Browsing Category

ଆଞ୍ଚଳିକ

ବ୍ଲକସ୍ତରୀୟ ବିଜ୍ଞାନ ପାଠଚକ୍ର ଅନୁଷ୍ଠିତ

ଗଞ୍ଜାମ/ବୁଗୁଡା : ସ୍ଥାନୀୟ ପିପୁଲ୍ସ ହାଇସ୍କୁଲରେ ବୁଗୁଡା ବ୍ଲକ ସ୍ତରୀୟ ବିଜ୍ଞାନ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କାଳି ଚରଣ ବେହେରାଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ବିଇଓ ଚିନ୍ମୟ ମହାପାତ୍ର ଉଦଘାଟନ କରିଥିଲା ବେଳେ ଏଥିରେ ୨୧ଟି ଉଚ୍ଚ ବିଦ୍ୟାଳୟର…

ଶିକ୍ଷକ ମନୋରଞ୍ଜନ ତ୍ରିପାଠୀଙ୍କ ଦେହାନ୍ତ

ଗଞ୍ଜାମ/ବୁଗୁଡ଼ା : ବୁଗୁଡା ବ୍ଲକ ସୋରଡ ଗ୍ରାମସ୍ଥ ଶ୍ରୀ ବାଲୁଙ୍କେଶ୍ବର ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ମନୋରଞ୍ଜନ ତ୍ରିପାଠୀ(୪୧)ଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି। ଯକୃତ ସମସ୍ଯା ଯୋଗୁଁ ସେ ଦୀର୍ଘଦିନ ହେଲା ଶାରୀରିକ ଅସୁସ୍ଥତା ଅନୁଭବ କରିଆସୁଥିଲେ । ଗତକାଲି ସେ ବୁଗୁଡା…

ଜିଲ୍ଲାପାଳଙ୍କ ଦ୍ୱାରା ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ କନଫେରେନ୍ସ ହଲରେ ଜିଲ୍ଲାପାଳଙ୍କ ଦ୍ୱାରା ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି । ଉକ୍ତ ଜିଲ୍ଲାପାଳ ଙ୍କ ଚିତ୍ରକୋଣ୍ଡା ବ୍ଲକରେ ପ୍ରଥମ ଥର ଅଭିଯୋଗ ଶୁଣାଣି ଥିବାରୁ କାର୍ଯ୍ୟକ୍ରମ ରେ ଜିଲ୍ଲାର ସମସ୍ତ ପ୍ରମୁଖ ବିଭାଗର…

ଯାତ୍ରୀବାହି ଅଟୋରୁ ପଡ଼ି ଯୁବକର ମୃତ୍ୟୁ

ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର କୁଆଁରମୁଣ୍ଡା ଫାଣ୍ଡି ବୀରମିତ୍ରପୁର ଥାନା ଅନ୍ତର୍ଗତ ଯମୁନାଡିପା ରାସ୍ତା ଉପରେ ଯାତ୍ରୀ ବାହି ଅଟୋରୁ ପଡ଼ି ଯୁବକର ମୃତ୍ୟୁ ଘଟିଥିବା ଜଣା ପଡ଼ିଛି | ଗତ ତା ୨୧/୦୯/୨୦୨୪ ରିଖ ଶନିବାର ଦିନ ସମୟ ସକାଳ ପ୍ରାୟ ୮ଟା ବେଳେ ଯାତ୍ରୀ ବାହି ଅଟୋରୁ…

କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦ ଟ୍ରଷ୍ଟ ପକ୍ଷରୁ ରିଲିଫ ବଣ୍ଟନ

କନ୍ଧମାଳ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ବ୍ଲକ ଅନ୍ତର୍ଗତ ଡାଙ୍ଗୁଲୁ ଗ୍ରାମ ଠାରେ କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦ ଟ୍ରଷ୍ଟ ଆନୁକୂଲ୍ୟରେ ଭାରତୀୟ ରେଡ଼କ୍ରସ ସଂସ୍ଥା ଦ୍ୱାରା ପ୍ରଦତ୍ତ ରିଲିଫ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗ୍ରାମର ଶତାଧିକ ଲୋକଙ୍କୁ କମ୍ବଳ, ପାଲ,…

ବାଲିଗୁଡା : ସାପ କାମୁଡାରେ ରେ ଜଣେ ମୃତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ଡଙ୍ଗାମିଲା ଗ୍ରାମର ଉଷପ ମଲ୍ଲିକ (୩୫) ରବିବାର ରାତିରେ ନିଜ ପିଲା ଓ ସ୍ତ୍ରୀ ସହିତ ଘରେ ଶୋଇଥିବା ବେଳେ ଗୋଡ ରେ ସାପ କାମୁଡି ଦେଇଥିଲା । ଏହା ପରେ ପରିବାର ଲୋକ ରାତିରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ…

ମହିଳା ଏଏନଏମକୁ ଆକ୍ରମଣ କରି ଯୁବକର ଆତ୍ମହତ୍ୟା, ତଦନ୍ତ ଜାରି

ବାଲିଗୁଡା : କନ୍ଧମାଳ ଜିଲ୍ଲାର କ.ନୂଆଗାଁ ଥାନା ଅନ୍ତର୍ଗତ କୁଡୁତୁଲି ସ୍ୱାସ୍ଥ୍ୟ ଉପକେନ୍ଦ୍ର ରେ ଅଭାବନୀୟ ଘଟଣା ଘଟିଛି । ମହିଳା ଏଏନଏମ ଜଣକ କେନ୍ଦ୍ର ପରିସରେ ରହିଥିବା ବେଳେ ଭୁବନେଶ୍ବର ନିକଟସ୍ଥ ବାଲିପାଟଣା ଥାନା ଅନ୍ତର୍ଗତ ବନମାଳୀପୁର ଗ୍ରାମର ଜଗନ୍ନାଥ ବେହେରା ନାମକ ଜଣେ ଯୁବକ ଆସି…

ରାଜ୍ୟ ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଅବସରରେ ବାଟାଗୁଡାରେ ପ୍ରଗତିର ନୂତନ ସୂର୍ଯ୍ୟୋଦୟ ଓ ବିଜେପିର ସଦସ୍ୟତା ଅଭିଯାନ

ବାଲିଗୁଡା : ବିଜେପି ନେତୃତ୍ୱରେ ଗଠିତ ରାଜ୍ୟରେ ସୂତନ ସରକାରଙ୍କ ୧୦୦ ଦିନ ପୂର୍ତ୍ତି ହୋଇଛି। ଏହି ୧୦୦ ଦିନର ଉପଲବ୍ଧିକୁ ଲୋକଙ୍କ ନିକଟରେ ପହ‌ଞ୍ଚାଇବା ପାଇଁ ବାଲିଗୁଡା ନିର୍ବାଚନ ମଣ୍ଡଳୀ ର ବାଟାଗୁଡା ମଣ୍ଡଳ ର ପଞ୍ଚାୟତ ସଭାଗୃହ ଠାରେ ସଦସ୍ୟତା ପ୍ରଭାରୀ ସୁରେନ୍ଦ୍ର ପାତ୍ର ଙ୍କ…

ବର୍ଜ୍ୟବସ୍ତୁରେ ନିର୍ମିତ ହସ୍ତଶିଳ୍ପ ପ୍ରଦର୍ଶନ ଓ ଚିତ୍ରାଙ୍କନ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଚିକିଟୀ : ଏହି ଏନ୍ଏସି ତରଫରୁ ଚିକିଟୀ ଗଡ଼ ସ୍ଥିତ ରାଜକବି ରାଧାମୋହନ ବିଦ୍ୟାପୀଠ ପରିସରରେ ସ୍ୱଚ୍ଛତା ହିଁ ସେବା କାର୍ଯକ୍ରମ ଆନୁକୂଲ୍ୟରେ ସୋମବାର ଅଦରକାରୀ ବର୍ଜ୍ୟବସ୍ତୁରେ ନିର୍ମିତ ହସ୍ତଶିଳ୍ପ ପ୍ରଦର୍ଶନ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ…

ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି

ବ୍ରହ୍ମପୁର : ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା , ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା ଦସ୍ତଗୀର , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅସୀମ ପଣ୍ଡା ମିଳିତ ଅଭିଯୋଗ…