Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ମାଗଣାରେ ମିଳିବ ମହାପ୍ରସାଦ
ପୁରୀ: ଆଗକୁ ମାଗଣାରେ ମିଳିବ ମହାପ୍ରସାଦ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ସମସ୍ତ ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ କରାଯିବ ବୋଲି ଯୋଜନା କରୁଛନ୍ତି ସରକାର । ପୁରୀରେ ରଥ ସେବା ସମ୍ମାନ- ୨୦୨୪ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ କିଛି ଏମିତି କହିଛନ୍ତି ଆଇନ ମନ୍ତ୍ରୀ!-->…
ଶ୍ରୀମନ୍ଦିରରେ ଆଜିଠୁ ୭ ଦିନ ଧରି ଚାଲିବ ଝୁଲଣ ଯାତ୍ରା
ପୁରୀ : ଆଜି ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା ସହ ବାଡ଼ି ନୃସିଂହ ବିଜେ ନୀତି ଅନୁଷ୍ଠିତ ହେବ । ଶ୍ରୀ ନୃସିଂହ ମହାପ୍ରଭୁ ଶ୍ରୀମନ୍ଦିରରୁ ବାହାରି ଶ୍ରୀକ୍ଷେତ୍ର ପରିକ୍ରମା କରିବେ। ଚାରି ଆଶ୍ରମ ବିଜେ କରି ନୀତି ସମାପନ କରିବେ । ଶ୍ରୀମନ୍ଦିର ମୁକ୍ତିମଣ୍ଡପ ସ୍ଥିତ ଝୁଲଣରେ ମହାପ୍ରଭୁଙ୍କ!-->…
ପରମ୍ପରା ଅନୁଯାୟୀ ଆଜିଠୁ ରଥଭଙ୍ଗା କାମ ଆରମ୍ଭ
ପୁରୀ: ନବଦିନାତ୍ମକ ଯାତ୍ରା ସାରି ମହାପ୍ରଭୁ ରତ୍ନସିଂହାସନରେ ବିରାଜମାନ କରିଛନ୍ତି । ହେଲେ ଚତୁର୍ଦ୍ଧାବିଗ୍ରହ ଯାତ୍ରା କରିଥିବା ତିନିରଥ ସିଂହଦ୍ୱାର ସମ୍ମୁଖରେ ରହିଥିବା ବେଳେ ଆଜିଠାରୁ ଭଙ୍ଗା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନର ଚିଠି ପାଇବା ପରେ ଆଜି ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ!-->…
ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ : ଆସନ୍ତାକାଲି ଶ୍ରାବଣ ଶୁକ୍ଲ ତୃତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ବିପହର ଧୂପ ସରିବା ପରେ!-->…
ନୂଆଖାଇ ପାଇଁ ବାହାରିଲା ଶୁଭ ଲଗ୍ନ
ବଲାଙ୍ଗୀର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ। ଚଳିତ ଥର ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ ଭିତରେ ନବାନ୍ନ ଲାଗି ପାଇଁ ଶୁଭ ଲଗ୍ନ ଧାର୍ଯ୍ୟ ହୋଇଛି।
ବଲାଙ୍ଗୀର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିରେ!-->!-->!-->…
ଖୋଲିଲା ମାଁ ମଝିଘରିଆଣିଙ୍କ ୯ ହୁଣ୍ଡି ମିଳିଲା ୯୯ ଲକ୍ଷ ୧୫ ହଜାର ୪୨୨ଟଙ୍କା, ୩୩ ଟି ବିଦେଶୀ ନୋଟ ସମେତ ୫୩ ଗ୍ରାମ…
ରାୟଗଡ଼ା : ରାୟଗଡ଼ା ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ବୁଧବାର ଖୋଲାଯାଇଛି। ମନ୍ଦିରରେ ଥିବା ୯ ଟି ଦାନହୁଣ୍ଡି ହୁଣ୍ଡି ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ ନଗଦ ନଗଦ ୯୯ ଲକ୍ଷ ୧୫ ହଜାର ୪୨୨ ଟଙ୍କା ସହିତ ୫୩ ଗ୍ରାମ ସୁନା ଓ ୨୩୯୨ ଗ୍ରାମ ରୁପା!-->!-->!-->…
ବାଲୁଙ୍କେଶ୍ୱର ମନ୍ଦିର ରେ ଶ୍ରାବଣୀ ଶିବ ଲିଙ୍ଗ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ…
ହିଞ୍ଜିଳିକାଟୁ ୨୧!୭ ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ନୁଆଗଡ ସ୍ଥିତ ବାଲୁଙ୍କେଶ୍ୱର ମନ୍ଦିର ପରିସରରେ ଶ୍ରାବଣ ମାସରେ କାଉଡିଆଙ୍କ ଭିଡ କୁ ପରିଲିକ୍ଷିତ କରି ଶ୍ରାବଣୀ ଶିବ ଲିଙ୍ଗ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରାଣ ପ୍ରତିଷ୍ଠା ଉତ୍ସବରେ ବିଜୟ କୁମାର ସ୍ଵାଇଁ!-->…
ଆଜି ରସଗୋଲା ଦିବସ
ଭୁବନେଶ୍ଵର: ସାରା ରାଜ୍ୟରେ ଆଜି ପାଳିତ ହେଉଛି ‘ରସଗୋଲା ଦିବସ’ । ରସଗୋଲା ହେଉଛି ମିଠାମାନଙ୍କ ରାଜା। ଓଡ଼ିଆମାନଙ୍କ ପ୍ରିୟ ଖାଦ୍ୟ ମଧ୍ୟରୁ ରସଗୋଲା ଅନ୍ୟତମ। କେତେକ ଓଡ଼ିଆ ଗବେଷକଙ୍କ ମତରେ ଜଗନ୍ନାଥ ପରମ୍ପରାରେ ରସଗୋଲାର ବ୍ୟବହାର ଦ୍ୱାଦଶ ଶତାବ୍ଦୀରୁ ଚାଲିଆସୁଛି। କୁହାଯାଏ ନୀଳାଦ୍ରି!-->…
ଦୁର୍ଲଭ ସୁନାବେଶରେ ତିନି ଠାକୁର, ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ ସୁନାବେଶ ଦର୍ଶନ
ପୁରୀ: ଆଜି ସୁନାବେଶରେ ମହଣ ମହଣ ସୁନାରେ ସୁଶୋଭିତ ହୋଇ ଝଟକୁଛନ୍ତି ରଥାରୁଢ଼ ମହାପ୍ରଭୁ । ସୁବର୍ଣ୍ଣ ଆଭୂଷଣରେ ସୁସଜ୍ଜିତ ହୋଇଛନ୍ତି ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା । ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶକୁ ରାଜାଧିରାଜ ବେଶ ବା ରାଜା ବେଶ ଓ ରାଜରାଜେଶ୍ବର ବେଶ ବୋଲି!-->…
ଫେରିଲେ ମହାବାହୁ, ସିଂହଦ୍ୱାର ଆଗରେ ଲାଗିଲା ତିନି ରଥ
ପୁରୀ: ଲୀଳାମୟ ମହାବାହୁଙ୍କ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା ଶେଷ ହୋଇଛି। ଜନ୍ମବେଦିରେ ନବଦିନର ଲୀଳାଖେଳ ସାରି ଭାଇଭଉଣୀଙ୍କୁ ସାଙ୍ଗରେ ଧରି କୋଟି କୈବଲ୍ୟନାଥ ବ୍ରହ୍ମାଣ୍ଡ ଠାକୁର ଶ୍ରୀମନ୍ଦିର ସିଂହଦ୍ବାରକୁ ବାହୁଡ଼ିଛନ୍ତି। ଭାବଦିଆ କାଳିଆ ଠାକୁର ବଡ଼ଦାଣ୍ଡକୁ ନିସ୍ବାର୍ଥ!-->…