Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ମହୋତ୍ସବ ବାଲିଗୁଡା ସ୍ଥିତ ମିନିଷ୍ଟାଡିୟମ ଠାରେ ମହାସମାରୋହରେ ପାଳନ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରେ ସ୍ଥାନୀୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ ସହ ସକାଳ!-->…
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବଚ୍ଛ ଭାରତ ଅଭିଯାନ କାର୍ଯକ୍ରମ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବଚ୍ଛ ଭାରତ ଅଭିଯାନ କାର୍ଯକ୍ରମ ଅନୁଷ୍ଠିତ ହେଇଥିଲା l ଏଥିରେ ଡ଼ଃ. ଅମିତ କୁମାର ବେହେରା, ଡ଼ଃ. ପ୍ରତ୍ୟୁଷ କୁମାର ସେନାପତି, ଡ଼ଃ. ବାସନ୍ତୀ ମଞ୍ଜରୀ ପାତ୍ର, ବିପିଏମ!-->…
ସାମ୍ବାଦିକ କାର୍ଯ୍ୟାଳୟ ଉପରେ ଆକ୍ରମଣ, ସଂଘ ବୋର୍ଡ ପରେ ଜାତୀୟ ପତାକାକୁ ଚିରି କଲେ ଅସମ୍ମାନ
ରାଜନଗର : କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ସଦର ମହକୁମାର ଷ୍ଟେଟବ୍ୟାଙ୍କ ସାମ୍ନାରେ ଥିବା ବ୍ଲକ ସାମ୍ବାଦିକ ସଂଘ କାର୍ଯ୍ୟାଳୟରେ 75ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଗତକାଲି ଵନ୍ଧାହୋଇଥିବା ଜାତୀୟ ପତାକାକୁ ରାଜନଗର ନିବାସୀ ଜନୈକ ମହିଳା ଓ ତାଙ୍କ ଝିଅ ପୂର୍ବ ଶତୃତା ତଥା!-->…
ବ୍ରହ୍ମପୁର ଉପଖଣ୍ଡରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ…
ବ୍ରହ୍ମପୁର ,୨୬/୧- ବ୍ରହ୍ମପୁର ରେ ୭୫ତମ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ସ୍ଥାନୀୟ ଖଲ୍ଲିକୋଟ ବିଶ୍ଵ ବିଦ୍ୟାଳୟ ଷ୍ଟାଡିୟମ ଠାରେ ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଟି ଆଓ(ଭା.ପ୍ର.ସେ),ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ!-->!-->!-->…
ସର୍କିଟ ହାଉସ ପରିସର ରେ ଥିବା ସୌଦର୍ଯ୍ୟ କରଣ ପାର୍କ ଉଦଘାଟନ କଲେ -ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା…
ଛତ୍ରପୁର : ପବିତ୍ର ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ ଅଵସର ରେ ଛତ୍ରପୁର ଏନଏନସି ପକ୍ଷରୁ ସ୍ଥାନୀୟ ସର୍କିଟ ହାଉସ ପରିସର ହୋଇଥିବା ଆଧୁନିକ ଧରଣ ର ସୌଦର୍ଯ୍ୟ କରଣ ପାର୍କ କୁ ଓଡିଶା ସରକାରଙ୍କ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟା ଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ, ଆଇନ!-->!-->!-->…
ଜୀବନରେ ବଞ୍ଚି ଥାଇ ମୃତ ଘୋଷିତ ମାଣିକ ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ…
ଆର,ଉଦୟଗିରି,: ସରକାର ବୃଦ୍ଧା, ବୃଦ୍ଧ, ଭିନ୍ନକ୍ଷମ, ବିଧବା, ଅସହାୟ ମାନଙ୍କୁ ପ୍ରତି ମାସରେ ଭତ୍ତା ଦେବା ବ୍ୟବସ୍ଥା କରିଛନ୍ତି। କିନ୍ତୁ, ଅନେକ ସମୟରେ ପ୍ରାଥମିକ ସ୍ତରରେ କିଛି ଅସାଧୁ ସରକାରୀ କର୍ମଚାରୀଙ୍କ କାର୍ଯ୍ୟରେ ଦାୟିତ୍ବହୀନତା, ଅବହେଳା, ଯୋଗୁଁ ଏହି ଯୋଜନା ଲୋକଙ୍କ ନିକଟକୁ!-->…
କନ୍ଧମାଳ ଜିଲ୍ଲାର ଦକ୍ଷ ହୋମଗାର୍ଡଙ୍କୁ ମିଳିଲା ରାଷ୍ଟ୍ରପତି ପୁରସ୍କାର…
ଫୁଲବାଣୀ : କନ୍ଧମାଳ ଜିଲ୍ଲାର ହୋମଗାର୍ଡ ବିଭାଗରେ କାର୍ଯ୍ୟରତ ହୋମଗାର୍ଡ ସିମାଞ୍ଚଳ ନାୟକ ଜାନୁୟାରୀ ୨୬ ତାରିଖ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ପୁରସ୍କୃତ ହୋଇଛନ୍ତି l ସେ ଜଣେ ସ୍ବଚଟ ନିର୍ଭିକ ଏବଂ ସ୍ବାଭିମାନ ହୋମଗାର୍ଡ!-->!-->!-->…
ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ନୂଆଁ-ଓ ର ଉପଖଣ୍ଡସ୍ତରୀୟ ପ୍ରତିଯୋଗିତା
ଆସିକା : ଓଡ଼ିଶା ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ପ୍ରାୟୋଜିତ କାର୍ଯ୍ୟକ୍ରମ ନୂଆଁ-ଓ ର ଭଂଜନଗର ଉପଖଣ୍ଡ ମଧ୍ୟରେ ଥିବା ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ ତିନି ମହାବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ଗୁଡିକ ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଦୁଇ ଦିନ ଧରି ସଂପାଦିତ!-->…
ବରାଗୁଡା ସରକାରୀ ନୂତନ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ପତାକାକୁ ଅସମ୍ମାନ…!
ଉମରକୋଟ : ଆଜି ସମଗ୍ର ଦେଶ ପତାକା ଉତୋଳନ କରି ୭୫ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଲେ, ନବରଙ୍ଗପୁର ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନରେ ମଧ୍ୟ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି |ଏହି ପରିପ୍ରେକ୍ଷୀରେ ଝୋରୀଗାଁ ବ୍ଲକ ଅନ୍ତର୍ଗତ ବରାଗୁଡା ସ୍ଥିତ ନୂତନ ପ୍ରାଥମିକ!-->…
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ସାଧାରଣତନ୍ତ୍ରଦିବସ…
ଚିକିଟୀ : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ପରିଚାଳନା ସମିତିର ଉପସଭାପତି ସନ୍ତୋଷ କୁମାର ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ରୂପେ ମାନସକସ୍ତୁରୀ ଗଣେଶ ପ୍ରସାଦ ପଣ୍ଡା ଜାତୀୟ ପତାକା ଉତ୍ତୋଳନ କରି ଭବିଷ୍ୟ ନାଗରିକ!-->…