Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ମାଆଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ
ଫୁଲବାଣୀ : କେନ୍ଦ୍ର ସରକାରଙ୍କର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ ଭାରତ ସରକାର ଶାଖା ମାଇଁ ଭାରତ ଫୁଲବାଣୀ ତରଫରୁ ମା ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ ସରକାରୀ ପଲିଟେକନି କ କଲେଜ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇ ହୋଇଥିଲା l ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ସରକାରୀ!-->…
ମା ମହୁରୀକାଳୁଆ ଯାତ୍ରାତ୍ସୋବ ପାଇଁ ଶୁଭଖୁଣ୍ଟି ସ୍ଥାପନ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡା ଗ୍ରାମରେ ମା ମହୁରୀ କାଳୁଆଙ୍କ ଯାତ୍ରାତ୍ସୋବ ସକାଶେ ଗ୍ରାମ ବଡ଼ସାହି ଠାରେ ଶୁକ୍ରବାର ଶୁଭଖୁଣ୍ଟି ସ୍ଥାପନ କରାଯାଇଛି । ଚଳିତ ବର୍ଷ ମା ଙ୍କ ଯାତ୍ରା ନଭେମ୍ବର ୬ ତାରିଖ ଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ୮ ଦିନ ବ୍ୟାପି!-->…
ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଉତ୍ସବ
ଫୁଲବାଣୀ : ଜିଲ୍ଲାପାଳ, କନ୍ଧମାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଙ୍କ ଆଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ଅଶୋକ କୁମାର ଭୋଇଙ୍କ ଉପସ୍ଥିତିରେ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ କନ୍ଧମାଳ ଓ ଜିଲ୍ଲା ପ୍ରଶାସନ କନ୍ଧମାଳ ପକ୍ଷରୁ କନ୍ଧମାଳ ଜିଲ୍ଲାର ନିର୍ମାଣ ଶ୍ରମିକ ମାନଙ୍କୁ ନେଇ ଏକ ସହାୟତା!-->…
ମା’ ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ ତରଫରୁ ଦୀପାବଳି ଉପଲକ୍ଷେ ଆଲୋକିକରଣର ଉଦଘାଟନ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡା ମନ୍ଦିର ଚତୁଃପାର୍ଶ୍ଵ ରେ ଥିବା ସମସ୍ତ ବ୍ୟବସାୟୀ ବନ୍ଧୁମାନେ ଏକତ୍ରିତ ହୋଇ ମା 'ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ ତରଫରୁ ପ୍ରଥମ ଥର ପାଇଁ ଶ୍ୟାମା କାଳୀ ପୂଜା ଓ ଦୀପାବଳି ଉତ୍ସବ ଉପଲକ୍ଷେ ସମଗ୍ର!-->…
ପୁଷ୍ଟିହୀନତା ଦୂର କରିବା ପାଇଁ ପାରମ୍ପରିକ ଖାଦ୍ୟକୁ ଗୁରୁତ୍ୱ
ଫୁଲବାଣୀ : ଦେଶରେ ପୁଷ୍ଟିହିନତା ଏକ ସାମୁହିକ ସମସ୍ୟା ହୋଇ ଛିଡା ହୋଇଥିବା ବେଳେ ସରକାରୀ ଓ ବେସରକାରୀ ସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଜନସଚେତନତା ପାଇଁ ଚେଷ୍ଟା ଜାରିରହିଛି । ଏହି ପରିପ୍ରେକ୍ଷୀ ରେ କନ୍ଧମାଳ ଜିଲ୍ଲାରେ କାର୍ଯ୍ୟକାରୀ ହେଉଛି ଶ୍ରୀ ଅନ୍ନ ଅଭିଯାନ । ସ୍ୱେଛାସେବି!-->…
ପୋଖରୀ ପାଣିରେ ବୁଡି ଯୁବକଙ୍କ ମୃତ୍ୟୁ…
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ବ୍ଳକ ତଥା ବେଲଗାଁ ଥାନା ଶିଖରପୁର ଗ୍ରାମ ପୋଖରୀ ପାଣିରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ନେଇ ବେଲଗାଁ ଥାନାରେ ଅଭିଯୋଗ ହୋଇଛି। ମୃତ ଯୁବକ ଜଣଙ୍କ ହେଲେ ବେଲଗାଁ ଥାନା ଶିଖରପୁର ଗ୍ରାମର ପ୍ରଶାନ୍ତ କୁମାର ନାହାକ। ଅଭିଯୋଗ ଭିତ୍ତିରେ ବେଲଗାଁ ଥାନାରେ!-->…
ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ସଚେତନତା ରାଲି ଓ ବିଭିନ୍ନ ପ୍ରତିଯୋଗିତା
ଛତ୍ରପୁର ତା.୩୦.୧୦.୨୦୨୪ ଗଞ୍ଜାମ ଜିଲ୍ଲାରେ ଦୁର୍ନୀତି ନିବାରଣ ସପ୍ତାହ ଚଳିତ ମାସ 28 ତାରିଖ ଠାରୁ ଆରମ୍ଭ ହୋଇ ଆସନ୍ତା ନଭେମ୍ବର 3 ତାରିଖ ପର୍ଯ୍ୟନ୍ତ ଚାଲୁ ରହିଛି । ଏହି ଅବସରରେ ଛତ୍ରପୁର ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଦୁର୍ନୀତି ନିବାରଣ ବିଭାଗ ଛତ୍ରପୁର ଆନୁକୂଲ୍ୟରେ!-->…
ଅଦିନ ରଥ ଯାତ୍ରା; ଇସ୍କନକୁ ଚିଠି ଲେଖିଲେ ଗଜପତି
ଭୁବନେଶ୍ବର : ଆମେରିକା ହ୍ୟୁଷ୍ଟନରେ ଇସ୍କନ ପକ୍ଷରୁ ଅଦିନ ସ୍ନାନ ଯାତ୍ରା ଓ ରଥଯାତ୍ରା ଆୟୋଜନ କରାଯିବ। ଏପରି ଅଦିନ ରଥଯାତ୍ରାକୁ ବିରୋଧ କରି ଇସ୍କନକୁ ଚିଠି ଲେଖିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ହ୍ୟୁଷ୍ଟନ ମନ୍ଦିର କର୍ତ୍ତୃପକ୍ଷ ଓ ମାୟାପୁରୀ ମୁଖ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି!-->…
ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳିତ
ଭଞ୍ଜନଗର : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ବ୍ରହ୍ମପୁର ଦୁର୍ନୀତି ନିବାରଣ ଡିଭିଜନ ପକ୍ଷରୁ ଭଞ୍ଜନଗରରେ ଉପଖଣ୍ଡ ପ୍ରଶାସନର ମିଳିତ ସହଯୋଗ ରେ ଦୁର୍ନୀତି ନିବାରଣ ସପ୍ତାହ ପାଳିତ ହୋଇଯାଇଛି।ମୁଖ୍ୟ ଅତିଥି ବ୍ରହ୍ମପୁର ଭିଜିଲାନ୍ସ ଏସପି ଶ୍ରୀ ଗଣେଷ ଚନ୍ଦ୍ର!-->…
ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳନ
ମାଲକାନଗିରି : ୧୯୯୯ ମସିହା ମହାବାତ୍ୟା ରେ ଓଡିଶା ରେ ବହୁତ ଧନ ଜୀବନ ନଷ୍ଟ ହୋଇଥିଲା। ସେହି ମହାବାତ୍ୟାରେ ମଧ୍ୟ ପାୟ ୧୦୦୦୦ ଜୀବନ ହାନି ହୋଇଥିଲା । ସେହି ଅମୂଲ୍ୟ ଜୀବନକୁ ଶ୍ରଦ୍ଧାଞ୍ଜଳି ଦେବା ଉଦ୍ଦେଶ୍ୟରେ ଓ ଆଗାମୀ ବିପର୍ଯ୍ୟୟ ପାଇଁ ନିଜକୁ ପ୍ରସ୍ତୁତି କରିବା ଉଦ୍ଦେଶ୍ୟ ଓଡିଶା ରାଜ୍ୟ!-->…