Browsing Category

ଆଞ୍ଚଳିକ

ଝିରିପାଣିରେ ଝାଡାବାନ୍ତି : ୪ମୃତ ଶତାଧିକ ଆକ୍ରାନ୍ତ

ବାଲିଗୁଡା, ୨୪/୦୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ପ୍ରାୟ ଏକ ସପ୍ତାହ ହେବ ଝାଡାବାନ୍ତି ଆରମ୍ଭ ହୋଇଥିବା ବେଳେ ବର୍ତ୍ତମାନ ଏହା ବ୍ୟାପକ ରୂପ ନେଉଛି ଯାହା ଫଳରେ ଅଞ୍ଚଳ ରେ ଆତଙ୍କ ଦେଖାଦେଇଥିବା ଜଣାପଡିଛି । ବର୍ତ୍ତମାନ ଦୁଇ…

ଡିଭାଇଡରକୁ ଧକ୍କା ଦେଇ ଚାଳକ ଗୁରୁତର…

ହିଞ୍ଜିଳିକାଟୁ, ୨୪ା୮: ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ସୋମପୁର ଛକ ନିକଟରେ ଏକ ଟିଭିଏସ ଏକ୍ସଏଲ ରାସ୍ତା ମଧ୍ୟସ୍ଥ ଡିଭାଇଡରକୁ ଧକ୍କା ଦେବାରୁ ଚାଳକ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି । ଆହତ ଜଣଙ୍କ ହେଲେ ହିଞ୍ଜିଳି ଥାନା ବୁରୁପୋଡା ଗ୍ରାମର ଡୁଲୁ ବାଡତ୍ୟା(୩୩) । ସ୍ଥାନୀୟ ଲୋକେ…

ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ମୋଟରଯାନ ସଚେତନତା ଶିବିର…

ହିଞ୍ଜିଳିକାଟୁ, ୨୪ା୮: ହିଞ୍ଜିଳିକାଟୁ ବସ୍ ଟର୍ମିନାଲ ପରିସରସ୍ଥ ମା’ ବ୍ୟାଘ୍ରଦେବୀ ଘରୋଇ ବସ୍ ମାଲିକ ସଂଘ କାର୍ଯ୍ୟାଳୟ ପରିସରରେ ଶନିବାର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଏକ ମୋଟରଯାନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ସଂଘ ସଭାପତି ଅରକ୍ଷିତ ଜେନାଙ୍କ ସଭାପତିତ୍ୱରେ ଆୟୋଜିତ…

ଓଡିଶା ସାରା ହଇଚଇ ପରେ ବିଷାକ୍ତ ମଦ ମୃତ୍ୟୁ ପରିବାର ବର୍ଗଙ୍କୁ ଭେଟିଲେ ଉଭୟ ବିଜେପି ଓ କମ୍ୟୁନିଷ୍ଟ ଦଳ

ଚିକିଟୀ : ସ୍ଥାନୀୟ କେ.ନୂଆଗାଁ ଥାନା ଅନ୍ତର୍ଗତ ଜେନାପୁର ଗ୍ରାମର ବିଷାକ୍ତ ମଦ ମୃତ୍ୟୁ ହୋଇଥିବା ଘଟଣା ଏବେ ସାରା ଓଡିଶାରେ ଚର୍ଚ୍ଚା ଜୋର ଧରିଛି l ଏହାକୁ ନେଇ ବିଭିନ୍ନ ଦଳ ମଧ୍ୟରେ କାଦୁଅ ଫିଙ୍ଗା ଫିଙ୍ଗି ଚାଲିଛି l ଆଜି ମୃତକଙ୍କ ପରିବାରକୁ ମିଶିବା ପାଇଁ ବିଜେପିର ର ଏକ ଟିମ ଉକ୍ତ…

କନ୍ଧମାଳ ଜିଲ୍ଲା ମିଡିଆ ଫୋରମ ପକ୍ଷରୁ ସ୍ଵର୍ଗତ ଦୁଃଖୀଶ୍ୟାମ ପ୍ରଧାନଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଫୁଲବାଣୀ : କନ୍ଧମାଳ ଜିଲ୍ଲା ମିଡିଆ ଫୋରମ ପକ୍ଷରୁ ସ୍ଵର୍ଗତ ବରିଷ୍ଠ କ୍ୟାମେରାମ୍ୟାନ ଦୁଃଖୀଶ୍ୟାମ ପ୍ରଧାନଙ୍କ ଅକାଳ ବିୟୋଗରେ ସ୍ଥାନୀୟ ଜିଲ୍ଲା ପ୍ରେସ କ୍ଲବ ଠାରେ ଏକ ଶୋକସଭା ଆୟୋଜନ କରାଯାଇଥିଲା l ସର୍ବପ୍ରଥମେ ସମ୍ପାଦକ ଶିବ ବିଶ୍ଵାଳ ଉପସ୍ଥିତ ସମସ୍ତ ସଦସ୍ୟଙ୍କୁ ସ୍ଵାଗତ କରିବା ସହ…

ବାଲ୍ୟ ବିବାହ ରୋକିବାରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ବିଫଳ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ବାଲ୍ୟବିବାହ ରୋକିବା ନିମନ୍ତେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ଏକ ସ୍ୱତନ୍ତ୍ର ଦଳ କାର୍ଯ୍ୟ କରୁଥିବା ବେଳେ ଏହା ବିଫଳ ହୋଇଥିବା ଦେଖିବାକୁ ମିଳିଛି । ମାଲକାନଗିରି ଜିଲ୍ଲା ସଦର ମହକୁମାରେ ଜଣେ ୧୭ ବର୍ଷର ନାବାଳିକା ୭ ମାସର ଗର୍ଭବତୀ ହୋଇଥିବା…

ବଲସକୁମ୍ପାରେ ପୋଲିସ ଫାଣ୍ଡି ସ୍ଥାପନପାଇଁ ଦାବି

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ବରାଳ ଦେବୀ କେଉଁ ଅନାଦି କାଳରୁ ଖଜୁରୀପଡ଼ା ଥାନା ଅନ୍ତର୍ଗତ ବଳସକୁମ୍ପା ଠାରେ ପୂଜା ପାଇ ଆସୁଛି।ତେଣୁ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଭକ୍ତ ଶ୍ରଦ୍ଧାଳୁ ମାନେ ମାଁଙ୍କ ଦର୍ଶନ ପାଇଁ ମନ୍ଦିରକୁ ଆସନ୍ତି ।ମନ୍ଦିର ନିକଟରେ…

ଅନାସ୍ଥା ପ୍ରସ୍ତାବ ପାଇଁ ଗଞ୍ଜାମ ଜିଲ୍ଲାରେ ମୁଣ୍ଡ ଗଡ଼ିବା ସମ୍ଭାବନା..!

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାରେ ଅଧିକାଂଶ ବ୍ଲକ ଓ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅଧକ୍ଷ ଅଧକ୍ଷା ପଦବୀରେ ବିଜେଡ଼ି ଦଳର କବ୍ଜାରେ ରହିଛି । ନୂତନ ସରକାର ଗଠନ ପରେ ଏବେ ବିଜେପି ସେହି ସବୁ ଅଧକ୍ଷା ଅଧକ୍ଷ ପଦବୀ ହାତେଇବା ପାଇଁ ପ୍ରୟାସ ଆରମ୍ଭ କରିଦେଇଛି । ଏହି ସୁଯୋଗ କୁ ହାତ ଛଡା ନକରି…

ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀରେ ବାଲିଗୁଡାର ବୁଲୁଭାଇ ଉଦୀୟମାନ ଫଟୋଗ୍ରାଫର ଭାବେ ସମ୍ମାନିତ

ବାଲିଗୁଡା : ନବୀନ ସୂତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ଵ ଫଟୋଗ୍ରାଫି ଦିବସ ପରିପ୍ରେକ୍ଷୀରେ ଭୁବନେଶ୍ୱର ଜୟଦେବ ଭବନଠାରେ ତୃତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦ୍‌ଯାପିତ ହୋଇ ଯାଇଛି।ଏଥିରେ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ସମ୍ପଦ ମହାପାତ୍ର ଯୋଗଦେଇ ଚିରାଚରିତ ଫଟୋ ଛଡ଼ା କିଛି ଭିନ୍ନ…

ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହାଅଭିଯାନ ସମ୍ପର୍କରେ ଜିଲ୍ଲାସ୍ତରୀୟ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବ୍ରହ୍ମପୁର // ଛତ୍ରପୁର : ଗଞ୍ଜାମ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ କାର୍ଯ୍ୟକାରୀ ହେବ । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରଥମ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସଦ୍ଭାବନା ସଭା ଗୃହ ପ୍ରକୋଷ୍ଠରେ ଅନୁଷ୍ଠିତ…