Browsing Category

ଆଞ୍ଚଳିକ

ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ..

ଉମରକୋଟ/ଚନ୍ଦାହାଣ୍ଡି:- ( ୧୬/୦୬/୨୦୨୬) ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମଙ୍ଗଳବାର ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ଼. ପ୍ରମୋଦ କୁମାର ପୃଷ୍ଟି ଏବଂ ଉମରକୋଟ ଉପଖଣ୍ଡ ଆରକ୍ଷୀ

ଡୁରାରେ ‘ଆମ ଗଞ୍ଜାମ ସ୍ୱଚ୍ଛ ଗଞ୍ଜାମ’ କାର୍ଯ୍ୟକ୍ରମ

ଛତ୍ରପୁର(୧୬/୦୬) : ‘ବିକାଶର ଧାରା, ଓଡ଼ିଶା ସାରା’ ପରିପ୍ରେକ୍ଷୀରେ ଆଜି ରଙ୍ଗେଇଲୁଣ୍ଡା ବ୍ଲକର ଡୁରା ପଞ୍ଚାୟତରେ ଆୟୋଜିତ ‘ଆମ ଗଞ୍ଜାମ ସ୍ୱଚ୍ଛ ଗଞ୍ଜାମ’ କାର୍ଯ୍ୟକ୍ରମ ମାଧ୍ୟମରେ ଗଞ୍ଜାମ ଜିଲ୍ଲାକୁ ସ୍ୱଚ୍ଛ ଓ ପ୍ଲାଷ୍ଟିକମୁକ୍ତ କରିବାର ସଙ୍କଳ୍ପକୁ ଆହୁରି ସୁଦୃଢ କରାଯାଇଛି।

ଟେକଗୁଡା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ପିକଅପ୍ ଭ୍ୟାନ…

ମାଲକାନଗିରି :ମାଲକାନଗିରି ଜିଲ୍ଲା ଜିଲ୍ଲା ସଦର ମହକୁମାକୁ ବାଲିମେଳା ସହ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ସ୍ଥିତ ଟେକଗୁଡା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଏକ ପିକଅପ୍ ଭ୍ୟାନ ଓଲୋଟି ପଡିଥିବା ଦେଖିବାକୁ ମିଳିଛି। ସୁଚନା ଅନୁଯାୟୀ ମଙ୍ଗଳବାର ଭୋର ସମୟରେ ଉମରକୋଟ ଅଞ୍ଚଳର ଜଣେ ବ୍ୟକ୍ତି

ମାଲକାନଗିରି-ଛତିଶଗଡ଼ ସୀମାରୁ ବଡ଼ ମାଓବାଦୀ ଡମ୍ପ ଠାବ, ବିପୁଳ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

ମାଲକାନଗିରି:ମାଲକାନଗିରି ଜିଲ୍ଲାରେ ସୁରକ୍ଷା ବାହିନୀକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଆତ୍ମସମର୍ପଣ କରିଥିବା ନକ୍ସଲଙ୍କ ଠାରୁ ମିଳିଥିବା ସୂଚନା ଆଧାରରେ ମାଲକାନଗିରି ଡିଭିଏଫ୍ (DVF) ଟିମ୍ ଦ୍ୱାରା ଚଳାଯାଇଥିବା ସର୍ଚ୍ଚ ଅପରେସନ ବେଳେ ଏକ ବଡ଼ ମାଓବାଦୀ ଡମ୍ପ ଠାବ କରାଯାଇଛି। ସୋମବାର

କନ୍ଧମାଳ ଜିଲ୍ଲାରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

ବାଲିଗୁଡା, ତା, ୧୫/୦୬ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଖଜୁରୀନାଳ ଠାରେ ଅନୁରାଗ ପାଳ ଙ୍କ ଆବାହନ କ୍ରମେ ଜିଲ୍ଳା ସ୍ତରୀୟ ହାଇୱା ଆସୋସିଏସନ୍ ଗଠିତ ହୋଇଛି l ଏଥିରେ ସମଗ୍ର ଜିଲ୍ଲା ରେ ଥିବା ସମସ୍ତ ହାଇୱା ଓ ଟିପର ମଲିକ ମାନେ ଉପସ୍ଥିତ ରହି ସର୍ବସମ୍ମତି କ୍ରମେ ସଭାପତି ଭାବେ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ବାଲିଗୁଡା, ତା, ୧୬/୦୬ : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳ ରେ ତିନି ଦିନିଆ ରଜ ଉତ୍ସବ ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଉଛି l ଏହି ଅବସରରେ ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ଦୋଳି ଖେଳ, ରଜଗୀତ, ପୋଡ଼ପିଠା ଓ ବିଭିନ୍ନ ପାରମ୍ପରିକ ଖାଦ୍ୟର ଆସର ଜମିଛି। ଯୁବତୀ ମାନେ ନୂତନ

ନୟାଗଡ ଜିଲ୍ଲା ଜିଲ୍ଲା ପରିଷଦ ୧ ନମ୍ବର ଜୋନ କଂଗ୍ରେସ ସାଙ୍ଗଠନିକ ବୈଠକ

ନୟାଗଡ: ନୟାଗଡ଼ ଜିଲ୍ଲା ପରିଷଦ ଓଡ଼ଗାଁ ୧ ନମ୍ବର ଜୋନ ସ୍ତରୀୟ କଂଗ୍ରେସ ସାଙ୍ଗଠନିକ ବୈଠକ ତଥା କଂଗ୍ରେସ କର୍ମୀ ସମ୍ମିଳନୀ ସ୍ଥାନୀୟ କୁରାଳ ବାଗଦେବୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଅଛି।ଓଡ଼ଗାଁ ବ୍ଲକ କଂଗ୍ରେସ ପକ୍ଷରୁ ବ୍ଲକ କଂଗ୍ରେସ ସଭାପତି ପୂର୍ଣ୍ଣଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ

ବିଶ୍ୱ ରକ୍ତଦାନ ଦିବସ ଅବସରରେ ଟିପିଏସ୍ଓଡିଏଲ ତରଫରୁ ରକ୍ତଦାନ ଶିବିର

ବ୍ରହ୍ମପୁର : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମୁଦାୟର କଲ୍ୟାଣ ଓ କର୍ମଚାରୀଙ୍କ ସ୍ୱେଚ୍ଛାକୃତ ସେବା କାର୍ଯ୍ୟ ପ୍ରତି ଥିବା ତା’ର ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇଛି । ଏହି କ୍ରମରେ ବିଶ୍ୱ ରକ୍ତଦାନ ଦିବସ ଅବସରରେ ଭଞ୍ଜନଗର ସର୍କଲ ଅଫିସ ନିକଟସ୍ଥ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବାଲିଗୁଡ଼ା : ବିଶ୍ବ ରକ୍ତଦାତା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବାଲିଗୁଡ଼ାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ "ବିପଦର ବନ୍ଧୁ" ର ସମସ୍ତ ସଦସ୍ୟ,ସଦସ୍ୟା ପୂର୍ଣ୍ଣ ସହଯୋଗ କରିବା ସହ

ପ୍ରେସ ମିଟରେ ଦୁଇ ବର୍ଷର ବିକାଶ ଗାଥା ଶୁଣାଇଲେ ମନ୍ତ୍ରୀ

କୋରାପୁଟ : ଓଡ଼ିଶା ସରକାରଙ୍କ ସଫଳ ଦୁଇ ବର୍ଷ ପୂର୍ତ୍ତି ଅବସରରେ କୋରାପୁଟ ସର୍କିଟ୍ ହାଉସ୍‌ଠାରେ ଏକ ସାମ୍ବାଦିକ ସମ୍ମିଳନୀ ବା ପ୍ରେସ ମିଟ୍ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଏମଏସଏମଇ ବିଭାଗର ରାଷ୍ଟ୍ରମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ