Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ରାଜ୍ୟସ୍ତରୀୟ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଚମାଖଣ୍ଡି ଗ୍ରାମ ପଞ୍ଚାୟତକୁ ମିଳିଲା ଶ୍ରେଷ୍ଠ ପୁରସ୍କାର
ଛତ୍ରପୁର : ଗଂଜାମ ଜିଲ୍ଲା ଛତ୍ରପୁର ବ୍ଲକର ଚମାଖଣ୍ଡି ଗ୍ରାମ ପଞ୍ଚାୟତକୁ ମିଳିଲା ଶ୍ରେଷ୍ଠ ପଞ୍ଚାୟତ ପୁରସ୍କାର । ସ୍ୱଚ୍ଛ ଭାରତ ମିଶନ - ଗ୍ରାମୀଣ ଦ୍ୱିତୀୟ ପର୍ଯ୍ୟାୟ ଅନୁଯାୟୀ ସମସ୍ତ ବର୍ଗରେ ଚମାଖଣ୍ଡି ପଞ୍ଚାୟତ ସଠିକ କାର୍ଯ୍ୟ ସହିତ ପରିଚାଳନା କରିଥିବାରୁ ଏହି ପୁରସ୍କାର ପାଇଛି ।!-->…
ତିନି ଶିକ୍ଷକରେ ଚାଲିଛି ଆଶ୍ରମ ବିଦ୍ୟାଳୟରେ ପାଠପଢା !
ମାଲକାନଗିରି : ରାଜ୍ୟରେ ସରକାର ଶିକ୍ଷାର ଉନ୍ନତିକରଣ ପାଇଁ ଯେଉଁ ଉଦ୍ୟମ କରୁଛନ୍ତି ତାହା କେବଳ ଲୋକ ଦେଖାଣିଆ ବୋଲି ଅଭିଭାବକ ମହଲରେ ଅଭିଯୋଗ ହେଉଅଛି l ଗୋଟିଏ ପଟେ ଶିକ୍ଷାର ବିକାଶ ନିମନ୍ତେ ଭିତ୍ତିଭୂମିର ଉନ୍ନତିକରଣ କରିବା ନିମନ୍ତେ ବିଭିନ୍ନ ଯୋଜନା କରାଯାଇଥିବା ବେଳେ!-->…
ଜଙ୍ଗଲରେ ପଶୁପକ୍ଷୀଙ୍କ ନିମନ୍ତେ ଆବଶ୍ୟକ ଫଳ ବୃକ୍ଷ ଲଗାଯାଉ : ସୋରଡ଼ା ବିଧାୟକ
ସୋରଡ଼ା ବିଧାନ ସଭା ମଣ୍ଡଳୀ ଅନ୍ତର୍ଗତ ବିକାଶ ମୂଳକ ବୈଠକ ଛତ୍ରପୁର : ସୋରଡ଼ା ବିଧାନ ସଭା ମଣ୍ଡଳୀ ଅନ୍ତର୍ଗତ ବିକାଶ ମୂଳକ କମିଟି ପକ୍ଷରୁ ବେଲଗୁଣ୍ଠା ବ୍ଲକ୍ ସଭାଗୃହ ପରିସରରେ ଜିଲ୍ଲାର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କ ଗହଣରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ସୋରଡ଼ା ବିଧାୟକ ନୀଳମଣି!-->…
କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଖମନଖୋଲ ପଞ୍ଚାୟତ ପୁରୁଭଟ୍ଟା କ୍ଲଷ୍ଟରର ରାଇପଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର!-->…
କ.ନୂଆଗାଁ ପୋଲିସ ପକ୍ଷରୁ ପାଞ୍ଚ ଜଣ ୱାରେଣ୍ଟିଙ୍କୁ କୋର୍ଟ ଚାଲାଣ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ପୋଲିସ ପକ୍ଷରୁ ଆଗାମୀ ଦୂର୍ଗାପୂଜା ପାର୍ବଣକୁ ଲକ୍ଷ୍ୟ ରଖି ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ପାଞ୍ଚ ଜଣ ଓ୍ବାରେଣ୍ଟିଙ୍କୁ ଗିରଫ କରି କ.ନୂଆଗାଁ ପୋଲିସ କୋର୍ଟକୁ ପଠାଇଥିବା ଜଣାପଡିଛି।!-->…
ଡାକ୍ତର ନିଯୁକ୍ତି ସମେତ ସାତଦଫା ଦାବୀ କଲା ମାନବ ଅଧିକାର ସୁରକ୍ଷା ମଞ୍ଚ
ବ୍ରହ୍ମପୁର : ବ୍ରହ୍ମପୁର ମହାନଗର ସିଟି ହସ୍ପିଟାଲରେ ଦୀର୍ଘ ଦିନରୁ ଡାକ୍ତରଙ୍କ ଅଭାବରୁ ପ୍ରତ୍ୟେକ ଦିନ ନାହିଁ ନ ଥିବା ସମସ୍ୟା ଦେଖାଯାଉଛି l ରୋଗୀ ସେବା ପାଇନପାରି ଋଣ ଗ୍ରସ୍ତ ହୋଇ ଜୀବନ ବଞ୍ଚାଇବା ପାଇଁ ଯେନତେନ ପ୍ରକାରେ ରୋଗୀ ବିଭିନ୍ନ ଘରୋଇ ମେଡିକାଲକୁ ଯିବାକୁ ବାଧ୍ୟ ହେଉଛନ୍ତି l!-->…
ଜଳବନ୍ଦୀ ସୂର୍ଯ୍ୟ ମନ୍ଦିର; ଜମିଛି ଆଣ୍ଠୁଏ ଉଚ୍ଚର ପାଣି
କୋଣାର୍କ : ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ପ୍ରବଳ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ଜିଲ୍ଲା ସମେତ କଟକ, ଭୁବନେଶ୍ୱର, ପୁରୀରେ ବି ଲାଗି ରହିଛି ବର୍ଷା। ଫଳରେ ସୂର୍ଯ୍ୟ ମନ୍ଦିର କୋଣାର୍କ ହୋଇଛି ଜଳବନ୍ଦୀ। ଜମି ରହିଛି ଫୁଟେ ଉଚ୍ଚର ପାଣି। ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର!-->…
ଗାନ୍ଧୀ ଜୟନ୍ତୀ ପାଳନ ନେଇ ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତା…
ମାଲକାନଗିରି, ୨୬/୯/୨୪ ଜିଲ୍ଲା ପ୍ରଶାସନ ପକ୍ଷରୁ ଅକ୍ଟୋବର ୨ ରେ ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଗାନ୍ଧୀ ଜୟନ୍ତୀ ପାଳନ କରାଯିବ। ସେଥି ନିମନ୍ତେ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଉଚ୍ଚ ବିଦ୍ୟାଳୟ ସ୍ତରୀୟ!-->!-->!-->…
ଆମପାଣି ଘାଟିରେ କାର୍ ଟ୍ରକ ମୁହାମୁହିଁ, ଗୁରୁତର ଆହତଙ୍କ କୋରାପୁଟ ମେଡିକାଲ ଯିବା ରାସ୍ତାରେ ମୃତ୍ୟୁ
ନବରଂଗପୁର : ନବରଂଗପୁର ସୀମାନ୍ତ ଆମପାଣି ଘାଟି ନିକଟରେ କାର ଓ ଟ୍ରକ୍ ମୁହାଁମୁହିଁ ହୋଇ ଜଣେ ଗୁରୁତର ହୋଇଥିବା ବେଳେ ଦୁଇଜଣ ଆହତ ହୋଇଥିଲେ । ସୂଚନା ଅନୁସାରେ ଏକ କାର ନବରଙ୍ଗପୁର ରୁ କଳାହାଣ୍ଡି ଧର୍ମଗଡ କୁ ଯାଉଥିବା ବେଳେ କଳାହାଣ୍ଡି ପଟରୁ ଆସୁଥିବା ଏକ ଟ୍ରକ ସହ ମୁହାଁମୁହିଁ ହୋଇଥିଲେ ।!-->…
“ନିପୁଣ ଓଡ଼ିଶା – ନିପୁଣ ଭାରତ” ଲୋଗୋ ଉନ୍ମୋଚନ ଉତ୍ସବ
ବୁଗୁଡ଼ା : ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ 'ନିପୁଣ ଓଡିଶା - ନିପୁଣ ଭାରତ' ଲୋଗୋ ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଇଓ ଚିନ୍ମୟ ମହାପାତ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ!-->…