Browsing Category

ଆଞ୍ଚଳିକ

ମୂଖ୍ୟ ବିଚାରପତିଙ୍କ ଦ୍ଵାରା ଫୁଲବାଣୀ ଜିଲ୍ଲା ଦୌରାଜଜ୍ କୋର୍ଟ କମ୍ପ୍ଲେକ୍ସର ଭିତ୍ତି ପ୍ରସ୍ତର ସ୍ଥାପନ

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଫୁଲବାଣୀ ସ୍ଥିତ ଦାଦପାଜୁ ଠାରେ ହେବାକୁ ଥିବା ନୂତନ ଜିଲ୍ଲା ଦୌରାଜଜ୍ କୋର୍ଟ କମ୍ପ୍ଲେକ୍ସର ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି l ଏହାକୁ ଓଡିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଡଃ ଏସ ମୁରଲୀଧର ଭର୍ଚୁଆଲ ମାଧ୍ୟମରେ ଗାନ୍ଧୀ ସ୍ମୃତି ଭବନ ଠାରେ ଶୁଭ

ବିଶିଷ୍ଟ ସାମ୍ବାଦିକ ଡ. ଜଗନ ମୋହନ ମହାପାତ୍ରଙ୍କ ହୃଦ୍‌ଘାତରେ ପରଲୋକ

ବ୍ରହ୍ମପୁର: ଅଫେରା ରାଇଜକୁ ଚାଲିଗଲେ ଦୈନିକ ଖବରକାଗଜ ସକାଳର ଓ ଗଞ୍ଜାମ ଟିଭି ବ୍ରହ୍ମପୁର ସଂସ୍କରଣ ମୁଖ୍ୟ, ସୁନାମଧନ୍ୟ ବରିଷ୍ଠ ସାମ୍ବାଦିକ ଡ. ଜଗନ ମୋହନ ମହାପାତ୍ର। ଆଜି ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧ ମୃତ : ନ୍ୟାୟ ପାଇଁ ଥାନାରେ ଅଭିଯୋଗ

ହିଞ୍ଜିଳିକାଟୁ ୨୮।୬ ହିଞ୍ଜିଳି ଥାନା ଅନ୍ତର୍ଗତ ଆଡପଡା ଫାଣ୍ଡି ଅଧିନ କଇଠଵେଡା ଗ୍ରାମର ହରିମଲ୍ଲ ୮୫ ଝିଅ ଘରକୁ ଯିବା ସମୟରେ ମହିଗୁଡା କେନାଳ କାମ ପାଇଁ ପାଣି ମୋଟର ଲଗାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ଜଣାପଡିଛି । ଏନେଇ ମୃତ ବୃଦ୍ଧଙ୍କ ପୁଅ ରମେଶ ମଲ୍ଲ

ଦୁଇ ବାଇକ ମୁହାଁମୁହିଁ ଧକ୍କା , ବାପ ପୁଅ ସମେତ ତିନି ଗୁରୁତର…

ଦାରିଙ୍ଗବାଡ଼ି,୨୮/୬, ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ୫୯ ନମ୍ବର ଜାତୀୟ ରାଜପଥର ଦାରିଙ୍ଗବାଡ଼ି ତିନିଛକରେ ଦୁଇ ବାଇକ ମୁହାଁ ମୁହିଁଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି l ଦୁର୍ଘଟଣାରେ ଦୁଇ ବାଇକରେ ଥିବା ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ହେଲେ ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ

ବାଣୀକ୍ଷେତ୍ରରେ ବାହୁଡ଼ାଯାତ୍ରା : ଛେରା ପହଁରା କଲେ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ

ଭୁବନେଶ୍ବର : ଉତ୍କଳ ବିଶ୍ବବିଦ୍ୟାଳୟ ତଥା ବାଣୀକ୍ଷେତ୍ର ବାଣୀବିହାର ପରିସରରେ କାଳିଆ ସାଆନ୍ତେଙ୍କ ବାହୁଡା ଯାତ୍ରା ଆଜି ଶେଷ ହୋଇଛି। ଏହିଅବସରରେ ପାରମ୍ପରିକ ରୀତିନୀତି ଅନୁସାରେ ଠାକୁରଙ୍କୁ ପୂଜାର୍ଚ୍ଚନା କରି ପହଣ୍ଡି ବିଜେ ପାଇଁ ପଥ ପ୍ରସ୍ତୁତି କରାଯାଇଥିଲା। ଶହ ଶହ ଶ୍ରଦ୍ଧାଳୁଙ୍କ

ବାହୁଡାଯାତ୍ରା ସଂପନ୍ନ, ନିଜ ମନ୍ଦିର ଅଭିମୁଖେ ମହାପ୍ରଭୁ

ଫୁଲବାଣୀ : ବୁଧବାର ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାର ଅନ୍ତିମ ପର୍ଯ୍ୟାୟ ଯାହାକି ପବିତ୍ର ବାହୁଡା ଯାତ୍ରା ନାମରେ କଥିତ । ବାହୁଡିଛନ୍ତି ଚ଼ତୁର୍ଦ୍ଧାମୂର୍ତ୍ତି ନିଜ ମନ୍ଦିର ଅଭିମୁଖେ । ଆନନ୍ଦ ଉଲ୍ଲାସରସହ ପାଳିତ ହୋଇଛି ଏହି ଯାତ୍ରା। ଖରା ଗୁଳୁ ଗୁଳି ସତ୍ତ୍ଵେ ବାହୁଡା ଯାତ୍ରାରେ

ବାଲିଗୁଡାରେ ବାହୁଡା଼ ଯାତ୍ରା ପାଳିତ : ଦେବୀ ସୁଭଦ୍ରାଙ୍କ ରଥକୁ ମହିଳା ମାନେ ଟାଣିଲେ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଦିନ ତମାମ ସାମାନ୍ୟ ମେଘୁଆ ଓ ଖରା ପାଗ ମଧ୍ୟରେ ପବିତ୍ର ବାହୁଡା଼ ଯାତ୍ରା ବହୁ ଆଡ଼ମ୍ବର ସହ ପାଳିତ ହୋଇ ଯାଇଛି। ପୂର୍ବ ନିର୍ଘଣ୍ଟ ପ୍ରକାରେ ପ୍ରାତଃ ମଙ୍ଗଳ ଆଳତି ପରେ ମଇଲମ, ତଡପଲାଗି, ରୋଷ ହୋମ, ଅବକାଶ ଅନୁଷ୍ଠିତ ହୋଇଥିଲା। ଏହାପରେ

ଓଡିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ଅବସରରେ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର (୨୮.୦୬) : ଆସନ୍ତା ଜୁଲାଇ ମାସରେ ଓଡିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ଅନୁଷ୍ଠିତ ହେବ । ଏଥି ସକାଶେ ଗଞ୍ଜାମ ଜିଲ୍ଲାସ୍ତରୀୟ ସାହିତ୍ଯ ବୋଧକ ସମ୍ପର୍କିତ ବିଭିନ୍ନ ପ୍ରତିଯୋଗୀତା ବୁଧବାର ଦିନ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ

ଶ୍ରୀ ଲକ୍ଷ୍ମଣ ପ୍ରଧାନ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ : ଦାରିଙ୍ଗବାଡ଼ି ଡିଡିସି ଦଳ ଚମ୍ପିୟାନ

ଦାରିଙ୍ଗବାଡ଼ି (୨୮/୬) : ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତ ଅନ୍ତର୍ଗତ ଟକେରମାଲା ଗ୍ରାମ ଠାରେ ବ୍ଲକ ସ୍ତରୀୟ ଲକ୍ଷ୍ମଣ ପ୍ରଧାନ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗ

ବିଏସ୍ଏନ୍‌ଏଲ୍ ମୋବାଇଲ ଟାୱାର ନିର୍ମାଣରେ ନିୟୋଜିତ ଶ୍ରମିକ ଠିକାଦାରଙ୍କ ଅଚାନକ ମୃତ୍ୟୁ : ତଦନ୍ତ ଅବ୍ୟାହତ

ବାଲିଗୁଡ଼ା : ବିଏସ୍ଏନ୍‌ଏଲ୍ ମୋବାଇଲ ଟାୱାର ନିର୍ମାଣରେ ନିୟୋଜିତ ଥିବା ଜଣେ ଶ୍ରମିକ ଠିକାଦାରଙ୍କ ଅଚାନକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତକ ଜଣକ ହେଲେ ପଶ୍ଚିମବଙ୍ଗର ଦକ୍ଷିଣ ଦିନାନାଜପୁର ଜିଲ୍ଲା ଅନ୍ତର୍ଗତ ଗଙ୍ଗାରାମପୁର ଥାନା ନିଳଡଙ୍ଗା ଅଞ୍ଚଳର ସୂର୍ଯ୍ୟ ଦାସ ବୋଲି ଜଣାପଡ଼ିଛି ।