Browsing Category

ଆଞ୍ଚଳିକ

ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ ଙ୍କ ଜୟନ୍ତୀ ଉତ୍ସବ ପାଳିତ…

ବ୍ରହ୍ମପୁର // ଛତ୍ରପୁର : ଆଧୁନିକ ଓଡିଶାର ନିର୍ମାତା ତଥା ଓଡିଶାର ବରପୁତ୍ର ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ୧୨୪ତମ ଜନ୍ମ ଜୟନ୍ତୀ ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ଠାରେ ମହା ଆଡମ୍ବର ସହକାରେ ପାଳନ କରାଯାଇଛି । ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ଜଳନ ସହ ଅତିଥିମାନେ

ରିଆମାଳ ପ୍ରେସ କ୍ଲବ ର ୭ମ ବାର୍ଷିକ ଉତ୍ସବ ଓ ସମ୍ବର୍ଦ୍ଧନା ରେ ଯୋଗ ଦେଲେ ଏସୟୁଜେ ରାଜ୍ୟ ସଭାପତି…

ଦେବଗଡ, ୧୨|୧: କର୍ତବ୍ୟରତ ସାମ୍ବାଦିକଙ୍କୁ ନେଇ ଗଠିତ ରିଆମାଳ ପ୍ରେସ କ୍ଳବ ଶୁକ୍ରବାର କଲ୍ୟାଣ ମଣ୍ଡପରେ ୭ମ ବାର୍ଷିକ ଉତ୍ସବ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏଥିରେ ଏସ୍‌ୟୁଜେ ଦେବଗଡ ଜିଲ୍ଲା ଶାଖା ସଭାପତି ପୃଥ୍ୱୀରାଜ ପଟ୍ଟାନୟକଙ୍କ ପୌରିହିତ୍ୟରେ ଅନୁଷ୍ଠିତ ଉତ୍ସବ

ଆଦର୍ଶ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ

ବିଏନଏମଇ ବିଦ୍ୟାଳୟର ବାର୍ଷିକୋତ୍ସବ ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରାଞ୍ଚଳ ସ୍ଥିତ ବୃନ୍ଦାବନ ନାୟକ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ବାର୍ଷିକୋତ୍ସବ ଶୁକ୍ରବାର ସନ୍ଧ୍ୟାରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଡଃ. ନିହାର ରଞ୍ଜନ ପଣ୍ଡାଙ୍କ ତତ୍ତ୍ୱାବଧାନରେ

ମାଲକାନଗିରି ଷ୍ଟାଡିୟମଠାରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ଉଦଘାଟିତ

ମାଲକାନଗିରି (୧୨।୧) : ମାଲକାନଗିରି ପୌର ପରିଷଦ ଅନ୍ତର୍ଗତ ଷ୍ଟାଡିୟମଠାରେ ଆଜି ଆଜି ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ଉଦଘାଟିତ ହୋଇଯାଇଛି । ଏହାକୁ କେନ୍ଦ୍ରିୟ ପ୍ରଭାରୀ ତଥା ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟର ଯୁଗ୍ମ ନିର୍ଦ୍ଦେଶକ (ଉନ୍ନୟନ) ପ୍ରେମ କୁମାର ଝା ଯୋଗ

” ଅର୍ପଣ ରଥ ପରିକ୍ରମାରେ ଜୋତା ପିନ୍ଧି କୀର୍ତ୍ତନ ” କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କୁ ଆଘାତ…

ରାଜନଗର : କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଵନ୍ଧପଡା ପଞ୍ଚାୟତରେ ଅର୍ପଣ ରଥ ପରିକ୍ରମାରେ ଭକ୍ତ ଗୁଆ ଅରୁଆ ଚାଉଳ ଜଗନ୍ନାଥଙ୍କୁ ସମର୍ପଣ କରି ଆଶୀଷ ନେଉଥିଲେ। ଏହି ପରିପ୍ରେକ୍ଷୀରେ ଅର୍ପଣ ରଥକୁ ହରିବୋଲ ହୁଳହୁଳି ଶଙ୍ଖନାଦ କୀର୍ତ୍ତନରେ ପ୍ରକମ୍ପିତ ହେଉଥିଲା ବନ୍ଧପଡା ପଞ୍ଚାୟତର

ହିଞ୍ଜିଳିକାଟୁ ସ୍ୱୟଂଶାସିତ ବିଜ୍ଞାନ ମହାବିଦ୍ୟାଳୟରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ପ୍ରତିଯୋଗିତା ଅନୁଷ୍ଠିତ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ସ୍ୱୟଂ ଶାସିତ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ମହାବିଦ୍ୟାଳୟର ଅଧକ୍ଷ ଶ୍ରୀ ଅରୁଣ କୁମାର ଖାଡା଼ଙ୍ଗାଙ୍କ ଅଧ୍ୟକ୍ଷତା ରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ପ୍ରତିଯୋଗିତା ଉଦ୍ଘାଟିତ ହୋଇଛି । ଏହି କାର୍ଯ୍ୟକ୍ରମ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲୁ

ଫୁଲବାଣୀର ବିଭିନ୍ନ ୱାର୍ଡ଼ରେ ବୁଲିଲା ଜଗନ୍ନାଥ ଅର୍ପଣ ରଥ

ଫୁଲବାଣୀ : ଜାନୁଆରି ୧୭ ତାରିଖରେ ପୁରୀ ଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହେବ । ଏହାକୁ ସ୍ମରଣୀୟ କରିବା ପାଇଁ ରାଜ୍ୟବ୍ୟାପୀ ପ୍ରତି ପରିବାରରୁ ଅରୁଆ ଚାଉଳ, ଗୁଆ ଆଦି ସଂଗ୍ରହ କରାଯାଇ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀ

ଉଦ୍‌ଯାପିତ ହେଲା ସରକାରୀ ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ୍ କେନ୍ଦ୍ରରେ (ନୂଆ-ଓ) ଯୁବ ଓଡ଼ିଶା ନବୀନ ଓଡ଼ିଶା…

ମାଲକାନଗିରି : (ନୂଆ-ଓ) ଯୁବ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ରାଜ୍ୟର ଯୁବ ପିଢୀଙ୍କ ନିମନ୍ତେ ଉଚ୍ଚ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ବିଶ୍ବ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ନିମନ୍ତେ ଓଡ଼ିଶା ସରକାରଙ୍କ ଦ୍ୱାରା ତିନୋଟି ପ୍ରମୁଖ ଅଣଶୈକ୍ଷିକ ଦିଗ ପ୍ରତି ଗୁରୁତ୍ୱାରୋପ କରି ବିଭିନ୍ନ ସ୍ତରରେ

ଦଶମ ଶ୍ରେଣୀ ନାବାଳିକା ଛାତ୍ରୀକୁ ଦୁଷ୍କର୍ମ ଅଭିଯୋଗ, ଥାନାରେ ଏତଲା…

ଦାରିଙ୍ଗବାଡ଼ି,୧୨/୧ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୁଣି ଏକ ଲଜ୍ୟା ଘଟଣା ଘଟିଛି । ଦଶମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଥାନାରେ ଅଭିଯୋଗ କରିଛନ୍ତି ସମନ୍ୱିତ ଶିଶୁ ବିକାଶ ବିଭାଗ ଅଧିକାରିଣୀ । ପ୍ରାପ୍ତ ସୂଚନା ପ୍ରକାରେ ନାବାଳିକା ଜଣକ

ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବୁଲିଲା ଅର୍ପଣ ରଥ…

ଦାରିଙ୍ଗବାଡ଼ି, ୧୨/୧ : ଆସନ୍ତା ୧୭ ତାରିଖ ଦିନ ଉଦଘାଟିତ ହେବାକୁ ଯାଉଛି ବହୁ ପ୍ରତିକ୍ଷୀତ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ । ଏହି ପ୍ରକଳ୍ପର ଉଦଘାଟନୀ ଉତ୍ସବ ମହାସମାରୋହରେ ପାଳିତ ହେବାକୁ ଯାଉଛି । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ବାସୀଙ୍କୁ