Browsing Category

ଆଞ୍ଚଳିକ

ରାଜନଗରରେ ଘରକୁ ଘର ବୁଲିଲା ଅର୍ପଣ ରଥ ସମର୍ପଣ କଲେ ଗୁଆ ଅରୁଆ ଚାଉଳ ଗର୍ଜିଲା ହରିବୋଲ ହୁଳହୁଳି

ରାଜନଗର : ଶ୍ରୀଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ସୁରକ୍ଷା ଏବଂ ପ୍ରଚାର ଓ ପ୍ରସାର ଓଡିଶା ସରକାରଙ୍କ "ଆମ ଓଡିଆ ନଵୀନ ଓଡିଶା "ଯୋଜନାର ଅନ୍ୟତମ ଅଂଶବିଶେଷ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୭ ତାରିଖ ଦିନ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ନିର୍ମିତ ଐତିହାସିକ "ଶ୍ରୀମନ୍ଦିର

ଜିଲ୍ଲା ମତ୍ସ୍ୟ ବିଭାଗ ଦ୍ଵାରା ନିର୍ମିତ ମତ୍ସ୍ୟ ଅବତରଣ କେନ୍ଦ୍ର ଉଦ୍ଘାଟିତ…

ଆର,ଉଦୟଗିରି : ଗଜପତି ଜିଲ୍ଲା ମୋହନା ଅନ୍ତର୍ଗତ ହରଭଙ୍ଗୀ ଜଳଭଣ୍ଡାରରେ ନିର୍ଭର କରୁଥିବା ହରଭଙ୍ଗୀ ଆଦିବାସି ପ୍ରାଥମିକ ସମବାୟ ସମିତିର ସଭ୍ୟମାନଙ୍କ ନିମନ୍ତେ ଓଡ଼ିଶା ସରକାରଙ୍କ ମତ୍ସ୍ୟ ବିଭାଗ ଦ୍ଵାରା ନିର୍ମିତ ଅବତରଣ କେନ୍ଦ୍ରକୁ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ

ଦେଶୀ ମଦ ଓ ମହୁଲ ପୋଚ ଜବତ କଲେ ନୂଆଁଗାଁ ଗ୍ରାମବାସୀ : ମଦ ବେପାରୀକୁ କାବୁକରି ପୋଲିସ କୁ କଲେ ହସ୍ତାନ୍ତର

ଦେବଗଡ,୮ା୧ : ଦେବଗଡ ଥାନା ଅନ୍ତର୍ଗତ ନୁଆଗାଁ ଗ୍ରାମର ଗ୍ରାମବାସୀ ମାନେ ଆଜି ଉକ୍ତ ଗ୍ରାମରୁ ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ପୋଚ ଜବତ କରିବା ସହ ଚୋରା ମଦ ବେପାରୀକୁ କାବୁ କରି ଦେବଗଡ ଆଦର୍ଶ ଥାନା ପୋଲିସ କୁ ହସ୍ତାନ୍ତର କରିଛନ୍ତି । ସୂଚନା ଅନୁଯାୟୀ ନୁଆଗାଁ ଗ୍ରାମର କୌଣସି ବ୍ୟକ୍ତି

କ.ନୂଆଗାଁରେ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନ ମୁଦ୍ରଣ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବଜାର ଠାରେ ନିର୍ମାଣଧୀନ ଶ୍ରୀଜଗନ୍ନାଥ ମନ୍ଦିରର ରତ୍ନ ମୁଦ୍ରଣ ଉତ୍ସବ ପାଇଁ ପରିଚାଳନା କମିଟି ପକ୍ଷରୁ କଞ୍ଜାମେଣ୍ଡି ପଞ୍ଚାୟତର ବିଭିନ୍ନ ଓ୍ଵାର୍ଡରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ

ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ

ଦେବଗଡ, ୮|୧ : ଦେବଗଡ ଜିଲ୍ଲା ରିଆମାଳ ଥାନା ଅନ୍ତର୍ଗତ ସାନଡଙ୍ଗାଘାଟ ଗ୍ରାମ ନିକଟରେ ଏଭଳି ଏକ ମର୍ମନ୍ତୁତ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣାରେ ରିଆମାଳ ବ୍ଲକ ନୁଆଡିହି ଗ୍ରାମର ନରେନ୍ଦ୍ର ପ୍ରଧାନଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ନରେନ୍ଦ୍ର ଏକ ବାଇକ ଯୋଗେ ତାଳକୁଣ୍ଡି

ପଂଚମ ସର୍ବ ଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ସେମିରେ ଦେବଗଡ ପ୍ରଧାନପାଟ କ୍ଲବଦେବଗଡ଼, ୮|୧, ଦେବଗଡ ଇନ୍ଦିରାଗାନ୍ଧୀ ଷ୍ଟାଡିୟମରେ ପ୍ରଧାନପାଟ କ୍ଲବ ପକ୍ଷରୁ ପଂଚମ ସର୍ବ ଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ଣ୍ଣାମେଂଟ ସୋମବାର ଅପରାହ୍ନରେ ଉଦଘାଟିତ ହୋଇଯାଇଛି । ରାଜ୍ୟ ତଥା ରାଜ୍ୟ ବାହାରର ୮ଟି ଦଳକୁ ନେଇ ଅନୁଷ୍ଠିତ ଏହି ଟୁର୍ଣ୍ଣାମେଂଟର

‘କ୍ଲବ ଏନର୍ଜି’ ମାଧ୍ୟମରେ ବିଦ୍ୟାଳୟବ୍ୟାପୀ ସଚେତନତା ସୃଷ୍ଟି କରୁଛି ଟିପିଏସ୍ଓଡିଏଲ୍…

• ଶିକ୍ଷକମାନଙ୍କୁ ନେଇ ଶକ୍ତି ସଚେତନତା ଶିବିର ଆୟୋଜିତ ବ୍ରହ୍ମପୁର : ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶକ୍ତି ସଂରକ୍ଷଣ ସଚେତନତା ସୃଷ୍ଟି କରାଇବା ସହ ଶକ୍ତି ଉପାଦେୟତା ସମ୍ପର୍କିତ ଶିକ୍ଷା ପ୍ରଦାନ ଲକ୍ଷ୍ୟରେ ଟିପିଏସ୍ଓଡିଏଲ୍ (ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍)ର

ଲିଲିଗଡ ପଞ୍ଚାୟତରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…

ଆର ଉଦୟଗିରି : ଗଜପତି ଜିଲ୍ଲା ମୋହନା ବ୍ଲକର ଲିଳିଗଡ ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଏହି ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ଵାତୀ ଏସ. କୁମାର ମଧ୍ୟ ଯୋଗ ଦେଇଥିଲେ। ଏହି ଅଭିଯୋଗ ଶୁଣାଣୀ ଶିବିରରେ ସମୁଦାୟ ୬୫ଟି

ମୋହନାରେ ଜଗନ୍ନାଥଙ୍କ ଅର୍ପଣ ରଥଙ୍କୁ ସ୍ବାଗତ ସହ ଶୁଭାରମ୍ଭ କଲେ ଗଜପତି ଜିଲ୍ଲାପାଳ…

ଆର ଉଦୟଗିରି : ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ମୋହନା ବ୍ଲକ ଗସ୍ତରେ ଆସି ସ୍ଥାନୀୟ ଜଗନ୍ନାଥ ମନ୍ଦିର ଠାରେ ଶ୍ରୀ ଜଗନ୍ନାଥଙ୍କ ଅର୍ପଣ ରଥ କୁ ସ୍ଵାଗତ କରିବା ସହ ଶୁଭାରମ୍ଭ କରିବା ସଙ୍ଗେ ଘର ଘର ବୁଲି ଚାଉଳ ଓ ଗୁଆ ମାଗିଥିଲେ। ଏହି ଶୁଭାରମ୍ଭ ସମୟରେ ସ୍ଥାନୀୟ ଗୋଷ୍ଟି ଉନ୍ନୟନ

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି, ୬୪ଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ

ଦାରିଙ୍ଗବାଡି : କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ଠାରେ କନ୍ଧମାଳ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । କନ୍ଧମାଳ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଯୋଗ ଦେଇ ୬୪ ଟି ଅଭିଯୋଗର ଶୁଣାଣି କରିଥିବା ବେଳେ ସାମୁହିକ ୩୭ ଓ ବ୍ୟକ୍ତିଗତ ୨୭