Browsing Category

ଆଞ୍ଚଳିକ

ଗଟାଙ୍ଗି ଆଶ୍ରମ ବିଦ୍ୟାଳୟରେ ପିତାମାତା ସହାଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଗଟାଙ୍ଗି ସ୍ଥିତ ସରକାରୀ ଆଶ୍ରମ ବିଦ୍ୟାଳୟ ଠାରେ ପିତାମାତା ସହାଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ସଭାରେ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର କହଁର ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ

ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ରକ୍ତଦାନ ଶିବିର ଆୟୋଜନ : ୩୦ ୟୁନିଟ୍ ରକ୍ତ ସଂଗୃହିତ…

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଥିବା ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଶନିବାର ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ଯୁବ ରେଡକ୍ରସ୍ କନ୍ଧମାଳ ଜିଲ୍ଲା ସଂଯୋଜକ

ରୋଟାରୀ କ୍ଲବ ପକ୍ଷରୁ ମା ଓ ଶିଶୁ ସୁରକ୍ଷା ସଚେତନତା…

ଫୁଲବାଣୀ : ଫୁଲବାଣୀ ରୋଟାରୀ କ୍ଲବ ପକ୍ଷରୁ ଲୁହୁରୁବାଲିସ୍ଥିତ ଅଙ୍ଗନବାଡି କେନ୍ଦ୍ର ପରିସରରେ ଶନିବାର ଆଜି ମା ଓ ଶିଶୁ ର ଯତ୍ନ ସମ୍ପର୍କିତ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା l ରୋଟାରୀ କ୍ଲବ ସଭାନେତ୍ରୀ ବୀରାଜିନି ମହାପାତ୍ର ଙ୍କ ସଭାପତିତ୍ଵ ରେ ଅନୁଷ୍ଠିତ ସଭାରେ ସମ୍ପାଦିକା

ଆଦର୍ଶ ଟାଉନ ଥାନା ର ନୂତନ ଆଇଆଇସିଙ୍କୁ ସ୍ଵାଗତ ଜଣାଇଲେ ହୋମଗାର୍ଡ ସଂଘ କର୍ମକର୍ତ୍ତା…

ଫୁଲବାଣୀ : କନ୍ଧମାଳ ଜିଲ୍ଲା, ଫୁଲବାଣୀ ସ୍ଥିତ ଆଦର୍ଶ ଟାଉନ୍ ଥାନାର ନୂତନ ଆଇଆଇସି ଭାବରେ କନକ କୁମାର ମାଝି ଯୋଗ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ପଞ୍ଜୀକୃତ ହୋମଗାର୍ଡ ସଂଘ ଏବଂ ମାନବାଧିକାର ମିସନ କନ୍ଧମାଳ ଜିଲ୍ଲା ଶାଖାର ସମସ୍ତ କର୍ମକର୍ତ୍ତାଙ୍କ ଆଲୋଚନା ପ୍ରକାରେ

ସାପ କାମୁଡାରେ ଯୁବକଙ୍କ ମୃତ୍ୟୁ…

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ କରୁକୁଡୁପା ଗ୍ରାମରେ ଘଟିଛି ଏକ ଦୁଃଖଦ ପୂର୍ଣ୍ଣ ଘଟଣା l ଉକ୍ତ ଗ୍ରାମର ସଙ୍କୀ ମାଝୀ ଙ୍କ ପୁଅ ସକତା ମାଝୀ (32) ଙ୍କୁ ସାପ କାମୁଡ଼ିବାରୁ ମୃତ୍ୟୁ ଘଟିଥିବା ଜଣାପଡିଛି l ପ୍ରକାଶ ଯେ, ପ୍ରତିଦିନ ଭଳି

ନବୋଦୟ ବିଦ୍ୟାଳୟ ପରିସରରେ କ୍ଲଷ୍ଟରସ୍ତରୀୟ କଳାଉତ୍ସବ ଉଦ୍ଘାଟିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ତୁଡ଼ିପାଜୁ ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ କଟକ କ୍ଲଷ୍ଟର ସ୍ତରୀୟ ୨ ଦିନିଆ କଳା ଉତ୍ସବ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି । ଏହାକୁ କେନ୍ଦ୍ରିୟ ବିଦ୍ୟାଳୟର ଅଧ୍ୟକ୍ଷ ନାହାର ସିଂ ମୀନା ମୁଖ୍ୟ ଅତିଥିଭାବେ ଯୋଗଦେଇ ଉଦ୍ଘାଟନ କରିଥିବା ବେଳେ ନବୋଦୟ

ଆମେ ଜାଣିବା ଆମେ ଜିଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମାଲକାନଗିରି : , ୨୨/୦୯ : ମାଲକାନଗିରି ବ୍ଲକ ଅନ୍ତର୍ଗତ ଶିଖପଲ୍ଲି ଅନୁସୂଚିତ ଜନଜାତି ଉଚ୍ଚ ବାଳିକା ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ମନୋରମା ସ୍ୱାଇଁଙ୍କ ସଭାପତିତ୍ବରେ ଶୁକ୍ରବାର ଆମେ ଜାଣିବା ଆମେ ଜିଣିବା କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରୀ ଏବଂ ଅଭିଭାବକ ସହ ବିଦ୍ୟାଳୟର ସମସ୍ତ ଶିକ୍ଷକ

ବାଲିଗୁଡା ବନଖଣ୍ଡ କାର୍ଯ୍ୟାଳୟରେ ଗଣେଶ ପୂଜା ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ…

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଖଣ୍ଡିୟ ବନାଧିକାରୀ ଙ୍କ କାର୍ଯ୍ୟଳୟ ପରିସର ମଧ୍ୟରେ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଗଣେଶ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି l ଏହି ଅବସରରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ ବାଲିଗୁଡା

ଫୁଲବାଣୀ ସ୍ଵଚ୍ଛାସେବୀ ମହାସଂଘର ସଦସ୍ୟ ଓ ସଦସ୍ୟାଙ୍କ ଯୋଜନା ଓ ସମନ୍ୱୟ ବୈଠକ…

ଫୁଲବାଣୀ : ଫୁଲବାଣୀ ସ୍ଵଚ୍ଛାସେବୀ ମହାସଂଘର ସମସ୍ତ ସଭ୍ୟ ଅନୁଷ୍ଠାନର ସାଧାରଣ ବୈଠକ ଶାନ୍ତି ମୈତ୍ରୀ, ବାଲିଗୁଡା ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ସାଧାରଣ ବୈଠକ କୁ ପି.ଏ.ଜି. ର ଅଧକ୍ଷ ରାମ ଚନ୍ଦ୍ର ଦାସ ପୌରହିତ କରିଥିବା ବେଳେ ଅନ୍ୟ ସଦସ୍ୟ ଅନୁଷ୍ଠାନ ମାନଙ୍କର ମୂଖ୍ୟ ଅଧିକାରୀ ଯଥା

ରାସ୍ତାରେ ହାତଲେଖା ମାଓବାଦୀ ପୋଷ୍ଟର…

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଅନ୍ତର୍ଗତ ଝିରିପାଣିଠାରୁ ରାୟଗଡା ଜିଲାର ଅମ୍ବାଦଳାକୁ ସଂଯୋଗ କରୁଥିବା ରାସ୍ତାର ବରଗୁଡ଼ା ଛକଠାରେ ଶୁକ୍ରବାର କିଛି ହାତଲେଖା ମାଓବାଦୀ ପୋଷ୍ଟର ପଡିଥିବା ଦେଖାଯାଇଛି। ସେଥ‌ିରେ ସେପ୍ଟେମ୍ବର ୨୧ରୁ ୨୭