Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ପୋଖରୀରେ କୁମ୍ଭୀର ଆତଙ୍କ, ବନବିଭାଗ ପକ୍ଷରୁ ସତର୍କ ସୂଚନା ଜାରୀ
ମାଲକାନଗିରି : ମାଲକାନଗିରି ଜିଲ୍ଳା କୋରୁକୋଣ୍ଡା ବ୍ଲକ ନିଲାକମ୍ବେରୁ ନିକଟ ଚିତାପାରି-୪ ଗାଁରେ କୁମ୍ଭୀର ଆତଙ୍କ। ଗତ କିଛି ଦିନ ହେବ ସ୍ଥାନୀୟ ଚିତାପାରି-୪ ଗାଁ ଅଞ୍ଚଳରେ ଥିବା ଏକ ପୋଖରୀରେ କୁମ୍ଭୀର ବୁଲୁଥିବା ଦେଖିବା ପରେ ଗ୍ରାମବାସୀ ଏବେ ଆତଙ୍କିତ ହୋଇ ପଡିଛନ୍ତି। କୁମ୍ଭୀର ଥିବା!-->…
ପଦ୍ମଗିରି ବିଦ୍ୟାଳୟରେ ଅବ୍ୟବସ୍ଥା : ତଦନ୍ତ କଲେ ଜିଲ୍ଲା ମଙ୍ଗଳ ଅଧିକାରୀ
ମାଲକାନଗିରି, ୧୯।୧୧ ମାଲକାନଗିରି ଜିଲ୍ଲା ପଦ୍ମଗିରି ସ୍ଥିତ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ବିଦ୍ୟାଳୟକୁ ଗତକାଲି ବିଧାୟକ ଓ ପ୍ରଶାସନିକ ଅଧିକାରୀ ଅଚାନକ ଗସ୍ତ କରି ବିଭିନ୍ନ ବିଷୟରେ ସମୀକ୍ଷା କରି ନାନା ପ୍ରକାରର ଅବ୍ୟବସ୍ଥା ଦେଖି ପ୍ରଧାନ ଶିକ୍ଷକଙ୍କ ଉପରେ ଖପ୍ପା ହେବା ସହ!-->…
ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ : ହଜାର ହଜାର ଶ୍ରଦ୍ଧାଳୁ ସାମିଲ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପାର୍ଶ୍ଵ ଦେବାଦେବୀଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବର ଚତୁର୍ଥ ଦିନରେ ସୂର୍ଯ୍ୟ ପୂଜା ,ଦେବତାଙ୍କ ମହାସ୍ନାନ,ସଲାପୂଜା ହୋମ ନାମ ଯଜ୍ଞ ,ଅନ୍ନଯଜ୍ଞ ହୋଇଥିବା ବେଳେ ମଧ୍ୟ ରାତ୍ର ରେ!-->…
ବ୍ଳକସ୍ତରୀୟ ଜ୍ଞାନବିଜ୍ଞାନ ମେଳା : ୭ଟି ପ୍ରକଳ୍ପ ଜିଲ୍ଲାସ୍ତରକୁ ମନୋନୀତ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ବ୍ଳକ ମକରଝୋଳ ଉଚ୍ଚ ଓ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଳକସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଇଓ ଏସ. ଗିରିଧରଙ୍କ ସଂଯୋଜନାରେ ଆୟୋଜିତ ମେଳାରେ ମୁଖ୍ୟ ଅତିଥି ଭାବେ ହିଞ୍ଜିଳି ବିଧାୟକଙ୍କ ଜିଲ୍ଲା ପରିଷଦ ପ୍ରତିନିଧି!-->…
ଜାତୀୟ ସଂହତି ଦିବସ କାର୍ଯ୍ୟକ୍ରମ
ଫୁଲବାଣୀ : କେନ୍ଦ୍ର ସରକାରଙ୍କର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ ଭାରତ ସରକାର ଶାଖା ମାଇ ଭାରତ ଫୁଲବାଣୀ ତରଫରୁ ଜାତୀୟ ସଂହତି ଦିବସ କାର୍ଯ୍ୟକ୍ରମ ପବ୍ଲିକ ସ୍କୁଲ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଥିଲା l ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ପବ୍ଲିକ ସ୍କୁଲର ଅଧକ୍ଷ!-->…
ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆଇରନ ଲେଡି ଇନ୍ଦିରା ଗାନ୍ଧୀଙ୍କ ଜନ୍ମ ଜୟନ୍ତି ପାଳନ
ହିଞ୍ଜିଳିକାଟୁ ୧୯/୧୧ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବିଜୁପଟ୍ଟନାୟକ ଛକ ଠାରେ ହିଞ୍ଜିଳି କଂଗ୍ରେସ ତରଫରୁ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆଇରନ ଲେଡି ଇନ୍ଦିରା ଗାନ୍ଧୀଙ୍କ ୧୦୭ ତମ ଜନ୍ମ ଜୟନ୍ତି ପାଳନ ହୋଇଯାଇଛି। ହିଞ୍ଜିଳି କଂଗ୍ରେସ ବିଧାୟକ ପ୍ରାର୍ଥୀ ରଜନୀକାନ୍ତ ପାଢି ଙ୍କ!-->…
କରାତଳି ତାମ୍ପରାର ପୁନରୁଦ୍ଧାର କରିବା ସହ ମରୁଡିର ସ୍ଥାୟୀ ପ୍ରତିକାର କରିବା ନିମନ୍ତେ ଦାବିପତ୍ର
ଛତ୍ରପୁର : କରାତଳି ତାମ୍ପରାର ପୁନଃରୁଦ୍ଧାର କରିବା ସହ ମରୁଡିର ସ୍ଥାୟୀ ପ୍ରତିକାର କରିବା ନିମନ୍ତେ ଋଷିକୂଲ୍ୟା ରୟତ ମହାସଭା ପକ୍ଷରୁ ଗଞ୍ଜାମ ଜିଲ୍ଲାପାଳଙ୍କ ଉଦେଶ୍ୟରେ ଏକ ଲିଖିତ ଦାବିପତ୍ର ଅତିରିକ୍ତ ଜିଲ୍ଲାପାଳ ସୁଧାଂଶୁ କୁମାର ଭୋଇଙ୍କୁ ପ୍ରଦାନ କରାଯାଇଛି, କରାତଳି ତାମ୍ପରା ଯୋଗୁଁ!-->…
ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟଣାର ଏସଆଇଟି କିମ୍ବା କ୍ରାଇମବ୍ରାଞ୍ଚ ତଦନ୍ତ କରି ଦୋଷୀମାନଙ୍କ ବିରୋଧ ଦୃଢ…
ଛତ୍ରପୁର : ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅଧିନ କଳାଜମୁନା ଶ୍ରୀ ସାଇ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ର ୫ମ ଶ୍ରେଣୀ ଛାତ୍ର କିରଣ ପ୍ରଧାନଙ୍କ ମୃତ୍ୟୁ ଘଟଣା ର ଏସଆଇଟି କିମ୍ବା କ୍ରାଇମବ୍ରାଞ୍ଚ ତଦନ୍ତ କରି ଦୋଷୀମାନଙ୍କ ବିରୋଧ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ମଙ୍ଗଳବାର!-->…
ଅବ୍ୟକ୍ତ ବି ବ୍ୟକ୍ତ କରେ..
ଫୁଲବାଣୀ : ଅବ୍ୟକ୍ତ ବି ବ୍ୟକ୍ତ କରେ ମନର କଥା, ବ୍ୟକ୍ତ କରେ ମୁକ ଓଠରେ ଅୟୁତ ବେଦନାର ବ୍ୟଥା, ବିପ୍ଳବର ବହ୍ନି, ମାନବିକତାର ମହନୀୟତା l ସୁପ୍ତ ଜାତିକୁ ଜାଗ୍ରତ କରିବା, ବିଶୃଙ୍ଖଳିତ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବାର ଇଙ୍ଗିତ ଦେବା, ଭୁଷୁଡ଼ି ପଢ଼ୁଥିବା ସଂସ୍କାର, ସଂସ୍କୃତି, ଓ ବିକାଶର!-->…
ଅପପୁଷ୍ଟିର ମୁକାବିଲା ପାଇଁ : ସାମ୍-ଏସ୍ଏଏମ୍ ପରିଚାଳନାକୁ ସୁଦୃଢ କରିବା ଏବଂ ସ୍ୱାସ୍ଥ୍ୟ, ସ୍ୱଚ୍ଛତା ଓ ଶିକ୍ଷାକୁ…
ମାଲକାନଗିରି : ୟୁନିସେଫ୍ ଏବଂ ଜିଲ୍ଲା ସାମାଜିକ କଲ୍ୟାଣ ବିଭାଗର ମିଳିତ ସହଯୋଗରେ ମାଲକାନଗିରିିରେ ଅତିଶୟ ପୃଷ୍ଟିହୀନ (ସାମ୍-ଏସ୍ଏଏମ୍)ପରି ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ଏକ ମିଡିଆ ରାଉଣ୍ଡ୍ ଟେବୁଲ୍ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଗଣମାଧ୍ୟମ!-->…