପ୍ରାହେଡପଙ୍କା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଫଟା ଛାତ ତଳେ ଚାଲିଛି ଶିକ୍ଷାଦାନ…
ଦାରିଙ୍ଗବାଡି, ୨୩/୧୧ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ସରାମୁଳି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ପ୍ରାହେଡପଙ୍କା ଗ୍ରାମର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଫଟା ଛାତ ତଳେ ଚାଲିଛି ଶିକ୍ଷାଦାନ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଏହି ବିଦ୍ୟାଳୟରେ ଦୁଇଟି ଶ୍ରେଣୀ କୋଠରୀରେ!-->!-->!-->…
ମା ସୁରାଦେଇ ଫ୍ରେଣ୍ଡସ୍ କ୍ଳବ ପକ୍ଷରୁ ଅସହାୟ ଙ୍କୁ କମ୍ବଳ ବଣ୍ଟନ…
ଫୁଲବାଣୀ :କନ୍ଧମାଳ ଜିଲ୍ଲା ଖଜୁରୀପଡା ସ୍ଥିତ ମା ସୁରାଦେଇ ଫ୍ରେଣ୍ଡସ୍ କ୍ଳବ ପକ୍ଷରୁ ଗରିବ ଅସହାୟ ଙ୍କୁ କମ୍ବଳ ବଣ୍ଟନ କରାଯାଇଥିଲା। କନ୍ଧମାଳ ରେ ଅତି ପ୍ରବଳ ଶୀତ ହେଉଥିବା ଯୋଗୁ ଅସହାୟ ମାନେ ବହୁତ କଷ୍ଟ ଅନୁଭବ କରୁଥିବା ପ୍ରକାଶ କରିଥିଲେ। ଫ୍ରେଣ୍ଡସ୍ କ୍ଲବ ଅସହାୟ ମାନେ ଶୀତ ରୁ ରକ୍ଷା!-->…
ଶ୍ରୀ ସତ୍ୟସାଇ ବାବାଙ୍କ ୯୯ ତମ ଜନ୍ମ ବାର୍ଷିକୋତ୍ସବ ପାଳିତ…
ବାଲିଗୁଡା :, କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ସତ୍ୟସାଇ ସେବା ସମିତି ଆନୁକୂଲ୍ୟରେ ଶ୍ରୀ ସତ୍ୟସାଇବାବାଙ୍କ ୯୯ ତମ ଜନ୍ମ ବାର୍ଷିକୋତ୍ସବ ସ୍ଥାନୀୟ ସାଇବିହାର ଠାରେ ପାଳିତ ହୋଇଯାଇଛି | ସମିତି ର ଆବାହକ ରାଜେନ୍ଦ୍ର କୁମାର ପାତ୍ର ଙ୍କ ଅଧ୍ଯକ୍ଷତାରେ ପ୍ରତ୍ଯୁଷରେ ଓଁକାର,!-->…
ରାୟଗଡ଼ା ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ବାବାଙ୍କ ୯୯ ତମ ଜୟନ୍ତୀ ପାଳନ
ରାୟଗଡ଼ା : ଭଗବାନ ଶ୍ରୀ ସତ୍ୟ ସାଇ ବାବାଙ୍କ ୯୯ ତମ ପବିତ୍ର ଜନ୍ମ ଦିନ ଉପଲକ୍ଷେ ରାୟଗଡ଼ା ନ୍ୟୁ କଲୋନୀ ସ୍ଥିତ ଶ୍ରୀ ସତ୍ୟ ସାଇ ସେବା ସମିତି ପକ୍ଷରୁ ବହୁ ଆଡ଼ମ୍ବରରେ ପାଳନ କରାଯାଇଛି। ଏହି ଅବସରରେ ପ୍ରାତଃ ୫ ଘଣ୍ଟା ସମୟରେ ପ୍ରଭାତ ଫେରି ହୋଇଥିଲା। ସକାଳ ୯ ଘଣ୍ଟା ସମୟରୁ ୧୨ ଘଣ୍ଟା!-->…
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ଉଦଯାପିତ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ସ୍ଥାନୀୟ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ଦୁଇ ଦିନ ଧରି ଚାଲିବା ପରେ ଉଦଯାପିତ ହୋଇଯାଇଛି। ପ୍ରଥମ ଦିବସର ଉଦଘାଟନୀ ସମାରୋହରେ ବାଲିଗୁଡ଼ା ଏନଏସି ଅଧ୍ୟକ୍ଷ!-->…
ବଣ୍ଡା ଜନଜାତି ବହୁଳ ଅଣ୍ଡରାହାଲ ଗ୍ରାମ ପଞ୍ଚାୟତ ଠାରେ ନିର୍ମାଣ ଶ୍ରମିକଙ୍କ ପଞ୍ଜିକରଣ ଓ ସଚେତନତା କ୍ୟାମ୍ପ…
ମାଲକାନଗିରି, ୨୩/୧୧/୨୪ ଓଡ଼ିଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ ବୋର୍ଡ ଅଧୀନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଖଇରପୁଟ ବ୍ଲକର ବଣ୍ଡା ଜନଜାତି ବହୁଳ ଅଣ୍ଡରାହାଲ ଗ୍ରାମ ପଞ୍ଚାୟତ ଠାରେ ନିର୍ମାଣ ଶ୍ରମିକଙ୍କ ପଞ୍ଜିକରଣ ଓ ସଚେତନତା କ୍ୟାମ୍ପ ଆୟୋଜନ କରାଯାଇଥିଲା । ଜିଲ୍ଲାପାଳ ଆଶିଷ ଈଶ୍ୱର!-->!-->!-->…
ଅତିରିକ୍ତ ସହକାରୀ ଦେବତ୍ତର କମିଶନରଙ୍କ ବାଲିଗୁଡା ଗସ୍ତ : ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନାର ସମୀକ୍ଷା
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡାର ସର୍ବ ପୁରାତନ ଶ୍ରୀଜଗନ୍ନାଥ ମନ୍ଦିରକୁ ଅତିରିକ୍ତ ସହକାରୀ ଦେବୋତ୍ତର କମିଶନର ବ୍ରହ୍ମପୁର ,ସିଦ୍ଧାର୍ଥ ଶଙ୍କର ଜେନା ଶୁକ୍ରବାର ଦିନିକିଆ ଗ୍ରସ୍ତ କରି ମନ୍ଦିର ନିରୀକ୍ଷଣ କରି ଫେରିଛନ୍ତି। ଶ୍ରୀ ଜଗନ୍ନାଥ ମନ୍ଦିରରେ ପହଞ୍ଚି ମନ୍ଦିର ର ମେନେଜିଂ!-->…
ମାସିକ କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର
ଚିକିଟୀ : ଏହି ବ୍ଲକ ଅନ୍ତର୍ଗତ ଚିକିଟୀ ଏନ ଏ ସି କରବଲୁଆ କ୍ଲଷ୍ଟରରେ ସି ଆର ସି ସି ମୀନତି କୁମାରୀ ପାଠୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଚଳିତ ମାସର ଶିକ୍ଷକ ପ୍ରଶିକ୍ଷଣ ଶିବିର ନୋଡାଲ ହାଇସ୍କୁଲ ଚିକିଟୀ ପେଣ୍ଠଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରକୁ ବି ଆର ସି ସି ନିଗମାନନ୍ଦ ପଣ୍ଡା!-->…
ବିଜେଡ଼ିର ଯୁବଛାତ୍ର ସମ୍ମିଳନୀ ଓ ସଭ୍ୟସଂଗ୍ରହ କର୍ମଶାଳା ଅନୁଷ୍ଠିତ
ବ୍ରହ୍ମପୁର : ବ୍ରହ୍ମପୁର ଗଞ୍ଜାମ କଳା ପରିଷଦ ଠାରେ ବିଜେଡି ର ଯୁବଛାତ୍ର ସମ୍ମିଳନୀ ତଥା ସଭ୍ୟ ସଂଗ୍ରହ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ବିଜେଡ଼ି ସଦସ୍ୟତା ଅଭିଯାନର ଆବାହକ ଅତନୁ ସବ୍ୟସାଚୀ ନାୟକ ଯୋଗ ଦେଇଥିଲେ । ବିଜେଡ଼ିର ଛାତ୍ର ଓ ଯୁବ କର୍ମୀ ମାନେ କିଭଳି!-->…