Browsing Category

ଆଞ୍ଚଳିକ

ଛତ୍ରପୁର ଡିଷ୍ଟ୍ରିବ୍ୟୁଟର ଆସୋସିଏସନ ପକ୍ଷରୁ ଦ୍ଵିତୀୟ ରକ୍ତଦାନ ଶିବିର – ୧୪୦ ୟୁନିଟ ରକ୍ତ ସଂଗ୍ରହ

ରକ୍ତ ଦାନ …. ମହତ ଦାନ .. : ଏଭଳି ସମାଜସେବା କାର୍ଯ୍ୟକୁ ପ୍ରଶାଂସ କଲେ- ବୃଦ୍ଧିଜୀବି ଓ ସ୍ଥାନୀୟ ବାସିନ୍ଦାଛତ୍ରପୁର : ବ୍ରହ୍ମପୁର ଭଣ୍ଡାରରେ ରକ୍ତର ଘୋର ଅଭାବକୁ ଦୃଷ୍ଟି ରେ ରଖି ଗତ ବର୍ଷ ଭଳି ଚଳିତ ବର୍ଷ ଛତ୍ରପୁର ଡିଷ୍ଟ୍ରିବ୍ୟୁଟର ଆସୋସିଏସନ ପକ୍ଷରୁ ରକ୍ତଦାନ ଶିବିର ଆୟୋଜନ କରି

ଟିଗଲ ପଞ୍ଚାୟତରେ ମାଣ୍ଡିଆ ବଣ୍ଟନରେ ବ୍ୟାପକ ହେରଫେର ଅଭିଯୋଗ : ମାଣ୍ଡିଆ ବଦଳରେ ଯୋଗାଣ ସହାୟକ ଦେଉଛନ୍ତି ୫୦୦ ଟଙ୍କା

ମାଲକାନଗିରି : ରାଜ୍ୟସରକାର ଗରିବ ହିତାଧିକାରୀଙ୍କୁ ଚୟନ କରି ସେମାନଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ମାଗଣା ତଥା ରିହାତି ଦରରେ ଚାଉଳ, ମାଣ୍ଡିଆ, ଗହମ ଓ କିରୋସିନ ବଂଣ୍ଟନ କରିଥାନ୍ତି । କିଛିବର୍ଷ ହେବ ରାଜ୍ୟ ସରକାର ମିଲେଟ ମିଶନମାଧ୍ୟରେ ମାଣ୍ଡିଆର ଗୁଣବତ୍ତାକୁ ନେଇ ଲୋକଙ୍କୁ ସଚେତନ

କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ‘ସ୍ୱଚ୍ଛତା ହିଁ ସେବା’ ଉଦ୍ଦେଶ୍ୟରେ ପଥପ୍ରାନ୍ତ ନାଟକ ଆୟୋଜିତ

ମାଲକାନଗିରି : ସ୍ୱଚ୍ଛତା ହିଁ ସେବା ଆଦର୍ଶ କୁ ମୂଳ ଲକ୍ଷ ରଖି କେନ୍ଦ୍ରୀୟ ବିଦ୍ୟାଳୟ ଏକାଦଶ ଶ୍ରେଣୀ ର ଛାତ୍ରଛାତ୍ରୀ ମାନେ ଜିଲ୍ଲା ନ୍ୟାୟାଳୟ ସମ୍ମୁଖ ଛକରେ ପଥପ୍ରାନ୍ତ ନାଟକ ପ୍ରଦର୍ଶନ କରିଥିଲେ l ଲୋକମାନେ ଦୈନନ୍ଦିନ ଜୀବନରେ ବ୍ୟକ୍ତି ଗତ ସ୍ୱଚ୍ଛତା ସହିତ ପାରିପାର୍ଶ୍ଵିକ ସ୍ୱଚ୍ଛତା

ଋଷିକଲ୍ୟା ନଦୀରେ ବୁଡି ବିଜୁଳି ପୃଷ୍ଟି ମୃତ…

ହିଞ୍ଜିଳିକାଟୁ, ୨୫/୯: ହିଞ୍ଜିଳି ଥାନା ବ୍ରାହ୍ମଣଛାଇ ଗ୍ରାମର ଜଣେ ଯୁବକ ଋଷିକୂଲ୍ୟା ନଦୀରେ ବୁଡି ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସଂପୃକ୍ତ ଗ୍ରାମର ବିଜୁଳି ପୃଷ୍ଟି (୪୮) । ଯୁବକ ଜଣଙ୍କ ବୁଧବାର ସକାଳେ ଗାଧୋଇବା ପାଇଁ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ନଦୀକୁ ଯାଇଥିଲେ। ଗାଧୋଉଥିବା

ତିନି ଦିନିଆ ବିକାଶ ମେଳା ଉଦଯାପିତ : ଶେଷ ଦିନରେ ଗୀତ ନାଚରେ ଝୁମିଲେ ଦର୍ଶକ

ସୁନ୍ଦରଗଡ଼: ସୁନ୍ଦରଗଡ଼ ରେ ତିନି ଦିନ ଧରି ଚାଲିଥିବା ବିକାଶ ମେଳା ଆଜି ଉଦଯାପିତ ହୋଇଯାଇଅଛି। ଶେଷ ଦିନ ରେ ବିଭିନ୍ନ ଅନୁଷ୍ଠାନ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆ ଠାରେ ତିନି ଦିନ ଧରି

ସଙ୍ଗୀତ ମାଧ୍ୟମରେ ଏଡ୍‌ସ ସଚେତନତା ସୁଦୁର ପ୍ରସାରୀ ହୋଇପାରିବ

ଫୁଲବାଣୀ : ଦେଶ ବ୍ୟାପି ଅଗଷ୍ଟ ୧୨ ତାରିଖ ଯୁବ ଦିବସ ଠାରୁ ଅକ୍ଟୋବର ମାସ୧୧ ତାରିଖ ପର୍ଯ୍ୟନ୍ତ ଏଚ୍.ଆଇ.ଭି./ ଏ.ଡ୍.ସ୍. ଏବଂ ଯୌନ ସଂକ୍ରମିତ ରୋଗ ର ସଚେତନତା କାର୍ଯ୍ୟକ୍ରମ ଚାଲୁରହିଛି । ସେହିପରି କନ୍ଧମାଳ ଜିଲ୍ଲାରେ ମଧ୍ୟ ଓଡିଶା ରାଜ୍ୟ ଏ.ଡ୍.ସ୍. ନିୟନ୍ତ୍ରଣ ସମିତି ର କାର୍ଯ୍ୟରତ

ସ୍ୱାମୀ ଚିଦାନନ୍ଦ ସରସ୍ୱତୀ ମହାରାଜାଙ୍କ ର ୧୦୮ ତମ ଜନ୍ମ ସ୍ଵନକ୍ଷତ୍ର ଦିବସ ପାଳିତ

ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ଥିତ ଦିବ୍ୟ ଜୀବନ ସଙ୍ଘ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇ ଯାଇଛି ପରମ ପାବନ ସଦଗୁରୁ ସ୍ୱାମୀ ଚିଦାନନ୍ଦ ସରସ୍ୱତୀ ମହାରାଜାଙ୍କ ର ୧୦୮ ତମ ଜନ୍ମ ସ୍ଵନକ୍ଷତ୍ର ଦିବସ ପାଳିତ ହୋଇ ଯାଇଛି । ପୂର୍ଵ ନିର୍ଧାରିତ ସୂଚୀ ଅନୁଯାୟୀ ସକାଳ ୫ଟା ୧୫ ରୁ

ଆସନ୍ତା କାର୍ଯ୍ୟକ୍ରମ ପାଇଁ ଉଦାହରଣ ଟିମ୍ ର ବୈଠକ

ରାଉରକେଲା : ସହିଦ୍ ଓ ସହିଦ୍ ପରିବାରକୁ ଦେବା ପାଇଁ ସୃଷ୍ଟି ହୋଇଥିବା ସାମାଜିକ ଅନୁଷ୍ଠାନ ଉଦାହରଣ ଟିମ୍ ର ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ବୈଠକ ସେକ୍ଟର ୧୯ ଠାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ମୁଖ୍ୟ ପ୍ରାକ୍ତନ ସିଆରପିଏଫ ଡିଆଇଜି ଦୟାନିଧି ତନ୍ତୀ ଙ୍କ ଅଧ୍ୟକ୍ଷତା ଓ ସାଧାରଣ

ଜାତୀୟ ସେବା ଯୋଜନାର ପ୍ରତିଷ୍ଠା ଦିବସ ପାଳିତ…

ରାଉରକେଲା :  ଜାତୀୟ ସେବା ଯୋଜନାର ପ୍ରତିଷ୍ଠା ଦିବସ ଅବସରରେ ସେକ୍ଟର - ୪ ସ୍ଥିତ ରାଉରକେଲା କଲେଜର ଏନ୍.ଏସ୍.ଏସ୍. ସଂଯୁକ୍ତ ଶାଖା ଦ୍ବାରା 'ସ୍ବଭାବ ସ୍ବଚ୍ଛତା ସଂସ୍କାର ସ୍ବଚ୍ଛତା' ଶୀର୍ଷକ ଏକ ଆଲୋଚନା ଚକ୍ର ପ୍ରୋଗ୍ରାମ ଅଫିସର କରୁଣାକର ପାଟ୍ଟଶାଣୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ

ବ୍ଲକସ୍ତରୀୟ ପୋଷଣ ମାସ ପାଳନ

ଗଞ୍ଜାମ/ବୁଗୁଡା : ସ୍ଥାନୀୟ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ବ୍ଲକସ୍ତରୀୟ ପୋଷଣ ମାସ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବଂ ତହସିଲଦାର