Browsing Category

ଆଞ୍ଚଳିକ

ଏନଏସି ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ପ୍ରହସନ

ବାଲିଗୁଡା, : ଏନ୍‌ଏସି ପକ୍ଷରୁ ଗତ ୧୭ ତାରିଖରୁ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଚଳିବାକୁ ରହିଥିବା ‘ସ୍ବଚ୍ଛତା ହିଁ ସେବା’-୨୦୨୪ ଅଭିଯାନ ପ୍ରହସନ ରେ ପରିଣତ ହୋଇଛି । ରାଜ୍ୟ ସରକାରଙ୍କ ରାଜ୍ୟ ସହରୀ ମିଶନ ନିର୍ଦ୍ଦେଶକ ଙ୍କ ଚିଠି ଅନୁଯାୟୀ ସହର ରେ ରହିଥିବା ୧୩ ୱାର୍ଡ଼ ରେ…

ନାବାଳକ/ନାବାଳିକା ଭାଇଭଉଣୀମାନଙ୍କ ଅସଦାଚରଣ ମାମଲାରେ ଅଭିଯୁକ୍ତଙ୍କୁ ୭ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ : ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ୍ କୋର୍ଟର ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ୧୭ବର୍ଷ, ୧୬ବର୍ଷ ଏବ°୧୩ ବର୍ଷିଆ ନାବାଳକ/ନାବାଳିକା ଭାଇ ଭଉଣୀ ମାନଙ୍କ ଅସଦାଚରଣ, ବାଡିଆପିଟା ଚୋରି ମାମଲାର ବିଚାର ୧୭ ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ୍ ଆଧାରରେ ବିଚାର କରି ଅଭିଯୁକ୍ତ ଙ୍କୁ ଦୋଷୀ…

ଓଡିଶା ନାଟ୍ୟସଂଘ ପ୍ରତିଷ୍ଠା ଦିବସ ଅନୁଷ୍ଠିତ

ଫୁଲବାଣୀ: ଫୁଲବାଣୀର ଅଗ୍ରଣୀ କଳା ଓ ସାଂସ୍କୃତିକ ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ୩୭ ତମ ପ୍ରତିଷ୍ଠା ଦିବସ ହୋଇଥିଲା। ଏହି ଅବସରରେ ବନାନୀର ସଭାପତି ତଥା ବରିଷ୍ଠ ସାମ୍ବାଦିକ ଡଃ ଅରୂପ ଜେନାଙ୍କ ସଭାପତିତ୍ବ ରେ ଆୟୋଜିତ ସଭାରେ ମୁଖ୍ୟ ଅତିଥ୍ ଭାବେ ଅବସରପ୍ରାପ୍ତ କାମାଣ୍ଡାଣ୍ଟ,…

ମା ବରାଳି ଦେବୀ ମନ୍ଦିର ପରିଚାଳନା କମିଟି ପୁନଃଗଠନ ପାଇଁ ଉପଜିଲ୍ଲାପାଳଙ୍କୁ ଭେଟିଲେ ପ୍ରତିନିଧି ମଣ୍ଡଳୀ

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଅଧିଷ୍ଠାତ୍ରୀ ମା ବରାଳ ଦେବୀ ମନ୍ଦିର ପରିଚାଳନା କମିଟିର କର୍ମକର୍ତ୍ତା ଚୟନ କରାଯାଉ ବୋଲି ଫୁଲବାଣୀ ଉପଜିଲ୍ଲାପାଳଙ୍କ ନିକଟରେ ପ୍ରସ୍ତାବ ଆଗତ କରିଛନ୍ତି କମିଟି ର ପୂର୍ବତନ କର୍ମକର୍ତ୍ତା ଓ ସଦସ୍ୟମାନେ । ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ…

୧୦ଦଫା ଦାବିନେଇ ଧାରଣାରେ ନସିଂ କର୍ମଚାରୀ ସଂଘ, ରୋଗୀସେବା ବିପର୍ଯ୍ୟସ୍ତ

ମାଲକାନଗିରି : ମାଲକାନଗିରି ଅନେକ ଦିନଧରି ଦାବି କରିଆସୁଥିଲେ ମଧ୍ୟ ସରକାର ନର୍ସିଂ ଅଫିସରଙ୍କ କଥା ଆଦୌ କର୍ଣ୍ଣପାତ କରୁନଥିବାରୁ ସଂପୂର୍ଣ୍ଣ କାମ ବନ୍ଦକରିଛନ୍ତି ନର୍ସିଂ ଅଫିସର । ସାରାରାଜ୍ୟରେ ଦଶଦଫା ଦାବି ନେଇ ଓଡିଶା ନସିଂ କର୍ମଚାରୀ ସଂଘ ଆନ୍ଦୋଳନ କରୁଥିବା ବେଳେ ଆଜି ଏହି ଆନ୍ଦୋଳନ…

ଦିଦାୟୀ ଜନଜାତିଙ୍କ ୭ଦଫା ଦାବିପତ୍ରକୁ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ପ୍ରଦାନ

ମାଲକାନଗିରି : ମାଲକାନଗିରି ଜିଲ୍ଲାର ସମସ୍ତ ଦିଦାୟୀ ଜନଜାତି ଆଜି କୁଡୁମୁଲୁଗୁମ୍ମା କଲ୍ୟାଣ ମଣ୍ଡପଠାରେ ସମ୍ମିଳିତ ହେବାସହ, ଦିଦାୟୀ ଜନଜାତି ଙ୍କ ଉନ୍ନତି ଓ ବିଭିନ୍ନ ସମସ୍ୟା ସମ୍ବଳିତ ଏକ ୭ ଦଫା ଦାବିପତ୍ର ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଏହାର ତୁରନ୍ତ ସମାଧାନ ନିମନ୍ତେ ଦାବି…

କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କ ଯୌନ ଶୋଷଣର ପ୍ରତିରୋଧ ଓ ପ୍ରତିକାର ଆଇନ ନେଇ ଏକଦିବସୀୟ ଜିଲ୍ଲାସ୍ତରୀୟ ତାଲିମ ଶିବିର

ମାଲକାନଗିରି : ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଦ୍ବାରା ମାଲ୍ୟବନ୍ତ ଛାତ୍ରାବାସ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ପୋଷଣ ମାସ ପାଳନ କରାଯାଇଛି । ସେହିପରି କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କ ଯୌନ ଶୋଷଣର ପ୍ରତିରୋଧ ଓ ପ୍ରତିକାର ଆଇନ ନେଇ…

ବିଶ୍ୱ ପର୍ଯ୍ୟଟନ ଦିବସରେ ଶହଶହ ପ୍ଲାଷ୍ଟିକ ଓ କାଚ ବୋତଲ : ଚିନ୍ତାରେ ପରିବେଶବିତ୍‌

ବାଲିଗୁଡା : ଆଜି ବିଶ୍ୱ ପର୍ଯ୍ୟଟନ ଦିବସ । ଏଥିପାଇଁ ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଠାରେ ଥିବା ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରାଯାଇଛି। ଦାରିଙ୍ଗବାଡ଼ିର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ସମେତ ବସ୍‌ଷ୍ଟାଣ୍ଡ ଆଦି ଅଞ୍ଚଳକୁ ସଫା…

ଓଡିଶା ଜୀବିକା ମିଶନ କନ୍ଧମାଳ ଜିଲ୍ଲାର କର୍ମଚାରୀମାନେ ୬ମାସ ହେବ ପାରିଶ୍ରମିକ ମିଳିନି; ମୁଖ୍ୟମନ୍ତ୍ରୀଙ୍କୁ ଗୁହାରୀ

କନ୍ଧମାଳ : ଓଡିଶା ଜୀବିକା ମିଶନ କନ୍ଧମାଳ ଜିଲ୍ଲାର କର୍ମଚାରୀ ମାନେ ଦୀର୍ଘ ୬ମାସ ଧରି ପାରିଶ୍ରମିକ ପାଇନାହାଁନ୍ତି। ଏନେଇ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟେଶରେ ଜିଲ୍ଲାପାଳ ଅନୁପସ୍ଥିତ ଥିବାରୁ ଅତିରିକ୍ତ ଜିଲ୍ଲାପାଳ ରମେଶ ଜେନାଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଓଡିଶା ଜୀବିକା ମିଶନର…

କନ୍ଧମାଳ ଜିଲ୍ଲା ହୋମଗାର୍ଡ ସଙ୍ଘ ପକ୍ଷରୁ ସହାୟତା

ଫୁଲବାଣୀ : କନ୍ଧମାଳ ଜିଲ୍ଲା ପଞ୍ଜୀକୃତ ହୋମଗାର୍ଡ ସଂଘ ସଭାପତି ପ୍ରଭାତ କୁମାର ସାହାଣୀଙ୍କ ନିଷ୍ପତ୍ତି ପ୍ରକାରେ ସଦର ଥାନାରେ କାର୍ଯ୍ୟରତ ହୋମଗାର୍ଡ କର୍ମଚାରୀ ସୁଲପାଣି ସାହାଣୀଙ୍କ ମୃତ ବାପା ସ୍ଵର୍ଗତ ବସନ୍ତ କୁମାର ସାହାଣୀ ଜେଲ୍ ଜେମାଦାର ଚାକିରିରୁ ଅବସରପ୍ରାପ୍ତ ପରେ ଶାରୀରିକ…