Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ସ୍କାଉଟ୍ ଗାଇଡ ସଂଗଠନ ପକ୍ଷରୁ ପେଣ୍ଠ ବେଳାଭୂମିରେ ସଫେଇ ଅଭିଯାନ ସମାପ୍ତ ହୋଇଯାଇଛି
ରାଜନଗର : କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ପେଣ୍ଠ ସାମୁଦ୍ରିକ ବେଳାଭୂମିରେ କେନ୍ଦ୍ରାପଡ଼ା ଜିଲ୍ଲା ଭାରତ ସ୍କାଉଟ ଗାଇଡ଼ ସଂଗଠନ ପକ୍ଷରୁ ଦ୍ଵିଦିବସୀୟ ସଫେଇ ଅଭିଯାନ ସୁଚାରୁ ରୂପେ ସମାପ୍ତ ହୋଇଯାଇଛି। ମାର୍ଚ୍ଚ ୨ ତାରିଖ ଦିନ ଜିଲ୍ଲା ସ୍କାଉଟ କମିଶନର ଶ୍ରୀଯୁକ୍ତ ପୀତବାସ ପଣ୍ଡା ଏହି!-->…
କନ୍ଧମାଳରେ ସାଂସଦଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ
ଫୁଲବାଣୀ : କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ରବିବାର ଓ ସୋମବାର ଦୁଇଦିନ ଧରି କନ୍ଧମାଳ ଜିଲ୍ଲାରେ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମ ରେ ଯୋଗଦେବା ଅବସରରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ଥର ସ୍ଥାପନ କରିଛନ୍ତି । ସାଂସଦ ଶ୍ରୀ ସାମନ୍ତ ରବିବାର ପୂର୍ବାହ୍ନରେ ଫୁଲବାଣୀରେ!-->…
ଛତ୍ରପୁରରେ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ
ଛତ୍ରପୁର : ସ୍ଥାନୀୟ ଜଉଗଡ ସମ୍ମିଳନୀ କକ୍ଷ ଠାରେ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଓ ଗଞ୍ଜାମ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ଉପଖଣ୍ଡ ସମେତ ଜିଲ୍ଲାର ବିଭିନ୍ନ ଅଂଚଳର ଜନ ସାଧାରଣ ମାନେ ଏହି ଶୁଣାଣୀରେ ଯୋଗ ଦେଇ ସେମାନଙ୍କ ଅଭିଯୋଗ!-->…
ଜିଲ୍ଲାରେ ଗତ ଖରିଫ୍ ଋତୁର ମରୁଡି ପରିସ୍ଥିତି ପୁନର୍ବିଚାର ଲାଗି ସ୍ମାରକପତ୍ର ପ୍ରଦାନ
ଛତ୍ରପୁର : ଗଞ୍ଜାମ ଜିଲ୍ଲାରେ ଗତ ଖରିଫ୍ ଋତୁର ମରୁଡି ପରିସ୍ଥିତିର ପୁନଃର୍ବିଚାର ଲାଗି ସୋମବାର ଓଡିଶା କୃଷକ ସଭା ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲା ସଭାପତି ପି. ହରିକୃଷ୍ଣ ରେଡ୍ଡୀଙ୍କ ନେତୃତ୍ୱରେ ବହୁ ଚାଷୀ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ!-->…
ଗାନ୍ଧୀନଗର ପ୍ରିମିୟର ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସଂସ୍କରଣ
ବ୍ରହ୍ମପୁର : ଗାନ୍ଧୀନଗର ପ୍ରିମିୟର ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସଂସ୍କରଣ ସ୍ଥାନୀୟ ଗାନ୍ଧୀନଗର ସ୍ଥିତ ଦ୍ଵିତୀୟ ଲେନ୍ ଠାରେ ଆରମ୍ଭ ହୋଇଯାଇଛି । ଏହି କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମାର୍ଚ୍ଚ ୧୭ ତାରିଖରେ ଖେଳାଯିବ । ଏଥିରେ ବ୍ରହ୍ମପୁରର ଗାନ୍ଧୀନଗର ପ୍ଲେଇଂ!-->…
ଉତ୍ତରପ୍ରଦେଶର ୧୦ମଶ୍ରେଣୀ ଛାତ୍ର ସୁମେଶ ପୋଲିସ ଗୁଳିରେ ନିହତର ପ୍ରତିବାଦରେ ନ୍ୟାୟ ପାଇଁ ରାଷ୍ଟ୍ରପତିଙ୍କୁ…
ଛତ୍ରପୁର : ଉତ୍ତର ପ୍ରଦେଶର ଜଣେ ଦଳିତବର୍ଗର ନାବାଳକ ଅବା ୧୦ମ୍ ଶ୍ରେଣୀ ଛାତ୍ର ସୁମେଶ ଙ୍କୁ ପୋଲିସ ଗୁଳି କରି ହତ୍ୟା କରିଥିବା ଅତ୍ୟନ୍ତ ଦୁଃଖ ଓ ପରିତାପ ଭଳି ଏକ ଅଦ୍ଭାବନୀୟ ଘଟଣା ଘଟିଛି । ଯାହାକି ଶୁଣିଲେ ଅନେକ ଦୁଃଖରେ ଭାଙ୍ଗି ପଡ଼ନ୍ତି । ଏହା ଯେ' ଉତ୍ତର ପ୍ରଦେଶରେ ଆଇନ୍ ଶୃଙ୍ଖଳା!-->…
ଉତ୍ତରପ୍ରଦେଶର ୧୦ମ ଶ୍ରେଣୀ ଛାତ୍ର ସୁମେଶ ପୋଲିସ ଗୁଳିରେ ନିହତ ର ପ୍ରତିବାଦରେ ନ୍ୟାୟ ପାଇଁ ରାଷ୍ଟ୍ରପତିଙ୍କୁ…
ଛତ୍ରପୁର , ତା. ୪ / ୩ ଉତ୍ତର ପ୍ରଦେଶର ଜଣେ ଦଳିତବର୍ଗର ନାବାଳକ ଅବା ୧୦ମ୍ ଶ୍ରେଣୀ ଛାତ୍ର ସୁମେଶ ଙ୍କୁ ପୋଲିସ ଗୁଳି କରି ହତ୍ୟା କରିଥିବା ଅତ୍ୟନ୍ତ ଦୁଃଖ ଓ ପରିତାପ ଭଳି ଏକ ଅଦ୍ଭାବନୀୟ ଘଟଣା ଘଟିଛି । ଯାହାକି ଶୁଣିଲେ ଅନେକ ଦୁଃଖରେ ଭାଙ୍ଗି ପଡ଼ନ୍ତି । ଏହା ଯେ' ଉତ୍ତର ପ୍ରଦେଶରେ!-->!-->!-->…
ମାର୍ଲବା ଘାଟିରେ କନ୍ୟାଯାତ୍ରୀ ବସ ଦୁର୍ଘଟଣା, ୩୫ ଆହତ ସହ ୫ ଗୁରୁତର
ଆର,ଉଦୟଗିରି : ଗଜପତି ଜ଼ିଲ୍ଲା ରାୟଗଡ ଥାନା ଅନ୍ତର୍ଗତ ମାର୍ଲବା ଘାଟିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ପ୍ରାୟ ୧୦ ରୁ ଅଧିକ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ରବିବାର ଅପରାହ୍ନ!-->…
ଅନୁଗୁର ଓ କିରାମା ପଞ୍ଚାୟତରେ ଘରେଘରେ ଶଙ୍ଖ କାର୍ଯ୍ୟକ୍ରମ
ଆର,ଉଦୟଗିରି : ଘରେଘରେ ଶଙ୍ଖ କାର୍ଯ୍ୟକ୍ରମ ଯାହା ରାଜ୍ୟରେଥିବା ବିଜେଡି ସରକାରଙ୍କ କାର୍ଯ୍ୟକ୍ରମ ହୋଇଥିବାରୁ ଗାଁ ଗାଁରେ ଏହି କାର୍ଯ୍ୟକ୍ରମ ଧୁମ ଧାମରେ ପାଳନ କରାଯାଉଛି। ତେବେ ଆଜି ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ଅନୁଗୁର ଓ କିରାମା ପଞ୍ଚାୟତ ଠାରେ ଗ୍ରାମର ପୂର୍ବତନ ସରପଞ୍ଚ!-->…