Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନର ଦ୍ୱିତୀୟ ଦିବସ : ବ୍ରହ୍ମପୁର ଲୋକସଭା ଓ ବିଧାନସଭା ଆସନ ନିମନ୍ତେ ୨ ଜଣ…
ଛତ୍ରପୁର: ଗଞ୍ଜାମ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଦ୍ୱିତୀୟ ଦିନରେ ୪ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ବ୍ରହ୍ମପୁର ଲୋକସଭା ଆସନ ପାଇଁ ୨ ଜଣ ପ୍ରାର୍ଥୀ ପତ୍ର ଦାଖଲ କରିଥିବା ବେଳେ ବ୍ରହ୍ମପୁର ବିଧାନସଭା ପାଇଁ ୨ ଜଣ ପ୍ରାର୍ଥୀ ପତ୍ର ଦାଖଲ!-->…
ଜନଜାଗୃତି ମିଶନର ବିଶାଳ ସମାବେଶ
ଉମରକୋଟ : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଫୁଫୁଗାଁ ପଞ୍ଚାୟତ ଅନ୍ତର୍ଗତ ବାରବାକୁଲି ଗ୍ରାମରେ ଜନ ଜାଗୃତି ମିଶନ ପକ୍ଷରୁ ଏକ ବିଶାଳ ସମାବେଶ ଗତ କାଲି ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ବାରବାକୁଲି ଗ୍ରାମର ଲୋକମାନେ ଅତିଥି ମାନଙ୍କୁ ଗାଁ ମୁଣ୍ଡରୁ ସଭା ସ୍ଥଳ ପର୍ଯ୍ୟନ୍ତ ବିଶାଳ!-->…
ବିଜେଡିରେ ସାମିଲ ହେଲେ କନ୍ଧମାଳର ବିଜେପି ନେତା
ଫୁଲବାଣୀ : ବିଜେଡ଼ିରେ ସାମିଲ୍ ହେଲେ କନ୍ଧମାଳ ଜିଲ୍ଲାର ବିଜେପି ନେତା ତଥା ପୂର୍ବତନ କାର୍ଯ୍ୟକାରିଣୀ ସଦସ୍ୟ ତଥା ସାମାଜିକ ସଂଗଠନ ଜାଗ୍ରତ କନ୍ଧମାଳ ଓଡିଶାର ପ୍ରତିଷ୍ଠାତା ଓ ସଧାରଣ ସମ୍ପାଦକ, ହିନ୍ଦ ମଜଦୁର ସଭା ଜିଲ୍ଲା ଆବାହକ, ନବୀନ ଖବର କାଗଜର ଜିଲ୍ଲା ପ୍ରତିନିଧି, ରାଜ ବିଶୋଇ ସାମାଜ!-->…
ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଲା ଯାତ୍ରୀବାହୀ ଅଟୋ, ୭ ଗୁରୁତର…
ହିଞ୍ଜିଳିକାଟୁ : ଗୁରୁବାର ବିଳମ୍ବିତ ରାତି ପ୍ରାୟ ସାଢେ ୧ଘଣ୍ଟା ସମୟରେ ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ଆରଏମସି ଛକ ନିକଟରେ ଦୂର୍ଘଟଣା ଘଟିଛି । ଅଟୋ ଚାଳକଙ୍କ ଅସାବଧାନତା ଯୋଗୁଁ ଯାତ୍ରୀବାହୀ ଅଟୋଟି ରାସ୍ତା ପ୍ୱାଶ୍ୱର୍ସ୍ଥ ଏକ ବିଦ୍ୟୁତ ଖୁଣ୍ଟ ସହ ଧକ୍କା ଘଟିଛି ।!-->…
ବ୍ରହ୍ମପୁରରେ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମେୟର ଶିବ ଶଙ୍କର ଦାଶ…
ବ୍ରହ୍ମପୁର: ବ୍ରହ୍ମପୁର ବିଧାନସଭା କ୍ଷେତ୍ର ପାଇଁ ସ୍ୱାଧୀନ ଭାବେ ପ୍ରାର୍ଥୀ ପତ୍ର ଦାଖଲ କଲେ ବ୍ରହ୍ମପୁରର ପୂର୍ବତନ ଓ ବ୍ରହ୍ମପୁର ର ପ୍ରଥମ ମେୟର ଶ୍ରୀଯୁକ୍ତ ଶିଵଶଙ୍କର ଦାଶ। ଗୋସାଇଁନୂଆଗାଁର ଅଧିଷ୍ଠାତ୍ରୀ ଦେବୀ ମାଁ କାଳୁଆଙ୍କ ମନ୍ଦିରରେ ପୂଜାର୍ଚ୍ଚନା ସାରିବା ପରେ ହଜାର ହଜାର!-->!-->!-->…
“ବିଜେପିର ସଂକଳ୍ପ ପତ୍ର-୨୦୨୪, ମୋଦିଙ୍କ ଗ୍ୟାରେଣ୍ଟି” ପ୍ରସଙ୍ଗରେ ସର୍ବାଧିକ ଲାଭାନ୍ୱିତ ହେବ ଓଡ଼ିଶା ସମେତ…
ଚାଷୀ, ଗରିବ, ମହିଳା ଓ ଯୁବବର୍ଗ ପାଇଁ ଉତ୍ସର୍ଗୀକୃତ “ବିଜେପିର ସଂକଳ୍ପ ପତ୍ର-୨୦୨୪, ମୋଦିଙ୍କ ଗ୍ୟାରେଣ୍ଟି” “ସୁରକ୍ଷିତ ଭାରତ – ସମୃଦ୍ଧ ଭାରତ” ଗଠନ ପାଇଁ ମୋଦି ସରକାର ସଂକଳ୍ପବଦ୍ଧ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା, ଇସ୍ତାହାର କମିଟି!-->!-->!-->…
ହୋମଗାର୍ଡ ସଂଘର ମହାନତା : ମୃତକଙ୍କ ପରିବାରକୁ କଲେ ସହାୟତା
ଫୁଲବାଣୀ :କନ୍ଧମାଳ ଜିଲ୍ଲା ସଦର ଥାନାରେ କାର୍ଯ୍ୟରତ ହୋମଗାର୍ଡ ବିନୋଦ ବିହାରୀ ପ୍ରଧାନ ଙ୍କର ସ୍ବାସ୍ଥ୍ୟଗତ ସମସ୍ୟା ଥିବାରୁ ସେ କଟକ ସ୍ଥିତ ଏସ୍ ସି ବି ହସ୍ପିଟାଲରେ ମୃତ୍ୟୁ ବରଣ କରିଥିଲେ l ତାଙ୍କର ଦଶାହ କାର୍ଯ୍ୟରେ କନ୍ଧମାଳ ଜିଲ୍ଲା ପଞ୍ଜୀକୃତ ହୋମଗାର୍ଡ ସଂଘ କର୍ମକର୍ତ୍ତା ଏବଂ ସଦର!-->…
ସାଧାରଣ ନିର୍ବାଚନ ୨୦୨୪ ପାଇଁ ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା
ଫୁଲବାଣୀ : ଜିଲ୍ଲା ନିର୍ବାଚନ ଅଧିକାରୀ -ତଥା- ଜିଲ୍ଲାପାଳ, କନ୍ଧମାଳ ଆଶିଷ ଇଶ୍ଵର ପାଟିଲ ଆଜି ସଦ୍ଭାବନା ସଭାଗୃହରେ ଆଗାମୀ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି । ଚଳିତ ବର୍ଷର ସାଧାରଣ ନିର୍ବାଚନର ସୁପରିଚାଳନା ପାଇଁ ଆବଶ୍ୟକ!-->…
ଡକାୟତି ପାଇଁ ଯୋଜନା କରୁଥିବା ୪ଜଣ ଦୁର୍ଦ୍ଧାନ୍ତ ଅପରାଧୀକୁ କାବୁ କଲା ନିମଖଣ୍ଡି ପୁଲିସ…
ବ୍ରହ୍ମପୁର : ନିମଖଣ୍ଡି ଥାନା ଅନ୍ତର୍ଗତ ଶ୍ରୀକ୍ଷେତ୍ରବିହାର ଅଞ୍ଚଳର ଏକ ପଡ଼ିଆରେ ବସି ଡକାୟତି ପାଇଁ ଯୋଜନା କରୁଥିବା ୪ଜଣ ଦୁର୍ଦ୍ଧାନ୍ତ ଅପରାଧୀକୁ କାବୁ କରିଛି ପୋଲିସ। ବ୍ରହ୍ମପୁର ନିମଖଣ୍ଡି ଥାନା ପୁଲିସ ଗତ କାଲି ରାତ୍ରିରେ ପେଟ୍ରୋଲିଂ କରୁଥିବା ବେଳେ କିଛି ଯୁବକ ଏକ ପଡ଼ିଆରେ ବସି!-->…
ଆସିକା ବିଜ୍ଞାନ ମହାବିଦ୍ୟାଳୟ ହିନ୍ଦୀ ବିଭାଗ ଯୁକ୍ତ ତିନି ଶେଷ ବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟୀକାଳୀନ ସମ୍ବର୍ଦ୍ଧନା
ଆସିକା (୧୮/୪) : ଭାଇଚାରାର ମହତ୍ ସନ୍ଦେଶ ନେଇ ଆସିକା ବିଜ୍ଞାନ ମହାବିଦ୍ୟାଳୟର ହିନ୍ଦୀ ବିଭାଗୀୟ ଯୁକ୍ତ ତିନି ଅନ୍ତିମ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟୀକାଳିନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଉଦ୍ଦିଷ୍ଟ ଏକ ପାଠଚକ୍ରର ଆୟୋଜନ!-->…