Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ଗଞ୍ଜାମ ଜିଲ୍ଲା ବ୍ୟାଙ୍କ ପରାମର୍ଶଦାତା କମିଟି ବୈଠକ
ଛତ୍ରପୁର : ଛତ୍ରପୁରସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗଂଜାମ ଜିଲ୍ଲା ବ୍ୟାଙ୍କ ସମୂହ ପକ୍ଷରୁ ଅର୍ଥ ପରାମର୍ଶଦାତା କମିଟି ବୈଠକ ଗଂଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆସିକା ବିଧାୟକ ସରୋଜ କୁମାର ପାଢୀ ଯୋଗଦେଇ ବ୍ୟାଙ୍କ ମାନଙ୍କ!-->…
ରାସ୍ତା ନିର୍ମାଣ ପାଇଁ ଗଛକଟା : ବନ ବିଭାଗର ନୀରବତାକୁ ସନ୍ଦେହ କରୁଛନ୍ତି ଅଞ୍ଚଳବାସୀ
ମାଲକାନଗିରି : ମାଲକାନଗିରି ଜିଲ୍ଲା ବିକାଶ କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ବ୍ୟାପକ ରାସ୍ତା କାର୍ଯ୍ୟ ଚାଲୁରହିଥିବା ବେଳେ ପଡିଆ ବ୍ଲକ ମାଟେରୁ ପଞ୍ଚାୟତ ଅନ୍ତର୍ଗତ ତେଗଡାପଲ୍ଲୀ ଗ୍ରାମ ଠାରୁ ବାଟେନବାଡା ଗ୍ରାମ ପର୍ଯ୍ୟନ୍ତ ନିର୍ମାଣ ହୋଇଥିବା ରାସ୍ତା ପାଇଁ ବେଆଇନ ଭାବେ ଶହ ଶହ ଗଛ!-->…
ମାଲକାନଗିରିରେ ରଥଯାତ୍ରା ଆୟୋଜନ ନେଇ ପ୍ରସ୍ତୁତି ବୈଠକ
ମାଲକାନଗିରି : ମାଲକାନଗିରି ସଦର ମହକୁମାଠାରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ୨୦୨୪ ମସିହାର ପବିତ୍ର ରଥ ଯାତ୍ରା ପାଳନ ନିମନ୍ତେ ଜିଲ୍ଲା ପରିଷଦ କାର୍ଯ୍ୟ।ଳୟର ସମ୍ମିଳନୀ କକ୍ଷରେ ଅପରାହ୍ନ ୪.୦୦ ଘଟିକା ସମୟରେ ଜିଲ୍ଲାପାଳ, ସଚିନ ପାୱାରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ!-->…
ଚୈତନ୍ୟ ଦେବୀ ମଣ୍ଡପରେ ଚେତନ ଲୀଳା ଅଭିନୀତ
ଛତ୍ରପୁର : ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ କେନ୍ଦ୍ର ପକ୍ଷରୁ ବୁଧବାର ସନ୍ଧ୍ୟାରେ ଛତ୍ରପୁର ଷ୍ଟାଡିୟମ୍ ପରିସରରେ ଚୈତନ୍ୟ ଦେବୀ ମଣ୍ଡପରେ ଚେତନ ଲୀଳା ଅଭିନୀତ କାର୍ଯ୍ୟକ୍ରମର ଆନୁଷ୍ଠାନିକ ଭାବେ ଉଦ୍ଘାଟନ ହୋଇଯାଇଛି । ଏହି!-->…
ପ୍ରେସକ୍ଳବ ପକ୍ଷରୁ ନବ ନିର୍ବାଚିତ ଫୁଲବାଣୀ ବିଧାୟକ ସମ୍ବର୍ଦ୍ଧିତ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ପ୍ରେସ କ୍ଲବ ଫୁଲବାଣୀ ପକ୍ଷରୁ ନବ ନିର୍ବାଚିତ ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକଙ୍କୁ ପୁଷ୍ପଗୁଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ଆଲୋଚନାରେ,ବରିଷ୍ଠ ସାମ୍ବାଦିକ ଡ଼ଃ ଅରୂପ ଜେନା ଓ ସମ୍ପାଦକ ବୀରେନ୍ଦ୍ର ସୁବୁଦ୍ଧି ମୁସ୍କlନ ସ୍ଵାର ପ୍ରମୁଖ!-->…
ନିଶା ସମସ୍ୟା ମାନବ ଜାତିକୁ ବିଭିନ୍ନ ଉପାୟରେ ପ୍ରଭାବିତ କରୁଛି : ବିଧାୟକ
ଫୁଲବାଣୀ : ଜିଲ୍ଲା ପ୍ରଶାସନ, କନ୍ଧମାଳ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଅବକାରୀ ବିଭାଗର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନରେ ଆଜି ନିଶା ଦ୍ରବ୍ୟ ଓ ନିଶାଯୁକ୍ତ ଔଷଧର ଅପବ୍ୟବହାର ଏବଂ ଏହାର ଅବୈଧ ଚାଲାଣ ଖିଲାପରେ ଅନ୍ତର୍ଜାତୀୟ ଦିବସ- ୨୦୨୪!-->!-->!-->…
ଗୋୱେଲ ପରୀକ୍ଷାରେ ଦୁଇ ଗୋଲ୍ଡ ପାଇଲେ ଦେବ…
ଫୁଲବାଣୀ : କନ୍ଧମାଳ ଜିଲ୍ଲାର କାର୍ମେଲ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ପଢୁଥିବା ଏଲ କେଜି ଶ୍ରେଣିର ଛାତ୍ର ଦେବ ନାରାୟଣ ପଟ୍ଟନାୟକ ଗୋୱେଲର ଗଣିତ ଓ ଇଂରାଜୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଦୁଇ ଗୋଲ୍ଡ ପାଇ ବିଦ୍ୟାଳୟକୁ ଗୌରବ ଆଣିଛନ୍ତି l ତାଙ୍କ ମା ସୋନୁ ପଟ୍ଟନାୟକ ଜଣେ ଉଚ୍ଚ ଶିକ୍ଷିତା ସହ!-->…
ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘର ସୌଜନ୍ୟ ମୂଳକ ସାକ୍ଷାତ…
ଉମରକୋଟ ( ୨୭ /୬/୨୦୨୪ ) ନବରଙ୍ଗପୁର ନିର୍ବାଚନ ମଣ୍ଡଳୀର ନବ ନିର୍ବାଚିତ ଯୁବ ବିଧାୟକ ଶ୍ରୀଯୁକ୍ତ ଗୌରୀ ଶଙ୍କର ମାଝୀଙ୍କୁ ନବରଙ୍ଗପୁରଠାରେ ଜିଲ୍ଲା ଓଷ୍ଟା (ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ) ତରଫରୁ ସୌଜନ୍ୟ ମୂଳକ ସାକ୍ଷାତ କରିବା ସହିତ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ ପୂର୍ବକ!-->!-->!-->…
ଏଏନ୍ଏମଙ୍କୁ ଦୁର୍ବ୍ୟବହାର ସହ ଜାତିଆଣ ଆକ୍ଷେପ ଅଭିଯୋଗ : ବିପିଏମଙ୍କ ବିରୋଧରେ ଥାନାରେ ଏତଲା
ବାଲିଗୁଡା : ଏଏନ୍ଏମ୍ ଙ୍କୁ ବିପିଏମଙ୍କ ଦୁର୍ବ୍ୟବହାର ଅଭିଯୋଗ । ଏନେଇ କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ସମ୍ପୃକ୍ତ ଏଏନ୍ଏମ୍ । ଅଭିଯୋଗ ପ୍ରକାରେ କୋଟଗଡ଼ ଥାନା କେସ୍ ନଂ ୮୬/୨୦୨୪ ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି କୋଟଗଡ଼ ପୋଲିସ୍ । ଘଟଣା!-->…
ଆଦିବାସୀ ହଷ୍ଟେଲ ଛାତ୍ରୀଙ୍କ ଅଚାନକ ମୃତ୍ୟୁ
ବାଲିଗୁଡ଼ା : ସ୍କୁଲକୁ ଯାଇଥିଲେ ପାଠ ପଢ଼ିବାକୁ, ହେଲେ ଘରକୁ ଫେରିଲା ଝିଅର ମର ଶରୀର। ଏଭଳି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବୁଡ୍ରୁକିଆ ଆଶ୍ରମ ବିଦ୍ୟାଳୟରେ । ସୂଚନା ପ୍ରକାରେ ବୁଡ୍ରୁକିଆ ଆଶ୍ରମ ବିଦ୍ୟାଳୟର ଛାତ୍ରାବାସରେ ରହି ତୃତୀୟ ଶ୍ରେଣୀରେ ପାଠ!-->…