Browsing Category

ଆଞ୍ଚଳିକ

ଯାହାବି ପ୍ରକଳ୍ପ କରାଯାଉ ଲାଭକ୍ଷତିକୁ ପ୍ରାଥମିକତା ଦିଆଯାଉ:ସଚିବ ଏସ୍.କେ. ବଶିଷ୍ଠ…

ଫୁଲବାଣୀ : ଓଡ଼ିଶା ସରକାରଙ୍କର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ବିଭାଗର ପ୍ରମୁଖ ସଚିବ - ତଥା- ଆକାଂକ୍ଷୀ ଜିଲ୍ଲା ଦାୟିତ୍ବରେ ଥ‌ିବା ସଚିବ ଏସ୍.କେ. ବଶିଷ୍ଠ କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଆକାଂକ୍ଷୀ ଜିଲ୍ଲା କନ୍ଧମାଳର ବିଭିନ୍ନ ବିଭାଗର

ସୋସିଆଲ ମିଡିଆ ମାଧ୍ୟମରେ ଏ.ଡ୍.ସ୍ ନିୟନ୍ତ୍ରଣ ସଚେତନତା କାର୍ଯ୍ୟକ୍ରମ…

ଫୁଲବାଣୀ: ଜାତୀୟ ଏ.ଡ୍.ସ. ନିୟନ୍ତ୍ରଣ ଅନୁଷ୍ଠାନଙ୍କ ଦ୍ବାରା କାର୍ଯ୍ୟକାରୀ ହେଉଥିବା ଜାତୀୟଏ.ଡ୍.ସ୍. ନିୟନ୍ତ୍ରଣ କାର୍ଯ୍ୟକ୍ରମର ୫ମ ସଂସ୍କରଣରେ ଲକ୍ଷ୍ୟ ରଖାଯାଇଥିବା ସଂଖ୍ୟାର ୯୫ ପ୍ରତିଶତକୁ ହାସଲ କରିବା ପାଇଁ ସୋସିଆଲ୍ ମିଡିଆର ସାହାରା ନିଆଯାଉଥିବା ବେଳେ ଆଜି ଫୁଲବାଣୀ ସ୍ଥିତ ମହିଳା

ସିମେଣ୍ଟ ବୋଝେଇ ଟ୍ରକ ଦୁର୍ଘଟଣା ଗ୍ରସ୍ତ, ମରଣ ମୁହଁରୁ ଅଳ୍ପକେ ବର୍ତିଲେ ଡ୍ରାଇଭର…

ଦାରିଙ୍ଗବାଡ଼ି,: ୯/୧୧, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା ଅଧିନସ୍ତ ଦାରିଙ୍ଗବାଡ଼ି-ବ୍ରାହ୍ମଣୀଗାଁ ପୁର୍ତ୍ତ ବିଭାଗ ରାସ୍ତା ମହାଗୁଡି ଗ୍ରାମ ନିକଟ ଅଡାଧାର ବ୍ରିଜ ନିକଟରେ ଆଜି ସକାଳ ପ୍ରାୟ ୭ଘଣ୍ଟା ସମୟରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଓଲଟି ପଡିଥିବା

ଅସହାୟ ଅବସ୍ଥାରେ ବୃଦ୍ଧା ଦମ୍ପତ୍ତି :ଭତ୍ତା ସହ ସହାୟତା ପ୍ରଦାନ ନିମନ୍ତେ ଜିଲ୍ଲା ପ୍ରଶାସନର ଦ୍ୱାରସ୍ଥ…

ଛତ୍ରପୁର : ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସରକାର ବିଭିନ୍ନ ଯୋଜନା କରିଛନ୍ତି । ବୃଦ୍ଧା କାଳକୁ ଚଳିବା ପାଇଁ ବାର୍ଦ୍ଧକ୍ୟ ଭତ୍ତା ବି ପ୍ରଦାନ କରୁଛନ୍ତି । ହେଲେ ସେ ସମସ୍ତ ଯୋଜନା ସଠିକ୍ ଭାବେ ହିତାଧିକାରୀ ମାନଙ୍କ ନିକଟରେ ପହଂଚି ପାରୁନି । ପରିଣତ ବୟସରେ ନିଜେ ଚାଲିବାକୁ ବି ସକ୍ଷମ

ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ଙ୍କୁ ଦାବିପତ୍ର…

ଛତ୍ରପୁର : ଓଡିଶା ରାଜ୍ୟ ଅଧ୍ୟାପକ ବେସରକାରୀ କର୍ମଚାରୀ ସଂଘ ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟରେ ଏକ ଲିଖିତ ଦାବିପତ୍ର ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଲିନା କୁମାରୀ ଖେସ ଙ୍କୁ ଭେଟି ପ୍ରଦାନ କରାଯାଇଛି l 2008 ରୁ 2018 ମସିହା ପର୍ଯ୍ୟନ୍ତ

ସଚେତନତା ରଥର ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ…

ଛତ୍ରପୁର : ପ୍ରବାସୀ ଶ୍ରମିକଙ୍କ ନିମନ୍ତେ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଛି l ଛତ୍ରପୁର ଶ୍ରମ ଜିଲ୍ଲା ପକ୍ଷରୁ ସ୍ଥାନୀୟ ଗଞ୍ଜାମ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଲିନା କୁମାରୀ ଖେସ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି l

ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମନିଯୁକ୍ତି ସଚେତନତା କାର୍ଯ୍ୟକ୍ରମ…

ଫୁଲବାଣୀ : ଓଡିଶା ସରକାରଙ୍କ MSME ବିଭାଗ ତରଫରୁ ଜିଲ୍ଲା ଶିଳ୍ପ କେନ୍ଦ୍ର ସହଯୋଗରେ ଚକାପାଦ ବ୍ଲକର ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଶଙ୍କରାଖୋଲ ଠାରେ ଆତ୍ମନିଯୁକ୍ତି ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଫୁଲବାଣୀ ସ୍ଥିତ ଜିଲ୍ଲା ଶିଳ୍ପ କେନ୍ଦ୍ରର

ଫୁଲବାଣୀକୁ ରେଳପଥ ସଂଯୋଗ ପାଇଁ ଜିଲା ରେଳପଥ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶୋଭାଯାତ୍ରା…

ଫୁଲବାଣୀ : ଜିଲା ରେଳପଥ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଫୁଲବାଣୀ ସହରକୁ ରେଳ ସଂଯୋଗ ପାଇଁ ନଭେମ୍ବର ୮ତାରିଖରେ ମାଦିକୁନ୍ଦା ଛକରୁ ଏକ ଶୋଭାଯାତ୍ରା ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ମାନ୍ୟବର ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ

କୁଆଁରମୁଣ୍ଡା ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଲିଯାଇଛ…

କୁଆଁରମୁଣ୍ଡା : ସୁନ୍ଦରଗଡ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଭାଟି ପଡିଆ ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି। କାର୍ଯ୍ୟକ୍ରମ କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫର୍ଶିଂ ମାଧ୍ୟମରେ ଶୁଭାରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ

କନ୍ଧମାଳ ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦର ତୃତୀୟ ପରିଷଦ ବୈଠକ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦର ତୃତୀୟ ପରିଷଦ ବୈଠକ ଆଜି ପ୍ରକଳ୍ପ ପ୍ରଶାସକ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା, ଫୁଲବାଣୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ସ୍ଵତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ରଦନ ମଲ୍ଲିକ କହିଲେ, ଓଡ଼ିଶାର ମାନ୍ୟବର