Browsing Category

ଆଞ୍ଚଳିକ

ପ୍ରେସକ୍ଳବ ପକ୍ଷରୁ ନବ ନିର୍ବାଚିତ ଫୁଲବାଣୀ ବିଧାୟକ ସମ୍ବର୍ଦ୍ଧିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ପ୍ରେସ କ୍ଲବ ଫୁଲବାଣୀ ପକ୍ଷରୁ ନବ ନିର୍ବାଚିତ ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକଙ୍କୁ ପୁଷ୍ପଗୁଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ଆଲୋଚନାରେ,ବରିଷ୍ଠ ସାମ୍ବାଦିକ ଡ଼ଃ ଅରୂପ ଜେନା ଓ ସମ୍ପାଦକ ବୀରେନ୍ଦ୍ର ସୁବୁଦ୍ଧି ମୁସ୍କlନ ସ୍ଵାର ପ୍ରମୁଖ

ନିଶା ସମସ୍ୟା ମାନବ ଜାତିକୁ ବିଭିନ୍ନ ଉପାୟରେ ପ୍ରଭାବିତ କରୁଛି : ବିଧାୟକ

ଫୁଲବାଣୀ : ଜିଲ୍ଲା ପ୍ରଶାସନ, କନ୍ଧମାଳ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଅବକାରୀ ବିଭାଗର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନରେ ଆଜି ନିଶା ଦ୍ରବ୍ୟ ଓ ନିଶାଯୁକ୍ତ ଔଷଧର ଅପବ୍ୟବହାର ଏବଂ ଏହାର ଅବୈଧ ଚାଲାଣ ଖିଲାପରେ ଅନ୍ତର୍ଜାତୀୟ ଦିବସ- ୨୦୨୪

ଗୋୱେଲ ପରୀକ୍ଷାରେ ଦୁଇ ଗୋଲ୍ଡ ପାଇଲେ ଦେବ…

ଫୁଲବାଣୀ : କନ୍ଧମାଳ ଜିଲ୍ଲାର କାର୍ମେଲ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ପଢୁଥିବା ଏଲ କେଜି ଶ୍ରେଣିର ଛାତ୍ର ଦେବ ନାରାୟଣ ପଟ୍ଟନାୟକ ଗୋୱେଲର ଗଣିତ ଓ ଇଂରାଜୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଦୁଇ ଗୋଲ୍ଡ ପାଇ ବିଦ୍ୟାଳୟକୁ ଗୌରବ ଆଣିଛନ୍ତି l ତାଙ୍କ ମା ସୋନୁ ପଟ୍ଟନାୟକ ଜଣେ ଉଚ୍ଚ ଶିକ୍ଷିତା ସହ

ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘର ସୌଜନ୍ୟ ମୂଳକ ସାକ୍ଷାତ…

ଉମରକୋଟ ( ୨୭ /୬/୨୦୨୪ ) ନବରଙ୍ଗପୁର ନିର୍ବାଚନ ମଣ୍ଡଳୀର ନବ ନିର୍ବାଚିତ ଯୁବ ବିଧାୟକ ଶ୍ରୀଯୁକ୍ତ ଗୌରୀ ଶଙ୍କର ମାଝୀଙ୍କୁ ନବରଙ୍ଗପୁରଠାରେ ଜିଲ୍ଲା ଓଷ୍ଟା (ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ) ତରଫରୁ ସୌଜନ୍ୟ ମୂଳକ ସାକ୍ଷାତ କରିବା ସହିତ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ ପୂର୍ବକ

ଏଏନ୍ଏମଙ୍କୁ ଦୁର୍ବ୍ୟବହାର ସହ ଜାତିଆଣ ଆକ୍ଷେପ ଅଭିଯୋଗ : ବିପିଏମଙ୍କ ବିରୋଧରେ ଥାନାରେ ଏତଲା

ବାଲିଗୁଡା : ଏଏନ୍ଏମ୍ ଙ୍କୁ ବିପିଏମଙ୍କ ଦୁର୍ବ୍ୟବହାର ଅଭିଯୋଗ । ଏନେଇ କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ସମ୍ପୃକ୍ତ ଏଏନ୍ଏମ୍ । ଅଭିଯୋଗ ପ୍ରକାରେ କୋଟଗଡ଼ ଥାନା କେସ୍ ନଂ ୮୬/୨୦୨୪ ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି କୋଟଗଡ଼ ପୋଲିସ୍ । ଘଟଣା

ଆଦିବାସୀ ହଷ୍ଟେଲ ଛାତ୍ରୀଙ୍କ ଅଚାନକ ମୃତ୍ୟୁ

ବାଲିଗୁଡ଼ା : ସ୍କୁଲକୁ ଯାଇଥିଲେ ପାଠ ପଢ଼ିବାକୁ, ହେଲେ ଘରକୁ ଫେରିଲା ଝିଅର ମର ଶରୀର। ଏଭଳି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବୁଡ୍ରୁକିଆ ଆଶ୍ରମ ବିଦ୍ୟାଳୟରେ । ସୂଚନା ପ୍ରକାରେ ବୁଡ୍ରୁକିଆ ଆଶ୍ରମ ବିଦ୍ୟାଳୟର ଛାତ୍ରାବାସରେ ରହି ତୃତୀୟ ଶ୍ରେଣୀରେ ପାଠ

ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ସ୍ଵତନ୍ତ୍ର ମହିଳା ଗ୍ରାମ ସଭା

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ କାର୍ଯ୍ୟ କରୁଥିବା ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ବ୍ଲକର ମହିଳାଙ୍କୁ ନେଇ ଦୁଇଟି ସ୍ଥାନରେ ସ୍ଵତନ୍ତ୍ର ଗ୍ରାମ ସଭା ଅନୁଷ୍ଠିତ ହୋଇ ଥିଲା। ଉକ୍ତ କାର୍ଯ୍ୟକ୍ରମ ବ୍ଲକର ସାରଙ୍ଗଗଡ଼ ପଞ୍ଚାୟତର ଦାସିଗୁଡା ଓ

ବାଇକରେ ଷ୍ଟଣ୍ଟ ହେଲା କାଳ : ଆମ୍ବୁଲାନ୍ସ-ବାଇକ ମୁହାଁମୁହିଁ ଧକ୍କା, ଜଣେ ଯୁବକ ମୃତ

ବାଲିଗୁଡା : କନ୍ଧମାଳ ଜିଲ୍ଲାର ତୁମୁଡିବନ୍ଧ ନେତାଜୀ ସୁବାଷ ବୋଷ ଜୁନିୟର ମହାବିଦ୍ୟାଳୟ ନିକଟରେ ଜଣେ ଯୁବକ ନିଜ କେଟିଏମ ବାଇକ ରେ ଷ୍ଟଣ୍ଟ କରି ଦୃତ ଗତିରେ ବାଇକ ଚଳାଇବା ହେଲା କାଳ । ଏକ ଘରୋଇ ଆମ୍ବୁଲାନ୍ସ ଶବ ଧରି ଯାଉଥିବା ବେଳେ ମୁହାଁ ମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ବାଇକ

ଚୈତନ୍ୟ ଦେବୀ ମଣ୍ଡପରେ ଚେତନ ଲୀଳା ଅଭିନୀତ !

ଛତ୍ରପୁର : ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଛତ୍ରପୁର ଷ୍ଟାଡିୟମ୍ ପରିସରରେ ଚୈତନ୍ୟ ଦେବୀ ମଣ୍ଡପରେ ଚେତନ ଲୀଳା ଅଭିନୀତ କାର୍ଯ୍ୟକ୍ରମର ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ ହୋଇଯାଇଛି ।

ରଥଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ

ହିଞ୍ଜିଳିକାଟୁ ୨୬/୬ : ଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ଶ୍ରୀ ଗୁଣ୍ଡିଚା ଏବଂ ବାହୁଡା଼ ଯାତ୍ରା ଉପଲକ୍ଷେ ହିଞ୍ଜିଳିକାଟୁ ପୌରପରିଷଦ ସଭା ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁବାସ ପଲେଈ ବୈଠକରେ ଅଧକ୍ଷତା କରିଥିଲେ। ଆସନ୍ତା