Browsing Category

ଆଞ୍ଚଳିକ

ଛତ୍ରପୁରରେ ସୈନିକ ସ୍କୁଲ ପ୍ରତିଷ୍ଠା ପାଇଁ ଦାଵୀ…

ବ୍ରହ୍ମପୁର, ତା.୫ / ୭ ଗଞ୍ଜାମଜିଲ୍ଲା ସଦର ମହକୁମା ଛତ୍ରପୁର ଠାରେ ସୈନିକ ସ୍କୁଲ ପ୍ରତିଷ୍ଠା ନିମନ୍ତେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲ୍ଲା ବିଜେପି ଲିଗାଲ ସେଲ୍ ର ଆବାହକ ପ୍ରଦୀପ କୁମାର ପାଢୀ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ଶ୍ରୀ

ଛତ୍ରପୁର ସହରାଞ୍ଚଳର ପୋଖରୀ ଗୁଡ଼ିକର ପୁନଃ-ରୁଦ୍ଧାର କାର୍ଯ୍ୟରେ ହରି-ଲୁଟ ଅଭିଯୋଗ :ଉଚ୍ଚସ୍ତରୀୟ ତଦନ୍ତ ପାଇଁ…

ଛତ୍ରପୁର, ତା. ୫ / ୭ ଛତ୍ରପୁର ସହରାଞ୍ଚଳର ଚାରି ପାର୍ଶ୍ଵରେ ଥିବା ପୋଖରୀ ଗୁଡ଼ିକର ଖନନକାର୍ଯ୍ଯ ଏବେ ସୁଦ୍ଧା ସରିନାହିଁ । ସହରାଞ୍ଚଳର ପୋଖରୀ ଗୁଡ଼ିକର ପୁନଃ-ରୁଦ୍ଧାର କାର୍ଯ୍ୟରେ ହରି-ଲୁଟ ସାଧାରଣରେ ଅଭିଯୋଗ ହୋଇଛି ।ପୋଖରୀ ଖନନ କାର୍ଯ୍ଯ-ପ୍ରକଳ୍ପ ଗୁଡ଼ିକ ଛତ୍ରପୁର ଏନ୍.ଏ.ସି.

ଲୋକଟିଏ ଗଛଟିଏ, “ମାଆ ପାଇଁ ଗଛଟିଏ” ଆହ୍ବାନ…

ଛତ୍ରପୁର, :ସବୁଜ ବନାନୀ, କୃତ୍ରିମ ଜଙ୍ଗଲ ସୃଷ୍ଟି କରି ମୁକ୍ତ,ସୁସ୍ଥ ପରିବେଶ ଗଠନ କରିବାପାଇଁ ଛତ୍ରପୁର ଜେଲ୍ ରୋଡ଼ ଅଞ୍ଚଳରେ ବୃକ୍ଷ ରୋପଣ କାର୍ଯ୍ୟ କରାଯାଇ ଏକ ନିଆରା ସଚେତନତା ସୃଷ୍ଟି କରାଯାଇଛି । ଲୋକଟିଏ ଗଛଟିଏ, "ମାଆ ପାଇଁ ଗଛଟିଏ" ଆହ୍ବାନ ଦିଆଯାଇଛି । ପ୍ରତ୍ୟେକ ବ୍ୟକ୍ତି

ଭାରସାମ୍ୟ ହରାଇ ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତିଲେ କାର୍ ଚାଳକ, ୪ ଜଣ ଗୁରୁତର ଆହତ !

ବୀରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର ବୀରମିତ୍ରପୁର ଥାନା ଅନ୍ତର୍ଗତ ଟଙ୍ଗ୍ରିଦଫେଇରେ ଗୋଟିଏ ସୁଇପ୍ଟ ଡିଜାୟାର କାର ଯାହାର ନମ୍ବର ଓଡ଼ି ୧୪ ଜେ ୦୩୪୧ ବଲାଙ୍ଗୀର ରୁ ବୀରମିତ୍ରପୁର ଆସୁଥିବା ବେଳେ କୌଣସି କାରଣରୁ ନିଜର ଭାରସାମ୍ୟ ହରାଇ ଟଙ୍ଗ୍ରିଦଫେଇରେ ଗୋଟିଏ ଘରକୁ ପିଟି ଥିବାରୁ ଚାରି ଜଣ

ଆଜି ଅଣସର ତ୍ରୟୋଦଶୀ; ମହାପ୍ରଭୁଙ୍କ ଘଣାଲାଗି ଓ ଖଳିଲାଗି ନୀତି ସମ୍ପନ୍ନ

ପୁରୀ : ଆଜି ହେଉଛି ଆଷାଢ ଶୁକ୍ଳ ତ୍ରୟୋଦଶୀ ବା ଅଣସରର ତ୍ରୟୋଦଶୀ ତିଥି। ଏହି ତିଥିରେ ମହାପ୍ରଭୁଙ୍କୁ ଘଣା ଓ ଖଳି ଲାଗି ନୀତି ହୋଇଛି। ଘଣ୍ଟ, ଛତ୍ରୀ ଓ କାହାଳୀ ସହ ଖଳି ପ୍ରସାଦ ସୁଦ୍ଧ ସୁଆରଙ୍କ ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯାଇଥିଲା। ସେପଟେ ଆଉ ମାତ୍ର ଦୁଇ ଦିନ ପରେ ଅର୍ଥାତ ଜୁଲାଇ ୭

ସାମାନ୍ୟ କଳିରୁ ୩ ଜଣଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

ଔପଦା : ଜନ୍ମଦିନ ଭୋଜିରେ ହୋଇଥିଲା କଳି। ଆଉ ସେହି କଳି ଉଗ୍ର ରୂପ ଧାରଣ କରିଥିଲା। ୩ ଜଣଙ୍କୁ ପିଟିପିଟି ମାରିଦେଲେ! ପରେ ମୃତଦେହକୁ ଜଙ୍ଗଲରେ ଫିଙ୍ଗି ଦେଇଥିଲେ। ଗତ ରବିବାର ଏହି ବୀଭତ୍ସ ହତ୍ୟାକାଣ୍ଡ ବାଲେଶ୍ୱର ଜିଲ୍ଲା ଔପଦା ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ଆଜି

ବେଲଝରୀ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଆମ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ

ଉମରକୋଟ /ଝରୀଗାଁ : ନବରଙ୍ଗପୁର ଜିଲ୍ଲା ଝରୀଗାଁ ବ୍ଲକ ରାମସା କ୍ଲଷ୍ଟରର ବେଲଝରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ସିଆରସିସି ସଂଗ୍ରାମ କେଶରୀ ବଡଜେନାଙ୍କ ମାର୍ଗଦର୍ଶନରେ ତଥା ବେଲଝରୀ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବ୍ରଜ ମୋହନ ପୂଜାରୀଙ୍କ ସହଯୋଗରେ ଏବଂ ରାମସା

ବିଜେଡି ଆରୋପକୁ ଖଣ୍ଡନ କରିଛନ୍ତି ବରିଷ୍ଠ ବିଜେପି ନେତା କାହ୍ନୁ ପତି ଏବଂ ପୀତବାସ ପଣ୍ଡା

ବ୍ରହ୍ମପୁର : ଗତ ନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥୀଙ୍କ ଶୋଚନୀୟ ପରାଜୟକୁ ଦଳର କିଛି ନେତା ଆଜି ବି ଗ୍ରହଣ କରିପାରୁ ନଥିବା କହିଛି ବିଜେପି । ପରାଜୟର ଗ୍ଲାନିରୁ ମୁକୁଳି ପାରୁନଥିବା ନେତା ମାନେ ନିଜର ଦୋଷ, ଦୁର୍ବଳତା ଓ ଜନବିରୋଧୀ ନୀତିକୁ ନିଜେ ଜାଣିବା ପରିବର୍ତ୍ତେ ବିଜେପି

ଆସିକା ବିଜ୍ଞାନ ମହାବିଦ୍ୟାଳୟ ରସାୟନ ବିଭାଗ ଛାତ୍ରୀଙ୍କ ସଫଳତା

ଆସିକା ତା ୪/୭ : ଆସିକା ବିଜ୍ଞନ ମହାବିଦ୍ୟାଳୟର ଜନୈକ ଛାତ୍ରୀ ସୁଶ୍ରୀ ଇପ୍ସିତା ମହାନ୍ତି ରସାୟନ ବିଭାଗରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଟପ୍ପର ତାଲିକାରେ ଦ୍ବିତୀୟ ସ୍ଥାନ ଅଳଂକୃତ କରିଛନ୍ତି। ଛାତ୍ରୀ ସୁଶ୍ରୀ ମହାନ୍ତି ଆସିକା ବ୍ଳକ ଅନ୍ତର୍ଗତ କାଳଷଣ୍ଢପୁର ଗ୍ରାମପଞ୍ଚାୟତର ପୁଡୁଗେଶ୍ବର

୭୫ତମ ବନ ମହୋତ୍ସବ ଅବସରରେ ‘ଏକ ପେଡ଼ ମାଆ କେ ନାମ’ କାର୍ଯ୍ୟକ୍ରମ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାବର୍ତ୍ତୀ ପଡିଆ ବ୍ଳକ ସଦର ମହକୁମାରେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷ୍ୟରୁ ୭୫ତମ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିପାଇଁ ପଡିଆ ସ୍ଥିତ ଅନୂସୁଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମ କରାଯାଇ