Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ଏନକାଉଣ୍ଟରରେ ୬ଜଣ ମାଓବାଦୀ ନିହତ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ରାଜ୍ୟ ତେଲେଙ୍ଗାନା ରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ଗୁଳି ବିନିମୟରେ 6ଜଣ ମାଓବାଦୀ ନିହତ l ପଡୋଶୀ ରାଜ୍ୟ ତେଲେଙ୍ଗାନା ମୁଲୁଗୁ ଜିଲ୍ଲା ର କରକାଗୁଦମ ଅନ୍ତର୍ଗତ ଜଙ୍ଗଲରେ ଗ୍ରେହାଉଣ୍ଡ ଫୋର୍ସ ଏବଂ ମାଓବାଦୀ ମଧ୍ଯରେ ହୋଇଥିବା!-->…
ଟାଙ୍ଗଣା ପଲ୍ଲୀ ଅଞ୍ଚଳରେ ସମୂହ ଗୁରୁପୂଜନ ମହୋତ୍ସବ-ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧନା
ଛତ୍ରପୁର : ପବିତ୍ର ଗୁରୁଦିବସ ଅବସରରେ ଟାଙ୍ଗଣା ପଲ୍ଲୀ ଅଞ୍ଚଳରେ ଗୁରୁପୂଜନ ମହୋତ୍ସବ ମହା ଆଡମ୍ବର ସହ ପାଳନ ହୋଇଯାଇଛି।ଟାଙ୍ଗଣା ପଲ୍ଲୀ ହରଗୌରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ପଞ୍ଚାୟତ ସ୍ତରୀୟ ଗୁରୁପୂଜନ ମହୋତ୍ସବ ପାଳିତ ହୋଇଯାଇଛି।ବିଦ୍ୟାଳୟର ପ୍ରତିଷ୍ଠାତା ସଂପାଦକ ତଥା ଅବସରପ୍ରାପ୍ତ!-->…
ଲକ୍ଷ୍ମୀ ନୃସିଂହ କଳାମନ୍ଦିର ପକ୍ଷରୁ ଗୁରୁପୂଜନ ଉତ୍ସବ ପାଳିତ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରାଞ୍ଚଳ ଲକ୍ଷ୍ମୀ ନୃସିଂହ କଳାମନ୍ଦିର ପକ୍ଷରୁ ଗୁରୁଦିବସ ଅବସରରେ କଳାମନ୍ଦିର ପରିସରରେ ଗୁରୁବାର ଗୁରୁପୂଜନ ଉତ୍ସବ ପାଳିତ ହୋଇଯାଇଛି । ସଭାପତି ନୃସିଂହ ପ୍ରସାଦ ପଟ୍ଟନାୟକଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସଙ୍ଗୀତଜ୍ଞ ତଥା!-->…
ଗୁରୁଙ୍କୁ ପୂଜିଲେ ଶିକ୍ଷାର୍ଥୀ
ହିଞ୍ଜିଳିକାଟୁ : ଭାରତର ପ୍ରଥମ ଉପରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମ ଦିବସକୁ ସାରା ଭାରତ ବର୍ଷରେ ଗୁରୁଦିବସ ଭାବରେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ନିକଟବର୍ତ୍ତୀ ଗ୍ରାମାଞ୍ଚଳର ବହୁ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ!-->…
ଓଏସ୍ଇଏଫଡ଼ି ପକ୍ଷରୁ ଓଡ଼ିଶାର ନୂତନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚ଼ିବଙ୍କୁ ସ୍ବାଗତ
ଭୁବନେଶ୍ବର : ପବିତ୍ର ଗୁରୁ ଦିବସ ଅବସରରେ ଓଡ଼ିଶା ସ୍ପେସିଆଲ ଏଜୁକେଟର ଫେଡ଼େରସନ ଫର୍ ଦିବ୍ୟାଙ୍ଗ ସଂଘ ର ରାଜ୍ୟ ଯୁଗ୍ମ ସମ୍ପାଦକ ଆୟୁଷ୍ମାନ ଚୌଧୁରୀ, ଆଇଟି ସେଲ ସଂଯୋଜକ ବିଶ୍ବବିଜୟୀ ଦାଶ, କାର୍ଯ୍ୟକର୍ତ୍ତା ଅଭିଷେକ ଆଚ଼ାର୍ଯ୍ୟ ପ୍ରମୁଖ ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା!-->!-->!-->…
କଳାକାର ମହାସଂଘ ପକ୍ଷରୁ ରାଜ୍ୟସ୍ତରୀୟ ଗୁରୁ ପୂଜନ ମହୋତ୍ସବ ପାଳିତ
ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ 'ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ' ପକ୍ଷରୁ ସ୍ଥାନୀୟ ଗିରିମାର୍କେଟ୍ ଛକ ସ୍ଥିତ ପ୍ରକାଶମ୍ ହଲ୍ - ଆନ୍ଧ୍ର ଭାଷା ବିବର୍ଦ୍ଧନୀ ସମାଜ ସଭାକକ୍ଷ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ସୀମାନ୍ତ ନଟରାଜ ଡା ତିରୁପତି ସାହୁଙ୍କ!-->…
କନ୍ଧମାଳ ବିଜେପିର ଜିଲ୍ଲା ସ୍ତରୀୟ ସଦସ୍ୟତା ଅଭିଯାନ ଶୁଭାରମ୍ଭ…
ଫୁଲବାଣୀ :କନ୍ଧମାଳ ଭାରତୀୟ ଜନତା ପାର୍ଟିର ଫୁଲବାଣୀ ପ୍ରଦକ୍ଷିଣ ଗୃହ ଠାରେ ଜିଲ୍ଲା ସଭାପତି ଜଗନ୍ନାଥ ସାହୁଙ୍କ ଅଧ୍ୟକ୍ଷତାରେ ସଦସ୍ୟତା ଅଭିଯାନ କର୍ମଶାଳା ଶୁଭାରମ୍ଭ ହୋଇଛି l ଏଥିରେ ବିଜେପି କାର୍ଯ୍ୟକର୍ତ୍ତା ମାନଙ୍କ ମଧ୍ୟରେ କନ୍ଧମାଳ ଜିଲ୍ଲା ସାଧାରଣ ସମ୍ପାଦକ ଲିଙ୍ଗରାଜ!-->!-->!-->…
ଟାଟା କମ୍ପାନୀ ସ୍ୱାର୍ଥରେ ପ୍ରସ୍ତାବିତ ପିପାଳପଙ୍କା ଡ୍ୟାମ ବିରୁଦ୍ଧରେ ପ୍ରତିବାଦ…
ବ୍ରହ୍ମପୁର : ଆଜି ତା. ୫. ୯.୨୦୨୪ ରିଖ ଚାଷୀ ମୁଲିଆ ସଂଘ, ଓଡିଶା ଅଲ ଇଣ୍ଡିଆ ଖେତ ମଜଦୁର କିଷାନ ସଭା ଓ ମାନବ ଅଧିକାର ସୁରକ୍ଷା ମଞ୍ଚ ମିଳିତ ଆନୁକୂଲ୍ୟରେ ଗଞ୍ଜାମ ଜିଲ୍ଲାର ଜୀବନରେଖା ରୁଷିକୂଲ୍ୟା ନଦୀରେ ପ୍ରସ୍ତାବିତ ପିପଳପଙ୍କା ଡ୍ୟାମ ବାତିଲ କରିବା ଓ ସୋରଡ଼ା ଜଳ ଭଣ୍ଡାରର!-->!-->!-->…
୬୩ ତମ ଗୁରୁ ଦିବସ ପାଳିତ
ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅଧିନସ୍ଥ ରାଏବଗା କୃଷ୍ଣ ଗଡତିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୬୩ ତମ ଗୁରୁ ଦିବସ ପାଳନ ହୋଇଯାଇଛି ! ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବିଭୀଷଣ ତନ୍ତୀଙ୍କ ଅଧ୍ୟକ୍ଷତାରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ!-->!-->!-->…
ବ୍ଲକ ସ୍ତରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ…
ଫୁଲବାଣୀ: ଆଜି ଫୁଲବାଣୀ ଏ ଯେ ଓ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା. ଏଥିରେ ବ୍ଲକ ର ବିଭିନ୍ନ ବିଦ୍ୟାଳୟ ରୁ ୨୦୫ ଜଣ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ. ଏହି କାର୍ଯ୍ୟକ୍ରମ ର ମୁଖ୍ୟ ଉଦେଶ୍ୟ ହେଲା ଛାତ୍ର ଓ ଛାତ୍ରୀ!-->!-->!-->…